Home Left

ବିବାହ ବନ୍ଧନରେ ଆବଦ୍ଧ ହେବେ ରିଚା-ଅଲ୍ଲୀ ଫାଜଲ୍‌

ବଲିଉଡ୍‌ରେ ଏବେ ବିବାହ ଋତୁ ଚାଲିଛି। ନିକଟରେ କରିସ୍ମା ଏବଂ କରିନା କପୁରଙ୍କ ଭାଇ ଅରମାନ ଜୈନଙ୍କ ବିବାହ ଶେଷ ହୋଇଥିବାବେଳେ ଏବେ ଆଉ ଏକ ଯୋଡି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସେ ହେଲେ ଅଭିନେତ୍ରୀ ରିଚା ଚଢା…

ସ୍ମିତାରାଣୀ ମୃତ୍ୟୁ ମାମଲା: ହାଇକୋର୍ଟରୁ ଜାମିନ ଆବେଦନ ପ୍ରତ୍ୟାହାର କଲେ ରୂପେଶ

କଟକ ଅଫିସ,୧୩।୨: ଯାଜପୁର ଜିଲା ଧର୍ମଶାଳା ବ୍ଳକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଅଭିଯୁକ୍ତ ରୂପେଶ ଭଦ୍ର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହେଲେ ଗୁରୁବାର କୋର୍ଟରୁ ସେ ଜାମିନ ଆବେଦନ ପ୍ରତ୍ୟାହାର କରିନେଇଛନ୍ତି। ପୁଣି…

ପ୍ରବାସୀ ଭାରତୀୟ କେନ୍ଦ୍ରର ବଦଳିବ ନାମ: ହେବ ସୁଷମା ସ୍ବରାଜ ଭବନ

ନୂଆଦିଲ୍ଲୀ,୧୩।୨: ଭାଜପା ସଦସ୍ୟ ସୁଷମା ସ୍ବରାଜଙ୍କ ୬୮ତମ ଜନ୍ମ ବାର୍ଷିକୀ ଶୁକ୍ରବାର ପାଳିତ ହେବ। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ମୋଦି ସରକାର ପ୍ରବାସୀ ଭାରତୀୟ କେନ୍ଦ୍ରର ନାମ ବଦଳାଇବାକୁ ନିଷ୍ପତ୍ତି କରିଛନ୍ତି। ଏହାକୁ ସୁଷମା ସ୍ବରାଜ ଭବନ ଭାବେ ନାମିତ…

ଅଧୁରା ପ୍ରେମ କାହାଣୀ

ମୁମ୍ବାଇ: ବଲିଉଡ୍‌ରେ ରହିଛି ଅନେକ ପ୍ରେମ କାହାଣୀ। ଅର୍ଥାତ୍‌ ଏଠାରେ ପରଦାରେ ନାୟକ ନାୟିକାର ଭୂମିକାରେ ଆସିଥିବା କେତେଜଣ କଳାକାର ରିୟଲ ଲାଇଫରେ ପତ୍ନୀପତିଭାବେ ଗଢିଛନ୍ତି ନିଜ ନିଜର ସୁନ୍ଦର ସଂସାର। ହେମାମାଳିନୀ-ଧର୍ମେନ୍ଦ୍ର କୁହନ୍ତୁ ଅବା ଜୟା-ଅମିତାଭ। ହେଲେ ଏଠି ଏମିତିବି…

କେଉଁ ଭାରତୀୟ ରାଜନେତା ଅଧିକ ରୋମାଣ୍ଟିକ୍‌

ନୂଆଦିଲ୍ଲୀ,୧୩।୨: ପ୍ରେମ ସପ୍ତାହ ପାଳନ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଏବେ ଆସିଯାଇଛି ବର୍ଷକର ଅପେକ୍ଷା ପରେ ଆସୁଥିବା ସେହି ପ୍ରେମ ଦିବସ ବା ଭାଲେଣ୍ଟାଇନ୍‌ ଡେ’। ପ୍ରେମକୁ ନେଇ କେତେ କ’ଣ ଆଲୋଚନା ହେଉଥିବା ବେଳେ ମନକୁ ଆସେ ଆମ…

ଭାଲେଣ୍ଟାଇନ ଡେ’ ପୂର୍ବରୁ ଗର୍ଲଫ୍ରେଣ୍ଡଙ୍କୁ ଏମିତି ଉପହାର ଦେଲେ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି

ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ତଥା ଆମାଜନ ସିଇଓ ଜେଫ ବେଜୋସ ଭାଲେଣ୍ଟାଇନ୍‌ ଡେ’ ପୂର୍ବରୁ ଗର୍ଲଫ୍ରେଣ୍ଡ ଲରେନ ସାଞ୍ଜେଜଙ୍କୁ ଏକ ବଡ ଉପହାର ଦେଇଛନ୍ତି। ଲରେନଙ୍କ ପାଇଁ ଆମେରିକାର ଲସ୍‌ ଆଞ୍ଜେଲ୍ସରେ ୧୨ଶହ କୋଟି ଟଙ୍କା ଦେଇ ଏକ ଘର…

ତମାଖୁ ଅଭ୍ୟାସ ବନ୍ଦ ନ କଲେ ଚାକିରି ଛାଡ଼: କମ୍ପାନୀ ପକ୍ଷରୁ କର୍ମଚାରୀଙ୍କୁ ତାଗିଦ

ଗାନ୍ଧିନଗର,୧୩।୨: କର୍ମଚାରୀଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଗୁଜରାଟର ଏକ କମ୍ପାନୀ ପକ୍ଷରୁ ନିଆରା ପଦକ୍ଷେପ ଗ୍ରହଣ କରାଯାଇଛି। କମ୍ପାନୀ ପକ୍ଷରୁ ସମସ୍ତ କର୍ମଚାରୀଙ୍କୁ ତମାଖୁ ଅଭ୍ୟାସ ବନ୍ଦ ନ କଲେ ଚାକିରି ଛାଡ଼ିବାକୁ ତାଗିଦ କରାଯାଇଛି। ରାଜକୋଟରେ ଥିବା ପର୍ବ ମେଟାଲ…

ଜାହ୍ନବୀ-ଇଶାନଙ୍କ ପ୍ରେମ କାହାଣୀରେ ଲାଗିଲା ଫୁଲଷ୍ଟପ!

ମୁମ୍ବାଇ: ବଲିଉଡ୍‌ ଷ୍ଟାର କିଡ୍‌ ଜାହ୍ନବୀ କପୁର ଏବେ ତାଙ୍କ ଏକ୍ସ ବୟଫ୍ରେଣ୍ଡ ଅକ୍ଷତ ରାଜନଙ୍କ ସହ ସମୟ କାଟୁଥିବା ଶୁଣିବାକୁ ମିଳିଛି। ଆଉ ଏହା କୁଆଡେ ଧଡକ ଷ୍ଟାର ଇଶାନ ଖଟ୍ଟରଙ୍କୁ ଶକ୍ତ ଧକ୍କା ଦେଇଛି। ବଲିଉଡ୍‌ ମୁଭି ଧଡକରେ…

ମନେ ପଡିଲେନି ମମତା

କୋଲକାତା,୧୩।୨: ପଶ୍ଚିମବଙ୍ଗର ସତ୍‌ ଲେକ୍‌ ସେକ୍ଟର-୫ ଓ ସତ୍‌ ଲେକ୍‌ ଷ୍ଟାଡିୟମ ମଧ୍ୟରେ ଉଦ୍‌ଘାଟନ ହେବାକୁ ଥିବା ମେଟ୍ରୋ କରିଡରର ଉଦ୍‌ଘାଟନ ଉତ୍ସବ ପାଇଁ ଯେଉଁ ନିମନ୍ତ୍ରଣ ପତ୍ର ଛପାଯାଇଥିଲା ତାହ ଏବେ ଚର୍ଚ୍ଚାକୁ ଆସିଛି। ସେଥିରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା…

ପୁଣି ସେହ୍ବାଗ-ସଚିନ କରିବେ ଓପନିଂ: ମାରିବେ ଛକା, ଚୌକା

ଭାରତୀୟ କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର। ପୁଣିଥରେ କ୍ରିକେଟ ମୈଦାନରେ ସଚିନ ତେନ୍ଦୁଲକର ଏବଂ ବିରେନ୍ଦ୍ର ସେହ୍ବାଗଙ୍କ ଓପନିଂ ଯୋଡିଙ୍କୁ ଖେଳୁଥିବାର ଦେଖାଯିବ। ରୋଡ୍‌ ସେଫ୍ଟି ଓ୍ବାଲର୍‌ଡ ସିରିଜ୍‌ରେ ବିଶ୍ୱର ପ୍ରସିଦ୍ଧ ଖେଳାଳିଙ୍କୁ ନେଇ ଅନୁଷ୍ଠିତ ହେବ। ଏହି ସିରିଜରେ ମୋଟ…

ରତନ ଟାଟାଙ୍କ ପ୍ରେମ କାହାଣୀ: ଚାଇନା ଯୋଗୁ ପ୍ରେମିକାଙ୍କୁ କରିପାରିଲେନି ବିବାହ

ମୁମ୍ବାଇ,୧୩।୨: ଟାଟା ଗ୍ରୁପ୍‌ର ଅଧ୍ୟକ୍ଷ ରତନ ଟାଟା ଚାଇନା ଯୋଗୁ ପ୍ରେମିକାଙ୍କୁ ବିବାହ କରି ପାରି ନ ଥିଲେ। ଏ ସମ୍ପର୍କରେ ସେ ନିଜ ଫେସ୍‌ବୁକ୍‌ ପେଜ୍‌ ହ୍ୟୁମାନ୍ସ୍‌ ଅଫ୍‌ ଦି ବମ୍ବେରେ ଶେୟାର କରିଛନ୍ତି। ରତନଟାଟା ଏହାକୁ ବୁଧବାର ରାତିରେ…

ଭାଇରାଲ ଆଡମିଟ କାର୍ଡ ନକଲି, ବୋର୍ଡକୁ ବଦନାମ କରିବାକୁ ଚେଷ୍ଟା କରାଯାଉଛି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ଆଗକୁ ମାଟ୍ରିକ୍‌ ପରୀକ୍ଷା। ଏହା ପୂର୍ବରୁ ବାରିପଦା ଓ ଆସିକାରେ ମାଟ୍ରିକ୍‌ ଆଡମିଟ୍‌ କାର୍ଡ ଭାଇରାଲ ହେବା ପ୍ରସଙ୍ଗରେ ଗୁରୁବାର ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସେ କହିଛନ୍ତି, ଭାଇରାଲ ଆଡମିଟ କାର୍ଡ ନକଲି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri