୪୬୫ ବର୍ଷ ପୂର୍ବରୁ ନୋତ୍ରାଦମସ କରିଥିଲେ କରୋନାଭାଇରସର ଭବିଷ୍ୟବାଣୀ!
ନୂଆଦିଲ୍ଲୀ,୧୧।୨: କରୋନାଭାଇରସ ଏବେ ବିଶ୍ୱବାସୀଙ୍କ ଚିନ୍ତା ବଢାଇ ଦେଇଛି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନାଭାଇରସର ସଂକ୍ରମଣ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏହାର ଆରୋଗ୍ୟକୁ ନେଇ ଏପର୍ଯ୍ୟନ୍ତ କୌଣସି ଔଷଧ ପ୍ରସ୍ତୁତ ନ ହୋଇଥିବା ବେଳେ ଏହାର ଭୟାବହତା…
ଶିଲାଙ୍କ ପରି ହ୍ୟାଟ୍ରିକ୍ ମାରିପାରନ୍ତି କେଜରିଓ୍ବାଲ
ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ଶାସନ କ୍ଷମତାର ଚାବି ପୁଣି ଆମ ଆଦମୀ ପାର୍ଟି(ଏଏପି) ହାତକୁ ଯାଉଥିବା ନେଇ ସୂଚନା ମିଳୁଛି। ଯଦି କେଜରିଓ୍ବାଲ ଚଳିତ ବିଧାନସଭା ନିର୍ବାଚନରେ ବିଜୟ ହାସଲ କରନ୍ତି, ତେବେ କଂଗ୍ରେସର ବରିଷ୍ଠ ନେତ୍ରୀ ସ୍ବର୍ଗତା ଶିଲା ଦୀକ୍ଷିତଙ୍କ ଭଳି…
ଆତ୍ମଘାତୀ ବିସ୍ଫୋରଣ: ୫ ମୃତ
କାବୁଲ,୧୧।୨: ଆଫଗାନିସ୍ତାନ କାବୁଲରେ ଏକ ଆତ୍ମଘାତୀ ବିସ୍ଫୋରଣରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୩ ଜଣ ସୈନ୍ୟ ବିଭାଗ କର୍ମଚାରୀ ରହିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ଏହି ଘଟଣାରେ ୧୨ରୁ ଅଧିକ ଳୋକ ଆହତ ହୋଇଛନ୍ତି। ଆହତଙ୍କୁ…
ପରକୀୟା ପ୍ରୀତିର କୁପରିଣତି: ସ୍ତ୍ରୀର ପ୍ରେମିକାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ବାମୀ
ଜଳେଶ୍ବର,୧୧।୨(ସ୍ବ.ପ୍ର.): ପରକୀୟା ପ୍ରୀତିର କୁପରିଣତି ସ୍ବରୂପ ସ୍ତ୍ରୀର ପ୍ରେମିକାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ ସ୍ବାମୀଙ୍କ ଆତ୍ମସମର୍ପଣ। ଏଭଳି ଘଟଣା ଘଟିଛି ବାଲେଶ୍ବର ଜିଲା ରାଇବଣିଆ ଥାନା ଅନ୍ତର୍ଗତ ଦୁଧିଆଖାଳି ଗାଁରେ। ମୃତ ପ୍ରେମିକ ହେଲେ ପ୍ରଶାନ୍ତ ଦାସ । ସୂଚନାଯୋଗ୍ୟ,…
ମହିଳା ଟି୨୦ ବିଶ୍ୱକପ୍ରେ ଫ୍ରଣ୍ଟ ଫୁଟ ନୋ ବଲ ଦେଖିବ କମ୍ପ୍ୟୁଟର
ଦୁବାଇ,୧୧।୨- ପ୍ରଥମ ଥର ପାଇଁ ଆଇସିସି ମହିଳା ଟି୨୦ ବିଶ୍ୱକପ୍ ଭଳି ବଡ଼ ଟୁର୍ନାମେଣ୍ଟରେ ଫ୍ରଣ୍ଟ ଫୁଟ ନୋ ବଲ ଟେକ୍ନୋଲୋଜି ବ୍ୟବହାର କରାଯିବ। ନିକଟ ଅତୀତରେ ଅନ୍ତର୍ଜାତୀୟ ସ୍ତରରେ ଏହାର ସଫଳ ବ୍ୟବହାର ପରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)…
ଭାଲେଣ୍ଟାଇନ୍ସ ଫ୍ୟାଶନ
ପାର୍ଟନର ପ୍ରତି ନିଜର ଭଲପାଇବା ଜାହିର କରିବା ପାଇଁ ଭାଲେଣ୍ଟାଇନ୍ସ ଡେ’ଠାରୁ ଭଲ ଦିନ ଆଉ କ’ଣ ଅଛି ? ଯଦି ଆପଣ ଏହି ଦିନକୁ ଖାସ୍ ବନାଇବା ପାଇଁ ଚାହୁଁଛନ୍ତି ତେବେ ନିମ୍ନୋକ୍ତ ବିଷୟ ପ୍ରତି ଧ୍ୟାନ ଦିଅନ୍ତୁ…. ଲେସ୍…
ଚାଇନାରୁ ରାଞ୍ଚି, ଜମସେଦପୁରକୁ ଫେରିଥିବା ୪ ବ୍ୟକ୍ତିଙ୍କ ରକ୍ତ ନମୂନା ନେଗେଟିଭ
ରାଞ୍ଚି,୧୧।୨: ଚାଇନା ସହ ବିଶ୍ୱର ଅନ୍ୟ ଦେଶଗୁଡିକରେ କରୋନାଭାଇରସ୍ ବ୍ୟାପିବାରେ ଲାଗିଛି। ଚାଇନାରେ ଏବେ ପର୍ଯ୍ୟନ୍ତ ଏଥିରେ ଆକ୍ରାନ୍ତ ହୋଇ ହଜାରେରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୪୨ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। କରୋନାଭାଇରସ୍ରେ ସଂକ୍ରମିତରୁ ହୋଇଥିବା…
ଭାରତର ଆତ୍ମାକୁ ବିଜୟୀ କରାଇଛନ୍ତି ଦିଲ୍ଲୀବାସୀ: କେଜରିଓ୍ବାଲଙ୍କୁ ଭେଟିଲେ ପ୍ରଶାନ୍ତ କିଶୋର
ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଏଏପି ଏକ୍ଜିଟ୍ ପୋଲ୍ ଅନୁମାନ ସତ୍ୟରେ ପରିଣତ ହୋଇଛି। ଦିଲ୍ଲୀବାସୀ ପୁଣିଥରେ ଆମ୍ ଆଦ୍ମୀ ପାର୍ଟି(ଏଏପି) ପ୍ରତି ନିଜର ସମର୍ଥନ ଜଣାଇଛନ୍ତି। ଏନେଇ ଏଏପିର ରାଜନୈତିକ ରଣନୀତିକାର ପ୍ରଶାନ୍ତ କିଶୋର ଦିଲ୍ଲୀବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଦିଲ୍ଲୀବାସୀ…
୨୦୨୪ ଲୋକ ସଭା ନିର୍ବାଚନକୁ ନେଇ ଏବେଠାରୁ ହେଲାଣି ଆକଳନ
ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହେବା ପୂର୍ବରୁ ଆମ ଆଦମୀ ପାର୍ଟି(ଏଏପି) କାର୍ଯ୍ୟାଳୟରେ ଉତ୍ସବ ପାଳନ କରାଯାଇଛି। ଏଥିରେ କର୍ମୀଙ୍କ ଉତ୍ସାହ ଦେଖିବାକୁ ମିଳିଛି। ତେବେ କାର୍ଯ୍ୟାୟଳ ବାହାରେ ଏକ ଭିନ୍ନ ଦୃଶ୍ୟ ସମସ୍ତଙ୍କ ଦୃଷ୍ଟିକୁ ଆସିଛି। ସେଠାରେ…
ଯବାନଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ
ପୁଞ୍ଚ.୧୧।୨: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ପୁଣି ଥରେ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିବିନିମୟରେ ୩ ଆତଙ୍କବାଦୀ ନିହତ ହୋଇଥିବା ନେଇ ମଙ୍ଗଳବାର ସୂଚନା ମିଳିଛି। ସୂଚନାଯୋଗ୍ୟ, ଫେବୃୟାରୀ ୯ରେ ମେଣ୍ଢର ସେକ୍ଟରର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରିଥିଲା।…
ବାଇକ୍ରେ ନିଆଁ ଲଗାଇଲେ ଦୁର୍ବୃତ୍ତ
କେନ୍ଦୁଝର,୧୧।୨(ସ୍ବ.ପ୍ର.) :କେନ୍ଦୁଝର ସହର ମାଇନିଂ ସ୍କୁଲ କଲୋନିରେ ରହୁଥିବା ଜଣେ କର୍ମଚାରୀଙ୍କ ବାଇକ୍ରେ କେହି ଦୁର୍ବୃତ୍ତ ସୋମବାର ବିଳମ୍ବିତ ରାତିରେ ନିଆଁ ଲଗାଇଥିବା ଜଣାପଡ଼ିଛି। ବାଇକ୍ଟି ଘର ବାହାରେ ରହିିଥିବା ବେଳେ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗେଇ ଦେଇଥିଲେ। ପରେ…
କୂଅରେ ବୁଡି ବୃଦ୍ଧଙ୍କ ମୃତ୍ୟୁ ଘଟଣା: ରାତି ଅଧରେ ବ୍ୟବଚ୍ଛେଦ ଦାବିରେ ସମ୍ପର୍କୀୟଙ୍କ ଡାକ୍ତରଙ୍କୁ ମାଡ଼ ଅଭିଯୋଗ
ପାଟଣା,୧୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ବିଳମ୍ବିତ ରାତିରେ ଜଣେ ବୃଦ୍ଧଙ୍କ ମୃତଦେହ ବ୍ୟବ୍ୟଚ୍ଛେଦ ଦାବିରେ ସେମାନଙ୍କ ସମ୍ପର୍କୀୟ ୨ ଡାକ୍ତରଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ମୃତକଙ୍କ ୩ ସମ୍ପର୍କୀୟ ମାଡ଼ ମାରିବା ସହ ଅସଭ୍ୟ ଭାଷାରେ…
Archives


