ସିଏଏ, ଏନ୍ଆରସି ବିରୋଧ ପ୍ରଦର୍ଶନ ସମୟରେ ଜାମିଆ ଛାତ୍ର-ପୋଲିସ ମୁହାଁମୁହିଁ
ନୂଆଦିଲ୍ଲୀ,୧୦।୨: ଜାମିଆ ମିଲିଆ ଇସ୍ଲାମିଆର ଛାତ୍ରୀଛାତ୍ରମାନେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ସୋମବାର ଏକ ଶୋଭାଯାତ୍ରା ବାହାର କରିଥିଲେ। ସେହି ସମୟରେ ଛାତ୍ର ଓ ପୋଲିସ ମୁହାଁମୁହିଁ ହୋଇଛନ୍ତି। ଏଥିରେ କେତେକ ଛାତ୍ର ଆହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଛାତ୍ରମାନଙ୍କ…
ଆତଙ୍କବାଦୀଙ୍କ ସହ କଂଗ୍ରେସର ବରିଷ୍ଠ ନେତାଙ୍କ ସମ୍ପର୍କକୁ ନେଇ ସମନ ଜାରି କଲା ଏନ୍ଆଇଏ
ଶ୍ରୀନଗର,୧୦।୨: ଜମ୍ମୁ-କଶ୍ମୀରରେ କଂଗ୍ରେସର ବରିଷ୍ଠ ନେତା ଗୁଲାମ ମହମ୍ମଦ ସରୁରୀଙ୍କର ଆତଙ୍କବାଦୀଙ୍କ ସହ ସମ୍ପର୍କ ଥିବା ନେଇ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି (ଏନ୍ଆଇଏ)କୁ ସୂଚନା ମିଳିଛି। ଏନେଇ ପଚରାଉଚୁରା ପାଇଁ ସୋମବାର ଗୁଲାମଙ୍କୁ ଏନ୍ଆଇଏ ପକ୍ଷରୁ ସମନ ଜାରି କରାଯାଇଛି। ଏହାପୂର୍ବରୁ…
କୃଷକଙ୍କ ସମସ୍ୟାକୁ ନେଇ ୬ଟି ରାଲିରେ ଯୋଗଦେବେ ପ୍ରିୟଙ୍କା
ନୂଆଦିଲ୍ଲୀ,୧୦।୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆସନ୍ତା ଦିନରେ ଉତ୍ତରପ୍ରଦେଶରେ ୬ଟି ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ସମସ୍ତ ରାଲି କୃଷକଙ୍କ ସମସ୍ୟାକୁ ନେଇ ଆୟୋଜିତ କରାଯାଇଥିବା ଜଣାପଡିଛି। ପ୍ରଥମେ ବସ୍ତିରୁ ଏହି ରାଲି ଫେବୃୟାରୀ ୨୩ରେ…
୪ମାସରେ ୨୬ କିଲୋ ହ୍ରାସ କରି ଫଟୋ ଶେୟାର କଲେ ଟେନିସ୍ ଷ୍ଟାର
ନୂଆଦିଲ୍ଲୀ,୧୦।୨: ମା’ ହେବା ପରେ ଭାରତୀୟ ଟେନିସ୍ ଷ୍ଟାର ସାନିଆ ମିର୍ଜା ପ୍ରଶଂସକଙ୍କ ସମ୍ମୁଖରେ ନିଜର ଆଗାମୀ ଲକ୍ଷ୍ୟକୁ ସ୍ପଷ୍ଟ କରିଛନ୍ତି। ଖୁବ୍ଶୀଘ୍ର ଟେନିସ୍ର କୋର୍ଟକୁ ଫେରିବେ ବୋଲି ପ୍ରଶଂସକଙ୍କୁ ସେ ଏକ ଆଭାସ୍ ଦେଇଛନ୍ତି। ଆଉ ଏଥିପାଇଁ ୪ମାସ ପୂର୍ବରୁ…
ଚାମ୍ପିୟନଙ୍କ ସ୍ବାଗତ ପାଇଁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଉତ୍ସବ
ଢାକା,୧୦।୨(ପି.ଟି.)- ୧୯ ବର୍ଷରୁ କମ୍ ବିଶ୍ୱକପ୍ ଫାଇନାଲରେ ଭାରତକୁ ୩ ଉଇକେଟରେ ହରାଇ ବାଂଲାଦେଶ ଚାମ୍ପିୟନ ହୋଇଛି। ଯେକୌଣସି ସ୍ତରରେ ବାଂଲାଦେଶ ପାଇଁ ଏହା ପ୍ରଥମ ଆଇସିସି ଟାଇଟଲ। ଚାମ୍ପିୟନ ଦଳକୁ ସ୍ବାଗତ କରିବା ପାଇଁ ବାଂଲାଦେଶ ସରକାର ଏକ ଗଣ…
ଗାର୍ଗି କଲେଜ ଘଟଣାକୁ ନିନ୍ଦା କଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୧୦।୨: ଆମ ଆଦମୀ ପାଟି(ଏଏପି) ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୋମବାର ଟୁଇଟ୍ କରି ଗାର୍ଗି କଲେଜରେ ଛାତ୍ରୀଙ୍କୁ କରାଯାଇଥିବା ଦୁର୍ବବ୍ୟହାର ଘଟଣାର ନିନ୍ଦା କରିଛନ୍ତି। ଏହାସହ ଦୋଷୀଙ୍କୁ କଠୋର ଦଣ୍ଡ ଦିଆଯିବା ସହ ଛାତ୍ରୀମାନଙ୍କୁ ସୁରକ୍ଷା ଯୋଗାଇ…
ଓସ୍କାର ଆଓ୍ବାର୍ଡ: ସାଉଥ୍ କୋରିଆକୁ ଶୁଭେଚ୍ଛା ଜଣାଇଲା ବଲିଉଡ୍
ମୁମ୍ବାଇ: ଓସ୍କାର ଆଓ୍ବାର୍ଡ ୨୦୨୦କୁ ନେଇ ଇତିହାସ ରଚିଛି ସାଉଥ୍ କୋରିଆ। ପ୍ରଥମଥର ପାଇଁ ଅଣ ଇଂରାଜୀ ଫିଲ୍ମ ଭାବେ ସାଉଥ୍ କୋରିଆର ଫିଲ୍ମ ‘ପାରାସାଇଟ୍’ ଓସ୍କାର ଦୌଡରେ ସାମିଲ ହୋଇଥିଲା। କେବଳ ସେତିକି ନୁହେଁ ଏହା ଶେଷରେ ବାଜି ମାରିଥିଲା…
ବାଂଲାଦେଶ ଖେଳାଳିଙ୍କ ପ୍ରତିକ୍ରିୟାକୁ ଗୁରୁତର ସହ ନେଲା ଆଇସିସି
ପୋଚେଫ୍ସଷ୍ଟ୍ରୁମ,୧୦।୨(ପି.ଟି.)- ୧୯ ବର୍ଷରୁ କମ୍ ବିଶ୍ୱକପ୍ ଫାଇନାଲରେ ଭାରତକୁ ୩ ଉଇକେଟରେ ହରାଇ ଚାମ୍ପିୟନ ହେବା ପରେ ବାଂଲାଦେଶ ଦଳର ଖେଳାଳିମାନେ ଭାବପ୍ରବଣ ହୋଇ ଅତ୍ୟଧିକ ଆକ୍ରମଣାତ୍ମକ ଆଚାରଣ ପ୍ରଦର୍ଶନ କରିଥିଲେ। ଏହାକୁ ଗୁରୁତର ସହ ନେଇଛି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ…
ଦର୍ଶକଙ୍କୁ ପସନ୍ଦ ଆସୁଛି ‘ମଲଙ୍ଗ’
ଆଦିତ୍ୟ ରୟ କାପୁର ଓ ଦିଶା ପଟାନୀଙ୍କ ଷ୍ଟାରର୍ ଫିଲ୍ମ ‘ମଲଙ୍ଗ’ ବକ୍ସ ଅଫିସରେ ଭଲ ବ୍ୟବସାୟ କରିଛି। ‘ମଲଙ୍ଗ’ରେ ଆଦିତ୍ୟଙ୍କୁ ପୂରା ଦମଦାର ଅନ୍ଦାଜରେ ଦେଖିବାକୁ ମିଳିଛି। ଦିଶାଙ୍କ ଅଭିନୟ ସହ ଡ୍ୟାନ୍ସ ମଧ୍ୟ ଆକର୍ଷଣର କେନ୍ଦ୍ରବିନ୍ଦୁ ହୋଇଛି। ଫିଲ୍ମଟିରେ…
ହଜିଗଲେ କି ଦୀପବୀର!
ମୁମ୍ବାଇ: ବଲିଉଡ୍ର ବେଷ୍ଟ କପୁଲ ଭାବେ ପରିଚିତ ଦୀପିକା ପାଦୁକୋନ ଓ ରଣବୀର ସିଂ ଯାହା କଲେ ବି ଆସନ୍ତି ଚର୍ଚ୍ଚାକୁ। ଏଥର ତାଙ୍କ ଭ୍ୟାକେଶନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏବେ ଏହି ଦମ୍ପତି ଭ୍ୟାକେଶନରେ ଥିବା ବେଳେ ଇନ୍ଷ୍ଟାଗ୍ରାମରେ…
ମହିଳା କ୍ରିକେଟର ଡେଭିନଙ୍କ ବିଶ୍ୱ ରେକର୍ଡ
ଓ୍ବେଲିଂଟନ,୧୦।୨- ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଅଧିନାୟିକା ସୋଫି ଡେଭିନ ସୋମବାର ବିଶ୍ୱ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ବିଶ୍ୱର ପ୍ରଥମ ମହିଳା କ୍ରିକେଟର ଭାବେ କ୍ରମାଗତ ୫ ଟି୨୦ ମ୍ୟାଚ୍ରେ ଅତିକମ୍ରେ ୫୦ କିମ୍ବା ତା’ଠାରୁ ଅଧିକ ରନ୍ କରିଛନ୍ତି।…
ଅଣ୍ଡା ମାଡ଼ କରି କହ୍ନେୟା କୁମାରଙ୍କୁ ବିରୋଧ
ଜମୁଇ,୧୦।୨: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍ୟୁ) ଛାତ୍ରସଂଘର ପୂର୍ବତନ ଅଧ୍ୟକ୍ଷ ତଥା ଭାଜପା ନେତା କହ୍ନେୟା କୁମାରଙ୍କ ଉପରକୁ ସୋମବାର ପୁଣି ଥରେ ଆକ୍ରମଣ ହୋଇଛି। ବିହାରର ଜମୁଇରୁ ନଓ୍ବାଡାକୁ ତାଙ୍କ ରାଲି ଯାଉଥିବା ବେଳେ ରାସ୍ତାରେ କେହି ଦୁର୍ବୃତ୍ତ ଅଣ୍ଡା…
Archives


