ରାଜ୍ୟରେ ଧାନ ସଂଗ୍ରହ କାର୍ଯ୍ୟ ତ୍ୱରାନ୍ବିତ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ସାରା ରାଜ୍ୟରେ ଚଳିତ ଖରିଫ ଧାନ ସଂଗ୍ରହ କାର୍ଯ୍ୟ ପୂର୍ଣ୍ଣମାତ୍ରାରେ ଚାଲିଥିବାବେଳେ ଫେବୃୟାରୀ ୧୩ ସୁଦ୍ଧା ରାଜ୍ୟ ସରକାରଙ୍କ ଦ୍ୱାରା ୪୩ ଲକ୍ଷ ୩୮ ହଜାର ୭୭୮ ଟନ ଧାନ ବିଭିନ୍ନ ମଣ୍ଡି ଜରିଆରେ ସଂଗ୍ରହ କରାଯାଇଛି, ଯାହା ଧାର୍ଯ୍ୟ…
୯ଜଣଙ୍କୁ ‘କନ୍ୟାରତ୍ନ ସମ୍ମାନ’
ଭୁବନେଶ୍ୱର,୧୪।୨(ବ୍ୟୁରୋ): ଲିଙ୍ଗଗତ ବୈଷ୍ୟମ୍ୟତା ଦୂର କରିବା ଉଦ୍ଦେଶ୍ୟରେ ସାମାଜିକ ଅନୁଷ୍ଠାନ କଳିଙ୍ଗ ଚାରିଟେବୁଲ ଟ୍ରଷ୍ଟ ତରଫରୁ ଗୁରୁବାର ଉତ୍କଳ ରଙ୍ଗମଞ୍ଚଠାରେ ଏକ ନିଆରା କାର୍ଯ୍ୟକ୍ରମ ‘କଳିଙ୍ଗ ରତ୍ନ ସମ୍ମାନ’ ଅନୁଷ୍ଠିତ ହୋଇଯାଇଛି। ଅତିଥିଭାବେ ପୂର୍ବତନ ବରିଷ୍ଠ ପ୍ରଶାସକ ହେମନ୍ତ ପାଢ଼ୀ ଯୋଗଦେଇ…
ଜନଗଣନା ପାଇଁ ପ୍ରକ୍ରିୟା ଆରମ୍ଭ କଲା ବିଏମ୍ସି
ଭୁବନେଶ୍ୱର,୧୪।୨ (ବ୍ୟୁରୋ)ସାମାଜିକ ସୁରକ୍ଷା ଓ ସଶକ୍ତୀକରଣ ନିମନ୍ତେ ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ, ସାମାଜିକ କର୍ମୀ, ଟ୍ରଷ୍ଟ ଏବଂ ବଦାନ୍ୟ ବ୍ୟକ୍ତିବିଶେଷଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସେମାନଙ୍କ ଉଦ୍ୟମ ବାସ୍ତବିକ ପ୍ରଶଂସନୀୟ ବୋଲି ସାଧାରଣ ଉଦ୍ୟୋଗ, ବିଜ୍ଞାନ ଓ କାରିଗରି, ସାମାଜିକ ସୁରକ୍ଷା…
ହାତ ଯୋଡିଲେ ବିଜୟ ମାଲ୍ୟା: କାନ୍ଦିକି କହିଲେ, ତୁରନ୍ତ ସବୁ ଟଙ୍କା ଫେରସ୍ତ ନେଇଯାଅ
ଲଣ୍ଡନ, ୧୪।୨: ବିଭିନ୍ନ ବ୍ୟାଙ୍କରୁ ଋଣ ନେଇ ବ୍ରିଟେନ ପଳାଇଥିବା ମଦ ବ୍ୟବସାୟୀ ବିଜୟ ମାଲ୍ୟା ବ୍ରିଟିଶ ହାଇକୋର୍ଟରେ କାନ୍ଦି ପକାଇଛନ୍ତି। ଭାରତୀୟ ବ୍ୟାଙ୍କ୍ଗୁଡିକ ତୁରନ୍ତ ଟଙ୍କା ଫେରସ୍ତ ନେଇଯାନ୍ତୁ। ରୟାଲ କୋର୍ଟ ଅଫ୍ ଜଷ୍ଟିସରେ ମାଲ୍ୟା ହାତ ଯୋଡି ଏହା…
କଟକରୁ ସ୍ଥାନାନ୍ତର ହେବ ମଧୁସୂଦନ ଆଇଟିଆଇ
କଟକ ଅଫିସ,୧୪।୨: କଟକ ଏସ୍ସିବି ମେଡିକାଲକୁ ନୂଆ ରୂପ ଦେବା ସହ ଚିକିତ୍ସା ବ୍ୟବସ୍ଥାକୁ ବ୍ୟାପକ କରିବା ଦିଗରେ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି। ଏଣୁ ଏହାର ଆଖପାଖ ଅଞ୍ଚଳରୁ ଘର, ଦୋକାନ ଏବଂ ବ୍ୟବସାୟିକ ପ୍ରତିଷ୍ଠାନ ସହ ସରକାରୀ କାର୍ଯ୍ୟାଳୟଗୁଡ଼ିକୁ…
ସରକାରୀ ସଂସ୍ଥାକୁ ଦକ୍ଷ କରିବ ‘ମୋ ସରକାର’: ମନ୍ତ୍ରୀ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜ୍ୟ କୃଷକଙ୍କ ଆୟ ବୃଦ୍ଧିରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛି। ତେଣୁ ଏହାକୁ ତ୍ରୁଟିଶୂନ୍ୟ ଏବଂ ପ୍ରଗତିଶୀଳ ବିଭାଗରେ ପରିବର୍ତ୍ତନ କରିବାକୁ ପଡ଼ିବ। ବିଗତ ଦୁଇ ଦଶନ୍ଧି ମଧ୍ୟରେ ରାଜ୍ୟରେ ମାଛ,…
ସିଙ୍ଗଲ୍ ଓ୍ବିଣ୍ଡୋ ବୈଠକରେ ୮ ପ୍ରକଳ୍ପ ଅନୁମୋଦିତ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜ୍ୟରେ ଶିଳ୍ପ ବିକାଶ ଏବଂ ନିଯୁକ୍ତି କ୍ଷେତ୍ରରେ ଅଧିକ ସୁଯୋଗ ସୃଷ୍ଟି କରିବା ପାଇଁ ପୁଞ୍ଜି ନିବେଶ କରିବାକୁ ଥିବା ୮ଟି ନୂତନ ପ୍ରସ୍ତାବିତ ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି ରାଜ୍ୟ ସରକାର। ଲୋକସେବା ଭବନଠାରେ ଗୁରୁବାର ମୁଖ୍ୟ ଶାସନ ସଚିବଙ୍କ…
ବକେୟା ୧୦ପ୍ରତିଶତ ଦରମା ପାଇବେ ସରକାରୀ କର୍ମଚାରୀ
ଭୁବନେଶ୍ୱର,୧୪।୨(ବ୍ୟୁରୋ): କେନ୍ଦ୍ର ସରକାର ଗତ ୧ ଜାନୁୟାରୀ ୨୦୧୬ରୁ ସରକାରୀ କର୍ମଚାରୀଙ୍କ ପାଇଁ ୭ମ ବେତନ କମିଶନ ଲାଗୁ କରିଥିଲେ, ଯାହା ଓଡ଼ିଶା ସରକାର ସେପ୍ଟେମ୍ବର ୨୦୧୭ରେ ଘୋଷଣା କରି ପିଛିଲା ଭାବେ ୧ ଜାନୁୟାରୀ ୨୦୧୬ରୁ ଲାଗୁ କରାଯିବା ନେଇ…
ଗୋଟିଏ ଦିନରେ କରୋନା ଭାଇରସ୍ରେ ୪,୮୦୦ ଜଣ ସଂକ୍ରମିତ: ମୃତ୍ୟୁ ସଂଖ୍ୟା ୧,୪୮୦ ଟପିଲା
ବେଜିଂ,୧୪।୨: ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି କରୋନା ଭାଇରସ। ୨୪ ଘଣ୍ଟାରେ ଏହି ପ୍ରାଣଘାତୀ ଭାଇରସ ଚାଇନାରେ ୨୫୪ ଜଣଙ୍କ ଜୀବନ ଯାଇଥିବାବେଳେ ୪,୮୦୦ ଜଣ ଏହି ଭାଇରସ୍ରେ ସଂକ୍ରମିତ ହୋଇଛନ୍ତି। ଏହି ମୃତ୍ୟୁସଂଖ୍ୟାକୁ ମିଶାଇ ଚାଇନାରେ ଏଯାଏ ୧,୪୮୦…
ମାର୍ଚ୍ଚ ୩୧ ପରେ ବନ୍ଦ ହେବ ବିଏସ୍-୪ ଯାନ ବିକ୍ରି
କଟକ ଅଫିସ୍,୧୪।୨: ଭାରତ ଷ୍ଟେଜ୍(ବିଏସ୍) ୪ ଯାନଗୁଡ଼ିକ ଆସନ୍ତା ମାର୍ଚ୍ଚ ୩୧ ପରଠୁ ବିକ୍ରି କିମ୍ବା ପଞ୍ଜୀକରଣ ହୋଇପାରିବ ନାହିଁ। ଗୁରୁବାର ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍ଟିଏ) ପକ୍ଷରୁ ଏନେଇ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆରଟିଓ)କୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ଯେଉଁ…
ଆରଜେଡି ଛାଡିବେ ଲାଲୁଙ୍କ ସମୁଦି
ପାଟନା,୧୪।୨: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସମୁଦି ଚନ୍ଦ୍ରିକା ରାୟ ଦଳ ଛାଡିବେ ବୋଲି ଜଣାପଡିଛି। ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ସେ ଦଳ ଛାଡିବା ନେଇ ସଙ୍କେତ ଦେଇଛନ୍ତି। ଆରଜେଡି ଛାଡି ସେ ନୀତିଶ କୁମାରଙ୍କ…
ଶକ୍ତି ବିଭାଗକୁ ଦାୟୀ କଲେ ପରିବହନ ମନ୍ତ୍ରୀ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ଗଞ୍ଜାମ ଜିଲାରେ ନିକଟ ଅତୀତରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଏକ ବସ୍ ଦୁର୍ଘଟଣା ଘଟିଯାଇଛି। ଏଥିପାଇଁ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଗୁରୁବାର ପୁର୍ନବାର ଶକ୍ତି ବିଭାଗକୁ ଅଙ୍ଗୁଳି ନିର୍ଦ୍ଦେଶ କରିଛନ୍ତି। ପଦ୍ମନାଭ କହିଛନ୍ତି ଯେ, ପରିବହନ ବିଭାଗୀୟ…
Archives


