ଶାହିନବାଗ୍ ବିକ୍ଷୋଭକାରୀଙ୍କୁ ରୋକିଲା ପୋଲିସ
ନୂଆଦିଲ୍ଲୀ,୧୭ା୨ (ପି.ଟି.): ଦିଲ୍ଲୀର ଶାହିନବାଗ୍ରେ ସିଏଏ ବିରୋଧୀ ବିକ୍ଷୋଭ ବନ୍ଦହେବାର ନାଁ ନେଉନାହିଁ। ରବିବାର ସହସ୍ରାଧିକ ବିକ୍ଷୋଭକାରୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହାଙ୍କୁ ଭେଟିବା ଲାଗି ତାଙ୍କ ବାସଭବନ ଆଡ଼କୁ ଆସୁଥିବା ବେଳେ ପୋଲିସ ସେମାନଙ୍କୁ ଅଟକାଇଛି। ଅନେକ ମହିଳାଙ୍କ ସହ ଏହି…
ରୋମାନ୍ସବେଳେ ଗୁଳି ଫୁଟି ଯୁବତୀ ଆହତ ଘଟଣା: ପୋଲିସକୁ ଭୁଆଁ ବୁଲାଇ ଗିରଫ ହେଲେ ରାଜେଶ
ଭୁବନେଶ୍ୱର,୧୭।୨(ବ୍ୟୁରୋ): ଇନ୍ଫୋସିଟି ଥାନା ବଜରଙ୍ଗବିହାରରେ ଗତ ୧୦ ତାରିଖରେ ରୋମାନ୍ସବେଳେ ଗୁଳି ଫୁଟି ଯୁବତୀଙ୍କ ଜଙ୍ଘରେ ପଶିଯିବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଧରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ବନ୍ଧୁକ ଜବତ କରିପାରିନାହିଁ। ଏପରି କି ବନ୍ଧୁକ ଲୁଚାଇ ରଖିଥିବା ରାଜେଶ ତରାଇ…
‘୩୭୦, ସିଏଏ ନିଷ୍ପତ୍ତି ଠିକ୍’
ବାରାଣସୀ,୧୭ା୨ (ପି.ଟି.): ସମ୍ବିଧାନର ଧାରା ୩୭୦ ଓ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସରକାର ଗ୍ରହଣ କରିଥିବା ନିଷ୍ପତ୍ତି ସମ୍ପର୍କରେ ପୁନର୍ବିଚାର କରାଯିବାର କୌଣସି ଆବଶ୍ୟକତା ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ପ୍ରକାଶ କରିଛନ୍ତି। ଏନେଇ ବିଭିନ୍ନ ଆଡ଼ୁ…
ନୂଆ ଜୀବନ ପାଇଥିବା ନିବେଦିତା ଗଢ଼ିବେ ନୂଆ ସଂସାର
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ନୂଆ ଜୀବନ ପାଇଥିବା ରମାଦେବୀ ବିଶ୍ୱବିଦ୍ୟାଳୟର ଆଇଟି ଅଧ୍ୟାପିକା ନିବେଦିତା ସାହୁ ନୂଆ ସଂସାର ଗଢିବାକୁ ଯାଉଛନ୍ତି। ରବିବାର ନିବେଦିତାଙ୍କ ଗାଁ ଢେଙ୍କାନାଳ ମେରାମଣ୍ଡଳୀରେ ତାଙ୍କର ନିର୍ବନ୍ଧ ହୋଇଛି। ଶନିବାର ନିବେଦିତା ନିର୍ବନ୍ଧ ପାଇଁ ଘରକୁ ଯିବାକୁ ଭୁବନେଶ୍ୱର ରେଳ…
କଂଗ୍ରେସ ନେତାଙ୍କୁ ୧.୦୪ କୋଟିର ନୋଟିସ
ମୋରାଦାବାଦ,୧୭ା୨ (ପି.ଟି.): ସିଏଏ ବିରୋଧୀ ବିକ୍ଷୋଭକାରୀଙ୍କୁ ସାମ୍ବୋଧନ କରିଥିବା କଂଗ୍ରେସ ନେତା ଇମ୍ରାନ୍ ପ୍ରତାପଗଡ଼ୀଙ୍କୁ ପ୍ରଶାସନ ପକ୍ଷରୁ ୧.୦୪ କୋଟି ଟଙ୍କାର କାରଣ ଦର୍ଶାଅ ନୋଟିସ ପଠାଯାଇଛି। ଇମ୍ରାନ୍ ଗତ ୨୦୧୯ ଲୋକ ସଭା ନିର୍ବାଚନ ବେଳେ ମୋରାଦାବାଦରୁ କଂଗ୍ରେସ ପ୍ରାର୍ଥୀ…
ଟ୍ରମ୍ପ୍ଙ୍କ ଗସ୍ତ ପୂର୍ବରୁ ଧମକ
ନୂଆଦିଲ୍ଲୀ,୧୭ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଭାରତ ଗସ୍ତ ପୂର୍ବରୁ ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଜୈଶ୍-ଇ-ମହମ୍ମଦ (ଜେଇଏମ୍) ଦେଇଛି ଆକ୍ରମଣ ଧମକ। ହତ୍ୟାକାରୀମାନଙ୍କୁ କ୍ଷମା ଦିଆଯିବ ନାହିଁ। ସେମାନଙ୍କ ଉପରେ ପ୍ରତିଶୋଧ ନିଆଯିବ ବୋଲି ଜୈଶ୍ ପକ୍ଷରୁ ଜାରି ଏକ ଭିଡିଓରେ…
ତେଲଙ୍ଗାନା ବିଧାନସଭାରେ ଆସିବ ସିଏଏ ବିରୋଧୀ ସଂକଳ୍ପନାମା
ହାଇଦ୍ରାବାଦ,୧୭ା୨: ଚାରିଟି ଅଣଭାଜପା ରାଜ୍ୟ ପରେ ତେଲଙ୍ଗାନା ବିଧାନସଭାରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ସଂକଳ୍ପନାମା ଆସିବାକୁ ଯାଉଛି। ପାର୍ଲାମେଣ୍ଟରେ ସିଏଏକୁ ବିରୋଧ କରିବା ପରେ ତେଲଙ୍ଗାନା ରାଷ୍ଟ୍ର ସମିତି (ଟିଆର୍ଏସ୍) କାହିଁକି ଚୁପ୍ ବସିଛି ବୋଲି ବିରୋଧୀ ଭାଜପା…
୨୭ ବର୍ଷରେ ୪ ମହିଳା ମନ୍ତ୍ରୀ
ନୂଆଦିଲ୍ଲୀ,୧୭ା୨: କେନ୍ଦ୍ରଶାସିତ ଅଞ୍ଚଳ ଦିଲ୍ଲୀରେ ଆମ୍ ଆଦ୍ମୀ ପାର୍ଟି (ଏଏପି) କ୍ରମାଗତ ତୃତୀୟ ଥର ପାଇଁ କ୍ଷମତାସୀନ ହେଇଛି। ନିର୍ବାଚନ ପ୍ରଚାର ବେଳେ ଏହି ଦଳ ମହିଳା ସୁରକ୍ଷା ଓ ସଶକ୍ତୀକରଣ କଥା କହୁଥିବାବେଳେ ଏଥର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ କ୍ୟାବିନେଟରେ…
ଆନ୍ଧ୍ର ପ୍ରଦେଶ ରାଜ୍ୟପାଳଙ୍କୁ ଡକ୍ଟରେଟ୍ ଉପାଧି
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ପଞ୍ଜାବର ମଣ୍ଡି ଗୋବିନ୍ଦଗଡ଼ସ୍ଥିତ ଦେଶ୍ ଭଗତ ବିଶ୍ୱବିଦ୍ୟାଳୟର ୭ମ ସମାବର୍ତ୍ତନ ଉତ୍ସବରେ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ମୁଖ୍ୟ ଅତିଥିଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଉଦ୍ବୋଧନ ଦେଇଛନ୍ତି। ଏହି ଉତ୍ସବରେ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶ୍ୱଭୂଷଣଙ୍କୁ ଦେଶସେବାରେ ତାଙ୍କ ସହଭାଗିତା,…
ବକେୟା ଦରମା, ମହଙ୍ଗା ଭତ୍ତାକୁ ନେଇ ଅସନ୍ତୋଷ: ଆଜି ଆଲୋଚନା କରିପାରନ୍ତି ସରକାର
ଭୁବନେଶ୍ୱର,୧୭ା୨(ବ୍ୟୁରୋ): କେନ୍ଦ୍ର ସରକାର ୧୬ ଜାନୁୟାରୀରୁ ସରକାରୀ କର୍ମଚାରୀଙ୍କ ପାଇଁ ୭ମ ବେତନ କମିଶନ ଲାଗୁ କରିସାରିଛନ୍ତି। ପରେ ଓଡ଼ିଶା ସରକାର ସେପ୍ଟେମ୍ବର ୨୦୧୭ରେ ଏହା ଘୋଷଣା କରିଥିଲେ ଏବଂ ଏହାକୁ ପିଛିଲା ଭାବେ ୧ ଜାନୁୟାରୀ ୨୦୧୬ରୁ ଲାଗୁ କରାଯିବା…
ବିଳମ୍ବରେ ବହି ମିଳିବା ଘଟଣାର ତଦନ୍ତ ହେବ: ମନ୍ତ୍ରୀ
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ମାଟ୍ରିକ ପରୀକ୍ଷାର କିଛିଦିନ ପୂର୍ବରୁ ଏସ୍ସି, ଏସ୍ଟି ଛାତ୍ରୀଛାତ୍ରଙ୍କୁ ବହି ମିଳିବା ଘଟଣାର ତଦନ୍ତ ହେବ। ଏଥିପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡକୁ ନିର୍ଦ୍ଦେଶ ଦିଆଯାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ରବିବାର କହିଛନ୍ତି। ସେ…
ଆକାଶମାର୍ଗରୁ ଫଟୋ ଛାଡ଼ି ନାଁ ପଚାରିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ବିସ୍ତୀର୍ଣ୍ଣ ସବୁଜିମା। ଏହା ମଧ୍ୟରେ ଦୀର୍ଘ ସଡ଼କ। ଆକାଶ ମାର୍ଗରୁ ଉଠାଯାଇଥିଲା ଏକ ଆଖି ଝଲସି ଯାଉଥିବା ଫଟୋ। ଏପରି ଏକ ଫଟୋକୁ ରବିବାର ଅପଲୋଡ୍ କରାଯାଇଥିଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟୁଇଟର ଆକାଉଣ୍ଟରୁ। ସବୁଥର ପରି ସେହି ଫଟୋଟି…
Archives


