Home Left

‘ଧର୍ମ ଆଧାରରେ ବିଭାଜନକୁ ଗ୍ରହଣ କରି ନ ଥିଲେ ଗାନ୍ଧିଜୀ’

ନୂଆଦିଲ୍ଲୀ,୧୦ା୨(ଆଇଏଏନ୍‌ଏସ୍‌): ଗାନ୍ଧିଜୀ ତାଙ୍କ ସାଧାରଣ ଜୀବନରେ ପ୍ରତି ମୁହୂର୍ତ୍ତରେ ଭାରତର ଏକତା ପାଇଁ ସଂଗ୍ରାମ କରୁଥିଲେ। ଧର୍ମ ଆଧାରରେ ଭାରତ ବିଭାଜିତ ହେଉ ବୋଲି ସେ କେବେ ଗ୍ରହଣ କରି ନ ଥିଲେ ବୋଲି ରବିବାର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ…

କଂଗ୍ରେସ, ଭାଜପା ଉପରେ ବର୍ଷିଲେ ମାୟାବତୀ

ଲକ୍ଷ୍ନୌ, ୧୦ା୨(ପି.ଟି.): କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବାରାଣସୀ ଗସ୍ତକରି ଗୁରୁ ରବିଦାସଙ୍କ ଜୟନ୍ତୀ ଅବସରରେ ମନ୍ଦିର ଯାଇ ପ୍ରାର୍ଥନା କରିଥିବାବେଳେ ଏହାକୁ ନେଇ ବିଏସ୍‌ପି ମୁଖ୍ୟ ତଥା ପୂର୍ବତନ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ମାୟାବତୀ ବର୍ଷିଛନ୍ତି। କଂଗ୍ରେସ, ଭାଜପା…

ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଦେଲେ

ହଜାରିବାଗ୍‌, ୧୦ା୨: ଝାଡ଼ଖଣ୍ଡର ହଜାରିବାଗ୍‌ରେ ଦୁର୍ବୃତ୍ତମାନେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦେଇଛନ୍ତି। ଓ୍ବାର୍ଡ ନଂ. ୨୪ର କୁମ୍‌ହାର ଟୋଲିରେ ନିର୍ମିତ ଏହି ପ୍ରତିମୂର୍ତ୍ତିରେ ଗାନ୍ଧିଜୀ ବାଡ଼ି ଧରିଥିବା ଡାହାଣ ହାତଟି ଶରୀରରୁ ସମ୍ପୂର୍ଣ୍ଣ ଅଲଗା ହୋଇଯାଇଛି। ଏଥିସହ ୨ ଗୋଡ଼…

ମିନି ବସ୍‌ ଓଲଟି ଜଣେ ମୃତ: ଆହତ ୨୦ ଜଣଙ୍କ ମଧ୍ୟରେ ୧୦ ଶିଶୁ

ନୟାଗଡ଼ ଅଫିସ/ଖଣ୍ଡପଡା,୧୦ା୨(ସ୍ବ.ପ୍ର.): ରବିବାର ଅପରାହ୍ନ ୪ଟାରେ ଖଣ୍ଡପଡା-ନୟାଗଡ଼ ପୂର୍ତ୍ତବିଭାଗ ରାସ୍ତାର କଇଁଥପଲ୍ଲୀ ଗ୍ରାମ ନିକଟରେ ମିନି ବସ୍‌ ଓଲଟି ଜଣଙ୍କର ମୃତ୍ୟୁ ଘଟିଛି । ସେ ହେଲେ ରାମଚନ୍ଦ୍ର ରଣା ଓରଫ ଝୁନା (୪୫), ଘର ଗଞ୍ଜାମ ଜିଲା ଛତ୍ରପୁର ଥାନା…

କରୋନା ଯୋଗୁ ପର୍ଯ୍ୟଟନ ଶିଳ୍ପର ୩,୫୦୦ କୋଟି କ୍ଷତି ଆଶଙ୍କା

ନୂଆଦିଲ୍ଲୀ,୧୦-୨: କରୋନା ଭାଇରସ ଯୋଗୁ ଦେଶର ଅନ୍ୟ କ୍ଷେତ୍ର ଉପରେ ପ୍ରଭାବ ପଡୁଥିବା ଦେଖାଯାଉଛି। ଦେଶର ପର୍ଯ୍ୟଟନ ଶିଳ୍ପ ଏହା ଦ୍ୱାରା ଗଭୀର କ୍ଷତି ସହିଥିବା କୁହାଯାଉଛି। ଏକ ଗଣମାଧ୍ୟମ ରିପୋର୍ଟ ମୁତାବକ ଭାରତୀୟ ଟୁର ଅପରେଟରଙ୍କୁ ୩,୫୦୦ କୋଟି କ୍ଷତି…

ବାଇକ୍‌ ପରି ଦୌଡୁଛି ସାଇକେଲ ପ୍ରୋମାନନ୍ଦଙ୍କ ନୂଆ ଉଦ୍ଭାବନ

ନୟାଗଡ଼ ଅଫିସ,୧୦ା୨(ଲୋକନାଥ ମିଶ୍ର): ବାଇକ୍‌ ପରି ଦୌଡୁଛି ସାଇକେଲ। ଷ୍ଟାର୍ଟ କରିବା ପରେ ଆକ୍ସିଲିରେଟର ବଢାଇବା କ୍ଷଣି ଏହାର ବେଗ ବଢ଼ୁଛି। ହର୍ନ ମଧ୍ୟ ବାଜୁଛି। ପେଟ୍ରୋଲ ବଦଳରେ ଏଥିରେ ବ୍ୟାଟେରି ସଂଯୋଗ ହୋଇଛି। ଏହାକୁ ୪ ଘଣ୍ଟା ଚାର୍ଜ କଲେ…

ଗାର୍ଗୀ କଲେଜରେ ଯୌନ ଉତ୍ପୀଡ଼ନ

ନୂଆଦିଲ୍ଲୀ,୧୦ା୨(ଆଇଏଏନ୍‌ଏସ୍‌): ନୂଆଦିଲ୍ଲୀସ୍ଥିତ ଗାର୍ଗୀ କଲେଜର କେତେଜଣ ଛାତ୍ରୀ ଯୌନ ଉତ୍ପୀଡ଼ନର ଶିକାର ହୋଇଛନ୍ତି। ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିଥିବାବେଳେ ସେମାନଙ୍କ ସହ ଅଶାଳୀନ ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ଯୌନ ଉତ୍ପୀଡ଼ନ ବେଳର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ…

ଧରାପଡ଼ିଲେ ବ୍ରାଉନସୁଗାର ଡିଲର ଲାଡେନ, ରାଜୁ

ଭୁବନେଶ୍ୱର(ବ୍ୟୁରେ)/ବାଲିଅନ୍ତା (ଡି.ଏନ୍‌.ଏ.),୧୦।୨: ଅପରେଶନ ପଏଣ୍ଟ ଥିଲା ଫୁଲନଖରା ଛକରୁ ସିମ୍ପୋନୀ ମଲ୍‌ ସମ୍ମୁଖ ଜାତୀୟ ରାଜପଥ। ଟାର୍ଗେଟ ଥିଲା ବାଲେଶ୍ୱରରୁ ଭୁବନେଶ୍ୱର ଆସୁଥିବା ବ୍ରାଉନସୁଗାର ମାଫିଆ ଲାଡେନ। ଓଭରବ୍ରିଜ, ଜଳଖିଆ ଦୋକାନ, ଟ୍ରକ୍‌, ବସ୍‌ଷ୍ଟପ୍‌ରେ ବିଭିନ୍ନ ଛଦ୍ମବେଶରେ ଜଗି ରହିଥିଲେ ଡ୍ରଗ୍‌…

‘ଅନେକ ଶିଖିବାର ଅଛି’

ଭୁବନେଶ୍ୱର, ୧୦।୨(କ୍ରୀଡ଼ା ପ୍ରତିନିଧି)- ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ରବିବାର ବେଲଜିୟମଠାରୁ ୨-୩ ଗୋଲରେ ପରାଜୟରେ ଦୁଃଖିତ ହୋଇଛନ୍ତି ଅଧିନାୟକ ମନପ୍ରୀତ ସିଂ। ଆମେ ଗୋଲ ଦେବାପାଇଁ ଅନେକ ସୁଯୋଗ ପାଇଥିଲୁ। ମାତ୍ର ତା’ର ସଦୁପଯୋଗ କରିପାରି ନ ଥିଲୁ। ବେଲଜିୟମ…

ପୁଣି ଚର୍ଚ୍ଚାରେ ଶାହାଙ୍କ ଗସ୍ତ: ବିଶାଳ ସାଧାରଣ ସଭା କରିବାକୁ ଯୋଜନା କରୁଛି ଭାଜପା

ଭୁବନେଶ୍ୱର,୧୦।୨(ବ୍ୟୁରୋ): ପୂର୍ବାଞ୍ଚଳ ପରିଷଦ ବୈଠକ ଚଳିତ ମାସ ଶେଷସୁଦ୍ଧା ଓଡିଶା ଲୋକସେବା ଭବନରେ ଅନୁଷ୍ଠିତ ହେବ ବୋଲି ଶୁଣିବାକୁ ମିଳୁଛି। ଉକ୍ତ ବୈଠକ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଦୀର୍ଘ ୨୯ବର୍ଷ ପରେ ଏହି ବୈଠକ ଓଡିଶାରେ ହେବାକୁ…

ସୁଧୁରୁନି ସ୍ବାସ୍ଥ୍ୟସେବା

ରାଜ୍ୟ ଓ କେନ୍ଦ୍ର ସରକାର ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦେଉଥିବା ବ୍ୟାପକ ପ୍ରଚାର ହେଉଛି। ବାସ୍ତବରେ କିନ୍ତୁ ପ୍ରଚାର ତୁଳନାରେ କାମ ହେଉଥିବା ଅନୁଭବ ହେଉନାହିଁ। ଯାହାର ଜ୍ୱଳନ୍ତ ପ୍ରମାଣ ଦେଖିବାକୁ ମିଳିଛି ଜଗତ୍‌ସିଂହପୁର ଜିଲାରେ। ଜିଲା ମୁଖ୍ୟ ଚିକିତ୍ସାଳୟରେ…

ଯାତ୍ରା ଆୟୋଜକ, ପାର୍ଟି ମ୍ୟାନେଜର, ଡ୍ୟାନ୍ସରଙ୍କ ନାଁରେ ମାମଲା

ଭୁବନେଶ୍ୱର,୧୦।୨(ବ୍ୟୁରୋ): କଟକଣା ସତ୍ତ୍ୱେ ଖଣ୍ଡଗିରି ଯାତ୍ରାରେ ନଗ୍ନ ନୃତ୍ୟ ପ୍ରଦର୍ଶନକୁ ନେଇ କଳିଙ୍ଗ ଗଣନାଟ୍ୟ ପାଇଁ ଅଡୁଆ ବଢ଼ିଛି। ପାର୍ଟି ମ୍ୟାନେଜର, ଯାତ୍ରା ଆୟୋଜକ ଓ ନଗ୍ନ ନୃତ୍ୟ ପ୍ରଦର୍ଶନ କରିଥିବା ଡ୍ୟାନ୍ସର ଲଭ୍‌ଲୀଙ୍କ ନାମରେ ଖଣ୍ଡଗିରି ଥାନାରେ ଆଇପିସି ଦଫା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri