ଚେନ୍ନାଇ, ମୁମ୍ବାଇ ଆଇପିଏଲ ଫ୍ରାଞ୍ଚଇଜ ମିଶିଲେ ମଧ୍ୟ କୋହଲିଙ୍କ ବ୍ରାଣ୍ଡ ଭାଲ୍ୟୁ ଆଗରେ
ଆଇପିଏଲ ଇତିହାସର ସବୁଠୁ ବଡ଼ ତଥା ଲାଭବାନ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍ଆଇ) ଓ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)। କିନ୍ତୁ ଦୁଇ ଫ୍ରାଞ୍ଚାଇଜର ବ୍ରାଣ୍ଡ ଭାଲ୍ୟୁ ମିଶିଲେ ମଧ୍ୟ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ବ୍ରାଣ୍ଡ ଭାଲ୍ୟୁ ସହ ସମକକ୍ଷ…
ଲାଇଭ୍ ବୁଲେଟିନ୍ରେ ଭାବବିହ୍ବଳ ହେଲେ ନ୍ୟୁଜ୍ ଆଙ୍କର, ଜାଣନ୍ତୁ କାରଣ
ଲାଇଭ୍ ବୁଲେଟିନ୍ ଚାଲିଥିବା ସମୟରେ ଜଣେ ନ୍ୟୁଜ୍ ଆଙ୍କର ଭାବବିହ୍ବଳ ହୋଇପଡ଼ିଛନ୍ତି। କାରଣ ଜାଣିଲେ ଆପଣ ମଧ୍ୟ ସାବାସ୍ କହିବେ। ଶ୍ରୀଜା ଶ୍ୟାମ୍ ନାମକ ଜଣେ ଆଙ୍କର ବୁଧବାର ଲାଇଭ୍ ବୁଲେଟିନ୍ରେ ଥିଲେ। ସେହି ସମୟରେ କେରଳ ସରକାରଙ୍କ ପକ୍ଷରୁ ୨୦୧୯…
କ୍ରିକେଟରଙ୍କ ଭାଲେଣ୍ଟାଇନ୍ ଡେ’: କାହାର ଫେସବୁକ୍ରେ ପ୍ରେମ, ତ ଆଉ କିଏ ପ୍ରେମ ପାଇଁ ଛାଡିଥିଲେ ଘର
ଆଜି ଭାଲେଣ୍ଟାଇନ୍ ଡେ’ ଅର୍ଥାତ ପ୍ରେମ ଦିବସ। ଏହି ଦିନଟି ପ୍ରେମିକା-ପ୍ରେମିକଙ୍କ ପାଇଁ ସ୍ବତନ୍ତ୍ର ଦିନ। ପ୍ରେମ ଦିବସରେ ଆମେ ଏମିତି କିଛି କ୍ରିକେଟରଙ୍କ ବିଷୟରେ କହିବାକୁ ଯାଉଛୁ, ଯେଉଁମାନେ ନିଜ ପ୍ରେମକୁ ପାଇବା ପାଇଁ ଅନେକ କିଛି ପଦକ୍ଷେପ ନେଇଛନ୍ତି।…
ରାସ୍ତା ପାର ହେଉଥିବା ବେଳେ ଚାଲିଗଲା କବି, ନାଟ୍ୟ ନିର୍ଦ୍ଦେଶକଙ୍କ ଜୀବନ
ଚଣ୍ଡିଖୋଲ,୧୪।୨(ଡି.ଏନ୍.ଏ.): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ୫୩ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଛି। ସ୍କୁଟି ପଛରୁ ଟ୍ରକ୍ ଧକ୍କା ଦେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ବାହାଦୁର ନଗର…
ନିର୍ଭୟା ମାମଲା ଶୁଣାଣି ବେଳେ କୋର୍ଟ ଭିତରେ ବେହୋସ୍ ହୋଇଗଲେ ଜଷ୍ଟିସ ଭାନୁମଥି
ନୂଆଦିଲ୍ଲୀ,୧୪।୨: ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀଙ୍କୁ ଅଲଗା ଅଲଗା ଫାଶୀ ଦେବାକୁ ନେଇ ଶୁକ୍ରବାର ଶୁଣାଣି ଚାଲୁଥିବା ସମୟରେ କୋର୍ଟ ଭିତରେ ଜଷ୍ଟିସ ଆର୍. ଭାନୁମଥି ବେହୋସ୍ ହୋଇଯାଇଥିବା ଜଣାପଡିଛି। ଏହାପରେ ଶୁଣାଣିକୁ ସ୍ଥଗିତ ରଖାଯାଇଛି। ଏହାପରେ ତାଙ୍କୁ ତାଙ୍କ ଚାମ୍ବରକୁ…
ଶପଥ ଗ୍ରହଣ ଉତ୍ସବକୁ ମୋଦିଙ୍କୁ ନିମନ୍ତ୍ରଣ କଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୧୪।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଅରବିନ୍ଦ କେଜରିଓ୍ବାଲ ତୃତୀୟ ଥର ଲାଗି ଆସନ୍ତା ୧୬ ତାରିଖ ଅର୍ଥାତ୍ ରବିବାର ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ରାମଲୀଳା ମଇଦାନରେ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଏହି ଶପଥ ଗ୍ରହଣ ଉତ୍ସବରେ କେବଳ…
କରୋନାଭାଇରସ୍ ଭୟ: ଚାଇନାରୁ ଫେରିଥିବା ଅଧିକାରୀଙ୍କୁ ହତ୍ୟା
ପୋଙ୍ଗୟାଙ୍ଗ,୧୪।୨: ଉତ୍ତର କୋରିଆର ଶାସକ କିମ୍ ଜଙ୍ଗ ଉନ୍ଙ୍କ ଏକଛତ୍ରବାଦ ଶାସନ କଥା କିଏ ବା ନ ଜାଣେ। ଏଠାରେ ସାମାନ୍ୟ ଭୂଲ ପାଇଁ ମିଳିଥାଏ ମୃତ୍ୟୁଦଣ୍ଡ। ଗୋଟିଏ ପଟେ କରୋନାଭାଇରସ୍କୁ ନେଇ ସାରା ବିଶ୍ୱ ଏହାର ଚିକିତ୍ସା ଖୋଜିବାରେ ଲାଗିପଡ଼ିଛି…
କରୋନାଭାଇରସ ସଂକ୍ରମଣରେ ୬ ସ୍ବାସ୍ଥ୍ୟକର୍ମୀଙ୍କ ମୃତ୍ୟୁ, ୧୭୧୬ ଆକ୍ରାନ୍ତ
ବେଜିଂ,୧୪।୨: କରୋନାଭଇରସ। ଏହି ନାଁ ଏବେ ବିଶ୍ୱ ବ୍ୟାପୀ ବେଶ୍ ପରିଚିତ। ଚାଇନାରୁ ପ୍ରଥମେ ଏହି ନାଁ ଶୁଣିବାକୁ ମିଳିଥିବା ବେଳେ ଏବେ ବିଶ୍ୱବାସୀ ଏହାସହ ବେଶ୍ ଭଲଭାବେ ପରିଚିତ ହୋଇ ସାରିଲେଣି। କେବଳ ପରିଚିତ ହୋଇନାହାନ୍ତି, ଯିଏ କରୋନାଭାଇରସ ନାଁ…
ପୁଣି ସ୍କୁଲ ବ୍ୟାଗ୍ ତାଗିଦ: ଜିଲାପାଳଙ୍କୁ ଚିଠି ଲେଖିଲେ ଗଣଶିକ୍ଷା ସଚିବ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ସ୍କୁଲ ପିଲାଙ୍କ ବ୍ୟାଗ ଓଜନ କମ୍ ପ୍ରସଙ୍ଗରେ ପୁଣି ଚିଠି ଲେଖିଛି ଗଣଶିକ୍ଷା ବିଭାଗ। ରାଜ୍ୟର ସମସ୍ତ ଜିଲାପାଳଙ୍କୁ ଶୁକ୍ରବାର ଚିଠି ଲେଖି ଗଣଶିକ୍ଷା ସଚିବ ତାଗିଦ କରିଛନ୍ତି। ମାନବ ସମ୍ବଳ ମନ୍ତ୍ରାଳୟ ପକ୍ଷରୁ ଜାରି ଗାଇଡଲାଇନ ପାଳନ ପାଇଁ…
ଡି.ବିଶାଖାଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ: ସହଯୋଗର ହାତ ବଢ଼ାଇଲା ପେଣ୍ଠକଟା ତେଲୁଗୁ ଯୁବକ ସଂଘ
ପୁରୀ ଅଫିସ,୧୪।୨: ପୁରୀ ପେଣ୍ଠକଟାସ୍ଥିତ ଡି.ବାବାଜୀ ଓ ଡି.ଚିତାମ୍ମାଙ୍କ ବଡ଼ପୁଅ ଡି.ବିଶାଖା(୧୮) ଗତ ୧ ମାସ ଧରି ବୋନ୍ମ୍ୟାରୋ ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଗ୍ରାମ କରୁଛନ୍ତି। ହାଇଦ୍ରାବାଦସ୍ଥିତ ଏକ ଘରୋଇ ହସ୍ପିଟାଲରେ ବିଶାଖା ଚିକିତ୍ସାଧୀନ ଅଛନ୍ତି। ତାଙ୍କ ଚିକିତ୍ସା…
ଓ୍ବାର୍ମଅପ୍ ମ୍ୟାଚ୍: ୨୬୩ ରନ୍ରେ ଅଲଆଉଟ୍ ଭାରତ, ହନୁମାଙ୍କ ଶତକ
ହାମିଲଟନ,୧୪।୨(ପି.ଟି.)- ଭାରତୀୟ ଟେଷ୍ଟ ଦଳର ସଦସ୍ୟ ହନୁମା ବିହାରୀଙ୍କ ଶତକ ଓ ଚେତେଶ୍ୱର ପୂଜାରା(୯୩)ଙ୍କ ବ୍ୟତୀତ ଟିମ୍ ଇଣ୍ଡିଆର ସମସ୍ତ ବ୍ୟାଟ୍ସମ୍ୟାନ ନ୍ୟୁଜିଲାଣ୍ଡ ଏକାଦଶ ବିପକ୍ଷ ଏକମାତ୍ର ଓ୍ବାର୍ମଅପ୍ ମ୍ୟାଚ୍ରେ ବିଫଳ ହୋଇଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା ଟିମ୍ ଇଣ୍ଡିଆ ପ୍ରଥମ…
ନଡ଼ିଆ ଷଢ଼େଇ ଗଛରେ ଟାଙ୍ଗି ପକ୍ଷୀଙ୍କୁ ଖାଦ୍ୟ-ପାନୀୟ ଦେଉଛନ୍ତି ଛାତ୍ରୀଛାତ୍ର
ବେଙ୍ଗାଲୁରୁ,୧୪।୨: ଦକ୍ଷିଣ କନ୍ନଡରେ ଥିବା ଏକ ସରକାରୀ ସ୍କୁଲରେ ପିଲାମାନେ ସ୍କୁଲ ନିକଟରେ ଥିବା ଗଛରେ ନଡିଆ ଷଢ଼େଇ ଟାଙ୍କି ପକ୍ଷୀମାନଙ୍କୁ ଖାଦ୍ୟ ପାନୀୟ ଦେଉଥିବା ଲକ୍ଷ୍ୟ କରାଯାଇଛି। ନଡିଆ ଷଢ଼େଇରେ ପାଣି ଓ ଖାଦ୍ୟ ରଖିବା ଫଳରେ ବିଭିନ୍ନ ପ୍ରକାରର…
Archives


