Home Left

କୋର୍ଟ ଚାଲାଣ ବେଳେ ଖସିଗଲେ ଅଭିଯୁକ୍ତ

ବଡମ୍ବା,୧୩ା୨(ଡି.ଏନ୍‌.ଏ): ନରସିଂହପୁର ଅବକାରୀ ସ୍କ୍ବାର୍ଡ ପକ୍ଷରୁ ବୁଧବାର ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜଣେ ଖସି ପଳାଇଯାଇଥିଲେ। ପରେ ତାଙ୍କୁ ଗିରଫ କରାଯାଇଛି। ସେ ହେଲେ ନରେଶ ବେହେରା(୩୦)। ତାଙ୍କ ଘର ବଡ଼ମ୍ବା ଥାନା ଅନ୍ତର୍ଗତ ମହୁଲିଆ ଗ୍ରାମରେ…

ହ୍ବାଇଟ ଟପିଂ ଟେକ୍ନୋଲୋଜି ବ୍ୟବହାରକୁ ଗୁରୁତ୍ୱ

ଭୁବନେଶ୍ୱର,୧୩ା୨: ରାସ୍ତାର ରକ୍ଷଣାବେକ୍ଷଣ ଅଭାବ ଏବଂ ଖାଲ ଯୋଗୁ ଲୋକମାନଙ୍କୁ ଅନେକ ଅସୁବିଧା ସାମ୍ନା କରିବାକୁ ପଡୁଛି। ରାସ୍ତା ଭିତ୍ତିଭୂମି ବିଗିଡିବା ଏବଂ ଗାଡି ସଂଖ୍ୟା ବୃଦ୍ଧି ଫଳରେ ଲୋକଙ୍କ ଜୀବନ ଶୈଳୀ ଉପରେ ନକରାତ୍ମକ ପ୍ରଭାବ ଏବଂ ଦୁର୍ଘଟଣାମାନ ଘଟୁଥିବା…

ଠିକାଦାରଙ୍କୁ ବିଏମ୍‌ସିର ସ୍ବଚ୍ଛତା, ସମୃଦ୍ଧି ମନ୍ତ୍ର

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ବୁଧବାର ଅପରାହ୍ନରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ବିଭିନ୍ନ ବିକାଶମୂଳକ କାର୍ଯ୍ୟରେ ସମ୍ପୃକ୍ତ ୫୦ଜଣ ଠିକାଦାରଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୌର ପ୍ରଶାସନ ନିର୍ଦ୍ଦେଶକ ତଥା ବିଏମ୍‌ସିର ମୁଖ୍ୟ ପ୍ରଶାସକ ସଂଗ୍ରାମ୍‌ଜିତ୍‌ ନାୟକ ଅଧ୍ୟକ୍ଷତା କରି…

ନାବାଳିକାଙ୍କ ଆତ୍ମହତ୍ୟା, ଯୁବକଙ୍କୁ ହତ୍ୟା ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୧୨ା୨: ମାତ୍ର ୨ କିଲୋମିଟର ବ୍ୟବଧାନରେ ଜଣେ ୧୪ବର୍ଷର ନାବାଳିକା ଓ ଜଣେ ଯୁବକଙ୍କ ମୃତଦେହ ପୃଥକ ସ୍ଥାନରୁ ଉଦ୍ଧାର କରାଯାଇଛି। ନାବାଳିକା ଜଣଙ୍କ ବାଲିକୁଦା ଥାନା ଅନ୍ତର୍ଗତ ଚଷାପଡ଼ାର ବୋଲି ଜଣାପଡ଼ିଛି। ଯୁବକ ଜଣଙ୍କ ଥାନା ଅଧୀନ ବରିପଡ଼ାର…

ଆଜ୍‌ମା ରୋଗୀଙ୍କ ପାଇଁ ଉପକାରୀ କନ୍ଦମୂଳ

କନ୍ଦମୂଳରେ ଫାଇବର୍‌, ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ୍‌ ଏବଂ ଅନେକ ପୋଷକ ତତ୍ତ୍ୱ ଥାଏ, ଯାହା ଶରୀରକୁ ଗମ୍ଭୀର ରୋଗରୁ ରକ୍ଷା କରିବାରେ ସାହାଯ୍ୟ କରେ। ନାକ, ଶ୍ୱାସନଳୀ ଏବଂ ଫୁସ୍‌ଫୁସ୍‌ରେ କଫ ଜମିବା ଫଳରେ ଆଜ୍‌ମା ରୋଗୀଙ୍କୁ ଅନେକ ଯନ୍ତ୍ରଣାର ସମ୍ମୁଖୀନ ହେବାକୁ…

ଖୋଲା ପଡ଼ିଆରେ ଶିଶୁ କନ୍ୟା ଜନ୍ମ କଲେ ମହିଳା

କେନ୍ଦୁଝର, ୧୨ା୨(ସ୍ବ.ପ୍ର.): ବାଂଶପାଳ ବ୍ଲକ ଅଞ୍ଚଳରେ ଜଣେ ପ୍ରସୂତି ମହିଳା ଖୋଲା ପଡିଆରେ ଶିଶୁ ଜନ୍ମ ଭଳି ଅଭାବନୀୟ ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ଉକ୍ତ ମହିଳାଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ମେଡିକାଲକୁ ଯାଇଥିଲେ ହେଁ ସେଠାରେ ଥିବା ମା’…

ରାସ୍ତାରେ ମୃତଦେହ ଛାଡି ଚାଲିଗଲେ ଅଟୋ ଚାଳକ

ନବରଙ୍ଗପୁର,୧୨ା୨(ବି.ପ୍ର.): କାମଳ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ଦେଶୀ ଚିକିତ୍ସା ପାଇଁ ଅଟୋରେ ନେଉଥିବା ସମୟରେ ରାସ୍ତାରେ ମୃତ୍ୟୁ ଘଟିଥିଲା ା ଅଟୋ ଚାଳକ ମୃତଦେହ ନେଇ ପାରିବେ ନାହିଁ ବୋଲି କହିଥିଲେ। ଅଟୋ ଚାଳକ ମାନବିକତା ଭୁଲିଯାଇ ମୃତଦେହକୁ ରାସ୍ତାରେ ଛାଡି…

ପିଠା ଖାଇ ୨ ଭାଇ ମୃତ, ମା’ ବାପା ଗୁରୁତର: ଫୁଡ ପଏଜନିଂ ହୋଇଥିବା ସନ୍ଦେହ

ଚନ୍ଦାହାଣ୍ଡି,୧୨।୨(ଡି.ଏନ.ଏ):  ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଦଣ୍ଡାମୁଣ୍ଡା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ପିଠା ଖାଇ ଗୋଟିଏ ପରିବାର ୨ ଶିଶୁ ପୁତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ ଓ ବାପା ଗୁରୁତର ହୋଇଛନ୍ତି। ତେବେ ପରିବାରର ୨…

ପୁରୁଣା ଟିମ୍‌ ସହ ସରକାର ଚଳାଇବେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ବହୁମତରେ ଆମ ଆଦମୀ ପାର୍ଟି (ଏଏପି) ବିଜୟ ଲାଭ କରିଛି। ଏହି ବିଜୟ ପରେ ଏଏପିର ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ହ୍ୟାଟ୍ରିକ କରିଛନ୍ତି। ଇତିମଧ୍ୟରେ କେଜରିଓ୍ବାଲ ଫେବୃୟାରୀ ୧୬ରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦ ପାଇଁ ରାମଲୀଳା…

ଆଧାର ଲାଗି ବିଳମ୍ବ ହେଲା ଅନ୍ତିମ ସଂସ୍କାର

ବେଙ୍ଗାଲୁରୁ,୧୨।୨: ଗତ ସପ୍ତାହରେ ବେଙ୍ଗାଲୁରୁ ବିଜୟନଗରରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଉପୁଜିଥିଲା। କାରଣ ମୃତକଙ୍କ ଆଧାର କାର୍ଡ ହଜିଯାଇଥିଲା। ଯେତେବେଳେ ଅନ୍ତିମ ସଂସ୍କାର ପାଇଁ ସ୍ଥାନୀୟ ଅଞ୍ଚଳରେ ଥିବା ଏକ ଶ୍ମଶାନରେ…

ଆଇସିସି ଟି୨୦ ମହିଳା ବିଶ୍ୱକପ୍‌: ନୀତୀନ ଏକମାତ୍ର ଭାରତୀୟ ଅମ୍ପାୟର

ଦୁବାଇ, ୧୨।୨ (ପି.ଟି.):  ଆଇସିସି ଟି୨୦ ମହିଳା ବିଶ୍ୱକପ୍‌ର ଆଗାମୀ ୭ମ ସଂସ୍କରଣ ଚଳିତ ମାସ ୨୧ରୁ ଅଷ୍ଟ୍ରେଲିଆରେ ଆରମ୍ଭ ହେବ। ଆୟୋଜକ ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ଖେଳାଯିବ। ଏହି ଗୁରୁତ୍ୱପୂର୍ଣ୍ଣ ଟୁର୍ନାମେଣ୍ଟ ଲାଗି ବୁଧବାର ଅନ୍ତର୍ଜାତୀୟ…

ବୋପାନ୍ନା-ଶାପୋଭାଲୋଭ କ୍ୱାର୍ଟରରେ

ରୋଟରଡାମ୍‌, ୧୨।୨ (ପି.ଟି.): ଭାରତୀୟ ଅଭିଜ୍ଞ ଟେନିସ ଖେଳାଳି ରୋହନ ବୋପାନ୍ନା ନେଦରଲାଣ୍ଡ୍ସରେ ଚାଲିଥିବା ରୋଟର୍‌ଡାମ ଓପନ୍‌ ପ୍ରତିଯୋଗିତାର ପୁରୁଷ ଡବଲ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। କାନାଡାର ଡେନିସ ଶାପୋଭାଲୋଭଙ୍କୁ ସାଥୀ କରି ଖେଳୁଥିବା ବୋପାନ୍ନା ୭-୬, ୬-୭, ୧୦-୮…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri