Home Left

ସ୍ବାକ୍ଷର ହେବ ୩.୫ ବିଲିୟନ ଡଲାର ପ୍ରତିରକ୍ଷା ଚୁକ୍ତି

ନୂଆଦିଲ୍ଲୀ,୧୪।୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ୨୪ ତାରିଖରୁ ଦୁଇଦିନିଆ ଭାରତ ଗସ୍ତରେ ଆସୁଥିବାବେଳେ ଏହି ଅବସରରେ ଦୁଇଦେଶ ମଧ୍ୟରେ ୩.୫ ବିଲିୟନ ଡଲାର (୨୫,୦୦୦ କୋଟି ଟଙ୍କା)ରୁ ଊର୍ଦ୍ଧ୍ୱ ମୂଲ୍ୟର ଦୁଇଟି ବୃହତ୍‌ ପ୍ରତିରକ୍ଷା ଚୁକ୍ତି ସ୍ବାକ୍ଷର ହେବାକୁ ଯାଉଛି। ଏହି…

ପରାଜୟ ପରେ ଚେତା ପଶିଲା

ନୂଆଦିଲ୍ଲୀ,୧୪।୨:ଦିଲ୍ଲୀ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଭାଜପା ଓ କଂଗ୍ରେସ ନେତାଙ୍କ ଚେତା ପଶିଛି। ଭାଜପା ନେତାମାନଙ୍କ ବିବାଦୀୟ ମନ୍ତବ୍ୟ ହିଁ ଦଳ ପାଇଁ ବିପର୍ଯ୍ୟୟ ଆଣିଦେଇଥିବା ଗୁରୁବାର ଖୋଦ୍‌ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ମାନିଛନ୍ତି। ସେହିପରି କଂଗ୍ରେସର ପରାଜୟକୁ…

୨୨ ଗ୍ରାମ ନ୍ୟାୟାଳୟ ପାଇଁ ଜାରି ହୋଇଛି ବିଜ୍ଞପ୍ତି

ନୂଆଦିଲ୍ଲୀ,୧୪।୨: ଓଡ଼ିଶା ସରକାର ୨୨ଟି ଗ୍ରାମ ନ୍ୟାୟାଳୟ (ଭିଲେଜ୍‌ କୋର୍ଟ) ପ୍ରତିଷ୍ଠା ପାଇଁ ବିଜ୍ଞପ୍ତି ଜାରି କରିଛନ୍ତି। ସୁପ୍ରିମକୋର୍ଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ହୋଇଥିବା ସତ୍ୟପାଠରୁ ଏହି ବିଷୟ ଜଣାପଡ଼ିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ୩୧ଟି ଭିଲେଜ୍‌ କୋର୍ଟ ପ୍ରତିଷ୍ଠା…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଷୋଡ଼ଶ ବିଧାନସଭାର ତୃତୀୟ ତଥା ଚଳିତ ବର୍ଷର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ଅବସରରେ ପ୍ରଥମ ଦିନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଅଭିଭାଷଣ ରଖିବେ। ଚଳିତ ମାସ ୧୫ ଏବଂ ୧୭ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ…

ଟଙ୍କାଏ ନ କମାଇବାରୁ ପିଟି ମାରିଦେଲେ

ରୂପ୍‌ସା/ବସ୍ତା,୧୪।୨(ଡି.ଏନ.ଏ./ସ୍ବ.ପ୍ର.):ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ସାର୍ଥା ଅଞ୍ଚଳରେ ସାମାନ୍ୟ ସିଗାରେଟ କିଣାକୁ କେନ୍ଦ୍ରକରି ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ନିଶାଗ୍ରସ୍ତ ଯୁବକମାନେ ପିଟି ପିଟି ଜଣେ ପାନଦୋକାନୀଙ୍କ ଭାଇଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି। ଏନେଇ ଉତ୍ତେଜନା ଲାଗି ରହିଛି।…

ରାଜନୈତିକ ଦଳକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ: ଓ୍ବେବ୍‌ସାଇଟରେ ଦିଅ ପ୍ରାର୍ଥୀଙ୍କ ଆପରାଧିକ ତଥ୍ୟ

ନୂଆଦିଲ୍ଲୀ, ୧୩।୨(ପି.ଟି.):ଦେଶର ରାଜନୀତି କ୍ରମଶଃ କଳୁଷିତ ହେବାରେ ଲାଗିଥିବାରୁ ଗୁରୁବାର ଅସନ୍ତୋଷ ବ୍ୟକ୍ତ କରିଛନ୍ତି ସୁପ୍ରିମକୋର୍ଟ। ଏହାସହ ନିଜ ନିଜ ପ୍ରାର୍ଥୀମାନଙ୍କ ବିରୋଧରେ ଥିବା ଆପରାଧିକ ମାମଲା ସମ୍ପର୍କିତ ସମସ୍ତ ତଥ୍ୟକୁ ଓ୍ବେବ୍‌ସାଇଟ୍‌ରେ ଅପ୍‌ଲୋଡ୍‌ କରିବା ପାଇଁ ରାଜନୈତିକ ଦଳଗୁଡ଼ିକୁ ଶୀର୍ଷ ଅଦାଲତ…

ମଧୁବାଲା: ଦିଲ୍ଲୀପଙ୍କୁ ଭଲ ପାଇ କିଶୋରଙ୍କୁ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ ସୁନ୍ଦରୀ ଅଭିନେତ୍ରୀ ମଧୁବାଲାଙ୍କ ଜନ୍ମଦିନ ଶୁକ୍ରବାର ପାଳିତ ହେଉଛି। ସେ ୧୯୩୩ ଫେବୃୟାରୀ ୧୪ରେ ଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପୁରାନାମ ବେଗମ୍‌ ମୁମତାଜ୍‌ ଜାହାଁ ଦେହଲବି ଥିଲା। ମଧୁବାଲାଙ୍କର ଘରେ ଭାଇ ଭଉଣୀ ସଂଖ୍ୟା  ଥିଲା ୧୧।…

କଟା ପିଆଜ ଫ୍ରିଜ୍‌ରେ ରଖୁଥିଲେ…

ପିଆଜକୁ ଭାଜି ଖାଆନ୍ତୁ ଅବା କଞ୍ଚା, ଏହା ପ୍ରତିଟି ରୂପରେ ଶରୀର ପାଇଁ  ଲାଭଦାୟକ ସାବ୍ୟସ୍ତ ହୋଇଥାଏ। ଏଥିରେ ଥିବା ଔଷଧୀୟ ଗୁଣ, ଆଣ୍ଟିି ବ୍ୟାକ୍ଟେରିଆଲ୍‌ ତତ୍ତ୍ୱଏବଂ ଆଣ୍ଟି ଇନ୍‌ଫ୍ଲେମେଟ୍ରି ଗୁଣ ହୃତପିଣ୍ଡ ଏବଂ ପାକସ୍ଥଳୀ ପାଇଁ ବେଶ୍‌ ଫାଇଦା ପ୍ରଦାନ…

ସୁପାରିକିଲର ମାମୁଦ ଏନଏସ୍‌ଏରେ ଭର୍ତ୍ତି: ୧୪ଟି ଅପରାଧ ସହ ସମ୍ପୃକ୍ତ

ବାଲେଶ୍ୱର ଅଫିସ,୧୩।୨-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଗଳାପୋଲ ଅଞ୍ଚଳର ସୁପାରିକିଲର ସେକ ମାମୁଦ (୨୪)ଙ୍କୁ ଜିଲା ମାଜିଷ୍ଟ୍ରେଟ୍‌ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅନୁମୋଦନକ୍ରମେ ଗୁରୁବାର ଏନଏସଏ(ଜାତୀୟ ନିରାପତ୍ତା ଆଇନ)ରେ ଭର୍ତ୍ତି କରାଯାଇଛି। ଏନେଇ ଡିଏସ୍‌ପି ମନୋଜ ମନୋଜ ରାଉତ ସୂଚନା…

ଷ୍ଟେଶନରୁ ୧୨୦ କଇଁଛ ଉଦ୍ଧାର

ରୂପ୍‌ସା,୧୩।୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ଆରପିଏଫ୍‌ ଥାନା ପୋଲିସ ଚଢ଼ାଉ କରି ବୁଧବାର ରାତିରେ ଜଳେଶ୍ୱର ଷ୍ଟେଶନରୁ ୧୨୦ଟି ଦେଶୀ କଇଁଛ ଉଦ୍ଧାର କରିଛନ୍ତି। ଏଏସ୍‌ଆଇ ଏସ୍‌. ପାତ୍ର, ଏଏସ୍‌ଆଇ କେ. ଏସ ପଣ୍ଡା, କନଷ୍ଟେବଳ ପ୍ରଭାକର ସ୍ବାଇଁ ଓ…

ସ୍ପାଇସ୍‌ ଜେଟ୍‌ ବିମାନରୁ କରୋନା ସନ୍ଦେହରେ ଯାତ୍ରୀଙ୍କୁ ଓହ୍ଲାଇ ଦିଆଗଲା

ନୂଆଦିଲ୍ଲୀ,୧୩।୨: ସ୍ପାଇସ୍‌ ଜେଟ୍‌ ବିମାନରୁ କରେନା ସନ୍ଦେହରେ ଜଣେ ଯାତ୍ରୀଙ୍କୁ ଓହ୍ଲାଇ ଦିଆଯାଇଛି। ବ୍ୟାଙ୍କକରୁ ଦିଲ୍ଲୀ ଆସୁଥିବା ଏସ୍ଜି-୮୮ ବିମାନରେ ଯାତ୍ରୀ ଜଣକ ଥିଲେ। ତାଙ୍କୁ କରୋନା ସଂକ୍ରମଣ ହୋଇଥିବା ଆଶଙ୍କା କରି ତୁରନ୍ତ ଏଭଳି କରାଯାଇଥିବା କୁହାଯାଇଛି। ଦିଲ୍ଲୀ ପହଞ୍ଚିବା…

ଭୁଲ ସ୍ବୀକାର କଲେ ଶାହା: ଦିଲ୍ଲୀ ନିର୍ବାଚନ ନେଇ ମୋର ଆକଳନ ନ ଥିଲା ଠିକ

ନୂଆଦିଲ୍ଲୀ,୧୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭାଜପାର ପରାଜୟ ପରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ନିଜର ଭୁଲ ସ୍ବୀକାର କରିଛନ୍ତି। ସେ କହିଛନ୍ତି ଦିଲ୍ଲୀ ନିର୍ବାଚନ ନେଇ ମୋର ଆକଳନ ଠିକ ନ ଥିଲା। ଭାଜପା ଏକ ବଡ଼ ରାଜନୈତିକ ଦଳ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri