ବୋଲ୍ଟଙ୍କ ଟାଇମିଂକୁ ପଛରେ ପକାଇଥିବା ଧାବକଙ୍କୁ ଡକାଇଲେ କ୍ରୀଡ଼ାମନ୍ତ୍ରୀ ରିଜିଜୁ
ନୂଆଦିଲ୍ଲୀ,୧୫।୨- ପାରମ୍ପରିକ କ୍ରୀଡ଼ା କମ୍ବାଲ ଜକିର ଦ୍ରୁତତମ ଧାବକ ଶ୍ରୀନିବାସ ଗୋଡ଼ାଙ୍କୁ ପେଶାଦାର କ୍ରୀଡ଼ାବିତ ହେବାର ସୁଯୋଗ ମିଳିଛି। ସେ ଏବେ ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ)ର କୋଚ୍ଙ୍କ ନେତୃତ୍ୱରେ ଟ୍ରାଏଲ୍ସର ସମ୍ମୁଖୀନ ହେଉଛନ୍ତି। କର୍ନାଟକର ଶ୍ରୀନିବାସଙ୍କୁ ସାଇ କୋଚ୍ ଡକାଇଛନ୍ତି।…
ଥରୁରଙ୍କ ଉପରେ ଲାଗିଲା ଜରିମାନା
ନୂଆଦିଲ୍ଲୀ,୧୫।୨: ଦିଲ୍ଲୀର ଏକ କୋର୍ଟ ଶନିବାର କଂଗ୍ରେସର ବରିଷ୍ଠ ନେତା ଶଶି ଥରୁରଙ୍କ ଉପରେ ୫ ହଜାର ଟଙ୍କାର ଜରିମାନା ଲଗାଇଛନ୍ତି। ଏହି କଂଗ୍ରେସ ଏମ୍ପି ଏକ ମାନହାନୀ ମାମଲାରେ କୋର୍ଟରେ ହାଜର ନ ହେବାରୁ ତାଙ୍କ ଉପରେ ଏହି ଜରିମାନା…
ପାକିସ୍ତାନରେ ପହଞ୍ଚିଲା କରୋନାଭାଇରସ: ଜଣେ ସନ୍ଦିଗ୍ଧ
ଅବୋଟାବାଦ,୧୫।୨: ଚାଇନାରୁ ଆରମ୍ଭ ହୋଇଥିବା କରୋନାଭାଇରସ ସଂକ୍ରମଣ ବିଶ୍ୱର ବିଭିନ୍ନ ଦେଶକୁ ବ୍ୟାପିଥିବା ବେଳେ ପାକିସ୍ତାନରେ ପ୍ରଥମ କରି ଜଣେ ବ୍ୟକ୍ତି କରୋନାଭାଇରସରେ ପୀଡିତ ବୋଲି ସନ୍ଦେହ କରାଯାଇଛି। ନିକଟରେ ଉକ୍ତ ବ୍ୟକ୍ତି ଜଣଙ୍କ ଚାଇନାରୁ ଫେରିଥିବା ବେଳେ ସେ କରୋନାଭାଇରସରେ…
ଅମରନାଥ ଯାତ୍ରା ପାଇଁ ଏପ୍ରିଲରୁ ଆରମ୍ଭ ହେବ ଅନ୍ଲାଇନ୍ ରେଜିଷ୍ଟ୍ରେଶନ୍
ଶ୍ରୀନଗର,୧୫।୨: ଅମରନାଥ ଯାତ୍ରାର ଶୁଭାରମ୍ଭ ଜୁନ୍ ୨୩ରେ ହେବ। ଏହି ଯାତ୍ରା ଜୁନ୍ ୨୩ରୁ ଆରମ୍ଭ ହୋଇ ଅଗଷ୍ଟ ୩ରେ ଶେଷ ହେବ। ଶୁଭ ଦିନକୁ ଦେଖି ଏହି ତାରିଖ ଘୋଷଣା କରାଯାଇଛି। ୪୨ ଦିନ ଧରି ଚାଲିବାକୁ ଥିବା ଏହି…
ମିଳିଲା କରୋନାଭାଇରସ ଠିକ୍ ହେବାର ଚିକିତ୍ସା ପଦ୍ଧତି !
ବେଜିଂ,୧୫।୨: ଚାଇନାରେ କରୋନାଭାଇରସରେ ମୃତ୍ୟୁ ସଂଖ୍ୟା ୧,୫୨୩ ପହଞ୍ଚିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଲାଣି ୬୬,୪୯୨ରେ। ଏବେ ଏହାକୁ ନେଇ ଭିନ୍ନ ଭିନ୍ନ ପ୍ରକାର ଖବର ସାମ୍ନାକୁ ଆସୁଛି। କରୋନାଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିଯାଇଥିବା ବେଳେ ଏବେ ଚାଇନାର ସି…
କେଜରିଓ୍ବାଲ ଆୟୋଜନ କଲେ ରାତ୍ରଭୋଜନ
ନୂଆଦିଲ୍ଲୀ,୧୫।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ଶନିବାର ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ଏକ ରାତ୍ରଭୋଜନର ଆୟୋଜନ କରିଛନ୍ତି। କ୍ୟାବିନେଟ ମନ୍ତ୍ରୀ ପାଇଁ ଯେଉଁମାନେ ସମ୍ଭାବ୍ୟ ତାଲିକାରେ ରହିଛନ୍ତି ସେମାନଙ୍କୁ…
ମନମୋହିଲା ପ୍ରଭୁଙ୍କ ଫାଷ୍ଟ ଲୁକ୍
ମୁମ୍ବାଇ: ସାଉଥ୍ ସହ ହିନ୍ଦୀ ଫିଲ୍ମରେ ପ୍ରଭୁଦେବାଙ୍କ ବହୁ ନାଁ ରହିଛି। ଡ୍ୟାନ୍ସରୁ କ୍ୟାରିୟର ଆରମ୍ଭ କରିଥିବା ପ୍ରଭୁ ସମୟକ୍ରମେ ଅଭିନୟ ଓ ନିର୍ଦ୍ଦେଶନାରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ଇତିମଧ୍ୟରେ ପ୍ରଭୁଦେବାଙ୍କ ଆଉ ଏକ ସାଉଥ ଫିଲ୍ମ ‘ବଘୀରା’…
ଭାରତ ଗସ୍ତ ପୂର୍ବରୁ ଜୁକେର ବର୍ଗଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍
ଓ୍ବାଶିଂଟନ,୧୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଫେବୃୟାରୀ ୨୪ରେ ଭାରତ ଗସ୍ତରେ ଆସୁଛନ୍ତି। ଏହା ପୂୂର୍ବରୁ ସେ ଟୁଇଟ୍ କରି ଫେସବୁକ୍ ସଂସ୍ଥାପକ ଜୁକେର ବର୍ଗଙ୍କୁ ପ୍ରଶଂସା କରିଛନ୍ତି। ଫେସବୁକ୍ ଟ୍ରମ୍ପ୍ଙ୍କୁ ଲୋକପ୍ରିୟତା ତାଲିକାରେ ଏକ ନମ୍ବର ସ୍ଥାନ ଦେଇଥିବାବେଳେ ଭାରତର…
ବାସନ୍ଦାଦେଶରୁ ବର୍ତ୍ତିଲେ ଉମର ଆକମଲ
କରାଚୀ,୧୫।୨(ପି.ଟି.)- ପାକିସ୍ତାନ ବ୍ୟାଟ୍ସମ୍ୟାନ ଉମର ଆକମଲ ଅଳ୍ପକେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ବାସନ୍ଦାଦେଶରୁ ବର୍ତ୍ତି ଯାଇଛନ୍ତି। ସେ ଲାହୋରସ୍ଥିତ ଜାତୀୟ କ୍ରିକେଟ ଏକାଡେମୀ (ଏନ୍ସିଏ)ଠାରେ ଫିଟ୍ନେସ ଟେଷ୍ଟବେଳେ ଟ୍ରେନରଙ୍କ ସହ ଖରାପ ବ୍ୟବହାର କରିଥିଲେ। ଏହି ଘଟଣା ଗତ ମାସରେ…
ମହିଳା କମିଶନରେ ୧୦ ହଜାର ମାମଲା
ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜ୍ୟ ମହିଳା କମିଶନଙ୍କ ନିକଟରେ ୧୦,୧୩୦ଟି ମହିଳାଙ୍କ ବିରୋଧରେ ହୋଇଥିବା ମାମଲା ବିଚାରାଧୀନ ରହିଛି। ସେଥିରୁ ୨,୭୨୯ ମାମଲା ପଞ୍ଜୀକୃତ ହୋଇଥିବା ବେଳେ ୨,୦୫୧ ମାମଲାର ଶୁଣାଣି ଶେଷ ହୋଇଛି। ଏହି ମାମଲାଗୁଡ଼ିକ ମଧ୍ୟରୁ ଯୌତୁକ ନିର୍ଯାତନା ପାଇଁ ୭୭୦,…
ୟୁଟ୍ୟୁବ୍ ଚ୍ୟାନେଲ୍ ଲଞ୍ଚ କଲେ ଗୋବିନ୍ଦା
ମୁମ୍ବାଇ: ୮୦ ଦଶକରୁ ବହୁମୁଖୀ ପ୍ରତିଭା ଯୋଗେ ଦର୍ଶକଙ୍କ ମନୋରଞ୍ଜନ କରିଆସୁଥିବା ଗୋବିନ୍ଦା ନିଜର ଏକ ୟୁଟ୍ୟୁବ୍ ଚ୍ୟାନେଲ୍ ଲଞ୍ଚ କରିଛନ୍ତି। ସମୟ ସହିତ ତାଳ ଦେଇ ନିଜକୁ ଡିଜିଟାଲ କରିଛନ୍ତି ଗୋବିନ୍ଦା। ବର୍ତ୍ତମାନ ତାଙ୍କ ହାତରେ କୌଣସି ଫିଲ୍ମ ନ…
ରାଜ୍ୟରେ ୧୨.୪୪ ଲକ୍ଷ ଭିନ୍ନକ୍ଷମ: ମନ୍ତ୍ରୀ
ଭୁବନେଶ୍ୱର,୧୫।୨(ବ୍ୟୁରୋ): ୨୦୧୧ ଜନଗଣନା ଅନୁଯାୟୀ ରାଜ୍ୟରେ ୧୨ ଲକ୍ଷ ୪୪ ହଜାର ୪୦୨ଜଣ ଭିନ୍ନକ୍ଷମ ଅଛନ୍ତି। ସେମାନଙ୍କୁ ୨୧ଟି ଭାଗରେ ଶ୍ରେଣୀଭୁକ୍ତ କରାଯାଇଛି। ସେମାନଙ୍କ ଶିକ୍ଷା ଲାଗି ୧୦୨ଟି ସ୍ବତନ୍ତ୍ର ବିଦ୍ୟାଳୟ ଓ ୧ଟି ମହାବିଦ୍ୟାଳୟ ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ…
Archives


