Home Left

କରୋନା ରୋଗୀଙ୍କୁ ଖାଦ୍ୟ, ଔଷଧ ଦେଉଛି ରୋବୋଟ

ନୂଆଦିଲ୍ଲୀ,୧୦।୨: ଚାଇନାରେ କରୋନା ଭାଇରସ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ମୃତ୍ୟୁସଂଖ୍ୟା ୯୦୦ ଟପିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୩୪,୮୦୦କୁ ବୃଦ୍ଧି ପାଇଛି। କରୋନା ଭାଇରସ୍‌ ଏତେ ମାରାତ୍ମକ ଯେ, ରୋଗୀଠାରୁ ୬ ଫୁଟ୍‌ ଦୂରରେ ଥିଲେ ମଧ୍ୟ…

ଠିକାଦାରି ପ୍ରୀତିରେ ଚାଲିଛି ଏକାମ୍ର କ୍ଷେତ୍ର ବିକାଶ

ପୁରୁଣା ଭୁବନେଶ୍ୱର,୧୦।୨(ଡି.ଏନ.ଏ.): ଶ୍ରୀକ୍ଷେତ୍ର ଭଳି ଏକାମ୍ର କ୍ଷେତ୍ରରେ ପର୍ଯ୍ୟଟନର ବିକାଶ ଓ ସୌନ୍ଦର୍ଯ୍ୟକରଣ ନେଇ ମୁଖ୍ୟମନ୍ତ୍ରୀଙ୍କ ଯୋଜନାକୁ ବିଭିନ୍ନ ଅଧିକାରୀ ଏକ ପ୍ରହସନରେ ପରିଣତ କରିଛନ୍ତି। ସରକାରୀ, ଘରୋଇ ଓ ଦେବୋତ୍ତର ଜମିରୁ ଉଚ୍ଛେଦ ପରେ ସରକାରୀ ତହବିଲକୁ ଜମି ଆସିଛି।…

ବିଲ୍ଡିଂ ରଙ୍ଗ କରିବା ପରେ ପାରିଶ୍ରମିକ ନପାଇ ଶ୍ରମିକ ନେଲେ ପ୍ରତିଶୋଧ

ଲଣ୍ଡନ,୧୦।୨: ବ୍ରିଟିଶ୍‌ କାଉଣ୍ଟି ଡର୍ବିଶେୟାରର ବୋଲସୋଓ୍ବରରେ ଜଣେ ଶ୍ରମିକ ବିଲ୍ଡିଂ ରଙ୍ଗ ଦେବା ପରେ ପାରିଶ୍ରମିକ ନପାଇ ଏକ ଅଜବ ଉପାୟରେ ମାଲିକ ଉପରେ ପ୍ରତିଶୋଧ ନେଇଛନ୍ତି। ଶ୍ରମିକ ଡିନ୍‌ ରିବ୍ସ୍‌ଙ୍କୁ ରଙ୍ଗ ଦେବାକାମରେ ବିଲ୍ଡିଂ ମାଲିକ ଟେରିି ନିୟୋଜିତ କରିଥିଲେ।…

କୃଷି ବିଭାଗ: ଓଭରସିୟରଙ୍କୁ ଏଏଓକୁ ପଦୋନ୍ନତି

ଭୁବନେଶ୍ୱର,୧୦।୨(ବ୍ୟୁରୋ)- କୃଷି ବିଭାଗରେ କାର୍ଯ୍ୟରତ ଓଭରସିୟରମାନଙ୍କୁ ସହକାରୀ କୃଷି ଅଧିକାରୀ (ଏଏଓ) ଭାବେ ପଦୋନ୍ନତି ଦିଆଯାଇଛି। ଓଡ଼ିଶା କୃଷି ଓ ଖାଦ୍ୟ ଉତ୍ପାଦନ ସେବା (ନିଯୁକ୍ତି ପଦ୍ଧତି ଓ ସେବାସର୍ତ୍ତ) ନିୟମ-୨୦୧୨ ଏବଂ ସଂଶୋଧିତ ଆଇନ୍‌ ୨୦୧୭ର ନିୟମ-୫(୨)ଗ ଅନୁସାରେ ଏହି…

ଫୁସ୍‌ଫୁସ୍‌ କ୍ୟାନ୍‌ସର ଚିହ୍ନଟ କରିବ ସଫ୍ଟଓ୍ବେର

ଆଜିକାଲି କ୍ୟାନ୍‌ସରକୁ କିପରି ସହଜରେ ଚିହ୍ନଟ କରାଯାଇପାରିବ ସେ ନେଇ କ୍ୟାନ୍‌ସର ବିଶେଷଜ୍ଞମାନେ ଚେଷ୍ଟା ଜାରି ରଖିଛନ୍ତି। ଏକ୍ଷେତ୍ରରେ ଆଉ ପାଦେ ଆଗକୁ ଆଗେଇଛନ୍ତି ଲଣ୍ଡନ ୟୁନିଭର୍ସିଟିର କ୍ୟାନ୍‌ସର ବିଜ୍ଞାନୀମାନେ। ସେମାନେ ଦୀର୍ଘ ତିନିବର୍ଷ ଗବେଷଣାକରି ଏକ ସଫଓ୍ବେର ପ୍ରସ୍ତୁତ କରିଛନ୍ତି।…

ବିଲ୍‌ ଗେଟସ୍‌ କିଣିଲେ ସୁପର ୟାଚ୍‌: ଦାମ ୪୬୧୨ କୋଟି

ନ୍ୟୁୟର୍କ,୧୦।୨: ପୃଥିବୀର ଦ୍ୱିତୀୟ ଧନୀକ ବିଲ୍‌ ଗେଟସ୍‌ ଏକ ସୁପର ୟାଚ୍‌ କିଣିଛନ୍ତି। ଏହାର ଦାମ ୪୬୧୨କୋଟି ଟଙ୍କା ରହିଛି। ଏହା ତରଳ ହାଇଡ୍ରୋଜେନ୍‌ ଇନ୍ଧନରେ ଚାଲିବ। ଥରେ ଟାଙ୍କି ଫୁଲ୍‌ କଲେ ୟାଚ୍‌ ୬ ହଜାର ୫୦୦ କିମି ଯାତ୍ରା…

ଏପିଲେପ୍‌ସି

ପ୍ରତିବର୍ଷ ଫେବୃୟାରୀ ଦ୍ୱିତୀୟ ସୋମବାରରେ ପାଳିତ ହୋଇଥାଏ ‘ଅନ୍ତର୍ଜାତୀୟ ଅପସ୍ମାର (ଏପିଲେପ୍‌ସି) ଦିବସ’। ସେ ସମ୍ପର୍କିତ ବିଷୟକୁ ନେଇ ଉପସ୍ଥାପନା… ସୁସ୍ଥ ବ୍ୟକ୍ତିମାନଙ୍କ କ୍ଷେତ୍ରରେ ମସ୍ତିଷ୍କର ସ୍ନାୟୁକୋଷଗୁଡ଼ିକ ନିରନ୍ତର ଭାବରେ ପ୍ରତି ସେକେଣ୍ଡରେ ଅନ୍ତତଃ ୮୦ ଥର ଅନ୍ୟ ସ୍ନାୟୁକୋଷଗୁଡ଼ିକୁ ସ୍ନାୟୁ…

ଜଳବାୟୁ ପରିବର୍ତ୍ତନ ବନାମ ବିବର୍ତ୍ତନ

”ଗୋଟିଏ ଅଞ୍ଚଳର ହାରାହାରି ଅଥବା ଦୀର୍ଘ ସମୟ ଧରି ଅନୁଭୂତ ପାଣିପାଗ ଅବସ୍ଥାକୁ ଜଳବାୟୁ କୁହାଯାଏ। ଅନ୍ୟପକ୍ଷରେ ବିଶ୍ୱ ତାପମାତ୍ରା, ବୃଷ୍ଟିପାତ, ବାୟୁ ପ୍ରବାହ ଏବଂ ଆନୁଷଙ୍ଗିକ ବିଷୟରେ କେତେ ଦଶନ୍ଧି ଅଥବା ତତୋଽଧିକ ପରିବର୍ତ୍ତନକୁ ଜଳବାୟୁ ପରିବର୍ତ୍ତନ କୁହାଯାଏ। ବିବର୍ତ୍ତନ…

ଆତଙ୍କବାଦୀଙ୍କ ଗୁଳିରେ ଠିକାଦାର ମୃତ

ଶ୍ରୀନଗର,୧୦ା୨(ପି.ଟି.): ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ରବିବାର ଆତଙ୍କବାଦୀଙ୍କ ଗୁଳିମାଡ଼ରେ ଜଣେ ସାଧାରଣ ନାଗରିକ ନିହତ ହୋଇଛନ୍ତି। ସେ ହେଲେ ତ୍ରାଲ ଅଞ୍ଚଳର ଠିକାଦାର ଗୁଲାମନବୀ ମୀର। ୫୫ ବର୍ଷୀୟ ଗୁଲାମନବୀ ସନ୍ଧ୍ୟା ୭ଟା ୩୦ରେ ପାୟିନସ୍ଥିତ ତାଙ୍କ ଘର ବାହାରେ ଥିବାବେଳେ…

ଗିରିରାଜ୍‌ କିଶୋରଙ୍କ ପରଲୋକ

କାନ୍‌ପୁର, ୧୦ା୨(ପି.ଟି.): ବିଶିଷ୍ଟ ଲେଖକ ତଥା ଶିକ୍ଷାବିତ୍‌ ପଦ୍ମଶ୍ରୀ ଗିରିରାଜ୍‌ କିଶୋର(୮୨)ଙ୍କ ରବିବାର ପରଲୋକ ହୋଇଯାଇଛି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ। ୧୯୩୭ରେ ଉତ୍ତରପ୍ରଦେଶର ମୁଜାଫର ନଗରଠାରେ ଜନ୍ମିତ ଗିରିରାଜ୍‌ ସାମାଜିକ ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରି ଆଇଆଇଟି…

ଭାଜପା ନେତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଗୁରଗାଓଁ,୧୦ା୨(ପି.ଟି.): ଅନ୍ୟ ଜଣକ ସହ ଅନୈତିକ ସମ୍ପର୍କ ରଖିବା ସନ୍ଦେହରେ ଉତ୍ତରପ୍ରଦେଶର ଗୁରଗାଓଁରେ ଜଣେ ଭାଜପା ନେତ୍ରୀଙ୍କୁ ତାଙ୍କ ସ୍ବାମୀ ଗୁଳିକରି ହତ୍ୟା କରିଛନ୍ତି। ଭାଜପା କିଷାନ ମୋର୍ଚ୍ଚାର ରାଜ୍ୟ ସମ୍ପାଦିକା ମୁନେଶ ଗୋଧରା ଶନିବାର ସନ୍ଧ୍ୟାରେ ଭଉଣୀଙ୍କ ସହ ଫୋନ୍‌ରେ…

ସ୍ବାସ୍ଥ୍ୟୋପକାରୀ ବ୍ରେକ୍‌ଫାଷ୍ଟ

ପ୍ରଥମ କଥା ହେଲା, ପ୍ରତିଦିନ କେତେବେଳେ ବ୍ରେକ୍‌ଫାଷ୍ଟ କରିବେ ତାହା ନିର୍ଦ୍ଧାରଣ କରନ୍ତୁ। ସବୁଦିନେ ଯେପରି ଏହା ଦୈନନ୍ଦିନ ରୁଟିନ୍‌ରେ ସାମିଲହେବ ସେ ନେଇ ସଚେତନ ରହିବା ନିହାତି ଦରକାର। ବ୍ରେକ୍‌ଫାଷ୍ଟ ତାଲିକାରେ ଜୁସ୍‌ ସାମିଲ କରନ୍ତୁ। କାରଣ ଜୁସ୍‌ ଶରୀରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri