Home Left

ଅଭିନବ ଢଙ୍ଗରେ ଭାଲେଣ୍ଟାଇନ ପାଳିଲା ସାମ୍‌ସଙ୍ଗ

ଭୁବନେଶ୍ୱର,୧୫।୨ : ପ୍ରମୁଖ କମ୍ପାନୀ ସାମସଙ୍ଗ ଏବଂ ରାମକୃଷ୍ଣ ଏଜେନ୍ସି ମିଳିତ ଭାବେ ଅଭିନବ ଢଙ୍ଗରେ ଭାଲେଣ୍ଟାଇନକୁ ପାଳନ କରିଛନ୍ତି। ସ୍ଥାନୀୟ ଲୁଇ ବ୍ରେଲୀ ଓ ରାଜଧାନୀ ସ୍କୁଲରେ ଦିବ୍ୟାଂଗ ପିଲାମାନଙ୍କ ଲାଗି ଉପହାର ଏବଂ ଖାଇବା ପ୍ୟାକେଟ ପ୍ରଦାନ କରାଯାଇଥିଲା।…

୩୦୦ ଫୁଟ ମାଟି ତଳେ ବାସ କରୁଥିବା ବଡ଼ମାଛର ମିଳିଲା ସନ୍ଧାନ

ଶିଂଲ, ୧୫।୨: ଭୂପୃଷ୍ଠର ୩୦୦ଫୁଟ ତଳେ ବାସ କରୁଥିବା ବଡ଼ମାଛର ସନ୍ଧାନ ମିଳିଛି। ମେଘାଳୟର ପାହାଡ଼ିଆ ଅଞ୍ଚଳରେ ଥିବା ଏହି ପ୍ରଜାତିର ମାଛର ଓଜନ ପ୍ରାୟ ଏକ କିଲୋଗ୍ରାମ୍‌ ରହିଛି। ଏଠାରେ ୨୫୦ରୁ ଅଧିକ ପ୍ରଜାତିର ମାଛ ମାଟି ତଳେ ବାସ…

ବିରୋଧୀ ଗୃହର ମଧ୍ୟ ଭାଗକୁ ଆସିଲେ ଗଣମାଧ୍ୟମ ଦେଖାଇ ପାରିବ ନାହିଁ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ବିଧାନସଭା ଗୃହର ମଧ୍ୟଭାଗକୁ ବିରୋଧୀ ଆସିଲେ ଗଣମାଧ୍ୟମ ଦେଖାଇ ପାରିବ ନାହିଁ । ଶୁକ୍ରବାର ଏମିତି ରୁଲିଂ ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ରାଜ୍ୟପାଳଙ୍କ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ବେଳେ ବିଧାନସଭା ଅଫିସର ଗ୍ୟାଲେରି…

ଭଞ୍ଜନଗରରେ କରୋନା ଭୟ: ପରୀକ୍ଷା କରାଇବାକୁ କଟକ ଗଲେ ଡାକ୍ତରୀ ଛାତ୍ର

ଭଞ୍ଜନଗର,୧୫।୨ (ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ସହରରେ କରୋନା ଭୂତାଣୁ ଭୟ ଦେଖାଦେଇଛି। ଗତ ଜାନୁୟାରୀ ୧୪ରେ ଚାଇନାରୁ ଫେରିଥିବା ଜଣେ ଡାକ୍ତରୀ ଛାତ୍ରଙ୍କୁ କରୋନା ଭୂତାଣୁ ସଂକ୍ରମଣ କରିଥାଇପାରେ ବୋଲି ସନ୍ଦେହ କରାଯାଉଛି। ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ଛାତ୍ରଙ୍କ ସ୍ବାସ୍ଥ୍ୟ…

ଅନ୍ୟ କୋର୍ଟକୁ ମାମଲା ସ୍ଥାନାନ୍ତର ନିଷ୍ପତ୍ତି

ସମ୍ବଲପୁର,୧୫।୨ (ବ୍ୟୁରୋ): ପଶ୍ଚିମ ଓଡିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ଚାଲି ଆସୁଥିବା ଆନ୍ଦୋଳନର ସମାଧାନ ହୋଇପାରୁନାହିଁ । ହେଲେ ରାଜ୍ୟ ସରକାର କୋର୍ଟରେ ଗଡୁଥିବା ମାମଲାଗୁଡିକ ଅନ୍ୟ କୋର୍ଟକୁ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି…

ଜମ୍ମୁ-କଶ୍ମୀର ପ୍ରଶାସନକୁ ନୋଟିସ

ନୂଆଦିଲ୍ଲୀ,୧୫ା୨(ପି.ଟି.): ନ୍ୟାଶନାଲ କନ୍‌ଫରେନ୍ସ ନେତା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବ୍‌ଦୁଲ୍ଲାଙ୍କୁ ସାଧାରଣ ନିରାପତ୍ତା ଆଇନ (ପିଏସ୍‌ଏ)ରେ ଅଟକ ରଖାଯାଇଥିବାରୁ ତାଙ୍କ ଭଉଣୀ ସାରା ଅବ୍‌ଦୁଲ୍ଲା ପାଇଲଟ ଏହାକୁ ସୁପ୍ରିମକୋର୍ଟରେ ଚାଲେଞ୍ଜ କରିଥିଲେ। ଜଷ୍ଟିସ ଅରୁଣ ମିଶ୍ର ଓ ଇନ୍ଦିରା…

ଶହୀଦ ମନୋଜଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ନିଆଳି, ୧୫।୨ (ଡି.ଏନ୍‌.ଏ.): ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାର ଲେଥ୍‌ପୋରାରେ ୨୦୧୯ ଫେବୃୟାରୀ ୧୪ରେ ଆତଙ୍କବାଦୀଙ୍କ ଆକ୍ରମଣରେ ଓଡ଼ିଆ ଯବାନ କଟକ ଜିଲା ନିଆଳି ବ୍ଲକ ଅନ୍ତର୍ଗତ ରତନପୁରର ମନୋଜ ବେହେରା ଶହୀଦ ହୋଇଥିଲେ। ଶହୀଦ ଦିବସ ଅବସରରେ ଶୁକ୍ରବାର ମନୋଜଙ୍କ ବାସଭବନ…

ପାକିସ୍ତାନକୁ ସମର୍ଥନ ଜାରି ରଖିବ ତୁର୍କୀ

ଇସ୍‌ଲାମାବାଦ,୧୫ା୨(ପି.ଟି.): ଭାରତର ପ୍ରତିବାଦ ସତ୍ତ୍ୱେ ତୁର୍କୀ ରାଷ୍ଟ୍ରପତି ରିସେପ୍‌ ତାୟିପ୍‌ ଏର୍ଡୋଗାନ୍‌ ଶୁକ୍ରବାର ପୁଣି ଥରେ କଶ୍ମୀର ପ୍ରସଙ୍ଗ ଉଠାଇଛନ୍ତି। ଏହା ଉଭୟ ଦେଶ ପାଇଁ ଚିନ୍ତାର ବିଷୟ ହୋଇଥିବାରୁ ପାକିସ୍ତାନର ଆଭିମୁଖ୍ୟକୁ ତୁର୍କୀ ସମର୍ଥନ ଜାରି ରଖିବ ବୋଲି ସେ…

‘ଶହୀଦ ମନୋଜ ଦେଶ ପାଇଁ ଗର୍ବ ଓ ଗୌରବ’

ନିମାପଡ଼ା,୧୫।୨ (ଡି.ଏନ୍‌.ଏ.): ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାର ଲେଥ୍‌ପୋରାରେ ୨୦୧୯ ଫେବୃୟାରୀ ୧୪ରେ ଆତଙ୍କବାଦୀଙ୍କ ଆକ୍ରମଣରେ ଶହୀଦ ହୋଇଥିବା ଓଡ଼ିଆ ଯବାନ ମନୋଜ ବେହେରା ଆମ ଦେଶ ପାଇଁ ଗର୍ବ ଓ ଗୌରବ ବୋଲି ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

୬୮ ଛାତ୍ରୀଙ୍କ ଅନ୍ତଃବସ୍ତ୍ର କାଢ଼ି ଯାଞ୍ଚକଲେ

ଭୁଜ୍‌,୧୫ା୨ : ଗୁଜରାଟର ଭୁଜ୍‌ସ୍ଥିତ ଶ୍ରୀ ସହଜାନନ୍ଦ ବାଳିକା କଲେଜରେ ୬୮ଜଣ ଛାତ୍ରୀଙ୍କୁ ଧର୍ମ ନାମରେ ଲଜ୍ଜାକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିଛି। ସେମାନଙ୍କ ଅନ୍ତଃବସ୍ତ୍ର ବଳପୂର୍ବକ କାଢ଼ି କଲେଜ କର୍ତ୍ତୃପକ୍ଷ ମାସିକ ଋତୁସ୍ରାବ ହୋଇଛି କି ନାହିଁ ପରୀକ୍ଷା କରି…

ବିଧାନସଭାରେ ଶୋକ

ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ୮ ଜଣ ପୂର୍ବତନ ମନ୍ତ୍ରୀ, ବିଧାନସଭାର ପୂର୍ବତନ ସଦସ୍ୟଙ୍କ ବିୟୋଗରେ ଶୁକ୍ରବାର ଗୃହରେ ଶୋକ ପ୍ରସ୍ତାବ ଆଗତ କରାଯାଇଥିଲା। ରାଜ୍ୟପାଳଙ୍କ ଅଭିଭାଷଣ ପରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…

‘ଫିଲ୍ମ ଶୁଟିଂ କରୁଥିଲେ ମୋଦି’

ଚଣ୍ଡିଗଡ଼, ୧୫।୨: ପୁଲଓ୍ବାମାରେ ଶହୀଦ ହୋଇଥିବା ୪୦ ସିଆର୍‌ପିଏଫ୍‌ ଯବାନଙ୍କ ବଳିଦାନକୁ ଆମେ ସାଲ୍ୟୁଟ୍‌ କରୁଛୁ। ଆକ୍ରମଣର ବର୍ଷେ ପରେ ବି ଅନେକ ପ୍ରଶ୍ନ ଅନୁତ୍ତରିତ ହୋଇ ରହିଛି ବୋଲି କଂଗ୍ରେସ ମୁଖପାତ୍ର ରଣଦୀପ ସୁର୍ଜଓ୍ବୋଲ କହିଛନ୍ତି। ଏକ ଖବରଦାତା ସମ୍ମିଳନୀରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri