ଡିଜେ ଶବ୍ଦରେ ବରଙ୍କ ମୃତ୍ୟୁ
ହାଇଦ୍ରାବାଦ,୧୬ା୨: (ଆଇଏଏନ୍ଏସ୍): ତେଲଙ୍ଗାନାର ନିଜାମାବାଦ ଜିଲା ଅନ୍ତର୍ଗତ ବୋଧନ ସହରରେ ଏକ ବାହାଘର ଶୋଭାଯାତ୍ରାରେ ଉତ୍କଟ ଡିଜେ ଶବ୍ଦରେ ମୂର୍ଚ୍ଛା ଯାଇଥିବା ବରଙ୍କର ମୃତ୍ୟୁ ହୋଇଯାଇଛି। ହାଇଦ୍ରାବାଦଠାରୁ ପ୍ରାୟ ୨୦୦ କିଲୋମିଟର ଦୂରରେ ଏହି ଦୁଃଖଦ ଘଟଣା ଘଟିଛି। ଅତ୍ୟଧିକ ଶବ୍ଦ…
ଏସିଆ ବାହାରେ ପ୍ରଥମ କରୋନା ମୃତ୍ୟୁ
ପ୍ୟାରିସ୍,୧୬ା୨(ଏଏଫ୍ପି): ଏସିଆ ମହାଦେଶ ବାହାରେ ପ୍ରଥମ କରୋନା ଭୂତାଣୁ ସଂକ୍ରମଣଜନିତ ମୃତ୍ୟୁ ଫ୍ରାନ୍ସରେ ଘଟିଛି। ଚାଇନାରୁ ଯାଇଥିବା ଜଣେ ୮୦ ବର୍ଷୀୟ ପର୍ଯ୍ୟଟକ ସେଠାରେ ଚିକିତ୍ସାଧୀନ ଥିବାବେଳେ ତାଙ୍କର ମୃତ୍ୟୁ ହୋଇଥିବା ଫ୍ରାନ୍ସ ସ୍ବାସ୍ଥ୍ୟମନ୍ତ୍ରୀ ଆଗ୍ନେସ୍ ବୁଜିନ୍ ସୂଚନା ଦେଇଛନ୍ତି। କରୋନା…
ବାରଙ୍ଗ ଥାନା ଅଧିକାରୀଙ୍କ ଅନୁଭୂତି: ମୃତକଙ୍କ ପରିଚୟ ପାଇବା ଚ୍ୟାଲେଞ୍ଜ ଥିଲା
ହତ୍ୟା ଘଟଣାରେ ଅଜଣା ମୃତଦେହକୁ ଚିହ୍ନଟ କରି ଅପରାଧୀଙ୍କୁ ଧରିବା ପୋଲିସ ପାଇଁ ଚ୍ୟାଲେଞ୍ଜ ଥାଏ। ଏଭଳି ଏକ ଘଟଣାରେ ଅଭିଯୁକ୍ତଙ୍କୁ ଧରିଥିଲେ ବାରଙ୍ଗ ଥାନାର ଭାରପ୍ରାପ୍ତ ଅଧିକାରୀ ଶଶିକାନ୍ତ ରାଉତ। ବର୍ଷାରେ ସବୁ ପ୍ରମାଣ ନଷ୍ଟ ହୋଇଯାଇଥିଲେ ମଧ୍ୟ ୮…
ସିଦ୍ଧାର୍ଥ ଶୁକ୍ଳା ‘ବିଗ୍ ବସ୍ ୧୩’ ବିଜେତା
ମୁମ୍ବାଇ,୧୬ା୨: ବିଗ୍ ବସ୍ ହାଉସ୍ରେ ଦୀର୍ଘ ମାସର ସଂଘର୍ଷ ପରେ ଶନିବାର ଅନୁଷ୍ଠିତ ଗ୍ରାଣ୍ଡ ଫିନାଲେରେ ସିଦ୍ଧାର୍ଥ ଶୁକ୍ଳା ବିଜେତା ଘୋଷିତ ହୋଇଛନ୍ତି। ‘ଦିଲ୍ ସେ ଦିଲ୍ ତକ୍’ର ଅଭିନେତା ଟ୍ରଫି ସହ ୪୦ ଲକ୍ଷ ଟଙ୍କାର ପୁରସ୍କାର ଜିତିଛନ୍ତି। ଚୂଡ଼ାନ୍ତ…
ମୁମ୍ବାଇରେ ସିଏଏ ବିରୋଧରେ ବିଶାଳ ରାଲି
ମୁମ୍ବାଇ,୧୬ା୨: ମୁମ୍ବାଇର ଆଜାଦ ମଇଦାନରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ), ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ଏବଂ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍ପିଆର୍)କୁ ବିରୋଧ କରି ଶନିବାର ବିଶାଳ ରାଲି ଅନୁଷ୍ଠିତ ହୋଇଯାଇଛି। ଏଥିରେ ମହିଳାଙ୍କ ସମେତ ଲକ୍ଷାଧିକ ଲୋକ ସାମିଲ…
କର୍ନାଟକରେ ୩ କଶ୍ମୀରୀ ଛାତ୍ର ଗିରଫ
ବେଙ୍ଗାଲୁରୁ,୧୬ା୨: କର୍ନାଟକରେ ୩ କଶ୍ମୀରୀ ଇଞ୍ଜିନିୟରିଂ ଛାତ୍ରଙ୍କୁ ଗିରଫ କରାଯାଇଛି। ସେମାନେ ପାକିସ୍ତାନ ସପକ୍ଷରେ ସ୍ଲୋଗାନମାନ ଦେଉଥିଲେ। ହୁବାଲ୍ଲି ପୋଲିସ ସେମାନଙ୍କୁ ଗିରଫ କରିବା ସହ ଦେଶଦ୍ରୋହ ମାମଲା ରୁଜୁ କରିଥିବା ଜଣାପଡ଼ିଛି। ଏହି ୩ ଛାତ୍ର କେଏଲ୍ଇ ଟେକ୍ନୋଲୋଜିକାଲ ୟୁନିଭର୍ସିଟିର…
ମାଟ୍ରିକ୍ ପରୀକ୍ଷା: ପରୀକ୍ଷା ହଲ୍କୁ ମୋବାଇଲ ଫୋନ୍ ମନା; ପ୍ରଶ୍ନପତ୍ର ଲିକ୍, କପି ରୋକିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୧୬ା୨(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷାକୁ ପୂର୍ଣ୍ଣ ଶୃଙ୍ଖଳିତ କରିବା ନିମନ୍ତେ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି କରାଯାଇଛି। ଏଥିନିମନ୍ତେ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ରାଜ୍ୟ ଲୋକସେବା ଭବନରୁ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଜିଲାପାଳ, ପୋଲିସ ଅଧୀକ୍ଷକ ଓ ଶିକ୍ଷା…
ଟ୍ରମ୍ପ୍ଙ୍କ ୩ ଘଣ୍ଟା ପାଇଁ ଖର୍ଚ୍ଚ ହେବ ୧୦୦ କୋଟି
ନୂଆଦିଲ୍ଲୀ,୧୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଆସନ୍ତା ୨୪ରୁ ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି ହାଇପ୍ରୋଫାଇଲ ଗସ୍ତ ପାଇଁ ସରକାର ବିପୁଳ ଅର୍ଥ ବ୍ୟୟ କରୁଥିବା ଜଣାପଡିଛି। ରିପୋର୍ଟ ଅନୁଯାୟୀ ୨୪ରେ ଟ୍ରମ୍ପ୍ ଅହମଦାବାଦ ଗସ୍ତରେ ଯାଇ ସେଠାରେ ୩…
ସେବା ସମବାୟ ସମିତିରେ ପକାଇଲେ ତାଲା
ବଇଣ୍ଡା,୧୬।୨(ଡି.ଏନ.ଏ.) – ଆଠମଲ୍ଲିକ ବ୍ଲକ ସାନହୁଲା ସେବା ସମବାୟ ସମିତିରେ ଧାନ କିଣାରେ ଅବ୍ୟବସ୍ଥା ଦେଖାଦେଇଛି। ଫଳରେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଛି। ଅନେକ ଚାଷୀଙ୍କୁ ଧାନ କିଣାରେ ଅଣଦେଖା କରାଯାଉଥିବା ପ୍ରତିବାଦ କରି କେତେଜଣ ଚାଷୀ ଶନିବାର ସମବାୟ…
ଅସୁରକ୍ଷିତ ଅଭୟାରଣ୍ୟ
ଢେଙ୍କାନାଳ ଅଫିସ, ୧୬।୨ – ପ୍ରକୃତିର ବରଦାନ କପିଳାସ। ଶାନ୍ତ ସବୁଜିମା ଭରା ପରିବେଶ, ଜୈବ ବିବିଧତା ସାଙ୍ଗକୁ ବନ୍ୟଜନ୍ତୁଙ୍କ ସମ୍ଭାର ଏହାର ପରିଚୟ। ହେଲେ ଅଭୟାରଣ୍ୟ ମାନ୍ୟତା ମିଳିବାର ଦୀର୍ଘ ୯ବର୍ଷ ପରେ ବି ଏହାର ବିକାଶ ପାଇଁ ହୋଇନି…
ଏନ୍ଆର୍ଟିଏସ୍ ପରୀକ୍ଷାରେ ପ୍ରଥମ ୧୦ ମଧ୍ୟରେ ୪ ଛାତ୍ରୀଛାତ୍ର
ବ୍ରହ୍ମପୁର ଅଫିସ,୧୬ା୨ ୨୦୧୯ ଶିକ୍ଷାବର୍ଷର ରଙ୍ଗେଇଲୁଣ୍ଡା ବ୍ଲକ ଓ ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟର ୮ମ ଶ୍ରେଣୀ ଜାତୀୟ ଗ୍ରାମାଞ୍ଚଳ ମେଧା ଅନ୍ବେଷଣ (ଏନ୍ଆରଟିଏସ୍) ପରୀକ୍ଷା ଫଳ ପ୍ରକାଶ ପାଇଛି। ପ୍ରକାଶିତ ଏନ୍ଆରଟିଏସ୍ ପରୀକ୍ଷାରେ…
କଳା, ସଂସ୍କୃତିର ଏନ୍ତୁଡ଼ିଶାଳ ମୟୂରଭଞ୍ଜ
ବାରିପଦା ଅଫିସ, ୧୬ା୨-ସ୍ଥାନୀୟ ସଂସ୍କୃତି ଭବନଠାରେ କ୍ରିଏଟିଭ ସ୍କୁଲ ଅଫ୍ ଆର୍ଟ ଆଣ୍ଡ କ୍ରାଫ୍ଟର୍ସ ପକ୍ଷରୁ ୫ ଦିନ ଧରି ଅନୁଷ୍ଠିତ ହୋଇଥିବା ନବମ ରାଜ୍ୟସ୍ତରୀୟ ଚିତ୍ର ପ୍ରଦର୍ଶନୀ ଉଦ୍ଯାପିତ ହୋଇଯାଇଛି। ପରିଚାଳନା କମିଟି ସଭାପତି କଳ୍ପନା ଷଡ଼ଙ୍ଗୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ…
Archives


