Home Left

ଖୋଲିଲା ଦେଶର ପ୍ରଥମ ମହିଳା ଥାନା ‘ଦିଶା’

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶ ସରକାର ମହିଳାଙ୍କ ସୁରକ୍ଷା ପାଇଁ ରାଜମୁନ୍ଦରୀରେ ଦେଶର ପ୍ରଥମ ମହିଳା ଥାନା ‘ଦିଶା’ ଖୋଲିଛନ୍ତି। ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଶନିବାର ଏହାର ଉଦ୍‌ଘାଟନ କରିଛନ୍ତି। ରାଜ୍ୟରେ ଏପରି ୧୮ଟି ଥାନା ଖୋଲିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।…

ପ୍ରଥମେ ବ୍ୟାଟିଂ କରିବ ଭାରତ: ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌

ପୋଚେଫ୍ସଷ୍ଟ୍ରୁମ,୯।୨- ଚଳିତ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଫାଇନାଲରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ। ପ୍ରତିପକ୍ଷ ବାଂଲାଦେଶ ଦଳ ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଛି। ପାଣିପାଗକୁ ଦୃଷ୍ଟିରେ ରଖି ବାଂଲାଦେଶ ଦଳ ଏହି ନିଷ୍ପତ୍ତି ନେଇଥିବା ସମ୍ଭାବନା ଅଛି।…

ଏକ୍‌ଜିଟ୍‌ ପୋଲ୍‌ଠାରୁ ସମ୍ପୂର୍ଣ୍ଣ ଅଲଗା ହେବ ଫଳାଫଳ: କଂଗ୍ରେସ

ନୂଆଦିଲ୍ଲୀ,୯।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳକୁ ନେଇ ଏବେଠାରୁ ଅଙ୍କକଷା ଆରମ୍ଭ ହୋଇ ଗଲାଣି। ଏକ୍‌ଜିଟ୍‌ ପୋଲ୍‌ କହୁଛି ଏଥର ପୁଣିଥରେ ଅରବିନ୍ଦ କେଜରିଓ୍ବାଲଙ୍କ ଆମ ଆଦମୀ ପାର୍ଟି(ଏଏପି) ସରକାର ଗଠନ କରିବ। ହେଲେ ଭାରତୀୟ ଜନତା ପାର୍ଟି(ଭାଜପ) କହୁଛି ମୋତେ…

ଥରିଲା ପାପୁଆ ନିଉ ଗିନି

ପୋର୍ଟ ମୋରସିବାୟ,୯।୨: ରିକ୍ଟର ସ୍କେଲରେ ୬.୨ ତୀବ୍ରତାର ଏକ ଭୂକମ୍ପ ରବିବାର ସକାଳେ ପାପୁଆ ନିଉ ଗିନିରେ ଅନୁଭୂତ ହୋଇଛି। ଏଥିରେ ମୃତାହତ ବା କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ଏହାକୁ ନେଇ ସୁନାମୀ ସତର୍କତା ମଧ୍ୟ ଜାରି କରାଯାଇନାହିଁ।

୧୦୦ ବର୍ଷ ଜୀବିତ ରହୁଥିବା ସୈଲାମେଣ୍ଡରର ମିଳିଲା ସନ୍ଧାନ

ସାରାଜେବୋ,୯।୨: ଦକ୍ଷିଣ ପୂର୍ବ ୟୁରୋପର ବୋସନିଆ ଏବଂ ହେର୍ଜଗୋବିନାରେ ପ୍ରାଣୀ ବିଜ୍ଞାନୀ ୧୦୦ ବର୍ଷ ଜୀବିତ ରହୁଥିବା ସୈଲାମେଣ୍ଡରର ସନ୍ଧାନ ପାଇଛନ୍ତି। କ୍ରୋଏସିଆରେ ପାଣି ଭିତରେ ଥିବା ଗୁମ୍ଫାରୁ ଏହାର ସନ୍ଧାନ ମିଳିଛି। ଓଲମ୍ସ୍‌ ପ୍ରଜାତିର ଏହି ଉଭୟଚର ସୈଲାମେଣ୍ଡର ସାଢ଼େ…

ବାୟୁ ଦ୍ୱାରା ବ୍ୟାପୁଛି କରୋନାଭାଇରସ

ବେଜିଂ,୯।୨: କରୋନାଭାଇରସ ଏବେ ସାରା ବିଶ୍ୱର ନିଦ ହଜାଇ ଦେଇଛି କହିଲେ ଚଳେ। ଚାଇନାରେ ଏବେ ଏହି କରୋନାଭାଇରସ କବଳରେ ପଡି ୮ଶହ ଲେକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ସାଂଘାଇର…

ଘର ପାଇଁ ଅଶୁଭ

* ବାସ୍ତୁଶାସ୍ତ୍ର ଅନୁଯାୟୀ ରୋଷେଇ ଘରେ କଦାପି କ୍ଷୀରକୁ ଖୋଲା ରଖନ୍ତୁ ନାହିଁ। ଏହା ଦ୍ୱାରା ଘରେ ସର୍ବଦା ଆର୍ଥିକ ସମସ୍ୟା ଲାଗି ରହିଥାଏ। ତେଣୁ କ୍ଷୀରକୁ ସବୁ ବେଳେ ଘୋଡେଇ ରଖନ୍ତୁ। * ଘରେ କଦାପି କ୍ୟାକ୍‌ଟସ୍‌ ବା କଣ୍ଟା…

ନେପାଳ ବ୍ୟାଟ୍ସମ୍ୟାନଙ୍କ ବିଶ୍ୱ ରେକର୍ଡ

କାଠମାଣ୍ଡୁ,୯।୨- ନେପାଳର ଯୁବ ବ୍ୟାଟ୍ସମ୍ୟାନ କୁଶାଳ ମଲ୍ଲା ସ୍ବତନ୍ତ୍ର ବିଶ୍ୱ ରେକର୍ଡର ଅଧିକାରୀ ହୋଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ ଭାବେ ଅର୍ଦ୍ଧଶତକ ହାସଲ କରିଛନ୍ତି। ଆଇସିସି ପୁରୁଷ କ୍ରିକେଟ ବିଶ୍ୱକପ୍‌ ଲିଗ୍‌ର ଦ୍ୱିତୀୟ ପର୍ଯ୍ୟାୟରେ ଶନିବାର ଆମେରିକା ବିପକ୍ଷରେ ଖେଳାଯାଇଥିବା…

ହାତୀ ମାରିବାକୁ ଆଦେଶ ଦେଲେ ବୋଟସଓ୍ବାନା ସରକାର

ଗାବୋରୋନେ,୯।୨: କେଉଁଠି କେଉଁଠି ହାତୀଙ୍କ ସଂଖ୍ୟା କମିଯିବା ଶୁଣାଯାଉଥିବା ବେଳେ ଏମାନେ ଖାଦ୍ୟାଭାବରୁ ଜଙ୍ଗଲ ଛାଡି ଜନବସତି ମୁହାଁ ହେଉଥିବା ମଧ୍ୟ ଦେଖାଯାଇଛି। ବେଳେ ବେଳେ ହାତୀ ମଣିଷର ଲଢେଇରେ ଅନେକ ଲୋକଙ୍କ ଜୀବନ ଯିବା ଖବର ମଧ୍ୟ ଆସିଛି। ହେଲେ…

ଟେଡି ଡେ’: ସାଥୀଙ୍କୁ କେଉଁ ରଙ୍ଗର ଟେଡି ଦେଲେ କ’ଣ ହୋଇଥାଏ ଜାଣନ୍ତୁ

କପଲ୍‌ଙ୍କ ପାଇଁ ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମ ସପ୍ତାହ। ପ୍ରଥମ ଦିନଟି ରୋଜ୍‌ ଡେ’ରୁ ଆରମ୍ଭ ହୋଇଥିବା ବେଳେ ଦ୍ୱିତୀୟ ଦିନଟି ହେଉଛି ପ୍ରପୋଜ୍‌ ଡେ’ ବା ପ୍ରେମ ନିବେଦନ ଦିବସ। ସେହିପରି ତୃତୀୟ ଦିବସରେ ଚକୋଲେଟ୍‌ ଦେଇ…

କରୋନା ଚିକିତ୍ସା ପାଇଁ ଔଷଧ ପ୍ରସ୍ତୁତ କରିଥିବା ଦାବି କଲେ ଡାକ୍ତର

ଲାସା,୯।୨: କରୋନା ଭୁତାଣୁ ଚାଇନାରେ ଆତଙ୍କ ସୃଷ୍ଟି କରିଛି। ଇତିମଧ୍ୟରେ ଏହା ପୃଥିବୀର ୨୭ରୁ ଅଧିକ ଦେଶରେ ସଂକ୍ରମିତ ହୋଇଛି। ଏହାର ଚିକିତ୍ସା ପାଇଁ ଔଷଧ ପ୍ରସ୍ତୁତ କରିଥିବା ତିବ୍ବତର ଜଣେ ଡାକ୍ତର ଦାବି କରିଛନ୍ତି। ଏହି ଔଷଧକୁ ବେକରେ କଳା…

ଦ୍ବିତୀୟ ଦିନରେ ପଥରଖୋଲରୁ ବାହୁରୁନି ଡିଜେଲ; ଟାଙ୍କିକୁ ବଦନାମ କରିବାକୁ ଉଦ୍ୟମ: ମାଲିକ

ଦାରିଙ୍ଗବାଡ଼ି,୯।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଲଦପାଙ୍ଗା ଅଞ୍ଚଳରେ ଏକ ପଥରଖୋଲ ଭିତରୁ ଶନିବାର ଡିଜେଲ ବାହାରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଥିଲା। ମାତ୍ର ଏହି ଘଟଣାର ଦ୍ବିତୀୟ ଦିନ ଅର୍ଥାତ୍‌ ରବିବାର ଉକ୍ତ ସ୍ଥାନରୁ ଆଉ ଡିଜେଲ ବାହାରୁନଥିବା ନେଇ ପୁଣି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri