Home Left

ପିଆଜ କିଣି ଅଡୁଆରେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୨।୨(ବ୍ୟୁରୋ):ଅତ୍ୟାବଶ୍ୟକ ସାମଗ୍ରୀ ପିଆଜର ଦର ବୃଦ୍ଧି ଦୁଇ ତିନି ମାସ ଧରି ସାଧାରଣ ଖାଉଟିଙ୍କୁ ହନ୍ତସନ୍ତ କରିବା ପରେ ଏବେ ବଜାରରେ ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ପିଆଜ କିଲୋ ହୋଲସେଲ ବଜାରରେ ୨୫ ଟଙ୍କା ଥିବାବେଳେ ଖୁଚୁରା ବଜାରରେ ୩୦…

ଘର ସହ ଜଳିଗଲେ ନବବଧୂ

ଭଦ୍ରକ ଅଫିସ, ୧୨।୨: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନସ୍ଥ ସେରପୁର ଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଅଗ୍ନିକାଣ୍ଡ ଘଟି ତିନି ବଖରା ସହ ଜଣେ ନବବଧୂ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ମୃତକ ଜଣକ ହେଲେ ସରୋଜିନୀ ପରିଡା। ସରୋଜିନୀଙ୍କୁ…

ସନ୍ଧ୍ୟା ୬ଟା ପରେ ଭୋଜନ: ବଢ଼ାଏ ଟାଇପ୍‌-୨ ଡାଇବେଟିସ୍‌ ଆଶଙ୍କା

ଲଣ୍ଡନ: ସନ୍ଧ୍ୟା ୬ ପରେ ଭୋଜନ କଲେ ଶରୀର ଉପରେ ଖରାପ ପ୍ରଭାବ ପଡ଼ିଥାଏ। ଏହା ହାର୍ଟର ସ୍ବାଭାବିକ କାର୍ଯ୍ୟରେ ବାଧା ସୃଷ୍ଟି କରିବା ସହିତ ଟାଇପ୍‌-୨ ଡାଇବେଟିସ୍‌ ଆଶଙ୍କା ବୃଦ୍ଧି କରିଥାଏ। କାଲିଫର୍ନିଆର ସାକ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ କରାଯାଇଥିବା ଏକ…

ବନ୍ଧୁକରେ ରୋମାନ୍ସ ବେଳେ ଗୁଳି ଫୁଟିବା ଘଟଣା: ପୋଲିସକୁ ଭୁଆଁ ବୁଲାଇଲେ ଆଶିଷ, ରାଜେଶ

ଭୁବନେଶ୍ୱର, ୧୨।୨(ବ୍ୟୁରୋ):ବନ୍ଧୁକରେ ରୋମାନ୍ସ ବେଳେ ଗୁଳି ଫୁଟି ପ୍ରେମିକା ଆହତ ହେବା ଘଟଣାରେ ଗିରଫ ପ୍ରେମିକ ଆଶିଷ କୁମାର ନାୟକଙ୍କୁ ମଙ୍ଗଳବାର ଜେଲ ଯିବାକୁ ପଡ଼ିଛି। ତାଙ୍କୁ ଗିରଫ ପରେ ଇନ୍‌ଫୋସିଟି ଥାନା ପୋଲିସ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ ଚାଲାଣ କରିଥିଲା।…

ଶିଶୁର ଜୀବନ ଚାଲିଯିବା ପରେ…ରାସ୍ତା ନା ହସ୍ପିଟାଲ ଦାୟୀ

ଭୁବନେଶ୍ୱର, ୧୨।୨ (ବ୍ୟୁରୋ): ବିଳମ୍ବ ଯୋଗୁ ଚାଲିଯାଇଛି ୫ବର୍ଷର ନୀଲ୍‌ ନୀତୀଶ ନାୟକଙ୍କ ଜୀବନ। ରାଜଧାନୀ ରାଜରାସ୍ତାରେ ମଙ୍ଗଳବାର ପୂର୍ବାହ୍ନରେ ଘଟିଥିଲା ଏହି ହୃଦୟଥରା ଘଟଣା। ତ୍ରୁଟିପୂର୍ଣ୍ଣ ତଥା ବିଳମ୍ବ ଚିକିତ୍ସା ଯୋଗୁ ନା ରାସ୍ତାରେ ଟ୍ରାଫିକ ଜାମ୍‌ ଯୋଗୁ ନୀତୀଶଙ୍କ…

ଘରୋଇ ବସ୍‌ରେ ବାର୍ଷିକ ଯାଉଛନ୍ତି ୨୦.୪୪ କୋଟି ଯାତ୍ରୀ

ପୁରୀ ଅଫିସ, ୧୨।୨:ଯାତ୍ରୀ ପରିବହନ ଏକ ସେବା। ବସ୍‌ ମାଲିକମାନେ ଏହିଭଳି ଏକ ସେବା ଯୋଗାଇ ଆସୁଛନ୍ତି। ଓଡ଼ିଶାର ଘରୋଇ ବସ୍‌ଗୁଡ଼ିକ ବର୍ଷକ ମଧ୍ୟରେ ୨୩୩ କୋଟି ୬୦ ଲକ୍ଷ କିଲୋମିଟର ଯାତ୍ରା କରି ୨୦.୪୪ କୋଟି ଯାତ୍ରୀ ପରିବହନ କରିଥାନ୍ତି।…

ଭୁବନେଶ୍ୱର ହେବ ଗାର୍ବେଜ୍‌ ଫ୍ରି ସିଟି

ଭୁବନେଶ୍ୱର, ୧୨।୨ (ବ୍ୟୁରୋ):ଭୁବନେଶ୍ୱର ଆଗାମୀଦିନରେ ଆଉ ଡଷ୍ଟବିନ୍‌ ଦେଖିବାକୁ ମିଳିବ ନାହିଁ। ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍‌ସିସି), ମ୍ୟାଟେରିଆଲ ରିକୋଭରି ଫ୍ୟାସିଲିଟି ସେଣ୍ଟର (ଏମ୍‌ଆରଏଫ) ଓ ପ୍ୟାରୋଲାଇସିସ୍‌ ପ୍ଲାଣ୍ଟ କାର୍ଯ୍ୟକ୍ଷମ ହେବା ପରେ ସହରରେ ଆଉ ଡଷ୍ଟବିନ୍‌ର ବ୍ୟବହାର ହେବନାହିଁ। ସଫେଇ…

ରେଳମନ୍ତ୍ରୀଙ୍କୁ ଭେଟିଲା ବିଧାନସଭା ରେଲଓ୍ବେ କମିଟି

ଭୁବନେଶ୍ୱର,୧୨।୨(ବ୍ୟୁରୋ) :ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଗତବର୍ଷ ବ୍ୟୟବରାଦଠାରୁ ୧୬୨୦କୋଟି ଟଙ୍କା କମ୍‌ ରହିଥିବା ଯୋଗୁ ବିଧାନସଭାର ରେଲଓ୍ବେ କମିଟି ଉଦ୍‌ବେଗ ପ୍ରକାଶ କରିଛି। କେନ୍ଦ୍ରର…

ଜନସାଧାରଣ ଶାନ୍ତି ଚାହାନ୍ତି, ହିଂସା ନୁହେଁ: ନିଶିକାନ୍ତ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ଅରବିନ୍ଦ କେଜ୍‌ରିୱାଲଙ୍କ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ତୃତୀୟଥର ଦିଲ୍ଲୀ ବିଧାନସଭା ନିର୍ବାଚନରେ ସଫଳତା ପାଇଛି। ଦିଲ୍ଲୀ ବ୍ୟତୀତ ପଞ୍ଜାବ, ହରିୟାଣା, ଗୋଆ ଭଳି ରାଜ୍ୟରେ ଦଳର ସଙ୍ଗଠନ ରହିଛି। ଓଡ଼ିଶାରେ ମଧ୍ୟ ଦଳ କାର୍ଯ୍ୟ କରୁଛି। ନିର୍ବାଚନୀ ରାଜନୀତିରେ ଦଳ…

କୁହୁଡି ହେଲା କାଳ: ଆମ୍ବୁଲାନ୍ସକୁ ପିଟିଲା ଆମ୍ବୁଲାନ୍ସ, ୪ ଆହତ

ଭଦ୍ରକ ଅଫିସ, ୧୨।୨: କୁହୁଡି ଯୋଗୁ ଆମ୍ବୁଲାନ୍ସକୁ ପଛରୁ ପିଟିଛି ଆଉ ଏକ ଆମ୍ବୁଲାନ୍ସ। ଏଥିରେ ଦୁଇ ଜଣ ରୋଗୀଙ୍କ ସହ ୪ଜଣ ଆହତ ହୋଇଛନ୍ତି। ୧୬ ନମ୍ବର ଜାତୀୟ ରାଜପଥନ୍‌ର ଭଦ୍ରକ ଡାହାଣୀଗଢିଆ ନିକଟରେ ଏହି ଦୁର୍ଘଟଣା ଘଟିଛି। ଘନ…

ଚୁମ୍ବନ ଦିବସ: ଚାଇନାରେ ନୋ କିସିଂ କଟକଣା

ବେଜିଂ,୧୨।୨: ଭାଲେଣ୍ଟାଇନ୍‌ ଓ୍ବିକ୍‌ର ଷଷ୍ଠ ଦିନକୁ କିସ୍‌ ଡେ’ ବା ଚୁମ୍ବନ ଦିବସ ଭାବେ ପାଳନ କରାଯାଇଥାଏ। ପ୍ରେମୀଯୁଗଳ ପରସ୍ପରକୁ ଚୁମ୍ବନ ଦେବାଦ୍ୱାରା ବହୁ ଶାରୀରିକ ସମସ୍ୟା ଦୂର ହୋଇଥାଏ ବୋଲି ଚିକିତ୍ସା ବୈଜ୍ଞାନୀ ମତ ଦେଇଥାନ୍ତି। ଏହା ଅବସାଦ ଦୂର…

ଟ୍ରକ୍‌କୁ ପିଟିଲା ତୀର୍ଥଯାତ୍ରୀ ବସ୍‌: ୨ ମୃତ, ୧୫ ଗୁରୁତର

ଭଦ୍ରକ ଅଫିସ, ୧୨।୨: ଜାତୀୟ ରାଜପଥ କଡରେ ଛିଡା ହୋଇଥିବା ଧାନ ବୋଝେଇ ଟ୍ରକକୁ ସାମ୍ନା ପଟୁ ପିଟଛି ଏକ ତୀର୍ଥଯାତ୍ରୀ ବସ୍‌। ଫଳରେ ୨ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଯାତ୍ରୀ ଗୁରୁତର ଓ ୨୦ ଜଣରୁ ଅଧିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri