ଟି୨୦ ର଼୍ୟାଙ୍କିଙ୍ଗ୍; କୋହଲି ଖସିଲେ: ରାହୁଲ, ରୋହତ ସ୍ଥିର
ଦୁବାଇ, ୧୭।୨(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ର଼୍ୟାଙ୍କିଙ୍ଗ୍ ସୋମବାର ପ୍ରକାଶିତ ହୋଇଛି। ଏଥିରେ ଭାରତୀୟ ଅଧିନାୟକ ବିରାଟ କୋହଲି ଦଶମ ସ୍ଥାନକୁ ଖସିଥିବାଛନ୍ତି। ତେବେ ତାରକା ଲୋକେଶ ରାହୁଲ ଓ ରୋହିତ ଶର୍ମା ଯଥାକ୍ରମେ ଦ୍ୱିତୀୟ ଓ ୧୧ତମ…
ସୂଚାରୁରୂପେ ପରୀକ୍ଷା କେନ୍ଦ୍ର ଚୟନ ହୋଇଛି, ଅଭିଭାବକଙ୍କ ମନରେ ଆଶଙ୍କା ନ ଉପୁଜୁ: ସିଏଚ୍ଏସ୍ଇ
ଭୁବନେଶ୍ୱର, ୧୭।୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଚ୍ଏସ୍ଇ) ପକ୍ଷରୁ ପରୀକ୍ଷା କେନ୍ଦ୍ର ଚୟନରେ ଦୁର୍ନୀତି ହୋଇଥିବା ନେଇ ଗତ ୭ତାରିଖରେ ଅନୁଷ୍ଠିତ ପରୀକ୍ଷା ପରିଚାଳନା କମିଟି ବୈଠକରେ ୬ଜଣ ସଦସ୍ୟ ଅଭିଯୋଗ ଆଣିଥିଲେ। ଏହି ଘଟଣାକୁ ନେଇ ନାନା ବାଦ ବିବାଦ…
ଏମ୍ଏସ୍ ବିଟ୍ଟାଙ୍କ ବାୟୋପିକ୍ରେ ଅକ୍ଷୟ
ମୁମ୍ବାଇ:୨୦୧୯ ଡିସେମ୍ବରରେ ରିଲିଜ୍ ହୋଇଥିବା ଫିଲ୍ମ ‘ଗୁଡ୍ ନ୍ୟୁଜ୍’ ସୁପରହିଟ ହେବା ପରେ ଖିଲାଡି ବୟ ଅକ୍ଷୟ କୁମାର ନିଜର ଆଗାମୀ ପ୍ରୋଜେକ୍ଟ ‘ସୂର୍ଯ୍ୟବଂଶୀ’ ପାଇଁ ଏବେ ବ୍ୟସ୍ତ ଅଛନ୍ତି। ୨୦୨୧ପର୍ଯ୍ୟନ୍ତ ଅକ୍ଷୟଙ୍କ ପାଖରେ ବହୁ ପ୍ରୋଜେକ୍ଟ ରହିଥିବା ଜଣାପଡ଼ିଛି। ଇତିମଧ୍ୟରେ…
ଦିଲ୍ଲୀ କ୍ୟାବିନେଟର ବିଭାଗ ବଣ୍ଟନ: ୩ମନ୍ତ୍ରୀଙ୍କ ବଦଳିଲା ଦାୟିତ୍ୱ
ନୂଆଦିଲ୍ଲୀ,୧୭।୨: ଦିଲ୍ଲୀରେ ତୃତୀୟଥର ସରକାର ଗଠନ କରିବା ପରେ ଆମ ଆଦ୍ମୀ ପାର୍ଟି (ଏଏପି)ର ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ସୋମବାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଛନ୍ତି। ଏଥିସହ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ସମେତ ୫ କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଦିଲ୍ଲୀ ସଚିବାଳୟରେ…
ପରୀକ୍ଷଣ ପରେ ବୈତରଣୀ ବ୍ୟାରେଜର ଖୋଲାଗଲା ଦୁଇଟି ଗେଟ୍
ଆନନ୍ଦପୁର,୧୭।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀ ବ୍ୟାରେଜର ଦୁଇଟି ଗେଟ୍ ସୋମବାର ମଧ୍ୟାହ୍ନରେ ଖୋଲାଯାଇ ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ମାତ୍ର ୪ ଇଞ୍ଚ ଏହି ଦୁଇଟି ଗେଟ୍ ଖୋଲାଯାଇଥିବା ଯୋଗୁ ତଳିଆ ଅଞ୍ଚଳ ଲୋକଙ୍କ ପାଇଁ କୌଣସି…
ରାଜ୍ୟର ଅଭିବୃଦ୍ଧି ଖସିଲା: କୃଷି ଉତ୍ପାଦନ ହ୍ରାସ, ବାତ୍ୟାକୁ ଦାୟୀ କଲେ ସରକାର
ଭୁବନେଶ୍ୱର, ୧୭।୨(ବ୍ୟୁରୋ):ରାଜ୍ୟରେ ଆର୍ଥିକ ଅଭିବୃଦ୍ଧି ତଳକୁ ଖସିଛି। ୨୦୧୮-୧୯ରେ ଏହି ଅଭିବୃଦ୍ଧି ହାର ୭.୯୦ ପ୍ରତିଶତ ଥିବାବେଳେ ୨୦୧୯-୨୦ରେ ଏହା ୬.୧୬ ପ୍ରତିଶତକୁ ଖସିଯାଇଛି। ସୋମବାର ବିଧାନସଭାରେ ଉପସ୍ଥାପନ ହୋଇଥିବା ୨୦୧୯-୨୦ ଅର୍ଥନୈତିକ ସର୍ଭେ ରିପୋର୍ଟରେ ସରକାର ଏହି କଥା ଦର୍ଶାଇଛନ୍ତି।…
ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ବିଜେଡି-ଭାଜପା ମୁହାଁମୁହିଁ
ଭୁବନେଶ୍ୱର, ୧୭।୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏବଂ ବିଜୁ ପକ୍କାଘର ଯୋଜନାକୁ ନେଇ ଭାଜପା ଏବଂ ଶାସକ ବିଜେଡି ମୁହାଁମୁହିଁ ହୋଇଛନ୍ତି। କେନ୍ଦ୍ର ସରକାର ୬୦ ପ୍ରତିଶତ ଅର୍ଥ ଦେଉଥିବାବେଳେ ବିଜୁବାବୁଙ୍କ ଫଟୋ କାହିଁକି ବଡ଼ ଆକାରରେ ଲଗାଯାଉଛି ବୋଲି ଭାଜପା…
ପ୍ରଶ୍ନ ଚୟନକୁ ନେଇ ଭାଜପା ସଭ୍ୟଙ୍କ ହଟ୍ଟଗୋଳ: ଏଣିକି ଲଟେରି ପୂର୍ବରୁ ବିଧାୟକଙ୍କୁ ଏସ୍ଏମ୍ଏସ୍ କରାଯିବ
ଭୁବନେଶ୍ୱର, ୧୭।୨(ବ୍ୟୁରୋ): ବିଧାନସଭାରେ କୋଉ ପ୍ରଶ୍ନ ଆସିବ ତାହା ଲଟେରି ମାଧ୍ୟମରେ ହୋଇଥାଏ। ଲଟେରି କିମ୍ବା ଗୁପ୍ତ ଗୋଳା ମାଧ୍ୟମରେ ପ୍ରଶ୍ନ ଚୟନ କରାଯାଉନାହିଁ। ଭଲ ଓ ଖରାପ ପ୍ରଶ୍ନ ବିଧାନସଭା କର୍ତ୍ତୃପକ୍ଷ ସ୍ଥିର କରିବେ ନାହିଁ। ଏହା ଲଟେରି ମାଧ୍ୟମରେ…
ସ୍କୁଲ ଛାତ୍ରଙ୍କୁ ବହି ବୁହାଇବା ପଡ଼ିଲା ମହଙ୍ଗା: ପ୍ରଧାନଶିକ୍ଷକ ନିଲମ୍ବିତ
ବସ୍ତା,୧୭।୨(ଡି.ଏନ.ଏ): ସ୍କୁଲ ଛାତ୍ରଙ୍କୁ ସାଇକେଲରେ ବହି ବୁହାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏ ନେଇ ବିଦ୍ୟାଳୟର ପ୍ରଧାନଶିକ୍ଷକ ହରିପଦ ଜେନାଙ୍କୁ ନିଲମ୍ବିତ କରାଯାଇଛି। ବସ୍ତା ବ୍ଲକ ମୂଳିଦା ସତ୍ୟବାଦୀ ଉ.ପ୍ରା. ବିଦ୍ୟାଳୟର ପ୍ରଧାନଶିକ୍ଷକ ହରିପଦ ଜେନା ବିଦ୍ୟାଳୟର ୩ଜଣ ପିଲାଙ୍କ…
ଦକ୍ଷିଣ ଆଫ୍ରିକା ଅଧିନାୟକ ପଦରୁ ଡୁପ୍ଲେସିଙ୍କ ଇସ୍ତଫା
ଜୋହାନ୍ସବର୍ଗ, ୧୭।୨(ପି.ଟି.)- ଦକ୍ଷିଣ ଆଫ୍ରିକା ଅଧିନାୟକ ପଦରୁ ବରିଷ୍ଠ ବ୍ୟାଟ୍ସମ୍ୟାନ ଫାଫ୍ ଡୁପ୍ଲେସି ଇସ୍ତଫା ଦେଇଛନ୍ତି। ସେ ୩ଟି ଫର୍ମାଟର ନେତୃତ୍ୱରୁ ଓହରିଯାଇଛନ୍ତି। ପରବର୍ତ୍ତୀ ପିଢିକୁ ସୁଯୋଗ ଦେବା ପାଇଁ ସେ ନେତୃତ୍ୱ ଛାଡିଛନ୍ତି ବୋଲି କହିଛନ୍ତି। ତେବେ ୩୫ ବର୍ଷୀୟ…
କରିନାଙ୍କୁ ଡେଟ୍ କରିବା ସମୟରେ ରାଣୀ ଦେଇଥିଲେ କିଛି ଉପଦେଶ: ଶୈଫ
ମୁମ୍ବାଇ: ବଲିଉଡ୍ର ଆଇଡିଆଲ୍ କପୁଲ ଭାବେ ବେଶ୍ ଜଣାଶୁଣା କରିନା କପୁର ଖାଁ ଓ ଶୈଫ ଅଲ୍ଲି ଖାଁ। ଏମାନଙ୍କ ଯୋଡିକୁ ନେଇ ଅନେକ ସମୟରେ ଚର୍ଚ୍ଚା ହୋଇଥାଏ। ନିକଟରେ ନିଜର ରିଲେଶନକୁ ନେଇ ଖୋଲା ଖୋଲି କଥା ହୋଇଛନ୍ତି ଶୈଫ।…
ଅଲିମ୍ପିକ୍ସ ମୋଟୋ ଉନ୍ମୋଚିତ
ଟୋକିଓ,୧୭।୨(ଏଏଫ୍ପି)- ଆସନ୍ତା ଜୁଲାଇ- ଅଗଷ୍ଟରେ ଆୟୋଜନ ହେବାକୁ ଯାଉଥିବା ଅଲିମ୍ପିକ୍ସର ଟୋକିଓ ଆୟୋଜକମାନେ ଏକ ମୋଟୋ ଉନ୍ମୋଚନ କରିଛନ୍ତି। ବିଶ୍ୱ ଭାତୃତ୍ୱ ତଥା ଭାଇଚାରାକୁ ଦୃଷ୍ଟିରେ ରଖି ‘ୟୁନାଇଟେଡ ବାଇ ଇମୋସନ’କୁ ମୋଟୋ ରୂପେ ବ୍ୟହହାର କରାଯିବ। ବିଶ୍ୱରେ କ୍ରୀଡ଼ାର ଗୁରୁତ୍ୱକୁ…
Archives


