ଅଜୟଙ୍କୁ ‘ଜଗଦୀଶ କଥା ସମ୍ମାନ’
ଭୁବନେଶ୍ୱର, ୧୮।୨(ବ୍ୟୁରୋ): ଜଗଦୀଶ ମହାନ୍ତି ଟ୍ରଷ୍ଟ ପକ୍ଷରୁ ସୋମବାର ସ୍ଥାନୀୟ ଏକ ହୋଟେଲରେ ‘ଜଗଦୀଶ ଜୟନ୍ତୀ’ ପାଳିିତ ହୋଇଯାଇଛି। କଥାକାର ଡ. ସରୋଜିନୀ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବରିଷ୍ଠ କଥାକାର ଶାନ୍ତନୁ କୁମାର ଆଚାର୍ଯ୍ୟ ଓ ବିଶିଷ୍ଟ…
୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କୁ ଏକାମ୍ରଶ୍ରୀ ସମ୍ମାନ
ପୁରୁଣା ଭୁବନେଶ୍ୱର,୧୮।୨(ଡି.ଏନ୍.ଏ.):ମହାଶିବରାତ୍ରିରେ ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ ପ୍ରତିବର୍ଷ ଭଳି ଚଳିତବର୍ଷ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଅହରାତ୍ର ଭଜନ ସମାରୋହ ଓ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ଜାତୀୟ ସ୍ତରୀୟ କଳାକାରଙ୍କ ସହ ରାଜ୍ୟର ୨୫ରୁ ଊର୍ଦ୍ଧ୍ୱ ଖ୍ୟାତନାମା କଳାକାର ଭଜନ…
ବିଶିଷ୍ଟ ଚିକିତ୍ସକ ଅମରେଶ୍ୱର ନାୟକଙ୍କ ପରଲୋକ
ଭୁବନେଶ୍ୱର ୧୮।୨(ବ୍ୟୁରୋ): ରାଜ୍ୟର ଜଣେ ବିଶିଷ୍ଟ ହୋମିଓପା୍ୟାଥିକ ଚିକିତ୍ସକ ଭାବେ ପରିଚିତ ଡା.ଅମରେଶ୍ୱର ନାୟକ(୬୮ )ଙ୍କର ରବିବାର ରାତିରେ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ପରଲୋକ ହୋଇଯାଇଛି। ମୃତ୍ୟୁ ସମୟରେ ତାଙ୍କ ନିକଟରେ ସପରିବାର ଉପସ୍ଥିତ ଥିଲେ। ତାଙ୍କ ମରଶରୀରକୁ ଜଗତସିଂହପୁର…
ଇମ୍ରାନ ଖାନ୍ଙ୍କୁ ପ୍ରଥମ ସ୍ତ୍ରୀଙ୍କ ପ୍ରଶ୍ନ, ତୁମେ କେମିତି କଳା ଯାଦୁ କରୁଛ
ଇସଲାମାବାଦ୍,୧୮।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମରାନ ଖାନ୍ଙ୍କ ଅତୀତ ତାଙ୍କ ପିଛା ଛାଡୁନି। ଏଥର ସେ ନିଜ ପ୍ରଥମ ସ୍ତ୍ରୀ ଜେମିମା ଗୋଲ୍ଡସ୍ମିଥ୍ଙ୍କ ରୋଷର ଶିକାର ହୋଇଛନ୍ତି। ଜେମିମା ଏକ ପୋଷ୍ଟର ଟୁଇଟ୍ କରି ଇମ୍ରାନଙ୍କ ଉପରେ ବର୍ଷିଛନ୍ତି। ଏହି ପୋଷ୍ଟରରେ ଇମ୍ରାନ…
ଶ୍ରୀଲିଙ୍ଗରାଜ ମନ୍ଦିର ଅଁଳାବେଢ଼ାରେ ମହୁଫେଣା ବିପଦ
ପୁରୁଣା ଭୁବନେଶ୍ୱର,୧୮।୨(ଡି.ଏନ୍.ଏ.): ମହାଶିବରାତ୍ରିରେ ସମର୍ଥା ସେବାୟତ ପରମ୍ପରା ଅନୁଯାୟୀ ମନ୍ଦିର ଚୁଡ଼ାକୁ ମହାଦୀପ ଉଠାଇଥାନ୍ତି। ପ୍ରତିବର୍ଷଭଳି ଚଳିତବର୍ଷ ମଧ୍ୟ ସମସ୍ତ ପ୍ରସ୍ତୁତି ଆଗେଇ ଚାଲିଥିବାବେଳେ ମନ୍ଦିର ଚୁଡ଼ାରେ ଅଁଳା ତଳେ ଥିବା ମହୁଫେଣା ବିପଦ ଆଶଙ୍କା ସୃଷ୍ଟି କରିଛି। ଅଗ୍ନି ଧାସରେ…
ଜାଗରରେ ଝଲସିବ ଶ୍ରୀଲିଙ୍ଗରାଜ କ୍ଷେତ୍ର: ରାତି ୧୦ଟାରେ ଉଠିବ ମହାଦୀପ
ପୁରୁଣା ଭୁବନେଶ୍ୱର,୧୮।୨(ଡି.ଏନ୍.ଏ.): ଆସନ୍ତା ୨୧ତାରିଖ ତଥା ଶୁକ୍ରବାର ମହାଶିବରାତ୍ରି। ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗରଯାତ୍ରା ତଥା ମହାଶିବରାତ୍ରି ଉପଲକ୍ଷେ ସୋମବାର ସନ୍ଧ୍ୟାରେ କମିଶନରେଟ ପୋଲିସ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଦକ୍ଷିଣେଶ୍ୱରୀ ମଣ୍ଡପଠାରେ ଥିବା ଶ୍ରୀ ଲିଙ୍ଗରାଜ ଥାନାର ନୂତନ…
ଏପ୍ରିଲ୍ ୫ରୁ ଆର୍ମି ନିଯୁକ୍ତି ମେଳା
ଭୁବନେଶ୍ୱର,୧୮।୨(ବ୍ୟୁରୋ): ଏପ୍ରିଲ ୫ରୁ ୧୬ ତାରିଖ ପର୍ଯ୍ୟନ୍ତ ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମ୍ଠାରେ ବିଶାଳ ଆର୍ମି ନିଯୁକ୍ତି ମେଳା ଆୟୋଜିତ ହେବ। ଏଥିରେ ମୋଟ ୧୦ ଜିଲା ଯଥା କଟକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ଖୋର୍ଦ୍ଧା, ନୟାଗଡ଼, ବାଲେଶ୍ୱର, ଯାଜପୁର, ପୁରୀ ଓ…
ଆଶ୍ଚର୍ଯ୍ୟ ଯେତିକି ରୋଚକ ସେତିକି: ରାସ୍ତା କଡରେ ବୁଲୁଥିବା ଏକ କୁକୁରକୁ ନିଆଯିବ ସୁଇଜରଲାଣ୍ଡ
କେରଳର ମୁନ୍ନାରରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ରାସ୍ତା କଡରେ ବୁଲୁଥିବା ଏକ କୁକୁରକୁ ସୁଇଜରଲାଣ୍ଡ ପଠାଯିବାର ବ୍ୟବସ୍ଥା କରାଯାଇଛି। କଥାଟା ଯେତିକି ଆଶ୍ଚର୍ଯ୍ୟ ସେତିକି ରୋଚକ ମଧ୍ୟ। ଜନି ଏବଂ ଏଲେନ ନାମକ ଦୁଇ ସୁଇଜରଲାଣ୍ଡ ପର୍ଯ୍ୟଟକ କେରଳ…
ଅନୁପଙ୍କ ପୁତୁରା, ଭାଇ ସମେତ ୩ଜଣଙ୍କୁ ନୋଟିସ
ଭୁବନେଶ୍ୱର,(ବ୍ୟୁରୋ)/ ବ୍ରଜରାଜନଗର, ୧୮।୨ (ଡି.ଏନ.ଏ.): ଛତିଶଗଡର ରାୟଗଡ଼ ଜିଲା ଚକ୍ରଧରନଗର ଥାନା ଅଧୀନ ହମିରପୁର ଜଙ୍ଗଲରେ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍ଲିଙ୍କୁ ହତ୍ୟା ଘଟଣାର ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି ସେଠାକାର ପୋଲିସ। ଏହି ଡବଲ ମର୍ଡର ଘଟଣାର…
ତାପସ ପାଲଙ୍କ ପରଲୋକ
କୋଲକାତା,୧୮।୨: ବଙ୍ଗାଳୀ ଫିଲ୍ମ ଅଭିନେତା ତଥା ତୃଣମୂଳ କଂଗ୍ରେସର ପୂର୍ବତନ ଏମ୍ପି ତାପସ ପାଲଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ହୃଦ୍ଘାତରେ ତାଙ୍କର ମୃତ୍ୟୁ ଘଟିଛି। ପୁଅଙ୍କ ଘରକୁ ସେ…
ଭାଷାଗତ ଶାଳୀନତାକୁ ନେଇ ଆପତ୍ତି ଉଠାଇଲେ ଅମର
ଭୁବନେଶ୍ୱର,୧୮।୨(ବ୍ୟୁରୋ): ବାଚସ୍ପତିଙ୍କ ଭାଷାଗତ ଶାଳୀନତାକୁ ନେଇ ବରିଷ୍ଠ ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀ ଆପତ୍ତି ଉଠାଇଛନ୍ତି। ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ସେ କହିଛନ୍ତି ଯେ, ଏଥିପାଇଁ ବାଚସ୍ପତି ବି କୌଣସି କଥା କହିବାବେଳେ ସଂଯମତା ରକ୍ଷା କରିବା ଦରକାର…
ରାଜ୍ୟରେ ମୁଣ୍ଡପିଛା ଋଣ ୧୮ ହଜାର: ଚଳିତବର୍ଷ ରାଜ୍ୟରେ ଋଣ ଭାର ୧ଲକ୍ଷ କୋଟିକୁ ଟପିବ ବୋଲି ଆକଳନ କରାଯାଇଛି
ଭୁବନେଶ୍ୱର,୧୮।୨(ବ୍ୟୁରୋ): ରାଜ୍ୟରେ ମୁଣ୍ଡପିଛା ଋଣ ହାର ବୃଦ୍ଧି ପାଇଚାଲିଛି। ଏହି ଭାର ୧୮ ହଜାର ୪୯୭ ଟଙ୍କାରେ ପହଞ୍ଚତ୍ଛି। ବିଜେଡି ବିଧାୟକ ଦେବୀରଞ୍ଜନ ତ୍ରିପାଠୀଙ୍କ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ଏହା ବ୍ୟତୀତ ରାଜ୍ୟରେ ଚଳିତ…
Archives


