ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ୧୪ ପୂର୍ବତନ ଆଇଏଏସ୍, ଆଇଏଫଏସ୍ ଅଧିକାର
ଭୁବନେଶ୍ୱର, ୧୧ା୨(ବ୍ୟୁରେ): ରାଜ୍ୟରେ ଦିନକୁ ଦିନ ସୂଚନା ଅଧିକାର କର୍ମୀଙ୍କ ଉପରେ ଆକ୍ରମଣ ବଢ଼ିବାରେ ଲାଗିଛି। କେନ୍ଦ୍ରାପଡ଼ାରେ ରଞ୍ଜନ ଦାସ ଓ କନ୍ଧମାଳ ଜିଲାରେ ଅଭିମନ୍ୟୁ ପଣ୍ଡା ଆରଟିଆଇ ତଥ୍ୟ ମାଧ୍ୟମରେ ସତ୍ୟ ସାମ୍ନାକୁ ଆଣିବା ପରେ ସେମାନଙ୍କୁ ଆକ୍ରୋଶମୂଳକ ଭାବେ…
ରେଳ ବଜେଟ ହ୍ରାସ ନେଇ ଆଜି ରେଳମନ୍ତ୍ରୀଙ୍କୁ ଭେଟିବ କମିଟି
ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଗତବର୍ଷ ବ୍ୟୟ ବରାଦଠାରୁ ୨୨୦କୋଟି ଟଙ୍କା କମ୍ ହୋଇଥିବାରୁ ବିଧାନସଭାର ରେଲଓ୍ବେ ଗୃହ କମିଟି ଉଦ୍ବେଗ ପ୍ରକାଶ କରିଛି।…
ଦ୍ୱିତୀୟ ବିମ୍ଷ୍ଟେକ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ-୨୦୨୦
ଭୁବନେଶ୍ୱର,୧୧ା୨(ବ୍ୟୁରୋ):ଭୁବନେଶ୍ୱର ଓ ପୁରୀଠାରେ ଦ୍ୱିତୀୟ ବିମଷ୍ଟେକ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ-୨୦୨୦ ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମ ଥର ଲାଗି ଓଡ଼ିଶାରେ ହେଉଥିବା ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରଠାରେ ଉଦ୍ଘାଟନ କରିବେ। ସେହିପରି ପୁରୀର କୋଣାର୍କ ନିକଟସ୍ଥ ରାମଚଣ୍ଡୀଠାରେ କ୍ଷେତ୍ରୀୟ…
ଗୋଆ ଫାର୍ମକୁ ମିଳିଲା ନାଡିଡିିହି ଖଣି
ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଗୋଆସ୍ଥିତ ସୋସିଇଦାଦେ ଡି ଫୋମେଣ୍ଟୋ ଇଣ୍ଟଷ୍ଟ୍ରିଆଲ ପ୍ରାଇଭେଟ ଲିମିଟେଡ ନାଡିଡିିହି ଲୁହାପଥର ଏବଂ ମାଙ୍ଗାନିଜ ଖଣି ନିଲାମ ନେବାରେ ସଫଳ ହୋଇଛି। ରବିବାର ବିଳମ୍ବିତ ରାତିରେ ହୋଇଥିବା ନିଲାମ ପ୍ରକ୍ରିୟାରେ ଉକ୍ତ କମ୍ପାନୀ ସମେତ ୧୦ ଜଣ ଅଂଶଗ୍ରହଣ…
୮ ବରିଷ୍ଠ ଓଏଏସ୍ଙ୍କୁ ଆଇଏଏସ୍ ପଦୋନ୍ନତି
ଭୁବନେଶ୍ୱର, ୧୧ା୨(ବ୍ୟୁରୋ):: ରାଜ୍ୟ ସରକାରଙ୍କ ୮ ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ଆଇଏଏସ୍ ଅଫିସର ପାହ୍ୟା ପଦୋନ୍ନତିକୁ କେନ୍ଦ୍ର ସରକାର ମୋହର ମାରିଛନ୍ତି। ରାଜ୍ୟ ସରକାରଙ୍କ ଏହି ପ୍ରସ୍ତାବକୁ ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ କାର୍ମିକ ମନ୍ତ୍ରଣାଳୟ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛି।…
ଅଭିନେତା ଅର୍ଦ୍ଧେନ୍ଦୁଙ୍କୁ ବିବାହ କରିବେ ମହାରଥୀଙ୍କ ଝିଅ
ଭୁବନେଶ୍ୱର,୧୧ା୨(ବ୍ୟୁରୋ):ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଅର୍ଦ୍ଧେନ୍ଦୁ ସୁନ୍ଦର ସାହୁଙ୍କୁ ବିବାହ କରିବେ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଝିଅ ପଲ୍ଲବୀ। ଫେବୃୟାରୀ ୨୬ରେ ବରମୁଣ୍ଡାଠାରେ ଥିବା ବିଜୁ ପଟ୍ଟନାୟକ ଖେଳ ପଡିଆରେ ଏହି ବିବାହ ଉତ୍ସବର ଆୟୋଜନ କରାଯିବ। ଏହାପରେ ୨୮ ତାରିଖରେ…
ବିପର୍ଯ୍ୟୟ ମୁକାବିଲା: ଓଡ଼ିଶାକୁ ମିଳିବ ୨୧ ଶହ କୋଟି
ଭୁବନେଶ୍ୱର,୧୧ା୨(ବ୍ୟୁରୋ): ପଞ୍ଚଦଶ ଅର୍ଥ କମିଶନ ସୁପାରିସ ଅନୁଯାୟୀ ରାଜ୍ୟକୁ ୨୦୨୦-୨୧ ଆର୍ଥ୍ତ୍କବର୍ଷ ପାଇଁ ୨୧ ଶହ କୋଟି ଟଙ୍କା ପ୍ରଦାନ କରିବାକୁ କେନ୍ଦ୍ର ସରକାର ସବୁଜ ସଙ୍କେତ ଦେଇଛନ୍ତି। ସେଥିରୁ ୪୦ ପ୍ରତିଶତ ଅର୍ଥ ରିଲିଫ ଓ ଉଦ୍ଧାର ପାଇଁ ବ୍ୟବହାର…
ଶପଥ ନେଲେ ବିଚାରପତି ସଞ୍ଜୀବ ପାଣିଗ୍ରାହୀ
କଟକ ଅଫିସ,୧୧ା୨: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ସୋମବାର ଅପରାହ୍ନରେ ଶପଥ ଗ୍ରହଣ କରିଛନ୍ତି ସଞ୍ଜୀବ କୁମାର ପାଣିଗ୍ରାହୀ। ହାଇକୋର୍ଟ ପୁରୁଣା କୋଠାର ନୂତନ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା…
ବନ୍ଧୁକରେ ରୋମାନ୍ସ, ଫୁଟିଲା ଗୁଳି
ଭୁବନେଶ୍ୱର, ୧୧ା୨(ବ୍ୟୁରେ): ପ୍ରେମିକାଙ୍କ ଶରୀରରେ ବନ୍ଧୁକ ଲଗାଇ ରୋମାନ୍ସ କରୁଥିଲେ ପ୍ରେମିକ। ଅଜାଣତରେ ଦବି ହୋଇଯାଇଥିଲା ଟ୍ରିଗର। ବନ୍ଧୁକର ଗୋଟିଏ ଗୁଳି ପ୍ରେମିକାଙ୍କ ଜଙ୍ଘରୁ ବାହାରି ଗୋଡ଼ର ଅନ୍ୟ ଏକ ଅଂଶରେ ପଶିଯାଇଥିଲା। ପ୍ରେମିକ ଜଣକ ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ସ୍ଥାନୀୟ…
ଦୋଷ ଘୋଡ଼ାଇବାକୁ ଉଦ୍ୟମ
ଭୁବନେଶ୍ୱର,୧୧।୨ (ବ୍ୟୁରୋ): ବିଦ୍ୟୁତ ବିଭାଗ ଅଧିକାରୀମାନଙ୍କ ଖାମଖିଆଲ ମନୋଭାବ ଯୋଗୁ ଅନେକ ସମୟରେ ଦୁର୍ଘଟଣା ଘଟୁଛି। ଉଜୁଡି ଯାଉଛି ଅନେକଙ୍କ ଘର ପରିବାର। ଘଟଣା ଘଟିବାର ଦିନେ ଦୁଇଦିନ ବିଭାଗୀୟ ତତ୍ପରତା ଦେଖିବାକୁ ମିଳୁଛି। ତା’ପରେ ସବୁକିଛି ପୂର୍ବଭଳି ଶିଥିଳ ହୋଇଯାଉଛି।…
ମିଳୁନି ଆଶାନୁରୂପ କର୍ମନିଯୁକ୍ତି
କେନ୍ଦ୍ରାପଡ଼ା ଅଫିସ୍, ୧୧।୨:କେନ୍ଦ୍ରାପଡ଼ା ଜିଲାରେ କର୍ମ ନିଯୁକ୍ତି ଏକ ପ୍ରମୁଖ ସମସ୍ୟା। ଜିଲାରେ ଶିଳ୍ପ ପ୍ରତିଷ୍ଠାନ ନଥିବା ବେଳେ ଅର୍ଥକରୀ ଫସଲ ପାଇଁ ପ୍ରୋତ୍ସାହନ ନ ଥିବାରୁ ଜିଲାର ଅନେକ ବ୍ୟକ୍ତି ଜିଲା ବା ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଉଛନ୍ତି।…
ପେଣ୍ଟିଂ ଆର୍ଟିଷ୍ଟଙ୍କ ଜୀବନ ଦୁର୍ବିଷହ: ଫ୍ଲେକ୍ସ, ଷ୍ଟିକର ଲଗାଇ ଅନୁଦାନ ହଡ଼ପ ଉଦ୍ୟମ
ନୟାଗଡ଼ ଅଫିସ,୧୧ା୨: ସହରର ସୌନ୍ଦର୍ଯ୍ୟକରଣ ଓ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ପ୍ରାଚୀରରେ ବିଜ୍ଞାପନ ଲେଖାଯାଉଛି। ଏଥିଲାଗି ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କାର ଅନୁଦାନ ଆସୁଛି। ହେଲେ ଏହାର ସୁଫଳ ନୟାଗଡ଼ ଜିଲାର ପେଣ୍ଟିଂ ଆର୍ଟିଷ୍ଟଙ୍କ ପାଖରେ ଅପହଞ୍ଚ ହୋଇ…
Archives


