୨ ଶହ ମିଟର ଧସିଲା ହରିଦାସପୁର-ପାରାଦୀପ ରେଳରାସ୍ତା, ଲୋକେ ଆତଙ୍କିତ
ମାର୍ଶାଘାଇ,୧୩।୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଗୋସେଇଁବନ୍ଧଠାରେ ହରିଦାସପୁର-ପାରାଦୀପ ନିର୍ମାଣାଧୀନ ରେଳରାସ୍ତା ଗୁରୁବାର ଦୁଇପଟକୁ ୨ଶହ ମିଟର ଧସିଯାଇଛି। ଫଳରେ ୩ ପରିବାର ପ୍ରଭାବିତ ହୋଇଛନ୍ତି। ସେମାନଙ୍କର ଘର ଉପରକୁ ମାଟି ମାଡି ଆସିଛି। ଏଥିସହ ସେମାନଙ୍କର ପକ୍କା ଘରଗୁଡ଼ିକରେ ଫାଟ…
ନାୟିକା ହେବ ଏମିତି
ସତରେ ନାୟିକା ହେବ ଏମିତି। ନିର୍ମାଣାଧୀନ ସିନେମା ‘ଲାଲ୍ ସିଂ ଚଢ଼ା’ର ଶୁଟିଂ ସେଟ୍ରେ ଏପରି ଏକ ଘଟଣା ଘଟିଥିଲା, ଯେଉଁଥିପାଇଁ କରୀନା ପ୍ରଶଂସା ସାଉଁଟିବାରେ ଲାଗିଛନ୍ତି। ଘଟଣାଟି ଏପରି- ସେଦିନ ଏହି ଫିଲ୍ମର ଶୁଟିଂ ଲେଟ୍ ନାଇଟ୍ ପର୍ଯ୍ୟନ୍ତ ଚାଲିଥିଲା।…
ମାଟ୍ରିକ ପରୀକ୍ଷା ଲାଗି ପ୍ରଶ୍ନପତ୍ର ପହଞ୍ଚିଲା, ପ୍ରସ୍ତୁତି ଜୋର୍ଦାର
ଗଞ୍ଜାମ,୧୩।୨(ଡି.ଏନ୍.ଏ.): ଚଳିତମାସ ୧୯ ତାରିଖରେ ସାରା ରାଜ୍ୟରେ ହେବ ମାଟ୍ରିକ ପରୀକ୍ଷା l ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଜୋର୍ଦାର ଚାଲିଛି l ଗୁରୁବାର ମାଧ୍ୟମିକ ପରିଷଦ (କଟକ)ପକ୍ଷରୁ ଗଞ୍ଜାମ ଭାରତୀ ବିଦ୍ୟାପୀଠକୁ ସ୍ବତନ୍ତ୍ର ପୋଲିସ ସ୍କ୍ବାଡ୍ ଯୋଗେ ପ୍ରଶ୍ନପତ୍ର ପହଞ୍ଚିଛି। ଗଞ୍ଜାମ…
ନାଚ ଗୀତ ମାଧ୍ୟମରେ ମନ ଭୁଲାଇବାକୁ ଚାହୁଁଛନ୍ତି କରୋନାଭାଇରସ ସଂକ୍ରମିତ !
ବେଜିଂ,୧୩।୨: କରୋନାଭାଇରସରେ ଏବେ ଚାଇନାରେ ମୃତ୍ୟୁସଂଖ୍ୟା ୧୩ଶହ ଛୁଇଁଲାଣି। ବେଳକୁ ବେଳ କରୋନାଭାଇରସରେ ମୃତ ଓ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଚାଇନାର ଉହାନ ସହରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ଏହି ସହର ଏକ ପ୍ରକାର ଜନଶୂନ୍ୟ…
ମିଳିଲା କାର ଆକାରର କଇଁଛ ଜୀବାଶ୍ମ
ଓ୍ବାଶିଂଟନ, ୧୩।୨: ଦକ୍ଷିଣ ଆମେରିକାରେ ଏକ କଇଁଛର ଜୀବାଶ୍ମ ମିଳିଛି। ଏହାର ଆକାର ଏକ ବଡ଼ କାର ସଦୃଶ। କଲମ୍ବିଆର ତାତାକୋଆ ମରୁଭୂମିରୁ ଏହି ଜୀବାଶ୍ମ ମିଳିଛି। ଏଭଳି ପ୍ରଜାତିର କଇଁଛ କୋଟିଏ ୩୦ ଲକ୍ଷ ବର୍ଷ ତଳେ ପୃଥିବୀ ପୃଷ୍ଠରେ…
ନୂଆ ସିନେମା ଧର୍ମାସୁର
ଏକ ଭିନ୍ନଧରଣର କାହାଣୀକୁ ଆଧାର କରି ପ୍ରସ୍ତୁତ ହେବାକୁ ଯାଉଛି ନୂଆ ଓଡ଼ିଆ ସିନେମା ‘ଧର୍ମାସୁର’। ୧୯୬୦ର ଏକ ଜାତିଭିତ୍ତିକ ଘଟଣାକୁ ନେଇ ଏହି ଫିଲ୍ମର କାହାଣୀ ପରିକଳ୍ପନା କରାଯାଇଛି। ଖାସ୍ କଥା ହେଲା, ନିକଟରେ ଓଲିଉଡ୍ରେ ପାଦ ଦେଇଥିବା ବିଶ୍ୱରୂପ…
ନିର୍ଭୟା ମାମଲା: ଗୋଟିଏ ଦିନ ଘୁଞ୍ଚିଲା ଶୁଣାଣି
ନୂଆଦିଲ୍ଲୀ,୧୩।୨: ନିିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀଙ୍କର ବଞ୍ଚିବାର ବାଟ ପ୍ରାୟତଃ ବନ୍ଦ ହୋଇଯାଇଥିବା ବେଳେ ଏମାନଙ୍କ ଫାଶୀ ତାରିଖକୁ ନେଇ କେନ୍ଦ୍ର ପକ୍ଷରୁ କରାଯାଇଥିବା ଆବେଦନର ଶୁଣାଣିକୁ ଶୁକ୍ରବାର ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ବୁଧବାର ଏହି ମାମଲାର ଶୁଣାଣି କରାଯାଇଥିବା ବେଳେ…
ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମକୁ ଉଦ୍ଘାଟନ କରିବେ ଡୋନାଲ୍ଡ ଟ୍ରମ୍ପ
ଅହମଦାବାଦ୍,୧୩।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଗାମୀ ୨୪ ଓ ୨୫ ତାରିଖରେ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଟ୍ରମ୍ପଙ୍କ ସମ୍ମାନାର୍ଥେ ଗୁଜରାଟର ଅହମ୍ମଦାବାଦଠାରେ ‘କେମ ଛୋ ଟ୍ରମ୍ପ’ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ହ୍ୟୁଷ୍ଟନରେ ‘ହାଓଡି ମୋଦି’ ଶୈଳୀରେ ‘କେମ…
ପୂରଣ ହେଲା ଆଶା
ପୂଜା ହେଗେଡ୍ ଯାହା ଚାହୁଁଥିଲେ ତାହା ପୂରଣ ହୋଇଛି। ‘ହାଉସ୍ଫୁଲ-୪’ ପରେ ସାଦିଦ୍ ନାଦିଓ୍ବାଦଓ୍ବାଲାଙ୍କ ପରବର୍ତ୍ତୀ ଫିଲ୍ମରେ ସେ ଅଭିନୟ କରିବାକୁ ଯାଉଛନ୍ତି। କଥା କ’ଣ କି, ସାଦିଦ୍ଙ୍କ ଫିଲ୍ମ ‘କଭି ଇଦ୍ କଭି ଦିଓ୍ବାଲି’ ପାଇଁ ତାଙ୍କୁ ସାଇନ୍ କରାଯାଇଛି।…
ଭିସୁଟରେ ରାଗିଂ ଅଭିଯୋଗ: ଭିଡିଓ ଭାଇରାଲ କରି ଅଭିଯୋଗ କଲେ ପ୍ରଥମ ବର୍ଷ ଛାତ୍ର
ସମ୍ବଲପୁର, ୧୩।୨(ବ୍ୟୁରୋ)- ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ବୈଷୟୀକ ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଜଣେ ପ୍ରଥମ ବର୍ଷ ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଛାତ୍ର ଭିଡିଓ ଭାଇରାଲ କରି ଏହି ଅଭିଯୋଗ ଆଣିଛନ୍ତି । ଅଭିଯୋଗ କ୍ରମେ ବୁଧବାର ଅପରାହ୍ନ ପ୍ରାୟ…
ରାୟଗଡ଼ ପୋଲିସ ଦ୍ୱାରା ପୂର୍ବତନ ବିଧାୟକ ଅଟକ, ହତ୍ୟାକାଣ୍ଡରେ ସମ୍ପୃକ୍ତି ନେଇ ଚାଲିଛି ପଚରାଉଚରା
ଝାରସୁଗୁଡ଼ା ଅଫିସ,୧୩।୨: ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅନୁପ କୁମାର ସାଏଙ୍କୁ ଛତିଶଗଡ଼ ପୋଲିସ ଅଟକ ରଖିଛି। ଛତିଶଗଡ଼ ରାୟଗଡ଼ ପୋଲିସ ବୁଧବାର ରାତିରେ ଅନୁପଙ୍କୁ ଏକ ହତ୍ୟାକାଣ୍ଡ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଉଠାଇନେଇଛି। ବର୍ତ୍ତମାନ ତାଙ୍କୁ ରାୟଗଡ଼…
ଶ୍ରୀଧରଙ୍କ ନୀରବତା
ପ୍ରଯୋଜକ ଶ୍ରୀଧର ମାର୍ଥା। ଏବେ ସେ ବେଶ୍ ମାପିଚୁପି କଥାବାର୍ତ୍ତା କରୁଛନ୍ତି। ଦେଖୁନାହାନ୍ତି, ହୋମ୍ ବ୍ୟାନର ରେଞ୍ଜ ରୟାଲ ସିନେ ଲ୍ୟାବ୍ରେ ପ୍ରସ୍ତୁତ ହୋଇଛି ସତ୍ୟ ଘଟଣା ଉପରେ ଆଧାରିତ ଓଡ଼ିଆ ଚଳଚ୍ଚିତ୍ର ‘ପାଟଣାଗଡ଼’। ହେଲେ ଫିଲ୍ମଟି କେବେ ପରଦା ଉପରକୁ…
Archives


