Home Left

ରୋଷେଇ କରିବାକୁ ମନା କଲେ ସ୍ତ୍ରୀ, ରାଗିଯାଇ ଗୁଳି କରି ହତ୍ୟା କଲେ ସ୍ବାମୀ

ଭୋପାଳ,୮।୨: ମଧ୍ୟପ୍ରଦେଶର ଗ୍ୱାଲିୟରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ମାନସିକ ବିକାରଗ୍ରସ୍ତ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି । ଘଟଣା ପଛର କାରଣ ଆଶ୍ଚର୍ଯ୍ୟଜନକ । ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ରୋଷେଇ କରିବାକୁ…

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ ଗୋବରୀ ନଦୀ କଂସାର ଗ୍ରାମ ସଂଲଗ୍ନ ପଥର ସ୍ପର ନିର୍ମାଣ କାର୍ଯ୍ୟ ହେଉଛି।…

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ ନ ଥିଲେ… ପ୍ରେମିକ କହିବା ମାତ୍ରେ ହିଁ ଆମେ କଳ୍ପନା କରିଥାଉ ଜଣେ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ ବି ରାଜ୍‌ କରନ୍ତି। ସେ ହେଉଛନ୍ତି ଲିପ୍ସା ଶତପଥି, ତଥା ସମସ୍ତଙ୍କର ଅତି…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ ଦିଆଯାଇଛି। ଏହି ମାମଲା ବିଦେଶୀ ସରକାରଙ୍କଠାରୁ ମିଳିଥିବା ମହଙ୍ଗା ଉପହାରର ଅବୈଧ ବିକ୍ରୟ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ ପାଇ ସବୁ ଦୁଃଖ ଭୁଲିଯିବା। ଯେମିତି ଏହି ଦମ୍ପତିମାନେ ପରସ୍ପରକୁ ପ୍ରେମ କରିଥିଲେ।…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ସହିତ ଯୋଗାଯୋଗ କରିଛି। ICC PCBକୁ ଏକ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ ୨୬ତାରିଖ ପର୍ଯ୍ୟନ୍ତ ଅନଲାଇନରେ ଆବେଦନ କରିପାରିବେ । ଯଦି ସରକାରୀ ବ୍ୟାଙ୍କରେ ଚାକିରି…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି। ସେଥିପାଇଁ ସେମାନଙ୍କ ବେଡ୍‌ରୁମ୍‌ର ସାଜସଜ୍ଜାକୁ ନେଇ କିଛିଟା…

ଭାଲେଣ୍ଟାଇନ୍ସ ଡେ’ରେ ସାଥୀଙ୍କୁ ଦେବାକୁ ଭୁଲନ୍ତୁନି ଏସବୁ , ନହଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ ଭାଲେଣ୍ଟାଇନ୍ସ ଡେ’ରେ ଏମିତି କିଛି ଉପହାର ସାଥୀକୁ ଦିଅନ୍ତୁ; ଯାହା ତାଙ୍କୁ ଖୁସି ଦେବା ସହ ତାଙ୍କ ଜୀବନରେ ସୁଖ, ସମୃଦ୍ଧି ବି ଆଣିଦେଉଥିବ… * ହାର୍ଟ ଶେପ୍‌ର ଚକୋଲେଟ୍‌ ବକ୍ସ ଭାଲେଣ୍ଟାଇନ୍ସ ଡେ’ରେ ସାଥୀକୁ ଦେବା ପାଇଁ…

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ ପାଇଁ ସ୍ୱତନ୍ତ୍ର । ଶୁକ୍ର ଗ୍ରହର ପ୍ରେମ ଜୀବନ ଉପରେ ଗଭୀର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?