ପୁଲଓ୍ବାମା ଶହୀଦଙ୍କ ପୁଅଙ୍କୁ କ୍ରିକେଟ ଟ୍ରେନିଂ ଦେଉଛନ୍ତି ବୀରେନ୍ଦ୍ର ସେହ୍ବାଗ, ଶେୟାର କଲେ ଫଟୋ
ନୂଆଦିଲ୍ଲୀ,୧୪।୨: ପୁଲଓ୍ବାମା ଆକ୍ରମଣକୁ ବର୍ଷେ ପୂରିଛି। ଏହି ଆକ୍ରମଣରେ ଶହୀଦ ହୋଇଥିବା ଯବାନଙ୍କୁ ଦେଶବାସୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିରେ ସାମିଲ ହୋଇଛନ୍ତି ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ବୀରେନ୍ଦ୍ର ସେହ୍ବାଗ। ସେ ଟୁଇଟ ଯୋଗେ ବୀର ଯବାନଙ୍କୁ ମନେ ପକାଇଛନ୍ତି।…
ପ୍ରେମରୁ ମିଳିଲା ଦୃଷ୍ଟିଶକ୍ତି, ପରେ ଜିତିଲେ ଦୁନିଆ
ଔରଙ୍ଗାବାଦ୍: ଆଜି ଅର୍ଥାତ୍ ଫେବୃୟାରୀ ୧୪ରେ ସମଗ୍ର ଦେଶରେ ପ୍ରେମୀଯୁଗଳ ପାଳନ କରୁଛନ୍ତି ଭାଲେଣ୍ଟାଇନ୍ସ ଡେ’ ବା ପ୍ରେମ ଦିବସ। ଏହି ଖାସ୍ ଦିନରେ ଜାଣନ୍ତୁ ଜଣେ ଦିବ୍ୟାଙ୍ଗଙ୍କ ପ୍ରେମ କାହାଣୀ ସମ୍ପର୍କରେ… ମହାରାଷ୍ଟ୍ରର ଔରଙ୍ଗାବାଦ୍ର ରହୁଥିବା ୩୮ ବର୍ଷୀୟ ଜଣେ…
ଜାହାଜରେ ଫସିଲେ ସୋନାଲୀ: ଭାରତ ସରକାରଙ୍କୁ ସାହାଯ୍ୟ ଲୋଡିଲେ
ଟୋକିଓ,୧୪।୨: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନାଭାଇରସ୍ ଏବେ ପୂରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏହି ଭୂତାଣୁରେ ସଂକ୍ରମିତ ହୋଇ ଏଯାଏଁ ଚାଇନାରେ ୧୪୮୦ ଜଣଙ୍କ ଜୀବନ ଯାଇଥିବା ବେଳେ ୪୮୦୦ରୁ ଊର୍ଦ୍ଧ୍ୱ ସଂକ୍ରମିତ ଅଛନ୍ତି। ଇତିମଧ୍ୟରେ ଜାପାନର ୟୋକାହାମା ପୋର୍ଟରେ…
ସାଇ ବାବାଙ୍କ ମନ୍ଦିରକୁ ୮ ଲକ୍ଷ ଟଙ୍କା ଦାନ କଲେ ଭିକାରି
ବିଜୟଓ୍ବାଡା,୧୪।୨: ୟାଦି ରେଡ୍ଡି ନାମକ ଜଣେ ୭୩ ବର୍ଷିୟ ଭିକାରି ବିଜୟଓ୍ବାଡାରେ ଥିବା ସାଇ ବାବା ମନ୍ଦିରକୁ ୮ ଲକ୍ଷ ଟଙ୍କା ଦାନ କରି ଆସିଛନ୍ତି ଚର୍ଚ୍ଚାକୁ। ମନ୍ଦିର ଦ୍ୱାରରେ ପ୍ରତିଦିନ ବସି ହାତ ପାତୁଥିବା ୟାଦିଙ୍କ ଏହି ବଦାନ୍ୟତା ଏବେ…
୬୦୦ କିଲୋମିଟର ସାଇକେଲ ଚଳାଇ ସଲମାନ୍ଙ୍କୁ ଭେଟିଲେ ପ୍ରଶଂସକ
ଗୁଆହାଟି, ୧୪।୨: ଚଳିତବର୍ଷ ଫିଲ୍ମ ଫେୟାର ମୁମ୍ବାଇରେ ନ ହୋଇ ଆସାମର ରାଜଧାନୀ ଗୁଆହାଟିଠାରେ ଅନୁଷ୍ଠିତ ହେବ। ଫେବୃୟାରୀ ୧୫ ଏବଂ ୧୬ରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ପୂର୍ବରୁ ବିଜେତାଙ୍କ ନାମ ଘୋଷଣା ହୋଇସାରିଛି। ଏହି କାର୍ଯ୍ୟକ୍ରମରେ ବଲିଉଡ୍ର ଅନ୍ୟ…
ତାରସିଂ ରେଞ୍ଜ ବଡ଼ଗୁଣ୍ଡିରିବାଡ଼ି ଜଙ୍ଗଲରେ ହାତୀ ମୃତଦେହ ଠାବ
ଭଞ୍ଜନଗର,୧୪।୨(ଡି.ଏନ୍.ଏ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ତାରସିଂ ରେଞ୍ଜ ବଡ଼ଗୁଣ୍ଡିରିବାଡ଼ି ଜଙ୍ଗଲରେ ଶୁକ୍ରବାର ସକାଳେ ଏକ ହାତୀ ମୃତଦେହ ଠାବ ହୋଇଛି। ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚିଛି। ହାତୀଟିର କେଉଁ ପରିସ୍ଥିତିରେ ମୃତ୍ୟୁ ଘଟିଛି…
ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ, ପୁଲଓ୍ବାମା ଆକ୍ରମଣରେ କିଏ ଲାଭବାନ ହୋଇଛି
ନୂଆଦିଲ୍ଲୀ,୧୪।୨: ପୁଲଓ୍ବାମା ଆକ୍ରମଣର ବର୍ଷପୂର୍ତ୍ତୀ ଅବସରରେ ଶହୀଦ ଯବାନଙ୍କୁ ସାରା ଦେଶ ମନେ ପକାଉଛି। ଏହି ଅବସରରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଏକ ଟୁଇଟ୍କୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ପୁଲଓ୍ବାମା ଆକ୍ରମଣରେ ଶହୀଦ ହୋଇଥିବା ଯବାନଙ୍କୁ ଶ୍ରଦ୍ଧାଞ୍ଜଳି…
ବଦଳିଲା ଆରସିବି ଲୋଗୋ
ବାଙ୍ଗାଲୋର,୧୪।୨- ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଶୁକ୍ରବାର ତା’ର ନୂଆ ଲୋଗୋ ଉନ୍ମୋଚନ କରିଛି। ଆଇପିଏଲର ୧୩ତମ ସଂସ୍କରଣ ପୂର୍ବରୁ ଆରସିବି ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଫ୍ରାଞ୍ଚାଇଜ ସୋସିଆଲ ମିଡିଆରୁ ପ୍ରୋଫାଇଲ ଇମେଜ ସମେତ…
ଶହୀଦ ବୀର ଯବାନଙ୍କୁ ଦେଶ କେବେ ଭୁଲିବନି: ମୋଦି
ନୂଆଦିଲ୍ଲୀ,୧୪।୨: ୨୦୧୯, ଫେବୃୟାରୀ ୧୪ରେ ଜମ୍ମୁ-କଶ୍ମୀରର ପୁଲୱାମାରେ ଆତଙ୍କବାଦୀ ଆକ୍ରମଣ ୪୦ ଜଣ ଯବାନ ଶହୀଦ ହୋଇଥିଲେ। ଶୁକ୍ରବାର ଏହି ଆକ୍ରମଣକୁ ବର୍ଷେ ପୂରିଛି। ଏହି ଘଟଣାକୁ ମନେପକାଇ ଦେଶବାସୀ ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ…
ଜଳକ୍ରୀଡ଼ା ବିକାଶରେ ଓଡ଼ିଶାକୁ ସାହାଯ୍ୟ କରିବ କେରଳ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ଓ୍ବାଟର ସ୍ପୋର୍ଟସ ଟୁରିଜମ୍ ତଥା ଜଳ ପର୍ଯ୍ୟଟନ କ୍ଷେତ୍ରରେ ଓଡ଼ିଶାକୁ ଆଗକୁ ନେବା ଲକ୍ଷ୍ୟରେ କେରଳ ଜାହାଜ ଚଳାଚଳ ଏବଂ ଆଭ୍ୟନ୍ତରୀଣ ଜଳ ଯୋଗାଯୋଗ ନିଗମ ସହ ଏକ ବୁଝାମଣା ପତ୍ର(ଏମ୍ଓୟୁ) ସ୍ବାକ୍ଷର କରିଛି ଓଡ଼ିଶା ପର୍ଯ୍ୟଟନ। ଜଳକ୍ରୀଡ଼ା କ୍ଷେତ୍ରରେ…
ସ୍ବର୍ଗତା ସୁଷମାଙ୍କ ଜନ୍ମଦିନରେ ମନେପକାଇଲେ ମୋଦି, ଶାହା
ନୂଆଦିଲ୍ଲୀ,୧୪।୨: ଭାରତୀୟ ରାଜନୀତିର ଲୋକପ୍ରିୟ ତଥା ଭାଜପାର ବରିଷ୍ଠ ନେତ୍ରୀ ସ୍ବର୍ଗତା ସୁଷମା ସ୍ବରାଜଙ୍କ ଶୁକ୍ରବାର ୬୮ତମ ଜନ୍ମଦିନ। ୧୯୫୨ ଫେବୃୟାରୀ ୧୪ରେ ପଞ୍ଜାବର ଅମ୍ବାଲାରେ ସେ ଜନ୍ମଗ୍ରହଣ କରିଥିଲେ। ସୁଷମା ଆମ ଗହଣରେ ନାହାନ୍ତି ହେଲେ ଏହି ଅବସରରେ ପ୍ରଧାନମନ୍ତ୍ରୀ…
ଭାରତ ପାଖରେ ପର୍ଯ୍ୟାପ୍ତ ଔଷଧ ଗଚ୍ଛିତ ଅଛି, ଭୟ କରିବାର ଆବଶ୍ୟକାତା ନାହିଁ: ହର୍ଷବର୍ଦ୍ଧନ
ନୂଆଦିଲ୍ଲୀ,୧୪।୨: କରୋନା ଭାଇରସକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଚାଇନାରେ ଏହି ଭାଇରସ ୧୪ଶହରୁ ଅଧିକ ଲୋକଙ୍କ ଜୀବନ ନେଇ ସାରିଥିବା ବେଳେ ଏଥିରେ ୫୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହୋଇଛନ୍ତି। ତେବେ ଔଷଧ ପାଇଁ…
Archives


