ଶହୀଦ ମନୋଜଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ
ନିଆଳି, ୧୫।୨ (ଡି.ଏନ୍.ଏ.): ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାର ଲେଥ୍ପୋରାରେ ୨୦୧୯ ଫେବୃୟାରୀ ୧୪ରେ ଆତଙ୍କବାଦୀଙ୍କ ଆକ୍ରମଣରେ ଓଡ଼ିଆ ଯବାନ କଟକ ଜିଲା ନିଆଳି ବ୍ଲକ ଅନ୍ତର୍ଗତ ରତନପୁରର ମନୋଜ ବେହେରା ଶହୀଦ ହୋଇଥିଲେ। ଶହୀଦ ଦିବସ ଅବସରରେ ଶୁକ୍ରବାର ମନୋଜଙ୍କ ବାସଭବନ…
ପାକିସ୍ତାନକୁ ସମର୍ଥନ ଜାରି ରଖିବ ତୁର୍କୀ
ଇସ୍ଲାମାବାଦ,୧୫ା୨(ପି.ଟି.): ଭାରତର ପ୍ରତିବାଦ ସତ୍ତ୍ୱେ ତୁର୍କୀ ରାଷ୍ଟ୍ରପତି ରିସେପ୍ ତାୟିପ୍ ଏର୍ଡୋଗାନ୍ ଶୁକ୍ରବାର ପୁଣି ଥରେ କଶ୍ମୀର ପ୍ରସଙ୍ଗ ଉଠାଇଛନ୍ତି। ଏହା ଉଭୟ ଦେଶ ପାଇଁ ଚିନ୍ତାର ବିଷୟ ହୋଇଥିବାରୁ ପାକିସ୍ତାନର ଆଭିମୁଖ୍ୟକୁ ତୁର୍କୀ ସମର୍ଥନ ଜାରି ରଖିବ ବୋଲି ସେ…
‘ଶହୀଦ ମନୋଜ ଦେଶ ପାଇଁ ଗର୍ବ ଓ ଗୌରବ’
ନିମାପଡ଼ା,୧୫।୨ (ଡି.ଏନ୍.ଏ.): ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାର ଲେଥ୍ପୋରାରେ ୨୦୧୯ ଫେବୃୟାରୀ ୧୪ରେ ଆତଙ୍କବାଦୀଙ୍କ ଆକ୍ରମଣରେ ଶହୀଦ ହୋଇଥିବା ଓଡ଼ିଆ ଯବାନ ମନୋଜ ବେହେରା ଆମ ଦେଶ ପାଇଁ ଗର୍ବ ଓ ଗୌରବ ବୋଲି ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…
୬୮ ଛାତ୍ରୀଙ୍କ ଅନ୍ତଃବସ୍ତ୍ର କାଢ଼ି ଯାଞ୍ଚକଲେ
ଭୁଜ୍,୧୫ା୨ : ଗୁଜରାଟର ଭୁଜ୍ସ୍ଥିତ ଶ୍ରୀ ସହଜାନନ୍ଦ ବାଳିକା କଲେଜରେ ୬୮ଜଣ ଛାତ୍ରୀଙ୍କୁ ଧର୍ମ ନାମରେ ଲଜ୍ଜାକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିଛି। ସେମାନଙ୍କ ଅନ୍ତଃବସ୍ତ୍ର ବଳପୂର୍ବକ କାଢ଼ି କଲେଜ କର୍ତ୍ତୃପକ୍ଷ ମାସିକ ଋତୁସ୍ରାବ ହୋଇଛି କି ନାହିଁ ପରୀକ୍ଷା କରି…
ବିଧାନସଭାରେ ଶୋକ
ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ୮ ଜଣ ପୂର୍ବତନ ମନ୍ତ୍ରୀ, ବିଧାନସଭାର ପୂର୍ବତନ ସଦସ୍ୟଙ୍କ ବିୟୋଗରେ ଶୁକ୍ରବାର ଗୃହରେ ଶୋକ ପ୍ରସ୍ତାବ ଆଗତ କରାଯାଇଥିଲା। ରାଜ୍ୟପାଳଙ୍କ ଅଭିଭାଷଣ ପରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…
‘ଫିଲ୍ମ ଶୁଟିଂ କରୁଥିଲେ ମୋଦି’
ଚଣ୍ଡିଗଡ଼, ୧୫।୨: ପୁଲଓ୍ବାମାରେ ଶହୀଦ ହୋଇଥିବା ୪୦ ସିଆର୍ପିଏଫ୍ ଯବାନଙ୍କ ବଳିଦାନକୁ ଆମେ ସାଲ୍ୟୁଟ୍ କରୁଛୁ। ଆକ୍ରମଣର ବର୍ଷେ ପରେ ବି ଅନେକ ପ୍ରଶ୍ନ ଅନୁତ୍ତରିତ ହୋଇ ରହିଛି ବୋଲି କଂଗ୍ରେସ ମୁଖପାତ୍ର ରଣଦୀପ ସୁର୍ଜଓ୍ବୋଲ କହିଛନ୍ତି। ଏକ ଖବରଦାତା ସମ୍ମିଳନୀରେ…
ବିହନ ପିଣ୍ଡୁଳାରେ ବୃକ୍ଷ
ପୁରୁଣା ଭୁବନେଶ୍ୱର, ୧୫।୨ (ଡି.ଏନ.ଏ.): ବିଶ୍ୱ ବ୍ୟାପୀ ‘ଭାଲେଣ୍ଟାଇନ୍ ଡେ’ କୁ ପ୍ରେମ ଦିବସ ଭାବେ ପାଳନ କରା ଯାଉଥିବା ବେଳେ ପରିବେଶବିତ୍ ତଥା ସାମାଜିକ କର୍ମୀ ସୁଶାନ୍ତ ସାହୁ ହୃଦୟ ଭିତରେ ବିହନ ପିଣ୍ଡୁଳାରେ ବୃକ୍ଷ ତିଆରି କରି ‘ଆସ…
ଲୋକସେବା ଭବନରେ ଦିବ୍ୟାଙ୍ଗ ଓ ବରିଷ୍ଠଙ୍କ ପାଇଁ ସ୍ବତନ୍ତ୍ର ଯାନ ଲୋକାର୍ପିତ
ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ଲୋକସେବା ଭବନକୁ ପ୍ରତିଦିନ କାର୍ଯ୍ୟୋପଲକ୍ଷେ ବିଭିନ୍ନ ସ୍ଥାନରୁ ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ସୁଗମ ଯାତାୟାତ ନିମନ୍ତେ ଏକ ସ୍ବତନ୍ତ୍ର ଯାନର ବ୍ୟବସ୍ଥା କରାଯାଇଛି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା…
ପରୀକ୍ଷା ସମୟରେ ବିଦ୍ୟୁତ କାଟ ବନ୍ଦ ହେଉ
ଭୁବନେଶ୍ୱର,୧୫।୨ (ବ୍ୟୁରୋ): ଚଳିତ ମାସ ୧୯ ତାରିଖରୁ ମାଟ୍ରିକ ପରୀକ୍ଷା ଓ ମାର୍ଚ୍ଚ ୩ରୁ ଯୁକ୍ତ ୨ ପରୀକ୍ଷା ପରେ ଯୁକ୍ତ ୩ ଏବଂ ସିବିଏସ୍ଇ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି। ଏହି ସମୟରେ ଗ୍ରାହକଙ୍କ ବିଲ୍ ବାକିକୁ ନେଇ ଗ୍ରୀଡକୋ,…
ରାଜ୍ୟ ସରକାରୀ କର୍ମଚାରୀଙ୍କ ୫% ମହଙ୍ଗା ଭତ୍ତା ବୃଦ୍ଧି
ଭୁବନେଶ୍ୱର,୧୫।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ୫% ମହଙ୍ଗା ଭତ୍ତା(ଡିଏ) ମିଳିବା ନେଇ ଘୋଷଣା କରାଯାଇଛି। ଏହା ଚଳିତବର୍ଷ ଜାନୁୟାରୀ ପହିଲାରୁ ପିଛିଲାଭାବେ ଲାଗୁ ହେବ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍ଓ) ପକ୍ଷରୁ ଶୁକ୍ରବାର ଏହି ସୂଚନା…
ଆମ୍ବୁଲାନ୍ସକୁ ବାଟ ଛାଡ଼ିିବା ପାଇଁ ସଚେତନତା
ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ରୋଗୀଙ୍କୁ ନେବାବେଳେ ଆମ୍ବୁଲାନ୍ସ କିଭଳି ଟ୍ରାଫିକ ଭିଡ଼ରେ ଫସିବ ନାହିଁ ସେଥିଲାଗି କମିଶନରେଟ ପୋଲିସ ଭିନ୍ନ ତରିକା ଆପଣାଇଛି। ଏଥିପାଇଁ ଆରମ୍ଭ କରିଛି ସଚେତନତା ଅଭିଯାନ। ଶୁକ୍ରବାର ମଧ୍ୟାହ୍ନ ୧୨ଟାରେ ରସୁଲଗଡ଼ ନିକଟ ଏସ୍ପ୍ଲାନେଡ ମଲ୍ରେ ହୋଇଛି…
ଗିଟାରିଷ୍ଟ ସୋନମ୍ ଶେର୍ପାଙ୍କ ପରଲୋକ
କୋଲକାତା,୧୫ା୨: ଇଣ୍ଡିଆନ ରକ୍ ବ୍ୟାଣ୍ଡ୍ ‘ପରିକ୍ରମା’ର ମୁଖ୍ୟ ଗିଟାରିଷ୍ଟ ସୋନମ୍ ଶେର୍ପାଙ୍କର ଶୁକ୍ରବାର ହୃଦ୍ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୪୮ ବର୍ଷ ହୋଇଥିଲା। ତାଙ୍କର ଅକାଳ ବିୟୋଗ ସୁବୀର ମଲିକଙ୍କ ଦ୍ୱାରା ପ୍ରତିଷ୍ଠିତ ରକ୍ ବ୍ୟାଣ୍ଡ୍ ପାଇଁ ଅପୂରଣୀୟ କ୍ଷତି ପହଞ୍ଚାଇଛି।…
Archives


