ପିଡିଏରେ ସର୍ବକ୍ଷମା ପାଇଁ ୨୦ ଆବେଦନକାରୀ
ପାରାଦୀପ,୧୧ା୨(ସ୍ବ.ପ୍ର.): ରାଜ୍ୟ ସରକାର ବେଆଇନଭାବେ ଗଢ଼ି ଉଠିଥିବା କୋଠାବାଡିକୁ ବୈଧ କରିବା ପାଇଁ ସର୍ବକ୍ଷମା ସୁବିଧା କରିଛନ୍ତି। ଏହାର ଅବଧି ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରହିଛି। କିନ୍ତୁ ପରିତାପର ବିଷୟ ପାରାଦୀପ ଉନ୍ନୟନ କର୍ତ୍ତୃପକ୍ଷ (ପିଡିଏ) ଅଧୀନରେ ଥିବା ୧୨୦…
ଦିନେ ଛୁଇଁଥିଲେ ସଫଳତାର ଶିଖର….
ବ୍ୟବସାୟ ଜଗତରେ କେତେକ ବ୍ୟକ୍ତି ସଫଳତା ସିଡି ଚଢି ଚାଲିଥିବା ବେଳେ ଆଉ କିଛି ସଫଳ ହୋଇ ମଧ୍ୟ ଏବେ ବିଫଳ ହୋଇଛନ୍ତି। ହଜାର ହାଜର କୋଟି ଟଙ୍କାର ବ୍ୟବସାୟ କରୁଥିବା ବ୍ୟକ୍ତିଙ୍କର ମଧ୍ୟ ସ୍ଥିତି ବହୁତ ଖରାପ ହୋଇଛି। କେତେକେ…
ଓଏନ୍ଜିସି ସର୍ବାଧିକ ଲାଭ ଅର୍ଜନକାରୀ ରାଷ୍ଟ୍ରାୟତ୍ତ କମ୍ପାନୀ
ନୂଆଦିଲ୍ଲୀ,୧୧-୨: ଓଏନ୍ଜିସି, ଇଣ୍ଡିଆନ ଅଏଲ୍ କର୍ପୋରେଶନ ଏବଂ ଏନ୍ଟିପିସି ୨୦୧୮-୧୯ର ସବୁଠାରୁ ଅଧିକ ଲାଭ ଅର୍ଜନକାରୀ ରାଷ୍ଟ୍ରାୟତ୍ତ କମ୍ପାନୀ ହୋଇପାରିଛନ୍ତି। ଏହାବାଦ ବିଏସ୍ଏନ୍ଏଲ୍, ଏୟାର ଇଣ୍ଡିଆ, ଏମ୍ଟିଏନ୍ଏଲ୍ ସର୍ବାଧିକ କ୍ଷତି ସହିଥିବା ରାଷ୍ଟ୍ରାୟତ୍ତ କମ୍ପାନୀ ତାଲିକାରେ ଅଛନ୍ତି। ଏହି କମ୍ପାନୀଗୁଡିକ ଲଗାତର…
ମୃତକଙ୍କ ପରିବାରକୁ ଭେଟିଲେ ଚିକିଟି ବିଧାୟିକା
ଗୋପାଳପୁର,୧୧ା୨-ଗୋଳନ୍ଥରା ଥାନା ମେଣ୍ଢରାଜପୁର ଛକରେ ସିଲ୍କ ସିଟି ବସ୍ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିବାରୁ ରବିବାର ୧୦ ଜଣଙ୍କ ମୃତ୍ୟୁ ଘଟିଥିଲା। ସୋମବାର ଅପରାହ୍ନରେ ଚିକିଟି ବିଧାୟିକା ଉଷା ଦେବୀ, ବ୍ଲକ ଅଧ୍ୟକ୍ଷା ଏମ.ପଦ୍ମାବତୀ, ତହସିଲ ଓ ବ୍ଲକ…
ଫାଇଲେରିଆ ବଟିକା ଖାଇ ୪୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ
ପାତ୍ରପୁର,୧୧ା୨(ଡି.ଏନ୍.ଏ.)-ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବାଦପୁର ପଞ୍ଚାୟତ ବୁରୁପଡ଼ା ପ୍ରାଥମିକ ବିଦ୍ୟାଳୟର ୪୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ସୋମବାର ଫାଇଲେରିଆ ବଟିକା ଖାଇ ଅସୁସ୍ଥ ହୋଇଥିଲେ। ସେମାନଙ୍କୁ ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ସମସ୍ତେ ସୁସ୍ଥ ହୋଇ ଫେରିଥିବା…
ଏଫ୍ଆଇଏଚ୍ ପୁରସ୍କାର : ବିବେକ ଶ୍ରେଷ୍ଠ ଉଦୀୟମାନ ଖେଳାଳି
ନୂଆଦିଲ୍ଲୀ, ୧୧।୨- ଭାରତୀୟ ହକି ଦଳର ମିଡ୍ଫିଲ୍ଡର ବିବେକ ସାଗର ପ୍ରସାଦ ୨୦୧୯ ବର୍ଷ ପାଇଁ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫଆଇଏଚ୍)ର ଶ୍ରେଷ୍ଠ ଉଦୀୟମାନ ଖେଳାଳି ପୁରସ୍କାର ଜିତିଛନ୍ତି। ରାଇଜିଂ ଷ୍ଟାର ଅଫ ଦି ଇୟର ପୁରସ୍କାର ଦୌଡ଼ରେ ବିବେକ ଆର୍ଜେଣ୍ଟିନାର…
ପ୍ରମିଜ୍ ଡେ’: କେହି କାହା ହାତ ନ ଛାଡ଼ିବା ପାଇଁ ପ୍ରେମୀଯୁଗଳ ନିଅନ୍ତି ପ୍ରତିଜ୍ଞା
ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍ ବା ପ୍ରେମସପ୍ତାହ। ପ୍ରେମୀଯୁଗଳ ଏହି ସପ୍ତାହରେ ଅସୁମାରୀ ସ୍ବପ୍ନ ଦେଖିଥାନ୍ତି। ନିଜର ସାଥୀ ସହ ପ୍ରତି ମୁହୂର୍ତ୍ତକୁ କେମିତି ସ୍ପେଶାଲ ବା ସ୍ମରଣୀୟ କରିବେ ସେ ନେଇ ବେଶ୍ ଉତ୍ସାହିତ ରହିଥାନ୍ତି। ଖାସ୍ ଏଥିପାଇଁ ତ…
ଶରୀର ପାଇଁ ଉପକାରୀ ଅମୃତଭଣ୍ଡା ଚା’
କଞ୍ଚା ହେଉ ବା ପାଚିଲା ଅମୃତଭଣ୍ଡା ଶରୀର ପାଇଁ ବେଶ୍ ଉପକାରୀ ସାବ୍ୟସ୍ତ ହୋଇଥାଏ। କିନ୍ତୁ ଅମୃତଭଣ୍ଡାରୁ ପ୍ରସ୍ତୁତ ଚା’ ପିଇଲେ ଶରୀରରୁ ଅନେକ ରୋଗ ଦୂର ହୋଇଥାଏ। ଅମୃତଭଣ୍ଡା ଚା’ ସମ୍ପର୍କରେ ଖୁବ୍ କମ୍ ଲୋକଙ୍କୁ ଜଣା। କିନ୍ତୁ ଚିକିତ୍ସା…
ବିରାଟ କୋହଲି ଇନଷ୍ଟାଗ୍ରାମରେ ଗୋଟିଏ ପୋଷ୍ଟ ପାଇଁ ନିଅନ୍ତି ଏତିକି ଟଙ୍କା
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି କ୍ରିକେଟରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। କୋହଲି କେବଳ ଦେଶରେ ନୁହେଁ, ବିଦେଶରେ ମଧ୍ୟ ଲୋକପ୍ରିୟତା ହାସଲ କରିଛନ୍ତି। ସୋସିଆଲ ମିଡିଆରେ ମଧ୍ୟ ସେ ବେଶ ସକ୍ରିୟ। ଇନଷ୍ଟାଗ୍ରାମରେ ତାଙ୍କର…
ଓ୍ବାର୍ନର ଜିତିଲେ ଆଲାନ ବର୍ଡର ପଦକ
ମେଲବୋର୍ନ, ୧୦।୨ (ପି.ଟି.)- କ୍ରିକେଟ୍ ଅଷ୍ଟ୍ରେଲିଆ ପକ୍ଷରୁ ଏହାର ପୁରସ୍କାର ପ୍ରଦାନ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିସ୍ଫୋରକ ଓପନିଂ ବ୍ୟାଟ୍ସମ୍ୟାନ ଡେଭିଡ୍ ଓ୍ବାର୍ନର ୩ୟ ଥର ଲାଗି ଆଲାନ ବର୍ଡର ପଦକ ଜିତିଛନ୍ତି। ସେହିଭଳି ମହିଳା କ୍ରିକେଟ୍ ଦଳର ଷ୍ଟାର୍…
ରାଓ୍ବଲପିଣ୍ଡି ଟେଷ୍ଟ: ପାକିସ୍ତାନର ଇନିଂସ ବିଜୟ
ରାଓ୍ବଲପିଣ୍ଡି, ୧୦।୨ (ଏଏଫ୍ପି)- ସ୍ଥାନୀୟ ରାଓ୍ବଲପିଣ୍ଡି କ୍ରିକେଟ୍ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ଟେଷ୍ଟ ମ୍ୟାଚ୍ରେ ଘରୋଇ ପାକିସ୍ତାନ ଇନିଂସ ଓ ୪୪ ରନରେ ବାଂଲାଦେଶକୁ ପରାସ୍ତ କରିଛି। ଏଥିସହ ୨ ମ୍ୟାଚ୍ବିଶିଷ୍ଟ ସିରିଜରେ ପାକିସ୍ତାନ ୧-୦ରେ ଅଗ୍ରଣୀ ଲାଭ କରିଛି। ପ୍ରଥମ…
ଦିବ୍ୟାଙ୍ଗ ସୁକାନ୍ତଙ୍କ ଘରେ ପହଞ୍ଚିଲେ ଅଧିକାରୀ: ସହାୟତା ପ୍ରଦାନ ନେଇ ତଦନ୍ତ
ବନ୍ତ,୧୦।୨(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ ଅଧୀନ ହାସିନପୁର ଗ୍ରାମର ଦିବ୍ୟାଙ୍ଗ ବ୍ୟକ୍ତି ସୁକାନ୍ତ ମୁଖୀଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ସହାୟତା ପ୍ରଦାନ କରାଯିବା ନେଇ ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ତଦନ୍ତ କରାଯାଇଛି। ବ୍ଲକ ସାମାଜିକ ସୁରକ୍ଷା ବିଭାଗ…
Archives


