ମୋବାଇଲ ବ୍ୟାଟେରୀ ଫାଟି ଛାତ୍ର ଗୁରୁତର
ଭଦ୍ରକ ଅଫିସ,୧୭।୨: ଭଦ୍ରକ ଜିଲା ତିହିଡ଼ି ବ୍ଲକ ମହରମପୁର ତାରାଶୁଣି ଗାଁରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ସୁଲେଖ ସାହୁ ନାମକ ଜଣେ ୯ ବର୍ଷୀୟ ଛାତ୍ର ଏକ ମୋବାଇଲ ବ୍ୟାଟେରୀ ପାଇଥିଲେ। ସେଥିରେ ସେ ଲାଇଟ୍…
ମାତ୍ର ୪୪ଟି ବଲ୍ରୁ ୧୪୯ରନ୍ ବିସ୍ଫୋରକ ଇନିଂଶ ଖେଳିଥିଲେ ଏହି କ୍ରିକେଟର୍
ଆବ୍ରାହମ୍ ବେଞ୍ଜାମିନ୍ ଡିଭିଲିୟର୍ସ କ୍ରିକେଟର ଏକ ଜଣାଶୁଣା ନାଁ। ଦକ୍ଷିଣ ଆଫ୍ରିକାର ଏହି କ୍ରିକେଟର ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୪ ମସିହା ଫେବୃୟାରୀ ୧୭ରେ ଦକ୍ଷିଣ ଆଫ୍ରିକାର ବେଲା ବେଲା ସେ ଜନ୍ମଗ୍ରହଣ କରିଥିଲେ। ଯଦିଓ କ୍ରିକେଟରୁ ସେ ୨…
ମୋଦିଙ୍କ ବିରୋଧରେ ରାଜ୍ୟ ସଭାରେ ବିଶେଷ ଅଧିକାର ଉଲ୍ଲଂଘନ ପ୍ରସ୍ତାବ
ନୂଆଦିଲ୍ଲୀ,୧୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ସିପିଆଇ ଏମ୍ପି ରାଜ୍ୟ ସଭାରେ ବିଶେଷ ଅଧିକାର ଉଲ୍ଲଂଘନ ପ୍ରସ୍ତାବ ଆଣିଛନ୍ତି। ମୋଦି ସିଏଏ, ଏନ୍ଆର୍ସି ଏବଂ ଏନ୍ପିଆର୍ ନେଇ ଦେଇଥିବା ମନ୍ତବ୍ୟକୁ ସିପିଆଇ ଏମ୍ପି ବିନୋୟ ବିଶ୍ୱମ ବିରୋଧ କରିଛନ୍ତି। ନିଜ ରାଜନୈତିକ…
ଭାରତୀୟ ବୈଜ୍ଞାନିକଙ୍କ ନାମରେ ନକ୍ଷତ୍ର
”ଅନ୍ତର୍ଜାତୀୟ ଜ୍ୟୋତିର୍ବିଦୀୟ ସଂଘ ୧୯୧୯ ଜୁଲାଇ ୨୮ରେ ଗଠିତ ହୋଇଥିଲା। ଏହା ଗତବର୍ଷ ତାହାର ଶତବାର୍ଷିକୀ ଉତ୍ସବ ପାଳନ କରିଥିଲା। ଏହି ଉପଲକ୍ଷେ ଏହା କେତୋଟି ନିର୍ବାଚିତ ନକ୍ଷତ୍ର ଓ ସେଗୁଡ଼ିକର ଗ୍ରହଗୁଡ଼ିକର ନାମକରଣ କରିବାକୁ ଚାହଁିଲା। ଏଥିପାଇଁ ଏହା ପ୍ରତିଯୋଗିତା…
ଭାରତ ବିପକ୍ଷ ଟେଷ୍ଟ ସିରିଜ: ନ୍ୟୁଜିଲାଣ୍ଡ ଦଳକୁ ବୋଲ୍ଟଙ୍କ ପ୍ରତ୍ୟାବର୍ତ୍ତନ
ଓ୍ବେଲିଂଟନ,୧୭।୨: ଆଗାମୀ ଭାରତ ବିପକ୍ଷ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଏକ ୧୩ ଜଣିଆ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଅଭିଜ୍ଞ ଦ୍ରୁତ ବୋଲର ଟ୍ରେଣ୍ଟ ବୋଲ୍ଟ ଆଘାତ ସମସ୍ୟାରୁ ସୁସ୍ଥ ହୋଇ ଏହି ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି।…
ଟ୍ରମ୍ପଙ୍କ ଗସ୍ତ ସମୟରେ ରାସ୍ତାରେ ଦେଖାଯିବେନି ବୁଲା କୁକୁର, ସିଲ୍ ହେବ ପାନ ଦୋକାନ
ଅହମଦାବାଦ,୧୭।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ୨୪-୨୫ ତାରିଖରେ ଭାରତ ଗସ୍ତ କରୁଛନ୍ତି। ଏହି ସମୟରେ ସେ ନୂଆଦିଲ୍ଲୀ ସହ ଗୁଜରାଟର ଅହମଦାବାଦ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଟ୍ରମ୍ପ ଗସ୍ତ କରୁଥିବା ରାସ୍ତାରେ…
ବିଦାୟ ଟୁର୍ନାମେଣ୍ଟରେ ନିଜ ପୋଷ୍ଟର ଦେଖି କାନ୍ଦିଲେ ଲିଆଣ୍ଡର ପେସ୍
ବେଙ୍ଗାଲୁରୁ,୧୭।୨: ବେଙ୍ଗାଲୁରୁ ଓପନ ଜରିଆରେ ଘରୋଇ ମାଟିରେ ନିଜର ଅନ୍ତିମ ଏଟିପି ଟୁର୍ନାମେଣ୍ଟ ଖେଳୁଥିବା ଭାରତର ମହାନ ଟେନିସ ଖେଳାଳି ଲିଆଣ୍ଡର୍ ପେସଙ୍କୁ ରବିବାର କେଏସଏଲଟିଏ ଷ୍ଟାଡିୟମରେ ପୂର୍ବତନ ଅଲିମ୍ପିଆନ ଓ କ୍ରୀଡାବିତ୍ ସମ୍ବର୍ଦ୍ଧିତ କରିଛନ୍ତି। ଏହି ଅବସରରେ ଷ୍ଟାଡିୟମରେ ତାଙ୍କର…
କଳ୍ପନା ଦାଶ, ବବ୍ଲି ହତ୍ୟା ଘଟଣା: ଡେମୋ ଦେଖାଇଲେ ଡ୍ରାଇଭର ବର୍ଦ୍ଧନ
ଝାରସୁଗୁଡ଼ା ଅଫିସ,୧୭ା୨: ଛତିଶଗଡ଼ର ରାୟଗଡ଼ ଜିଲା ଚକ୍ରଧରନଗର ଥାନା ଅଧୀନ ହମିରପୁର ଜଙ୍ଗଲ ରାସ୍ତାରେ ୨୦୧୬ରେ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍ଲିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପୋଲିସ ଏହି ଘଟଣାରେ ବହୁ ତଥ୍ୟ ପାଇଛି ।…
ବେକାରି ସମସ୍ୟା ନେଇ ରାଜ୍ୟ ସରକାରଙ୍କୁ ଭାଜପାର ଟାର୍ଗେଟ
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ବେକାରି ଏବଂ ନିଯୁକ୍ତି ସୃଷ୍ଟି ପ୍ରସଙ୍ଗରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ବେକାରିରେ ଓଡ଼ିଶା ଏକ ନମ୍ବର ବୋଲି ଶନିବାର ବିଧାନସଭାରେ ବିଭାଗୀୟ ମନ୍ତ୍ରୀ କହିବା ପରେ ବିରୋଧୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସ୍କିଲ୍ ମିଶନର କଥା କହି ସରକାର…
ବିବାହରେ ଅତିଥିଙ୍କର ହେଲା ଡାଇବେଟିସ୍ ଯାଞ୍ଚ୍
ରାଜକୋଟ୍, ୧୭।୨: ବିବାହ ଉତ୍ସବରେ ଯୋଗ ଦେଇଥିବା ଅତିଥିଙ୍କର ସ୍ବାସ୍ଥ୍ୟ ଯାଞ୍ଚ୍ ହେବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଗୁଜରାଟ ରାଜକୋଟରେ ଏଭଳି ଘଟିଛି। ଏଠାରେ ହୋଇଥିବା ମିତେଶ କକ୍କର ଏବଂ ହେନି ପୁଜରାଙ୍କ ବିବାହ ଉତ୍ସବରେ ଅତିଥିଙ୍କର…
ଶିକ୍ଷାଗତ ଯୋଗ୍ୟତାର ୩ ପ୍ରକାର ତଥ୍ୟ ରଖିଛନ୍ତି ମନ୍ତ୍ରୀ: କଂଗ୍ରେସ
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ପ୍ରତିନିଧି ଆଇନ ୧୯୫୧ ବ୍ୟବସ୍ଥା ଅନୁଯାୟୀ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ଶିକ୍ଷାଗତ ଯୋଗ୍ୟତାର ଆବଶ୍ୟକତା ନ ଥାଏ। ମାତ୍ର ପ୍ରାର୍ଥୀମାନେ ନିଜକୁ ବଡ଼ ଦେଖାଇବା ନଚେତ୍ ନିଜର ବାସ୍ତବ ଶିକ୍ଷାଗତ ଯୋଗ୍ୟତାକୁ ଲୁଚାଇବା ପାଇଁ ଅନେକ…
ଡ୍ରୋନ୍ ଦ୍ୱାରା ସତର୍କ ସୂଚନା: କରୋନା ସଂକ୍ରମଣକାରୀଙ୍କୁ ମୃତ୍ୟୁଦଣ୍ଡ ଘୋଷଣା
ବେଜିଂ,୧୭।୨: ଚାଇନାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବା ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହା ସହିତ ଚାଇନା ପ୍ରଶାସନର କ୍ରୁରତା ସୀମା ଟପିଥିବା କୁହାଯାଉଛି। ଲୋକଙ୍କ ସତର୍କ କରିବା ଲାଗି ଡ୍ରୋନ୍ର ସହାୟତା ନିଆଯାଉଛି। ଡ୍ରୋନ୍…
Archives


