Home Left

ୟୁରୋପିଆନ ପ୍ରତିଯୋଗିତାରୁ ମାଞ୍ଚେଷ୍ଟର ସିଟି ବାସନ୍ଦ

ନିଓନ(ସୁଇଜରଲାଣ୍ଡ),୧୫।୨(ଏଏଫ୍‌ପି)- ମାଞ୍ଚେଷ୍ଟର ସିଟି ଫୁଟବଲ ଦଳକୁ ୟୁରୋପିଆନ ପ୍ରତିଯୋଗିତାରୁ ଆଗାମୀ ୨ ବର୍ଷ ପାଇଁ ବାସନ୍ଦ କରାଯାଇଛି। ଦଳ ଆର୍ଥିକ ଫେୟାର ପ୍ଲେ ନିୟମ ଭଙ୍ଗ କରିଥିବା ୟୁଫା ପକ୍ଷରୁ ଘୋଷଣା କରାଯାଇଛି। ବାସନ୍ଦାଦେଶ ସହ ୩୦ ନିୟୁତ ୟୁରୋ (୩୨.୫…

ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲରେ ଷ୍ଟାଫ୍‌ନର୍ସଙ୍କୁ ମାଡ଼ ଘଟଣା: ଅଭିଯୁକ୍ତ ଗିରଫ ପ୍ରତିଶ୍ରୁତି ପରେ ଧାରଣାରୁ ଉଠିଲେ

ବଲାଙ୍ଗୀର ଅଫିସ, ୧୫।୨- ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲରେ ଗତ ଗୁରୁବାର ରାତିରେ ଦୁଇଜଣ ବ୍ୟକ୍ତି ଜଣେ କାର୍ଯ୍ୟରତା ଷ୍ଟାଫନର୍ସଙ୍କୁ ମାଡ଼ ମାରିଥିଲେ । ଏହି ଘଟଣାକୁ ନେଇ ଷ୍ଟାଫନର୍ସମାନେ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଚେତାବନୀ ଦେଇଥିଲେ। ବଲାଙ୍ଗୀର ଟାଉନ…

ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ଆହତଙ୍କ ସଂଖ୍ୟା ୨୫କୁ ବୃଦ୍ଧି

ପାପଡ଼ାହାଣ୍ଡି,୧୫।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମୃଗବିହାର ନିକଟରେ ଶନିବାର ଏକ ଘରୋଇ ବସ୍‌ ଦୁର୍ଘଟଣା ଘଟି ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ବର୍ତ୍ତମାନ ସୁଦ୍ଧା ଆହତଙ୍କ ସଂଖ୍ୟା୨୫କୁ ବୃଦ୍ଧି ପାଇଛି। ତେବେ ସେଥିମଧ୍ୟରୁ ୧୦ ଜଣଙ୍କ ଅବସ୍ଥା…

ଦେଶ ପାଇଁ ଶହୀଦ ହେଲେ ରଣାମୁଣ୍ଡଳୀ ଗ୍ରାମର ଅଭିରାମ, ତ୍ରିରଙ୍ଗାମୟ ହେଲା ବସ୍ତା ବଜାର

ବସ୍ତା,୧୫।୨(ଡି.ଏନ୍‌.ଏ.): ହିମାଚଳ ପ୍ରଦେଶରେ କାର୍ଯ୍ୟରତ ଥିବା ବସ୍ତା ବ୍ଲକ ରଣାମୁଣ୍ଡଳୀ ଗ୍ରାମର ଅଭିରାମ ଦେଶ ପାଇଁ ଶହୀଦ ହୋଇଥିବା ଜଣାପଡ଼ିଛି। ସେ ପ୍ରତିରକ୍ଷା ବିଭାଗରେ କାମ କରୁଥିବା ବେଳେ ଶହୀଦ ହୋଇଛନ୍ତି। ମୃତ୍ୟୁର ସଠିକ୍‌ କାରଣ ଜଣାପଡ଼ିନାହିଁ। ତେବେ ମରଶରୀରକୁ ସମ୍ମାନ…

ପରମିଟ୍‌ ପାସ୍‌ ସାଜିଛି ପ୍ରତିବନ୍ଧକ: ମଣ୍ଡିରୁ ଉଠୁନି ଧାନ

କର୍ଲାମୁଣ୍ଡା, (ଡି.ଏନ୍‌.ଏ)୧୫।୨: ପରମିଟ୍‌ ପାସ ବନ୍ଦ ହେବା ଯୋଗୁ ବିଭିନ୍ନ ମଣ୍ଡିରେ ଚାଷୀଙ୍କ ଧାନ ଉଠିବାରେ ସମସ୍ୟା ଦେଖାଦେଇଛି। ଏଭଳି ସମସ୍ୟା କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର କର୍ଲାମୁଣ୍ଡା ସମବାୟ ସମିତି ଜରିଆରେ ଖୋଲିଥିବା ମଣ୍ଡିରେ ମଧ୍ୟ ଦେଖିବାକୁ ମିଳିଛି।…

ସଚେତନତା ସତ୍ତ୍ୱେ ଗଞ୍ଜାମରେ ଅଲୋଡ଼ା ଶିଶୁକନ୍ୟା: ଦୁଇଟି ସ୍ଥାନରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର ଅଫିସ, ୧୫ା୨- ସରକାର କନ୍ୟା ସନ୍ତାନର ସୁରକ୍ଷା ପାଇଁ ଅନେକ ଯୋଜନା କରିଛନ୍ତି । ଏପରିକି କନ୍ୟା ସନ୍ତାନମାନେ ଦେଶର ଅମୂଲ୍ୟ ସମ୍ପତ୍ତି ବୋଲି ସରକାର ଅନେକ ଥର କହିଛନ୍ତି। ସେଥିପାଇଁ କେନ୍ଦ୍ର ସରକାର ବେଟି ବଚାଓ, ବେଟି ପଢ଼ାଓ…

ଦ୍ୱାର ସମ୍ମୁଖରେ କଳସ ରଖିଲେ ମିଳିଥାଏ ଏସବୁ ଲାଭ

ଗୃହପ୍ରବେଶ, ନବରାତ୍ରି ପୂଜା, ଦୀପାବଳି, ଲକ୍ଷ୍ମୀପୂଜା, ଯଜ୍ଞ ଅନୁଷ୍ଠାନ, ବିବାହ ଆଦି ଯେକୌଣସି ମାଙ୍ଗଳିକ କାର୍ଯ୍ୟରେ ପ୍ରଥମେ କଳସ ସ୍ଥାପନ କରାଯାଇଥାଏ। ତେଣୁ ଏହି କଳସ କାହିଁକି ରଖାଯାଏ ଏବଂ ଏଥିରୁ କେଉଁ ଶୁଭ ଫଳ ମିଳିଥାଏ ଜାଣନ୍ତୁ ଏ ସମ୍ପର୍କରେ……

‘ଲଭ୍‌ ଆଜ କଲ୍‌’ ପ୍ରଥମ ଦିନରେ ଆୟ କଲା ୧୨ କୋଟି

ମୁମ୍ବାଇ: ଭାଲେଣ୍ଟାନ୍ନନ୍ସ ଡେ’ରେ ରିଲିଜ୍‌ ହୋଇଥିବା ଇମତିଆଜ ଅଲ୍ଲିଙ୍କ ଫିଲ୍ମ ‘ଲଭ୍‌ ଆଜ କଲ୍‌’ ପ୍ରଥମ ଦିନରେ ଭଲ ବ୍ୟବସାୟ କରିଥିବା ଜଣାପଡିଛି। ସାରା ଅଲି ଖାଁ ଓ କାର୍ତ୍ତକ ଆର୍ଯ୍ୟନଙ୍କ ଅଭିନୀତ ଏହି ଫିଲ୍ମ ପ୍ରଥମ ଦିନରେ ଡବଲ ଡିଜିଟ୍‌…

ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କଲା ପାଚିକା, ସହାୟିକା ସଂଘ

ଛତ୍ରପୁର,୧୫।୨(ଡି.ଏନ୍‌.ଏ.): ୧୨ ଦଫା ଦାବି ନେଇ ନିଖିଳ ଓଡ଼ିଶା ଏମ୍‌.ଡି.ଏମ୍‌ ପାଚିକା, ସହାୟିକା ସଂଘର ଗଞ୍ଜାମ ଜିଲା କମିଟି ପକ୍ଷରୁ ଶନିବାର ଛତ୍ରପୁରସ୍ଥିତ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପ୍ରାରମ୍ଭରେ ସ୍ଥାନୀୟ ଅପର ବସଷ୍ଟାଣ୍ଡଠାରୁ ଏକ ଶୋଭାଯାତ୍ରା ବାହାରି…

ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୨ ମୃତ, ୧୦ରୁ ଊର୍ଦ୍ଧ୍ୱ ଆହତ

ପାପଡ଼ାହାଣ୍ଡି,୧୫।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ମୃଗବିହାର ନିକଟରେ ଶନିବାର ଏକ ଘରୋଇ ବସ୍‌ ଦୁର୍ଘଟଣା ଘଟିଛି। ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତାହତଙ୍କ ପରିଚୟ ମିଳିନାହିଁ। ବସ୍‌ ଜଗା…

ସମ୍ପୂର୍ଣ୍ଣ ନୂଆ ଚରିତ୍ର ସହ ଫେରୁଛନ୍ତି ଐଶ୍ୱର୍ଯ୍ୟା

ମୁମ୍ବାଇ: ବିଶ୍ୱ ସୁନ୍ଦରି ଐଶ୍ୱର୍ଯ୍ୟା ରାଏ ବଚ୍ଚନ ବେଶ୍‌ କିଛିଦିନ ହେବ ବଡ ପରଦାରେ ଦେଖାଯାଉ ନାହାନ୍ତି କହିଲେ ଚଳେ। ଏବେ କିନ୍ତୁ ସେ ସମ୍ପୁର୍ଣ୍ଣ ନୂଆ ଚରିତ୍ର ସହ ପରଦାକୁ ଫେରୁଛନ୍ତି ବୋଲି ଶୁଣିବାକୁ ମିଳିଛି। କଳ୍କି କୃଷ୍ଣମୂର୍ତ୍ତିଙ୍କ କାଳ୍ପନିକ…

ପେଚା କାହିଁକି ରାତିରେ ଦେଖିପାରେ…

ପେଚା ଯେତିକି ଭୟଙ୍କର ସେତିକି ବୁଦ୍ଧିମାନ ମଧ୍ୟ। କେହି କେହି ପେଚାକୁ ବୋକା ବୋଲି ଭାବିଥାନ୍ତି। କିନ୍ତୁ ପେଚା ବିଷୟରେ ଏମିତି କିଛି ଖାସ୍‌ କଥା ଅଛି ଯାହା ଅଧିକାଂଶ ଲୋକେ ଜାଣି ନ ଥିବେ। ତେବେ ଜାଣନ୍ତୁ ଏ ସମ୍ପର୍କରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri