ଭେଣ୍ଟିଲେଟରରେ ଅଜିତ୍ ଯୋଗୀ
ରାୟପୁର,୯।୫: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ୍ ଯୋଗୀଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ହୃଦ୍ଘାତ ଯୋଗୁ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ରାୟପୁରର ଶ୍ରୀ ନାରାୟଣ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ଅବସ୍ଥା ଗୁରୁତର ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ୭୪ ବର୍ଷ ବୟସ୍କ…
କରୋନା ସଂକ୍ରମଣ ପାଇଁ ଦାୟୀ ଚାଇନା: ସୁପ୍ରିମ୍କୋର୍ଟରେ ୬୦ ହଜାର କୋଟି ଡଲାରର କ୍ଷତିପୂରଣ ମାମଲା
ନୂଆଦିଲ୍ଲୀ,୯।୫: ପୃଥିବୀରେ କରୋନା ସଂକ୍ରମଣ ପାଇଁ ଚାଇନାକୁ ଦାୟୀ କରାଯାଉଛି। ଉହାନ୍ର ଏକ ଲ୍ୟାବ୍ରୁ ଏହା ଲିକ୍ ହୋଇଥିବା କୁହାଯାଉଛି। ଇିତମଧ୍ୟରେ ଆମେରିକା, ବ୍ରିଟେନ୍, ଜର୍ମାନୀ ଆଦି ଦେଶ କରୋନା ସଂକ୍ରମଣ ଲାଗି ଚାଇନାକୁ ଦାୟୀ କରିଛନ୍ତି। ଏବେ ଭାରତରେ କରୋନା…
କରୋନା ଚିକିତ୍ସା ନିୟମରେ ପରିବର୍ତ୍ତନ
ନୂଆଦିଲ୍ଲୀ,୯।୫: କରୋନା ସଂକ୍ରମିତ ରୋଗୀ ସୁସ୍ଥ ହେବା ପରେ ହସ୍ପିଟାଲରୁ ଡିସଚାର୍ଜ ହେବା ପାଇଁ ଯେଉଁସବୁ ନିୟମ ରହିଥିଲା ସେଥିରେ କିଛିଟା ପରିବର୍ତ୍ତନ କରାଯାଇଥିବା ଜଣାପଡିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଏହାକୁ ନେଇ ନୂଆ ନିୟମ…
ପ୍ରବାସୀଙ୍କୁ ନେଇ ଖବର ସଂଗ୍ରହ ବେଳେ କରୋନା ସତର୍କତାକୁ ମାନୁନାହାନ୍ତି ଗଣମାଧ୍ୟମ ପ୍ରତିନିଧି: ପରାମର୍ଶନାମା ଜାରି କଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର, ୯।୫(ଡି.ଏନ୍.ଏ.)-ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଫେରନ୍ତା ପ୍ରବାସୀଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଗଣମାଧ୍ୟମ ପ୍ରତିନିଧିମାନେ ସମ୍ପୃକ୍ତ ବିଷୟରେ ଖବର ସଂଗ୍ରହ ବେଳେ ସାମାଜିକ ଦୂରତା ଅବଲମ୍ବନ କରୁ ନ ଥିବାକୁ ନେଇ…
ମୁମ୍ବାଇରେ ପୂର୍ବତନ ଜିଲାପରିଷଦ ସଭ୍ୟଙ୍କ ମୃତ୍ୟୁ
ଛତ୍ରପୁର,୯।୫(ଡି.ଏନ୍.ଏ.): ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ ବଡମାଧପୁର ଗ୍ରାମର ଜଣେ ଓଡ଼ିଆଙ୍କର ମୁମ୍ବାଇ ମେଡିକାଲରେ ଶନିବାର ଭୋରରେ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲାର ପୂର୍ବତନ ଜିଲା ପରିଷଦ ସଭ୍ୟ ଅଭିମନ୍ୟୁ ସେଠୀ। ଗତ କିଛି ବର୍ଷ ହେବ ଅଭିମନ୍ୟୁ…
ତ୍ରିପୁରାର ୧୧୬ କରୋନା ସଂକ୍ରମିତଙ୍କ ମଧ୍ୟରେ ୧୦୨ ବିଏସ୍ଏଫ୍ କର୍ମଚାରୀ
ଅଗରତାଲା,୯।୫: ତ୍ରିପୁରାରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୬ରେ ପହଞ୍ଚିଛି। ସଂକ୍ରମିତଙ୍କ ମଧ୍ୟରେ ୧୦୨ ଜଣ ବିଏସ୍ଏଫ୍ କର୍ମଚାରୀ ରହିଛନ୍ତି। ୮୬ ବାଟାଲିୟନ୍ର ଯବାନଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଥିଲା। ସଂକ୍ରମିତଙ୍କ…
ରେସ୍ତୋରାଁରେ ମିଳିବ ମଦ
ବେଙ୍ଗାଲୁରୁ,୯।୫: କରୋନା ଭାଇରସକୁ ନେଇ ସାରା ଦେଶରେ ଚାଲିଛି ଲକ୍ଡାଉନ। ତେବେ ଲକ୍ଡାଉନ ୩.୦ରେ କିଛିଟା ନିୟମ କୋହଳ କରାଯାଇଛି। ଏମିତିକି ସରକାର ମଦ ବିକ୍ରିପାଇଁ ଅନୁମତି ଦେବା ପରେ ଦୋକାନ ସାମ୍ନାରେ ନାହିଁ ନ ଥିବା ଭିଡ ଦେଖିବାକୁ ମିଳିଛି।…
ରାମମନ୍ଦିର ନିର୍ମାଣ ପାଇଁ ଦାନ କଲେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଆୟକର ଛାଡ: କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି
ନୂଆଦିଲ୍ଲୀ,୯।୫: ରାମମନ୍ଦିର ନିର୍ମାଣ ପାଇଁ ଦାନ କରୁଥିବା ବ୍ୟକ୍ତିଙ୍କ ଆୟକର ଛାଡ କରାଯିବା ନେଇ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଆୟକର ଅଧିନିୟମ ଧାରା ୮୦-ଜିର ଉପଧାରା-୨ ଏବଂ ଖଣ୍ଡ-ବି ଅନ୍ତର୍ଗତ ଏଭଳି ସୁବିଧା ଦାନକାରୀଙ୍କୁ ଯୋଗାଇ ଦିଆଯିବ ବୋଲି କୁହାଯାଉଛି।…
ସୁକତେଲ ବ୍ରିଜ୍ ଭୁଶୁଡ଼ିବା ଘଟଣା: ଘଟଣାରୁ ନଜର ହଟାଇବାକୁ ନିର୍ବାହୀ ଯନ୍ତ୍ରୀ ନିଲମ୍ବିତ
ପାଟଣାଗଡ,୯।୫ (ଡି.ଏନ.ଏ.): ଗତ ଏପ୍ରିଲ ୨୯ ତାରିଖରେ ପାଟଣାଗଡ ବ୍ଲକ ତମିଆ ମୁଦଲସର ସୁକତେଲ ସେତୁରେ ମରାମତି କାମ ଚାଲିଥିବା ବେଳେ ପୋଲ ଭୁଷଡି ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାରେ ଦୋଷୀ ସହକାରୀ ନିର୍ବାହୀ ଯନ୍ତ୍ରୀ…
ଗଞ୍ଜାମ ସ୍ଥିତି ସାଙ୍ଘାତିକ: ସୁରଟରୁ ସୁନାମି ଭଳି ଆସୁଛନ୍ତି କରୋନା ପଜିଟିଭ୍
ବ୍ରହ୍ମପୁର ଅଫିସ,୯।୫ – ବିଶ୍ୱରେ କରୋନା ଭୁତାଣୁ ଏବେ ଆତଙ୍କ ସୃଷ୍ଟି କରିଛି। ଏହାକୁ ନେଇ ରାଷ୍ଟ୍ର ସମୁଦାୟ ଭୟଭୀତ ହେବା ସହ ଆଶା ଆଶଙ୍କାରେ ଦିନ କାଟୁଛନ୍ତି। ଏହିଧାରାରେ ଓଡ଼ିଶାରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଗ୍ରୀନଜୋନ୍ରେ ଥିବା…
ଅନ୍ତେଷ୍ଟିକ୍ରିୟାରେ ଯୋଗ ଦେବେ ୨୦ଜଣ ହେଲେ ମଦ ଦୋକନ ସାମ୍ନାରେ ରୁଣ୍ଡ ହୋଇପାରିବେ ୧୦୦୦: ସଞ୍ଜୟ ରାଉତ
ମୁମ୍ବାଇ,୯।୫: ଦେଶରେ କରୋନା ଭାଇରସକୁ ନେଇ ଚାଲିଥିବା ଲକ୍ଡାଉନ ସମୟରେ ମଦ ବିକ୍ରିକୁ ସରକାର ଅନୁମତି ଦେବା ପରେ ଏବେ ଏହାକୁ ନେଇ ବିଭିନ୍ନ ପ୍ରତିକ୍ରିୟା ଦେଖିବାକୁ ମିଳିଛି। ଶନିବାର ଶିବସନା ନେତା ସଞ୍ଜୟ ରାଉତ ଟୁଇଟ୍ କରି କହିଛନ୍ତି, ଅନ୍ତେଷ୍ଟିକ୍ରିୟାରେ…
ପ୍ରବାସୀଙ୍କ ଟ୍ରେନ୍ ରାଜ୍ୟରେ ପ୍ରବେଶ ଅନୁମତି ନ ଦେବାରୁ ମମତାଙ୍କ ପାଖକୁ ପତ୍ର ଲେଖିଲେ ଶାହା
ନୂଆଦିଲ୍ଲୀ,୯।୫: କେନ୍ଦ୍ର ସରକାର ଓ ପଶ୍ଚିମବଙ୍ଗ ସରକାରଙ୍କ ମଧ୍ୟରେ ଲାଗି ରହିଥିବା ତୁତୁ ମେମେ ଏବେ ପୁଣିଥରେ ଦେଖିବାକୁ ମିଳିଛି। ଏବେ ପୁଣିଥରେ ପ୍ରବାସୀ ଶ୍ରମିକଙ୍କୁ ନେଇ ପରସ୍ପର ମଧ୍ୟରେ ଟଣାଓଟରା ଆରମ୍ଭ ହୋଇଯାଇଛି। କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ…

