Home Left

ଟ୍ରାଫିକ ନିୟମର ବାର୍ତ୍ତା ବାଣ୍ଟିଲେ ପିଲା

ବେଗୁନିଆ, ୧୩ା୨ (ଡି.ଏନ୍‌.ଏ): ବେଗୁନିଆ ସଦର ମହକୁମାରେ ବୁଧବାର ଟ୍ରାଫିକ ନିୟମର ବାର୍ତ୍ତା ଛୋଟ ପିଲାମାନେ ବାଣ୍ଟୁଥିବାର ଦେଖିବାକୁ ମିଳିଥିଲା। ତେବେ ପିଲାମାନେ ବିଭିନ୍ନ ପ୍ରକାର କୋତୁକିଆ ପୋଷାକରେ ପିନ୍ଧି ରାସ୍ତା ଘାଟରେ ଯାତାୟାତ କରୁଥିବା ଲୋକମାନଙ୍କୁ ଅନେକ ଶିକ୍ଷଣୀୟ ବିଷୟରେ…

ଏପ୍ରିଲ ୧ରେ ଲକ୍ଷେ ପ୍ରେରଣା ଗ୍ରୀନ୍‌ ଆର୍ମିଙ୍କ ସମାବେଶ

ବେଗୁନିଆ, ୧୩ା୨(ଡି.ଏନ୍‌.ଏ): ବିପ୍ଲବର ମାଟି ଖୋର୍ଦ୍ଧା। ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ଆରମ୍ଭ ହୋଇଥିଲା ଖୋର୍ଦ୍ଧାରୁ। ଏବେ ସମଗ୍ର ବିଶ୍ୱର ମହାସଙ୍କଟ ହେଉଛି, କ୍ଲାଇମେଟ ଚେଞ୍ଜ, ଗ୍ଲୋବାଲ ୱାରମିଂ, ପରିବେଶ ପ୍ରଦୂଷଣ ଆଦି ସମସ୍ୟା। ଏହାର ପ୍ରଭାବରେ ପୃଥିବୀର ବହୁ ଜୀବଜନ୍ତୁ…

ନବନିର୍ମାଣ କୃଷକ ସଙ୍ଗଠନର ନ୍ୟାୟ ଯାତ୍ରା

ବୋଲଗଡ,୧୩ା୨(ଡି.ଏନ.ଏ.): ଚାଷୀମାନଙ୍କ ନ୍ୟାଯ୍ୟ ଦାବି ହାସଲ ପାଇଁ ସଂଗ୍ରାମ ଚଳାଇଥିବା ନବନିର୍ମାଣ କୃଷକ ସଙ୍ଗଠନର ନ୍ୟାୟ ଯାତ୍ରା ବୁଧବାର ବୋଲଗଡ଼ ବ୍ଲକ ସାଗରଗଁା ପଞ୍ଚାୟତରେ ପହଞ୍ଚତ୍ଥିଲା। ସଙ୍ଗଠନର ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦଙ୍କ ନେତୃତ୍ୱରେ ଆସିଥିବା କର୍ମକର୍ତ୍ତାଙ୍କୁ ପାଇକ ସମରକଳା ପ୍ରଦର୍ଶନ…

ତାଲିକା ପ୍ରକାଶ ପରେ କୁହୁଳୁଛି ଅସନ୍ତୋଷ

ବେଗୁନିଆ, ୧୩ା୨(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ଯୋଗ୍ୟ ହିତାଧିକାରୀମାନେ ବଞ୍ଚିତ ରହିଥିଲେ। ଏମାନଙ୍କ ପାଇଁ ନୂତନ ଗୃହ ପ୍ରଦାନ ନିମନ୍ତେ ନାମ ତାଲିକା ପ୍ରକାଶ ପାଇଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ଓଡ଼ିଶାଙ୍କ ପତ୍ର ସଂଖ୍ୟା ୩୨୬୮ରେ ଜାନୁୟାରୀ ୭…

କିଷାନ କ୍ରେଡିଟ କାର୍ଡର ଲାଭ ନିଅନ୍ତୁ କୃଷକ

ଫୁଲବାଣୀ ଅଫିସ, ୧୩ା୨-ସରକାର କୃଷକମାନଙ୍କ ପାଇଁ କିଷାନ କ୍ରେଡିଟ କାର୍ଡ ବ୍ୟବସ୍ଥା କରିଛନ୍ତି। ଚାଷ ପାଇଁ ଏହାର ସମସ୍ତ ସୁବିଧା ଯେପରି ସମସ୍ତ କୃଷକ ନେବେ ଏବଂ ଏଥିରୁ କେହି ବଞ୍ଚିତ ନ ହେବେ ସେ ନେଇ ଏକ ଖବରଦାତା ସମ୍ମିଳନୀ…

କାମ କରି ମିଳୁନି ଟଙ୍କା

ଦାରିଙ୍ଗବାଡ଼ି,୧୩।୨ (ଡି.ଏନ.ଏ)-ଦାରିଙ୍ଗବାଡି ବ୍ଲକ ଦାସିଂବାଡି ପଞ୍ଚାୟତର ଟେକାଙ୍ଗିଆ ଗ୍ରାମରେ ଆମ ଗାଁ ଆମ ବିକାଶ ଯୋଜନାରେ କରାଯାଇଥିବା ଗୋଷ୍ଠୀ ସଭାଗୃହ ନିର୍ମାଣ କାମ ଶେଷ ହୋଇଛି। ଯେଉଁ ଯୁବକ ଉକ୍ତ କାର୍ଯ୍ୟ ଯନ୍ତ୍ରୀଙ୍କ ଜରିଆରେ କରିଥିଲେ ତାଙ୍କୁ ମାତ୍ର ୧ଲକ୍ଷ ଟଙ୍କା…

ବିଦ୍ୟୁତ୍‌ ସଂସ୍ପର୍ଶରେ ମୃତ୍ୟୁ ଘଟଣା : ସାଉଥ୍‌କୋ ଅଫିସ ଆଗରେ ଧାରଣା ଦେଲା ଭାଜପା

ବ୍ରହ୍ମପୁର ଅଫିସ,୧୩ା୨-ଦକ୍ଷିଣାଞ୍ଚଳ ବିଦ୍ୟୁତ୍‌ ପରିବଣ୍ଟନ ସଂସ୍ଥା ସାଉଥ୍‌-କୋର ବ୍ରହ୍ମପୁରସ୍ଥ କର୍ପୋରେଟ ଅଫିସ ଆଗରେ ବୁଧବାର ଗଞ୍ଜାମ ସାଙ୍ଗଠନିକ ଜିଲା ଭାଜପା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଓ ଗଣଧାରଣା ଦିଆଯାଇଥିଲା। ଗତ ରବିବାର ରଙ୍ଗେଇଲୁଣ୍ଡା ବ୍ଲକ ମେଣ୍ଢରାଜପୁର ଛକ ରାସ୍ତାରେ ଚଳନ୍ତା ବସ୍‌…

ବଢ଼ିଲା ବନ୍ଧୁକ ଚିନ୍ତା, ୨ ଦିନିଆ ରିମାଣ୍ଡରେ ଆଶିଷ

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ବନ୍ଧୁକରେ ରୋମାନ୍ସବେଳେ ଗୁଳି ଫୁଟି ପ୍ରେମିକା ଆହତ ହେବା ଘଟଣାରେ ଗିରଫ ପ୍ରେମିକ ଆଶିଷ କୁମାର ନାୟକଙ୍କୁ ପୋଲିସ ୨ ଦିନିଆ ରିମାଣ୍ଡରେ ଆଣିଛି। ଏଯାଏ ବନ୍ଧୁକ ଜବତ କରିପାରିନି ପୋଲିସ। ମଙ୍ଗଳବାର ଆଶିଷ ଓ ସହଯୋଗୀ ରାଜେଶ ତରାଇଙ୍କୁ…

କାନ ଧରି ପ୍ରତିବାଦ କଲେ ସିଟି ଓ ବିଏଡ୍‌ ଡିଗ୍ରୀଧାରୀ

ଭୁବନେଶ୍ୱର, ୧୩ା୨ (ବ୍ୟୁରୋ): ପାଠ ପଢ଼ି ଭଲ ମାର୍କରେ ପାସ କରିବା ପରେ ବି ମିଳୁନି ଚାକିରି। ଓଡ଼ିଶାରେ ଦିନକୁ ଦିନ ବେକାରି ସମସ୍ୟା ବୃଦ୍ଧି ପାଉଥିବାବେଳେ ବେକାର ସିଟି ଓ ବିଏଡ୍‌ ଡିଗ୍ରୀଧାରୀଙ୍କ ଧୈର୍ଯ୍ୟର ବନ୍ଧ ଭାଙ୍ଗିଛି। ବିନା ନିଯୁକ୍ତିରେ…

ଟ୍ରାଫିକ୍‌ ଜାମ୍‌ରେ ଶିଶୁ ମୃତ୍ୟୁ ଘଟଣାକୁ ନେଇ ତନାଘନା: ଟ୍ରାଫିକ ଡିସିପିଙ୍କୁ ଶିଶୁ ଅଧିକାର ସୁରକ୍ଷା ଆୟୋଗଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ଟ୍ରାଫିକ ଜାମ୍‌ରେ ଆମ୍ବୁଲାନ୍ସ ଫସିଯିବାରୁ ମେଡିକାଲ ଯାଉଥିବା ଜଣେ ୫ବର୍ଷର ଶିଶୁ ନୀଲ୍‌ ନୀତୀଶ ନାୟକଙ୍କ ଜୀବନ ଚାଲିଯାଇଥିଲା। ମଙ୍ଗଳବାର ପୂର୍ବାହ୍ନରେ ରାଜଧାନୀରେ ଘଟିଥିବା ଏହି ହୃଦୟବିଦାରକ ଘଟଣାକୁ ନେଇ ତନାଘନା ଆରମ୍ଭ ହୋଇଛି। ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ…

ବେକାରମୁକ୍ତ ମୟୂରଭଞ୍ଜ ଗଠନ ଦାବିରେ ବିକ୍ଷୋଭ

ବାରିପଦା ଅଫିସ, ୧୩ା୨- ବେକାରମୁକ୍ତ ମୟୂରଭଞ୍ଜ ଗଠନ ଦାବିରେ ଭଞ୍ଜସେନା ପକ୍ଷରୁ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ ସହିତ ଧାରଣା ଦିଆଯାଇଥିଲା। ଶିମିଳିପାଳର ସୁରକ୍ଷା ସମେତ ଜିଲାରେ ଥିବା ବିଭିନ୍ନ ପର୍ଯ୍ୟଟନସ୍ଥଳୀର ବିକାଶ ଏବଂ ବନ୍ୟଜାତ ଦ୍ରବ୍ୟର ଉଚିତ…

ଭଙ୍ଗାହେଲା ୧୦ ମନ୍ଦିର

କଟକ ଅଫିସ,୧୩ା୨: କଟକସ୍ଥ ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟର ସଂପ୍ରସାରଣ ଓ ଉନ୍ନତୀକରଣ ଯୋଜନା କାର୍ଯ୍ୟକାରୀ କ୍ରମରେ ଏହାର ଆଖପାଖ ଅଞ୍ଚଳକୁ ଖାଲି କରାଯାଉଛି। ଏ ନେଇ ବୁଧବାରଠାରୁ ତୃତୀୟ ପର୍ଯ୍ୟାୟ ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri