Home Left

ସନ୍ଦେହରେ ଗଣତନ୍ତ୍ରର ମୂଳଦୁଆ

ମ ଦେଶର ଗଣତନ୍ତ୍ରର ସ୍ବଚ୍ଛତା ଉପରେ ପ୍ରଶ୍ନ ଉଠିଛି। ପ୍ରଶ୍ନ ଉଠିଛି ଆମ ନିର୍ବାଚନୀ ବ୍ୟବସ୍ଥା ଉପରେ। ନିର୍ବାଚନ କମିଶନ ପ୍ରସ୍ତୁତ କରୁଥିବା ଭୋଟର ତାଲିକା  ଉପରେ, ଯାହାର ଆଧାରରେ ଦେଶର ପ୍ରତ୍ୟେକ ନାଗରିକ ଭୋଟଦେବା ପାଇଁ ଯୋଗ୍ୟ ବା ଅଯୋଗ୍ୟ…

ଦାୟିତ୍ୱ ନିର୍ବାହର ଦାୟବଦ୍ଧତା

ଆମମାନଙ୍କର ବ୍ୟକ୍ତିଗତ, ପାରିବାରିକ ଜୀବନ ହେଉ କି ସାମାଜିକ ଜୀବନ ହେଉ ଆମର କିଛି ନା କିଛି ଦାୟିତ୍ୱ ନିଶ୍ଚିତ ରହିଛି। ସେହିସବୁ ଦାୟିତ୍ୱଗୁଡିକୁ ଠିକ୍‌ ଭାବେ ନିର୍ବାହ କରିବା ହେଉଛି ପ୍ରତ୍ୟେକ ବ୍ୟକ୍ତିଙ୍କର କର୍ତ୍ତବ୍ୟ। ତେବେ ଆମେ ଯେତେବେଳେ ଏହା…

ୟୁରୋପ ଏତେ ଦୁର୍ବଳ କାହିଁକି

ଆମେରିକାର ଅସ୍ଥିରତା, ଚାଇନାର ଏକଚ୍ଛତ୍ରବାଦ ଓ ରୁଷିଆର ଆକ୍ରମଣାତ୍ମକ ତଥା ବିଦ୍ୱେଷ ଭାବନାକୁ ବିଶ୍ୱ ଏବେ ସାମ୍ନା କରୁଛି। ବିଶ୍ୱରେ ଏଭଳି ସ୍ଥିତିରେ ପରିବର୍ତ୍ତନ ପାଇଁ ଜଣେ ବିଶ୍ୱାସଯୋଗ୍ୟ ବ୍ୟକ୍ତି ବା ଗୋଷ୍ଠୀର ଆବଶ୍ୟକତା ଅନିବାର୍ଯ୍ୟ। ଯଦି ଦେଖାଯାଏ ତେବେ କେବଳ…

ଆଜି ପ୍ରାଚୀନ ତନ୍ତ୍ର ପୀଠରେ ପ୍ରସିଦ୍ଧ ଝାମୁଯାତ୍ରା: ନିଆଁରେ ଚାଲି ଭକ୍ତଙ୍କୁ ଦର୍ଶନ ଦେବେ ବାବା ଅଗ୍ନି ଭୈରବ

ଥୁଆମୂଳ ରାମପୁର ୧୨।୯(ଦୁର୍ଗା କୀର୍ତ୍ତି): ଉତ୍ସବ ମୁଖର ହୋଇଉଠିଛି ଥୁଆମୂଳ ରାମପୁର ଅଞ୍ଚଳ। ହଜାର ହଜାର ଭକ୍ତଙ୍କ ଗହଣରେ ଅଗ୍ନି ପରୀକ୍ଷା ଦେଇ ସମସ୍ତଙ୍କୁ ଦର୍ଶନ ଦେବେ ବାବା ଅଗ୍ନି ଭୈରବ ଦେବ । କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର…

ଚାନ୍ଦା ପାଇଁ କାଫେ ଭଙ୍ଗାରୁଜା: ଥାନାରେ ମାମଲା

ଭୁବନେଶ୍ୱର,୧୧ା୯: ଚାନ୍ଦା ଓ ବଟି ପାଇଁ ରାଜଧାନୀରେ ଏକ କାଫେରେ ଅପରାଧୀମାନେ ଆତଙ୍କରାଜ ଘଟାଇଛନ୍ତି। ଇନ୍‌ଫୋସିଟି ଥାନା ଅନ୍ତର୍ଗତ ପଥରଗାଡିଆ ଅଞ୍ଚଳରେ ଥିବା ଏକ କାଫେ ଆଣ୍ଡ୍‌ ରେସ୍ତୋରାରେ ଦୁର୍ବୃତ୍ତମାନେ ଭଙ୍ଗାରୁଜା କରିବା ସହ ମାଲିକଙ୍କୁ ଆକ୍ରମଣ କରିଛନ୍ତି। ସ୍ଥାନୀୟ ଅଞ୍ଚଳର…

ପୁରୀରୁ ନିଖୋଜ ନାବାଳିକା ଆନ୍ଧ୍ରପ୍ରଦେଶରୁ ଉଦ୍ଧାର

ପୁରୀ,୧୧ା୯(ଅଜିତ୍‌ କୁମାର ମହାନ୍ତି)-ପୁରୀ ସମୁଦ୍ରକୂଳ ଥାନା ଅନ୍ତର୍ଗତ ରାମମନ୍ଦିର ନିକଟରୁ ନିଖୋଜ ଥିବା ଜଣେ ନାବାଳିକାଙ୍କୁ ପୋଲିସ ଗୁରୁବାର ଆନ୍ଧ୍ରପ୍ରଦେଶରୁ ଉଦ୍ଧାର କରିଛି। ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି। ସମ୍ପୃକ୍ତ ନାବାଳିକା ନିଖୋଜ ଥିବା ନେଇ ସମୁଦ୍ରକୂଳ ଥାନାରେ…

ଆମେରିକାର ୟୁଟର୍ନ! ଭାରତର ଗୁଣଗାନ କରୁଛନ୍ତି ଟ୍ରମ୍ପଙ୍କ ନିକଟତମ ସହଯୋଗୀ, କହିଦେଲେ…

ଓ୍ବାଶିଂଟନ,୧୧।୯: ଭାରତର ପ୍ରଶଂସାରେ ଶତମୁଖ ହୋଇଛି ଆମେରିକା। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତମ ସହଯୋଗୀ ସର୍ଜିଓ ଗୋର ଗୁରୁବାର ଭାରତକୁ ଏକ ଗୁରୁତ୍ୱପୂର୍ଣ୍ଣ ପାର୍ଟନର ବୋଲି କହିଛନ୍ତି। ଭାରତ ସହିତ ଗୁରୁତ୍ୱପୂର୍ଣ୍ଣ ସହଭାଗିତାରେ ଆମେରିକାର ହିତଗୁଡ଼ିକୁ ଆଗେଇ ନେବା ପାଇଁ ପ୍ରତିବଦ୍ଧ…

ନୂଆପଡ଼ାରୁ ମଧ୍ୟପ୍ରଦେଶର ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୧୩ ଅଭିଯୁକ୍ତ

ନୂଆପଡ଼ା,୧୧ା୯ (ମକାରୁ ବେମାଲ): ନୂଆପଡ଼ା ସଦର ଥାନା ପୋଲିସ ପୃଥକ୍‌ ସ୍ଥାନରେ ଚଢାଉ କରି ୬୨ କିଗ୍ରା ଗଞ୍ଜେଇ ଜବତ କରି ୧୩ ଜଣଙ୍କୁ ଗିରଫ କରି କରିଛି। ଶୁକ୍ରବାର ପୋଲିସ ମୁଖ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମଳନୀରେ ଜିଲା ଆରକ୍ଷୀ ଅଧୀକ୍ଷକ…

ମୋଦିଙ୍କ ଗସ୍ତ ପୂର୍ବରୁ ଇସ୍ତଫା ଦେଲେ ୪୩ ଭାଜପା ସଦସ୍ୟ, ବଢ଼ିଲା ଚର୍ଚ୍ଚା

ଇମ୍ଫାଲ,୧୧ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତିଆଣ ହିଂସା କ୍ଷତିଗ୍ରସ୍ତ ମଣିପୁରକୁ ଗସ୍ତରେ ଯିବାର ଦିନକ ପୂର୍ବରୁ ଗୁରୁବାର ଉଖ୍ରୁଲ ଜିଲା ଫୁଙ୍ଗ୍ୟାର ନିର୍ବାଚନ ମଣ୍ଡଳୀର ଅନୂ୍ୟନ ୪୩ ଜଣ ଭାଜପା ସଦସ୍ୟ ସମୂହ ଇସ୍ତଫା ଦେଇଛନ୍ତି। ଦଳ ଭିତରେ ଚାଲିଥିବା କାର୍ଯ୍ୟକୁ…

ନେପାଳ ଜେଲରେ ସଂଘର୍ଷ: ୩ ମୃତ, ଜେଲରୁ ୧୫ ହଜାର ବନ୍ଦୀ ଚମ୍ପଟ

କାଠମାଣ୍ଡୁ,୧୧ା୯: ନେପାଳର ମାଧେଶ ପ୍ରଦେଶ ଅଧୀନ ରାମେଛାପ ଜିଲା ଜେଲରେ ଗୁରୁବାର ସୁରକ୍ଷା କର୍ମୀଙ୍କ ସହ ସଂଘର୍ଷରେ ୩ ଅନ୍ତେବାସୀଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୧୩ଜଣ ଆହତ ହୋଇଛନ୍ତି। ନେପାଳରେ ସରକାର ବିରୋଧୀ ହିଂସାତ୍ମକ ବିକ୍ଷୋଭ ଆରମ୍ଭ ହେବା ଦିନରୁ…

ଆଗାମୀ BCCI ଅଧ୍ୟକ୍ଷ ହେବେ ସଚିନ ତେନ୍ଦୁଲକର? ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୧।୯: ଭାରତୀୟ କ୍ରିକେଟର ମହାନ ବ୍ୟାଟ୍ସମ୍ୟାନ ତଥା ପୂର୍ବତନ ଅଧିନାୟକ ସଚିନ ତେନ୍ଦୁଲକର ଗୁରୁବାର ଦିନ ସେହି ସମସ୍ତ ଅଟକଳକୁ ଖଣ୍ଡନ କରିଛନ୍ତି, ଯେଉଁଥିରେ କୁହାଯାଉଥିଲା ଯେ ସେ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ)ର ପରବର୍ତ୍ତୀ ଅଧ୍ୟକ୍ଷ ହୋଇପାରନ୍ତି। ତେନ୍ଦୁଲକରଙ୍କ…

୨୫ ଦିନରେ ପହଞ୍ଚିଲା ବେସରକାରୀ ଅଧ୍ୟାପକ, କର୍ମଚାରୀଙ୍କ ଆନ୍ଦୋଳନ: ସରକାରଙ୍କୁ ଦେଲେ ଏମିତି ଚେତାବନୀ

ବୁଗୁଡ଼ା,୧୧।୯ (କାଳିଚରଣଦାଶ): ସ୍ଥାନୀୟ ପିପୁଲ୍ସ କଲେଜର ପରିଚାଳନା କମିଟି ଦ୍ୱାରା ନିଯୁକ୍ତ ସମସ୍ତ ଅଧ୍ୟାପକ ଓ କର୍ମଚାରୀଙ୍କ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି। ୨୦୦୮ ପରବର୍ତ୍ତୀ ପରିଚାଳନା କମିଟି ଦ୍ୱାରା ନିଯୁକ୍ତି ପାଇଥିବା ଅଧ୍ୟାପକ ଓ କର୍ମଚାରୀମାନଙ୍କୁ ଅନୁଦାନ ପ୍ରଦାନ ଦାବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri