ଛାତ୍ର ଜୀବନରୁ ସୌଖୀନ ପାଇଁ ବନ୍ଧୁକ ରଖିଆସୁଛି: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କର ୨୦୧୮-୧୯ ଆର୍ଥିକ ବର୍ଷର ସମ୍ପତ୍ତି ତାଲିକା ଜାରି କରାଯିବା ପରେ ଚର୍ଚ୍ଚାରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ସେ ରାଜ୍ୟର ଦ୍ୱିତୀୟ ଧନୀ ମନ୍ତ୍ରୀ ପାଲଟିଛନ୍ତି। ଏ ସବୁ ମଧ୍ୟରେ ତାଙ୍କ ପାଖରେ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରତାପ
ଭୁବନେଶ୍ୱର,୧୨।୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଲୋକସେବା ଭବନରେ ଉଭୟଙ୍କ ସାକ୍ଷାତ୍ ହୋଇଛି। ଏହି ଅବସରରେ ଦୁଇ ନେତାଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିବା ସୂଚନା ମିଳିଛି। ସାକ୍ଷାତ୍ ପରେ ପ୍ରତିକ୍ରିୟା ଦେଇ ପ୍ରତାପ…
ଆୟାରଙ୍କୁ କୋଳାଗ୍ରତ କଲେ ଚହଲ, ଈର୍ଷାନ୍ବିତ ହେଲେ ଏହି ଖେଳାଳି
ଭାରତୀୟ କ୍ରିକେଟ ଖେଳାଳିମାନେ ପଡିଆରେ ଭଲ ପ୍ରଦର୍ଶନ କରନ୍ତୁ ବା ନ କରନ୍ତୁ କିନ୍ତୁ ସୋସିଆଲ ମିଡିଆରେ ହସ ମଜାକ କରୁଥିବା ଫଟୋ, ଭିଡିଓ ପ୍ରତିଦିନ ଭାଇରାଲ ହୋଇଥାଏ। ସ୍ପିନର୍ ୟୁଜବେନ୍ଦ୍ର ଚହଲ ନିଜ ଚ୍ୟାନେଲ ଚହଲ ଟିଭିକୁ ନେଇ ଭାରତୀୟ…
ଗୋଲକିପରଙ୍କୁ ମାରି ରେଫରି ବାସନ୍ଦ
ମିଲନ,୧୨।୨- ଚଳିତ ମାସରେ ଏକ ଲିଗ୍ ମ୍ୟାଚ୍ ବେଳେ ଜଣେ ଇଟାଲିଆନ ରେଫରି ଗୋଲକିପରଙ୍କୁ ମୁଣ୍ଡିଆ ମାରିଥିଲେ। ଏଥିନେଇ ରେଫରିଙ୍କୁ ଏକ ବର୍ଷ ପାଇଁ ବାସନ୍ଦ କରାଯାଇଛି। ଚଳିତ ମାସ ୧ ତାରିଖରେ ବର୍ଗୋ ମଗଲିଆନୋ ଓ ମଣ୍ଟୋଟୋନ ମଧ୍ୟରେ ମ୍ୟାଚ୍…
ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ
ରାୟଗଡା ଅଫିସ,୧୨।୨: ରାୟଗଡ଼ା ଜିଲା ସଦର ବ୍ଲକ ଅନ୍ତର୍ଗତ ହାଲୁଆ ପଞ୍ଚାୟତର କାତିଙ୍ଗିଗୁଡ଼ା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କର ମୃତ୍ୟୁ ହୋଇଛି। ମୃତ ମହିଳା ହେଲେ ବାନାଇ ଜାକକା। ସ୍ତ୍ରୀଙ୍କ ମୃତ୍ୟୁ ପରେ…
୩ ହରିଣଙ୍କୁ ଲିଭିଂ ରୁମ୍କୁ ଡାକି ୩୯୦୦୦ ଜରିମାନା ଗଣିଲେ ମହିଳା
ଓ୍ବାଶିଂଟନ୍,୧୨ା୨: ଆମେରିକାର କଲରାଡୋରେ ରହୁଥିବା ଜଣେ ମହିଳା ୩ ହରିଣଙ୍କୁ ଲିଭିଂ ରୁମ୍କୁ ଡାକି ଜରିମାନା ଗଣିଛନ୍ତି। ମହିଳା ଜଣଙ୍କ ହରିଣଙ୍କୁ ଦେଖି ବିଭୋର ହୋଇଯାଇଥିଲେ। ହରିଣଗୁଡ଼ିକୁ ଘରକୁ ଆଣି ତାଙ୍କୁ ବ୍ରେଡ୍ ଏବଂ ଫଳ ଖାଇବାକୁ ଦେଇଥିଲେ। ଭୋକିଲା ହରିଣଗୁଡ଼ିକ…
ତ୍ରିରାଷ୍ଟ୍ରୀୟ ମହିଳା ଟି୨୦ ସିରିଜ୍: ଫାଇନାଲରେ ହାରିଲା ଭାରତ
ମେଲବୋର୍ନ,୧୨।୨(ପି.ଟି.)- ଓପ୍ନର ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକୀୟ ଇନିଂସ ବେକାର ସାବ୍ୟସ୍ତ ହୋଇଛି। ଏଠାରେ ବୁଧବାର ଅନୁଷ୍ଠିତ ତ୍ରିରାଷ୍ଟ୍ରୀୟ ମହିଳା ଟି୨୦ ସିରିଜ୍ ଫାଇନାଲରେ ଅଷ୍ଟ୍ରେଲିଆ ୧୧ ରନ୍ରେ ଭାରତକୁ ହରାଇ ଚାମ୍ପିୟନ ହୋଇଛି। ୧୫୬ ରନ୍ ଟାର୍ଗେଟର ପିଛା କରୁଥିବା…
ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ: ପହଞ୍ଚିଲେ ୨୫ ଜଣିଆ ବିଦେଶୀ ପ୍ରତିନିଧି ଦଳ
ଶ୍ରୀନଗର,୧୨।୨: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ ପାଇଁ ଦ୍ୱିତୀୟ ଥର ଲାଗି ଏକ ୨୫ ଜଣିଆ ପ୍ରତିନିଧି ଦଳ ଶ୍ରୀନଗରରେ ପହଞ୍ଚିଛନ୍ତି। ଦଳରେ ଜର୍ମାନୀ, କାନାଡ଼ା, ଫ୍ରାନ୍ସ୍, ନ୍ୟୁଜିଲାଣ୍ଡ, ମେକ୍ସିକୋ, ଇଟାଲୀ, ଆଫଗାନିସ୍ତାନ, ଅଷ୍ଟ୍ରିଆ, ଉଜବେକିସ୍ତାନ, ପୋଲାଣ୍ଡ…
କମ୍ପ୍ୟୁଟର ନିକଟରେ ଚାରାଗଛ ରଖିଲେ ଦୂର ହୁଏ…
ଟୋକିଓ: କାର୍ଯ୍ୟାଳୟରେ କାମ କେମିତି ସୁରୁଖୁରୁ ତଥା ଭଲରେ ହେବ ସେଥିପାଇଁ କର୍ମଚାରୀମାନେ ଟେନ୍ସନ୍ରେ ରହିଥାନ୍ତି। ବେଳେବେଳେ ବସ୍ଙ୍କ ତାଗିଦ୍ ମଧ୍ୟ ଚିନ୍ତାରେ ପକାଇଥାଏ। ଏଥିରେ ଆଦୌ ବ୍ୟସ୍ତ କିମ୍ବା ବିବ୍ରତ ହୁଅନ୍ତୁ ନାହିଁ। ଏକ ଅଧ୍ୟୟନରୁ ଜଣାପଡ଼ିଛି, ଅଫିସ୍ରେ କାମ…
କରୋନା ସଂକ୍ରମଣ ଭୟରେ ଆତ୍ମହତ୍ୟା କଲେ ୫୦ ବର୍ଷ ବୟସ୍କ ବ୍ୟକ୍ତି
ତିରୁପତି,୧୨।୨: ଆନ୍ଧ୍ରପ୍ରଦେଶରେ ଜଣେ ବ୍ୟକ୍ତି କରୋନା ଭୁତାଣୁ ସଂକ୍ରମଣ ଭୟରେ ଆତ୍ମହତ୍ୟା କରିଛନ୍ତି। ଚିତୋର ଜିଲାର ସେଶାମନାଇଡୁ କାଣ୍ଡ୍ରିଗା ଗାଁରେ ବାସ କରୁଥିବା ୫୦ ବର୍ଷ ବୟସ୍କ କେ. ବାଲା କ୍ରିଷ୍ଣାଙ୍କୁ ସପ୍ତାହେ ଧରି ଥଣ୍ଡା ଜ୍ୱର ଲାଗି ରହିଥିଲା। ଜ୍ୱର…
ବିକ୍ରି ହେଲାନି ଧାନ: ରାସ୍ତା ଉପରେ ଗଦାକଲେ ଚାଷୀ
ବରଗଡ଼ ଅଫିସ,୧୨।୨: ବରଗଡ଼ ଜିଲାରେ ଏବେ ମଧ୍ୟ ଖରିଫ ଧାନ ବିକ୍ରି ସମସ୍ୟା ଦୂର ହୋଇ ପାରିନାହିଁ। ଟୋକନ ନ ମିଳିବାରୁ ଜିଲାର ଅନେକ ଚାଷୀ ସେମାନଙ୍କ ଅମଳ ଧାନକୁ ବିକ୍ରି କରିପାରିନାହାନ୍ତି। ଏହି କାରଣ ଯୋଗୁ ଜିଲାର ପଦ୍ମପୁର ଉପଖଣ୍ଡ…
ଦିଲ୍ଲୀର ସବୁ ସ୍କୁଲରେ ପଢାଯାଉ ହନୁମାନ ଚାଳିଶା: କୈଳାସ ବିଜୟବର୍ଗୀୟ
ନୂଆଦିଲ୍ଲୀ, ୧୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍ ଆଦ୍ମୀ ପାର୍ଟି(ଏଏପି) ବହୁମତରେ ବିଜୟ ହାସଲ କରିଛି। ଦଳର ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। ଏସବୁ ଭିତରେ ଭାଜପା ରାଷ୍ଟୀୟ ମହାସଚିବ କୈଳାସ ବିଜୟବର୍ଗୀୟ କେଜ୍ରିଓ୍ବାଲଙ୍କୁ ଉପଦେଶ ଦେଇ…
Archives


