ଓଡ଼ିଶୀ ନୃତ୍ୟରେ ଗୁରୁ କେଳୁଚରଣଙ୍କୁ ଶ୍ରଦ୍ଧାଞ୍ଜଳି
ପୁରୁଣା ଭୁବନେଶ୍ୱର,୧୧ା୨(ଡି.ଏନ୍.ଏ.): ଐତିହାସିକ ଧଉଳି ପାହାଡ ପାଦଦେଶରେ ସୋମବାର ଉଦ୍ଘାଟିତ ହୋଇଯାଇଛି ୧୬ଶ ଧଉଳି କଳିଙ୍ଗ ମହୋତ୍ସବ। ଗୁରୁ କେଳୁଚରଣ ମହାପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ସ୍ବରୂପ ପରିବେଷିତ ହୋଇଥିଲା ଓଡ଼ିଶୀ ନୃତ୍ୟ ପଲ୍ଲବି, ଯାହା ରାଗ ଶଙ୍କରାଭରଣ ଓ ହଂସଧ୍ୱନି ଏବଂ ତାଳ…
କରୋନାଭାଇରସ: ଜାପାନ ଜାହାଜରେ ଫସିଥିବା ଭାରତୀୟ ଉଦ୍ଧାର ପାଇଁ ମୋଦିଙ୍କୁ କଲେ ଅନୁରୋଧ
ଟୋକିଓ,୧୧।୨: କରୋନାଭାଇରସ ଏବେ ସାରା ଦେଶକୁ ଏକ ପ୍ରକାର ଭୟଭୀତ କରି ରଖିଥିବା ବେଳେ ଜାପାନ ବନ୍ଦରରେ ଲାଗିଥିବା ଏକ ଜାହାଜରେ ଫସି ରହିଥିବା କେତେଜଣ ଭାରତୀୟ କ୍ରିୟୁ ମେମ୍ବର ଏବେ ସେମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…
‘କ୍ଷୁଦ୍ର ଶିଳ୍ପକୁ ପ୍ରୋତ୍ସାହନ ଦେବା ଭଳି ପରିବେଶ କରାଯାଇନାହିଁ’
କଟକ ଅଫିସ, ୧୧ା୨: ବାଣିଜ୍ୟରେ ଓଡ଼ିଶାର ଇତିହାସ ହଜାର ବର୍ଷ ପୁରୁଣା। ସେହି ସମୟରେ ଅନ୍ୟ ରାଜ୍ୟଠାରୁ ଓଡ଼ିଶା ବାଣିଜ୍ୟ କ୍ଷେତ୍ରରେ ବହୁ ଆଗରେ ଥିଲା। ଇତିମଧ୍ୟରେ ମଣିଷର ଚରିତ୍ର ଓ ଚାହିଦା ବଦଳି ଗଲାଣି। ସ୍ବାଧୀନତାଠାରୁ ଏବେ ପର୍ଯ୍ୟନ୍ତ ଏପରି…
ଫେବୃୟାରୀ ୨୪-୨୫ରେ ଭାରତ ଆସିବେ ଟ୍ରମ୍ପ
ଓ୍ବାଶିଂଟନ,୧୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ପତ୍ନୀ ମେଲେନିଆ ଟ୍ରମ୍ପ ଫେବୃୟାରୀ ୨୪-୨୫ରେ ଭାରତ ଗସ୍ତ କରିବେ। ରାଷ୍ଟ୍ରପତି ଭାବେ ଟ୍ରମ୍ପଙ୍କର ଏହା ପ୍ରଥମ ଭାରତ ଗସ୍ତ ହେବ। ହ୍ବାଇଟ୍ ହାଉସ୍ ପକ୍ଷରୁ କରାଯାଇଥିବା ଟୁଇଟ୍ରୁ ଏହି ସୂଚନା…
ଆନ୍ତଃ ରାଜ୍ୟ ଲୁଟେରା ଗ୍ୟାଙ୍ଗର ୮ ଗିରଫ
ପୁରୀ ଅଫିସ, ୧୧ା୨: ଗତ କିଛିଦିନ ଧରି ଏକ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗ ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଥିଲା। ଲୁଟେରାମାନଙ୍କୁ ଧରିବାକୁ ପୋଲିସ ଜାଲ ବିଛାଇଥିଲା। ସୋମବାର ପୁରୀ ପୋଲିସ ଏକ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ୮ ସଦସ୍ୟଙ୍କୁ ଗିରଫ କରିଛି।…
ପରୀକ୍ଷାଜନିତ ଚାପ ହ୍ରାସ କରିବ ‘ପରୀକ୍ଷା ପର୍ବ’
ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଆଉ ଅଳ୍ପଦିନ ରହିଲା ଦଶମ ଓ ଯୁକ୍ତ୨ ପରୀକ୍ଷା। ପରୀକ୍ଷାକୁ ନେଇ ମାତାପିତାମାନେ ଚିନ୍ତିତ ହେଉଥିବାବେଳେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଭୟ, ଅବସାଦ ଏବଂ ଆତ୍ମହତ୍ୟା ଭଳି ବିଚାର ଉତ୍ପନ୍ନ ହୋଇଥାଏ। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ଜାତୀୟ ଶିଶୁ…
ସୁସ୍ଥ ହୋଇ ଫେରିଲେ ଘନଶ୍ୟାମ, ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ
ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ମସ୍ତିଷ୍କ ମୃତ୍ୟୁ ଘଟିଥିବା ଗଞ୍ଜାମର ପି. ପ୍ରିୟଙ୍କାରାଣୀ ପାତ୍ରଙ୍କ କିଡ୍ନୀକୁ ସଫଳତାର ସହ ପ୍ରତିରୋପଣ କରାଯିବା ପରେ ଘନଶ୍ୟାମ ଜେନା ଏକ ନୂଆ ଜୀବନ ପାଇଛନ୍ତି। ଗତ ୪ ତାରିଖରେ ଆପୋଲୋ ହସ୍ପିଟାଲରେ ଦୀର୍ଘ ୬ଘଣ୍ଟା ଅସ୍ତ୍ରୋପଚାର ହୋଇଥିଲା।…
ନୂଆ ରୂପ ନେବ ଶିଳ୍ପୀଗ୍ରାମ ରଘୁରାଜପୁର
ଭୁବନେଶ୍ୱର,୧୧ା୨(ବ୍ୟୁରୋ):ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଏବଂ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରର ସୌନ୍ଦର୍ଯ୍ୟକରଣ ପରେ ରଘୁରାଜପୁରର ବିକାଶ ଲାଗି ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର। ଶିଳ୍ପୀଗ୍ରାମ ଭାବେ ପରିଚିତ ପୁରୀ ଜିଲାର ରଘୁରାଜପୁରକୁ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ଦେବାକୁ…
ହଟିଲା ହୋର୍ଡିଂ, ଭାଙ୍ଗିଲା ୪୦ ଦୋକାନ
ଭୁବନେଶ୍ୱର, ୧୧ା୨ (ବ୍ୟୁରୋ): ବିଗତ କିଛି ମାସ ହେବ ଭୁବନେଶ୍ୱରରେ ଜବରଦଖଲ ଉଚ୍ଛେଦ ଜୋର୍ଦାର ଚାଲିଛି। ସହରକୁ ସମ୍ପୂର୍ଣ୍ଣ ଜବରଦଖଲ ମୁକ୍ତ ଲକ୍ଷ୍ୟ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି), ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଓ କମିଶନରେଟ ପୋଲିସର ମିଳିତ…
ହଗ୍ ଡେ: ମାନସିକ ଚାପ ହ୍ରାସ କରେ ଆଲିଙ୍ଗନ…
ଭାଲେଣ୍ଟାଇନ୍ ଓ୍ବିକ୍ରେ ଫେବୃୟାରୀ ୧୨ରେ ପାଳିତ ହେବ ହଗ୍ ଡେ ବା ଆଲିଙ୍ଗନ ଦିବସ। ଆଲିଙ୍ଗନ କେବଳ ପ୍ରେମୀଯୋଡ଼ାଙ୍କ ଭଲ ପାଇବା ତଥା ଆବେଗକୁ ପରିପ୍ରକାଶ କରେ ନାହିଁ। ଏହାଦ୍ୱାରା ଶରୀରର ବହୁ ଉପକାର ହୋଇଥାଏ। ଏହାଦ୍ୱାରା ମାନସିକ ଚାପ ହ୍ରାସ…
୬୩ ବର୍ଷରେ ପାଦଦେଲେ ଟିନା ଅମ୍ବାନୀ: କର୍ଜ ଫିଲ୍ମ ଆଣିଥିଲା ପରିଚିତି
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଟିନା ଅମ୍ବାନୀ ମଙ୍ଗଳବାର ୬୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୫୭ ଫେବୃୟାରୀ ୧୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ୧୯୭୮ରେ ଦେବ ଆନନ୍ଦଙ୍କ ଫିଲ୍ମ ଦେଶ୍ ପରଦେଶ୍ରେ ଟିନା ବଲିଉଡ୍ରେ ଡେବ୍ୟୁ କରିଥିଲେ। ତେବେ ଋଷି କପୁରଙ୍କ…
ନାଇଜେରିଆରେ ଆତଙ୍କବାଦୀ ଆକ୍ରମଣ: ୩୦ ନିହତ
ଆବୁଜା,୧୧ା୨(ଆଇଏଏନ୍ଏସ୍): ନାଇଜେରିଆରେ ବୋର୍ନୋ ପ୍ରଦେଶରେ ବୋକୋ ହାରାମ ଆତଙ୍କବାଦୀଙ୍କ ଆକ୍ରମଣରେ ୩୦ ଜଣଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀମାନେ କେତେଜଣ ମହିଳା ଓ ଶିଶୁଙ୍କୁ ଅପହରଣ କରିନେଇଥିବାବେଳେ ୧୮ଟି ଗାଡ଼ି ପୋଡିଦେଇଛନ୍ତି। ଆତଙ୍କବାଦୀମାନେ କଣ୍ଡୁଗାସ୍ଥିତ ଔନୋ ସମ୍ପ୍ରଦାୟ ଉପରେ ଆକ୍ରମଣ କରିଥିଲେ। ଆକ୍ରମଣରେ…
Archives


