Home Left

ବିଶ୍ୱକପ୍‌ କବାଡ଼ି ଚାମ୍ପିୟନଶିପ୍‌: ପାକିସ୍ତାନରେ ଅନୌପଚାରିକ ଭାରତୀୟ ଦଳ ପହଞ୍ଚିବା ନେଇ ବିବାଦ

ନୂଆଦିଲ୍ଲୀ,୧୦।୨(ପି.ଟି.)- ପାକିସ୍ତାନରେ ଆରମ୍ଭ ହୋଇଥିବା ବିଶ୍ୱ କବାଡ଼ି ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବାକୁ ଏକ ଅନୌପଚାରିକ ଭାରତୀୟ ଦଳ ସେଠାରେ ପହଞ୍ଚିବା ନେଇ ବିବାଦ ସୃଷ୍ଟି ହୋଇଛି। କ୍ରୀଡ଼ା ମନ୍ତ୍ରଣାଳୟ ଓ ଜାତୀୟ କବାଡ଼ି ଫେଡେରେଶନ କୌଣସି ଆଥ୍‌ଲେଟଙ୍କୁ ଏଥିରେ ଅଂଶଗ୍ରହଣ କରିବାକୁ…

ବିଶ୍ୱର ଏକମାତ୍ର ଅମ୍ପାୟାର: କ୍ରିକେଟ ସହ ଫୁଟବଲ ବିଶ୍ୱକପ୍‌ରେ ମ୍ୟାଚ୍‌ ରେଫରୀ ଭୂମିକା ତୁଲାଇଛନ୍ତି

ସାଧାରଣତଃ କ୍ରିକେଟ ଏବଂ ଫୁଟବଲ ସହ କୌଣସି ସମ୍ପର୍କ ନ ଥାଏ। ଉଭୟ ଖେଳର ନିୟମ ଭିନ୍ନ। ଏସବୁ ଭିତରେ ଯଦି ଜଣେ ଫୁଟବଲ୍‌ ରେଫରୀଙ୍କୁ କ୍ରିକେଟ ଅମ୍ପାୟାର ଦାୟିତ୍ୱ ଦିଆଯାଏ ତେବେ ଏହା ନିହାତି ଆଶ୍ଚର୍ଯ୍ୟ ଲାଗିପାରେ। ପ୍ରସିଦ୍ଧ କ୍ରିକେଟ…

ଦିଲ୍ଲୀରେ ୬୨.୫୯ ପ୍ରତିଶତ ମତଦାନ, ରାତି ପର୍ଯ୍ୟନ୍ତ ଭୋଟିଂ ଚାଲିଥିବାରୁ ଘୋଷଣାରେ ବିଳମ୍ବ: ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୯।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଗୋଟିଏ ଦିନ ପରେ ନିର୍ବାଚନ ଆୟୋଗ ଭୋଟ ପ୍ରତିଶତ ଘୋଷଣା କରିଛନ୍ତି। ଦିଲ୍ଲୀ ମୁଖ୍ୟ ନିର୍ବାଚନ ଅଧିକାରୀ ରଣବୀର ସିଂ କହିଛନ୍ତି, ଚଳିତ ନିର୍ବାଚନରେ ୬୨.୫୯ ପ୍ରତିଶତ ମତଦାନ ହୋଇଛି। ୨୦୧୫ର ମତଦାନ ହାରଠାରୁ ଏହା…

ବସ୍‌ରେ ଲାଗିଲା ୧୧କେଭି ବିଦ୍ୟୁତ୍‌ ତାର: ଅଳ୍ପକେ ରକ୍ଷା ପାଇଲେ ୭୦ ପର୍ଯ୍ୟଟକ

ବାଲିଆପାଳ, ୯।୨(ସ୍ବ.ପ୍ର.)-ବାଲିଆପାଳ ବିଦ୍ୟୁତ୍‌ ବିଭାଗର ଖାମଖିଆଲି ନୀତି ଯୋଗୁ ଡଗରା ବେଳାଭୂମି ରାସ୍ତାରେ ନିଶ୍ଚିତ ବିପଦରୁ ଅଳ୍ପକେ ରକ୍ଷା ପାଇଯାଇଛନ୍ତି ୭୦ ପର୍ଯ୍ୟଟକ। ଏହାକୁ ନେଇ ରବିବାର ପୂର୍ବାହ୍ନରେ ସେଠାରେ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇଥିଲା। ବାରିପଦା ଉତ୍ତରଓଡ଼ିଶା…

ପ୍ରୋ ଲିଗ୍‌ରେ ଭାରତର ପ୍ରଥମ ପରାଜୟ: ବେଲଜିୟମଠାରୁ ୨-୩ ଗୋଲରେ ହାରିଲା

ଭୁବନେଶ୍ୱର ୯।୨(କ୍ରୀଡ଼ା ପ୍ରତିନିଧି)- ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ଭାରତ ପ୍ରଥମ ପରାଜୟ ସ୍ବାଦ ଚାଖିଛି। କଳିଙ୍ଗ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ମ୍ୟାଚରେ ମନପ୍ରୀତ ସିଂଙ୍କ ନେତୃତ୍ୱାଧୀନ ଦଳ ବିଶ୍ୱ ଚାମ୍ପିୟନ ବେଲଜିୟମଠାରୁ ୨-୩ ଗୋଲରେ ପରାସ୍ତ ହୋଇଛି। ଏଥିସହ ବିଶ୍ୱର…

ପ୍ରଥମ ଟେଷ୍ଟ: ନସିମ୍‌ଙ୍କ ହ୍ୟାଟ୍ରିକ୍‌: ବାଂଲାଦେଶର ସଂଘର୍ଷ ଜାରି

ରାଓ୍ବଲପିଣ୍ଡି,୯।୨-ଏଠାରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଇନିଂସ ପରାଜୟ ଏଡାଇବାକୁ ବାଂଲାଦେଶ ସଂଘର୍ଷ ଜାରି ରଖିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ବାଂଲାଦେଶ ପ୍ରଥମ ଇନିଂସରେ ୮୨.୫ ଓଭରରେ ୨୩୩ ରନ କରି ଅଲଆଉଟ ହୋଇଥିଲା।…

ସମୁଦ୍ରରେ ପଡ଼ିଗଲା ଆଇଫୋନ: ଫେରାଇଲା ତିମି

ସମୁଦ୍ରରେ ପଡିଯାଇଥିବା ଏକ ଆଇଫୋନକୁ ଫେରାଇଛି ତିମି ମାଛ। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ବଲିଉଡ୍‌ ଅଭିନେତ୍ରୀ ରିଚା ଚଢା ଏହାର ଏକ ଭିଡିଓ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ପ୍ରଥମେ ସାଇନ୍ସ ଗର୍ଲ ନାମକ ଜଣେ ୟୁଜର୍ସ…

ଦିଲ୍ଲୀ ନିର୍ବାଚନ: ଭୋଟ ହାର ଘୋଷଣାରେ ବିଳମ୍ବ ନେଇ ଅସନ୍ତୋଷ ପ୍ରକାଶ କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୯ା୨: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଦିଲ୍ଲୀ ବିଧାନସଭାର ୭୦ ଆସନରେ ନିର୍ବାଚନ ଶେଷ ହୋଇଛି। ଇତିମଧ୍ୟରେ ୧୭ ଘଣ୍ଟା ବିତି ଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ନିର୍ବାଚନ ଆୟୋଗ ଚୂଡାନ୍ତ ଭୋଟିଂ ପ୍ରତିଶତ ଘୋଷଣା କରି ନ ଥିବାରୁ ଏହାକୁ ନେଇ…

ଆରଏସ୍‌ଏସ୍‌ର ବରିଷ୍ଠ ପ୍ରଚାରକ ପି. ପରମେଶ୍ୱରନ୍‌ଙ୍କ ପରଲୋକ

କୋଚି,୯।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଆରଏସ୍‌)ର ବରିଷ୍ଠ ପ୍ରଚାରକ ପି ପରମେଶ୍ୱରନଙ୍କର ରବିବାର ପରଲୋକ ହୋଇଛି। କେରଳର ପାଲାକ୍କାଡ ଜିଲାର ଓଟ୍ଟାପ୍ପାଲମାରେ ତାଙ୍କର ଆର୍ୟୁବେଦିକ ଚିକିତ୍ସା ଚାଲିଥିବାବେଳେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। ପରମେଶ୍ୱରନ ପଣ୍ଡିତ…

କରୋନା ଆତଙ୍କ: ଚାଇନାକୁ ମୋଦିଙ୍କ ଆଶ୍ୱାସନା, ଭାରତ ସହଯୋଗ ପାଇଁ ପ୍ରସ୍ତୁତ

ନୂଆଦିଲ୍ଲୀ,୯।୨: ଚାଇନାରେ କରୋନା ଭାଇରସ୍‌ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ମୃତ୍ୟୁସଂଖ୍ୟା ୮୧୧ରେ ପହଞ୍ଚିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୩୪,୮୦୦କୁ ବୃଦ୍ଧି ପାଇଛି। ଏଭଳି ସଙ୍କଟଜନକ ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନା ରାଷ୍ଟ୍ରପତି ଜିନ୍‌ପିଙ୍ଗଙ୍କୁ ଚିଠି ଲେଖି…

‘ଦିଲ୍ଲୀରେ ଯଦି ଭାଜପା ହାରେ, ଜୀବନରେ କେବେ ନିର୍ବାଚନ ଲଢ଼ିବିନି’

ନୂଆଦିଲ୍ଲୀ,୯।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଆସନ୍ତା ୧୧ରେ ପ୍ରକାଶ ପାଇବା ପୂର୍ବରୁ ଏକ୍‌ଜିଟ ପୋଲ ପ୍ରକାଶ ପାଇଛି। ତୃତୀୟ ଥର ପାଇଁ ଦିଲ୍ଲୀରେ କ୍ଷମତା ଆସନରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ବସିବେ ବୋଲି ବିଭିନ୍ନ ସଂସ୍ଥା ଦ୍ୱାରା ହୋଇଥିବା ଏକ୍‌ଜିଟ…

ସାରାଙ୍କ ଡ୍ରେସ୍‌ ଦାମ୍‌ରେ ହୋଇଯିବ ହିଲ୍‌ଷ୍ଟେଶନ ଟ୍ରିପ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସାରା ଅଲ୍ଲୀ ଖାଁ ଆଜିକାଲି ଇଣ୍ଡଷ୍ଟ୍ରିରେ ବେଶ୍‌ ଚର୍ଚ୍ଚାରେ ରହୁଛନ୍ତି। ସେ ଏବେ ଫିଲ୍ମ ‘ଲଭ୍‌ ଆଜକଲ୍‌’ ପ୍ରମୋଶନରେ ବ୍ୟସ୍ତ ଥିବା ବେଳେ ଭାଲେଣ୍ଟାଇନ୍‌ ଡେ’ରେ ଏହା ରିଲିଜ ହେବ। ସାରା ଫିଲ୍ମକୁ ନେଇ ଯେତିକି ଚର୍ଚ୍ଚାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri