ସରିଲା କ୍ୟାବିନେଟ୍ ବୈଠକ: ୪ଟି ପ୍ରସ୍ତାବ ଉପରେ ଲାଗିଲା ମୋହର
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଓଡ଼ିଶା ସରକାରଙ୍କ କ୍ୟାବିନେଟ ବୈଠକ ବସିଛି। ପୂର୍ବାହ୍ନ ୯ଟା ୪୫ରେ ଲୋକସେବା ଭବନରେ ଏହି ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ସାଧାରଣ ପ୍ରଶାସନ, ବାରିପଦା ମେଡିକାଲ କଲେଜ ପାଇଁ ୧୫୦…
ହକି ପ୍ରୋ ଲିଗ୍: ଭାରତ ବିପକ୍ଷ ମ୍ୟାଚ୍ ଅଲିମ୍ପକ୍ସ ପ୍ରସ୍ତୁତିରେ ସହାୟକ ହେବ: ଜାଲଓ୍ବେସ୍କି
ଭୁବନେଶ୍ୱର,୧୭।୨(ପି.ଟି.): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ହକି କମ୍ପେକ୍ସରେ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍ଆଇଏଚ୍) ପ୍ରୋ ଲିଗ୍ର ଦୁଇଟି ମ୍ୟାଚ୍ରେ ଭାରତ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମୁହାଁମୁହିଁ ହେବେ। ଆସନ୍ତା ଶୁକ୍ରବାର ଓ ଶନିବାର ଦିନ ଆୟୋଜନ ହେବାକୁ ଥିବା ଏହି ଦୁଇଟି…
କାର୍ଯ୍ୟଭାର ସମ୍ଭାଳିଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ରାମଲୀଲା ମଇଦାନରେ ରବିବାର ଶପଥ ଗ୍ରହଣ କରିବା ପରେ ଆମ ଆଦ୍ମୀ ପାର୍ଟି (ଏଏପି)ର ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ସୋମବାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଛନ୍ତି। କେଜରିଓ୍ବାଲ ଲଗାତର ତୃତୀୟଥର ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି। କେଜରିଓ୍ବାଲଙ୍କ ଭଳି…
ପାଠପଢ଼ା ଆଗ୍ରହକୁ ସକ୍ରିୟ କରେ ବ୍ୟାୟାମ
ଆଜିକାଲି ନିଜକୁ ଫିଟ୍ ଏବଂ ସୁସ୍ଥ ରଖିବା ପାଇଁ ଅନେକ ବ୍ୟାୟାମକୁ ନିଜର ଦୈନନ୍ଦିନ ଜୀବନ ତାଲିକାରେ ସାମିଲ କରୁଛନ୍ତି। ପ୍ରତିଦିନ ସକାଳେ କିଛି ସମୟ ବ୍ୟାୟାମ କଲେ ତାହାର କେତେ ସୁଫଳ ମିଳେ ତାହା ଅନୁଭବୀ ହିଁ ଜାଣେ। ଏବେ…
ଜଳବାୟୁ ପରିବର୍ତ୍ତନ ବନାମ ବିବର୍ତ୍ତନ
ଏହି ଜଳବାୟୁ ପରିବର୍ତ୍ତନ ଏକ ସମୟରେ ହୁଏତ ଗୋଟିଏ ଜିଲା, ଦୁଇଟି ରାଜ୍ୟ, ତିନୋଟି ଦେଶ, ଚାରୋଟି ମହାଦେଶରେ ହୋଇପାରେ; ମାତ୍ର ସାରା ପୃଥିବୀରେ ଘଟି ନ ପାରେ। ଜଳବାୟୁ ପରିବର୍ତ୍ତନର ପ୍ରଭାବ ସ୍ଥାନିକ (ସମୀମ/ଅସୀମ) କିମ୍ବା ଲୌକିକ ଘଟିଥିଲା। ପୁନଶ୍ଚ…
କରୋନାଭାଇରସ୍ କ୍ଷେତ୍ରରେ ଭାରତର ବଡ଼ ସଫଳତା: ସୁସ୍ଥ ହେଲେ କେରଳର ୩ ସଂକ୍ରମିତ
ଥିରୁଭାନନ୍ଥପୁରମ,୧୭।୨: ଚାଇନାରେ କରୋନାଭାଇରସ୍ ମହାମାରୀର ରୂପ ନେଇଥିବା ବେଳେ ଏଥିରେ ଆକ୍ରାନ୍ତ ହୋଇ ୧୭୭୫ ଜଣଙ୍କର ମୃତ୍ୟୁ ହୋଇସାରିଲାଣି। ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୭୦,୪୦୦ରେ ପହଞ୍ଚିଛି। ଦିନକୁ ଦିନ ଚାଇନା ସମେତ ସାରା ବିଶ୍ୱରେ କରୋନାଭାଇରସ୍ ସଂକ୍ରମିତ ରୋଗୀଙ୍କ ସଂଖ୍ୟା…
କାଠଫାଳିଆରେ ପିଟି ଶାଶୁଙ୍କୁ ହତ୍ୟା
କଟକ ଅଫିସ,୧୭ା୨: କଟକ ସହରର ଓଏମ୍ପି ଛକ ନିକଟସ୍ଥ ଗୋର୍ଖା କଲୋନୀରେ ରବିବାର ସକାଳେ ଜଣେ ବୃଦ୍ଧାଙ୍କୁ ହତ୍ୟା କରାଯାଇଛି। ମଦ ପିଇବା ପାଇଁ ଟଙ୍କା ନ ଦେବାରୁ ଜ୍ୱାଇଁ ତାଙ୍କ ଶାଶୁଙ୍କୁ କାଠଫାଳିଆରେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ…
ଶ୍ରୀମନ୍ଦିରରେ ପାନ, ଗୁଟ୍ଖା କଟକଣା ଜୋର ଧରିଲା
ପୁରୀ ଅଫିସ,୧୭ା୨: ଶ୍ରୀମନ୍ଦିର ପରିସରକୁ ସ୍ବଚ୍ଛ ଏବଂ ପରିଷ୍କାର ରଖିବା ଲାଗି ଏକାଧିକ ନିଷ୍ପତ୍ତି ହେଉଛି। ଏଥିପାଇଁ ସ୍ବତନ୍ତ୍ର ଭାବେ ସ୍କ୍ବାଡ୍ ଗଠନ କରାଯାଇଥିବା ବେଳେ ଜରିମାନା ଆଦାୟର ବ୍ୟବସ୍ଥା ରହିଛି। ଏହାସତ୍ତ୍ବେ ବିଭିନ୍ନ ସମୟରେ ମନ୍ଦିର ପରିସରରେ ପାନଛେପ, ଗୁଟ୍ଖା…
ଦଳିତ ସମ୍ପ୍ରଦାୟର ବରଙ୍କ ଘୋଡା ଚଢାକୁ ବିରୋଧ: ପୋଲିସ ସହାୟତାରେ ବାହାରିଲା ବରଯାତ୍ରୀ
ବନାସକାଂଠା,୧୭।୨: ଦୀର୍ଘ ୭୩ ବର୍ଷ ହେବ ଦେଶ ସ୍ବାଧିନ ହୋଇଥିବା ବେଳେ ଏପର୍ଯ୍ୟନ୍ତ ଅନେକଙ୍କ ମନରୁ ଉଚ୍ଚନିଚ ମନୋଭାବ ଦୂର ହୋଇନାହିଁ। ଗୁଜରାଟର ବନାସକାଂଠା ଜିଲାରେ ଜଣେ ଦଳିତ ସମ୍ପ୍ରଦାୟର ବର ଘୋଡା ଚଢି ବିବାହ ପାଇଁ ଯିବାକୁ ବାହାରିବାରୁ ଏହାକୁ…
ଶ୍ରୀଲୋକନାଥ ପୀଠ: ରାତି ୩ରେ ଉଠିବ ମହାଦୀପ
ପୁରୀ ଅଫିସ,୧୭ା୨: ଶ୍ରୀକ୍ଷେତ୍ରର ପ୍ରସିଦ୍ଧ ଶୈବପୀଠ ଲୋକନାଥ ମନ୍ଦିରରେ ଆସନ୍ତା ୧୯ ତାରିଖ ପଙ୍କୋଦ୍ଧାର ଏକାଦଶୀ ଏବଂ ୨୧ ତାରିଖ ଜାଗର ଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବା ଲାଗି ଶନିବାର ସର୍କିଟ ହାଉସ ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।…
ଯୁବକଙ୍କୁ ଗୋଡ଼େଇ ହାଣିବା ଘଟଣାରେ ୮ ଅଟକ
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଶହୀଦନଗର ଥାନା ୟୁନିଟ୍-୯ ଗ୍ରୀଡ୍କୋ କଲୋନୀରେ ଯୁବକ ପି.ଆକାଶ ଦୋରାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ ୮ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଗୋଷ୍ଠୀ ବିବାଦରୁ ଏହି ଘଟଣା ଘଟିଥିବାବେଳେ ଏହା ଆଗକୁ ଭୟଙ୍କର ସଂଘର୍ଷର ରୂପ ନେଇପାରେ ବୋଲି…
ବ୍ୟକ୍ତିତ୍ୱ ବଢ଼ାଏ ଖାଇବା ଶୈଳୀ
ଖାଇବା ଶୈଳୀ ଯୋଗୁ ବ୍ୟକ୍ତିତ୍ୱ ବଢ଼ିଥାଏ-ଏପରି ରୋଚକ କଥାକୁ ଅନେକ ହୁଏତ ବିଶ୍ୱାସ କରି ନ ପାରନ୍ତି। ହେଲେ ଏହା ଉପରେ ଦୃଢ଼ୋକ୍ତି ବକ୍ତ କରିଛନ୍ତି ଓ୍ବାଶିଂଟନ୍ ୟୁନିଭର୍ସିଟିର ପୁଷ୍ଟିବିଜ୍ଞାନୀମାନେ। ‘ବ୍ୟକ୍ତିତ୍ୱ ଓ ଖାଇବା ଶୈଳୀ’ ବିଷୟ ଉପରେ ସେମାନେ ନିକଟରେ…
Archives


