କଶ୍ମୀର ଗସ୍ତରେ ଆସିଥିବା ବ୍ରିଟିଶ୍ ଏମ୍ପିଙ୍କୁ ଦିଲ୍ଲୀରୁ ଫେରାଇଦିଆଗଲା
ନୂଆଦିଲ୍ଲୀ,୧୮ା୨: ଏକ ବ୍ରିଟିଶ ପ୍ରତିନିଧି ଦଳର ନେତୃତ୍ୱ ନେଇ କଶ୍ମୀର ଗସ୍ତରେ ଆସିଥିବା ଲେବର ପାର୍ଟି ଏମ୍ପି ଡେବି ଆବ୍ରାହାମ୍ସଙ୍କୁ ଭାରତରେ ପ୍ରବେଶ ପାଇଁ ଅନୁମତି ଦିଆଯାଇନାହିଁ। ତାଙ୍କର ଇ-ଭିଜା ରଦ୍ଦ ହୋଇଥିବା ସରକାର କହିଛନ୍ତି। ତେବେ ସେ ଦିଲ୍ଲୀରେ ପହଞ୍ଚତ୍ବା…
ନୂତନ, ସଶକ୍ତ ଓଡ଼ିଶା ଗଠନ ଆମ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮।୨(ବ୍ୟୁରୋ): ଲୋକ କୈନ୍ଦ୍ରିକ ଶାସନ ହେଉଛି ଗଣତନ୍ତ୍ରର ମୁଖ୍ୟ ଆକର୍ଷଣ। ଓଡ଼ିଶାବାସୀଙ୍କ ଲଗାତର ଭରସା ମୋ ସରକାରକୁ ଭଲ କାମ କରିବାକୁ ପ୍ରେରଣା ଏବଂ ଶକ୍ତି ଯୋଗାଇଛି। ଏକଦା ଗରିବ ଓ ପ୍ରାକୃତିକ ଦୁର୍ବିପାକ ପ୍ରବଣ ରାଜ୍ୟ ଭାବେ ପରିଚିତ ହେଉଥିବା…
୩ ମଧ୍ୟସ୍ଥଙ୍କ ନାମ ଘୋଷଣା କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୮ା୨ (ପି.ଟି.): ଶାହିନବାଗ୍ରେ ରାସ୍ତା ଅବରୋଧ ସହ ବିକ୍ଷୋଭ କରାଯିବାକୁ ସୁପ୍ରିମକୋର୍ଟ ବିରୋଧ କରିଛନ୍ତି। ଗଣତନ୍ତ୍ରରେ ନାଗରିକମାନେ ବିକ୍ଷୋଭ କରିବା ମୌଳିକ ଅଧିକାର ହୋଇଥିଲେ ହେଁ ରାସ୍ତା ଅବରୋଧ କରି ଜନସାଧାରଣଙ୍କୁ ଅସୁବିଧାରେ ପକାଯାଇ ପାରିବ ନାହିଁ ବୋଲି ସୁପ୍ରିମକୋର୍ଟଙ୍କ ଦୁଇଜଣିଆ…
‘ମହିଳାଙ୍କୁ ଅସମ୍ମାନିତ କରିଛି ଭାଜପା ସରକାର’
ନୂଆଦିଲ୍ଲୀ,୧୮ା୨(ପି.ଟି.)-କମାଣ୍ଡ ପଦବୀ କିମ୍ବା ସ୍ଥାୟୀ କମିଶନ ପାଇଁ ମହିଳା ସେନା ଅଧିକାରୀମାନେ ଯୋଗ୍ୟ ନୁହନ୍ତି ବୋଲି ସୁପ୍ରିମକୋର୍ଟରେ ଯୁକ୍ତି ଦର୍ଶାଇ ଭାଜପା ସରକାର ଦେଶର ମହିଳାମାନଙ୍କ ମର୍ଯ୍ୟାଦାହାନି କରିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି। ସର୍ବୋଚ୍ଚ ଅଦାଲତଙ୍କ ଐତିହାସିକ…
ଆତ୍ମଘାତୀ ବିସ୍ଫୋରଣରେ ୮ ନିହତ
କରାଚୀ,୧୮ା୨(ପି.ଟି.): ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ସୋମବାର ଏକ ଧର୍ମୀୟ ଶୋଭାଯାତ୍ରାକୁ ଟାର୍ଗେଟ କରି ଆତ୍ମଘାତୀ ବିସ୍ଫୋରଣ କରାଯିବାରୁ ୮ ଜଣଙ୍କ ମୃତ୍ୟୁ ଘଟିଛି ଓ ୨୩ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୩ ପୋଲିସ ଅଛନ୍ତି। ଶାହରା-ଇ-ଅଦାଲତ ରୋଡ ନିକଟ କ୍ୱେଟ୍ଟା…
ମାଗ୍ସେସେ ପୁରସ୍କାର ବିଜେତା ଗିରଫ
ନୂଆଦିଲ୍ଲୀ,୧୮ା୨(ପି.ଟି.): ଉତ୍ତରପ୍ରଦେଶରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ବିରୋଧୀ ବିକ୍ଷୋଭରେ ସାମିଲ ହେବାକୁ ଯାଉଥିବା ମାଗ୍ସେସେ ପୁରସ୍କାର ବିଜୟୀ ସାମାଜିକ କର୍ମୀ ସନ୍ଦିପ୍ ପାଣ୍ଡେଙ୍କୁ ଲକ୍ଷ୍ନୌ ପୋଲିସ ଗିରଫ କରିଛି। ତାଙ୍କୁ ଜିଲା ମାଜିଷ୍ଟ୍ରେଟ୍ଙ୍କ…
ବିଲ୍କୁ ସମର୍ଥନ, ତରବରିଆ ନିଷ୍ପତ୍ତିକୁ ନାପସନ୍ଦ
ଭୁବନେଶ୍ୱର,୧୮।୨(ବ୍ୟୁରୋ): ରାଜ୍ୟ ସରକାର ସ୍ବତନ୍ତ୍ରଭାବେ ଓଡ଼ିଶାର ପଛୁଆ ବର୍ଗଙ୍କୁ ଚିହ୍ନଟ କରିବେ। ଏ ସଂକ୍ରାନ୍ତୀୟ ବିଲ୍ ସୋମବାର ବିଧାନସଭାରେ ପାରିତ ହୋଇଛି। ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା ଏ ସମ୍ପର୍କିତ ବିଲ୍ ବିଧାନସଭାରେ ଆଗତ କରିବାପରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଉପଦେଷ୍ଟା…
‘ପଛୁଆବର୍ଗଙ୍କ ବିକାଶ ପାଇଁ ରାଜ୍ୟ ସରକାର ବଦ୍ଧ ପରିକର’
ଭୁବନେଶ୍ୱର,୧୮।୨(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶାର ପଛୁଆବର୍ଗଙ୍କୁ ଚିହ୍ନଟ କରିବେ। ଏ ସଂକ୍ରାନ୍ତୀୟ ଓଡ଼ିଶା ରାଜ୍ୟ ପଛୁଆବର୍ଗ କମିଶନ(ସଂଶୋଧନ) ବିଲ୍ ୨୦୨୦ ସୋମବାର ବିଧାନସଭାରେ ଅନୁମୋଦନ ଲାଭ କରିଛି। ସରକାରଙ୍କ ନିଷ୍ପତ୍ତିକ୍ରମେ ପଛୁଆବର୍ଗ ଲୋକଙ୍କ ସାମାଜିକ ଓ ଶିକ୍ଷାଗତ ସ୍ଥିତି ସମ୍ପର୍କରେ କମିଶନ…
୨୦୭୭୧.୬୪ କୋଟି ସୁପାରିସ କଲେ ପଞ୍ଚମ ଅର୍ଥ କମିଶନ
ଭୁବନେଶ୍ୱର,୧୮।୨(ବ୍ୟୁରୋ): ୨୦୨୦-୨୧ରୁ ୨୦୨୪-୨୫ ପର୍ଯ୍ୟନ୍ତ ପଞ୍ଚାୟତିରାଜ ସଂସ୍ଥା ଏବଂ ପୌରସଂସ୍ଥା ପାଇଁ ରାଜ୍ୟ ସରକାରଙ୍କ ପଞ୍ଚମ ଅର୍ଥ କମିଶନ ବ୍ୟୟବରାଦ କରିଛନ୍ତି। ଏହି ସମୟରେ ଉକ୍ତ ସଂସ୍ଥାଗୁଡିକ ପାଇଁ ୫୦୨୮୨.୫୦ କୋଟି ଟଙ୍କା ଆକଳନ କରିଛନ୍ତି। ଏଥିମଧ୍ୟରୁ ୨୦୭୭୧.୬୪ କୋଟି ଟଙ୍କା…
ବେତନ ବୃଦ୍ଧି ଦାବି କଲା ରାଜସ୍ବ ଅମଲା ସଂଘ
ଢେଙ୍କାନାଳ ଅଫିସ, ୧୮।୨ – ବେତନ ବୃଦ୍ଧି ଦାବି କରିଛି ଢେଙ୍କାନାଳ ଜିଲା ରାଜସ୍ବ ଅମଲା ସଂଘ। ଏ ନେଇ ସୋମବାର ଅପରାହ୍ନ ସାଢ଼େ ୪ଟାରେ ୫ଦଫା ଦାବିନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି।…
କପିଳାସ ଜାଗରଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ
ଢେଙ୍କାନାଳ ଅଫିସ, ୧୮।୨ – ପ୍ରସିଦ୍ଧ ଜାଗରଯାତ୍ରାକୁ ନେଇ ଚଳଚଞ୍ଚଳ ହୋଇଉଠିଛି କପିଳାସ କ୍ଷେତ୍ରାଧିପତି ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ପୀଠ। ଯାତ୍ରାକୁ ଶୃଙ୍ଖଳିତ କରିବାକୁ ପ୍ରସ୍ତୁତି ପର୍ବ ଯୋଜନା ଅନୁଯାୟୀ ଆଗେଇ ଚାଲିଛି। ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ପୀଠର ଉନ୍ନତୀକରଣ କାର୍ଯ୍ୟ ଯୁଦ୍ଧକାଳୀନ…
ନୂଆଗାଁ ବ୍ଲକରେ ଧାନର ଅଭାବୀ ବିକ୍ରି
ନୂଆଗାଁ,୧୮।୨(ଡି.ଏନ.ଏ.)- ନୟାଗଡ ଜିଲା ନୂଆଗାଁ ବ୍ଲକରେ ଧାନର ଅଭାବୀ ବିକ୍ରି ହେଉଥିବା ଅଭିଯୋଗ ହେଉଛି। ଯୋଗାଣ ବିଭାଗର ମନମୁଖି କାର୍ଯ୍ୟ, ମିଲ ମାଲିକଙ୍କ କାଟଛାଣ୍ଟ ନୀତି ଓ ମଣ୍ଡିର ଅବ୍ୟବସ୍ଥା ଯୋଗୁ ଧାନର ଅଭାବୀ ବିକ୍ରି ହେଉଥିବା ଚାଷୀମାନେ କହିଛନ୍ତି। ସମବାୟ…
Archives


