Home Left

ବାବୁସାନ ଶ୍ରେଷ୍ଠ ଅଭିନେତା, ଭୂମିକା ଶ୍ରେଷ୍ଠ ଅଭିନେତ୍ରୀ

ପୁରୀ ଅଫିସ, ୯ା୨: ୱିନିଂ ଏବଂ ସ୍ପୋର୍ଟିଂ କ୍ଲବ ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଗୋଲ୍ଡେନ ବିିଚ୍‌ରେ ଦୁଇଦିନିଆ ୧୫ତମ ଓଡ଼ିଆ ଫିଲ୍ମ ଓ ଟିଭି ଆୱାର୍ଡ ଶୋ’ ଟାଇମ୍‌ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ମିଷ୍ଟର ମଜ୍‌ନୁ ଚଳଚ୍ଚିତ୍ର ଲାଗି ବାବୁସାନ୍‌ ଶ୍ରେଷ୍ଠ…

ଅଦିନିଆ ବର୍ଷାରେ ଫସଲ ପ୍ରଭାବିତ

ରସୁଲପୁର,୯ା୨(ଡି.ଏନ୍‌.ଏ.): ପାଣିପାଗରେ ଅସ୍ବାଭାବିକ ପରିବର୍ତ୍ତନ ମାନବ ସମାଜ ପାଇଁ କାଳ ସାଜୁଛି। ଏଥିଯୋଗୁଁ ଲୋକମାନେ ବହୁ ଦୁଃସାଦ୍ଧ ରୋଗର ଶିକାର ମଧ୍ୟ ହେଉଛନ୍ତି। ଅନେକ ଗରୀବ ଦିନମଜୁରିଆ, ଖଟିଖିଆଙ୍କ ଭାତହାଣ୍ଡି ପ୍ରଭାବିତ ହେଉଛି। ବିଶେଷକରି ଚାଷୀକୂଳ ଋଣଯନ୍ତା ଭିତରକୁ ଠେଲି ହୋଇଯାଉଛି।…

ଉତ୍ସବମୁଖର ହେବ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ:ସପ୍ତାହେ ବ୍ୟାପୀ କାର୍ଯ୍ୟକ୍ରମ

ଭୁବନେଶ୍ୱର,୯ା୨(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ମାର୍ଚ୍ଚ ୫ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକର ଦଳର ୨ ପ୍ରମୁଖ ଛାମୁଆ ସଙ୍ଗଠନ (ଛାତ୍ର ଓ ଯୁବ) କର୍ମକର୍ତ୍ତା ଯୋଗ ଦେଇ…

ପ୍ରକଳ୍ପ ପିଛା ଲକ୍ଷାଧିକ ଆତ୍ମସାତ

ଯାଜପୁର ଅଫିସ,୯ା୨: ସାଧାରଣ ଲୋକଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ଓ କେନ୍ଦ୍ର ସରକାର ଅନେକ ଯୋଜନା କରିଛନ୍ତି। ବିଶେଷକରି ଗ୍ରାମାଞ୍ଚଳରେ ପାନୀୟ ଜଳ ସୁବିଧାକୁ ଅଧିକ ଗୁରୁତ୍ୱ ଦେଇ ବିଭିନ୍ନସ୍ତରରେ ନଳକୂପ, ସୌରଚାଳିତ ପାନୀୟ ଜଳ ପ୍ରକଳ୍ପ,…

ଇଭିଏମ୍‌ରେ ଭାଗ୍ୟ, ୧୧କୁ ଅପେକ୍ଷା: ଦିଲ୍ଲୀରେ ୬୧.୪୬% ମତଦାନ

ନୂଆଦିଲ୍ଲୀ,୯ା୨: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଦିଲ୍ଲୀ ବିଧାନସଭାର ୭୦ ଆସନରେ ନିର୍ବାଚନ ଶେଷ ହୋଇଛି। ଶନିବାର ସକାଳ ୮ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟଗ୍ରହଣ କରାଯାଇଥିବାବେଳେ ୧.୪୭ କୋଟି ଭୋଟରଙ୍କ ମଧ୍ୟରୁ ୬୧.୪୬% ସେମାନଙ୍କ ଗଣତାନ୍ତ୍ରିକ ଅଧିକାର ସାବ୍ୟସ୍ତ କରିଛନ୍ତି।…

ଜାତିଭିତ୍ତିକ ଜନଗଣନାକୁ ଅଠାଓ୍ବଲେଙ୍କ ସମର୍ଥନ: ଏସ୍‌ସି/ଏସ୍‌ଟିଙ୍କ ବିରୋଧରେ ହେଉଥିବା ନିର୍ଯାତନାକୁ ନେଇ ଉଦ୍‌ବେଗ

ଭୁବନେଶ୍ୱର,୯ା୨(ବ୍ୟୁରୋ): ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ନିର୍ଯାତନା ନିବାରଣ ଆଇନ ୧୯୮୯କୁ କଡ଼ାକଡ଼ି ଲାଗୁ କରାଗଲେ ଦଳିତମାନଙ୍କ ଉପରେ ହେଉଥିବା ଅତ୍ୟାଚାର କମିବ। ଓଡ଼ିଶାରେ ୨୦୧୮ରେ ୨୩୨୦ ଓ ୨୦୧୯ ବର୍ଷରେ ୨୪୬୯ଟି ଦଳିତ ନିର୍ଯାତନା ମାମଲା ରୁଜୁ…

ଏଡିଏମ୍‌ଙ୍କ ହସ୍ତକ୍ଷେପ ଲୋଡ଼ିଲେ ପ୍ରଭାବିତ ପରିବାର

ସୁକିନ୍ଦା, ୯ା୨(ଡି.ଏନ୍‌.ଏ.): ଜିଲା ଖଣିଜ ପାଣ୍ଠି(ଡିଏମ୍‌ଏଫ୍‌)ରେ ଖଣି ଖାଦାନ ସଂଲଗ୍ନ ଅଞ୍ଚଳର ପରୋକ୍ଷ ବା ପ୍ରତ୍ୟେକ୍ଷ ଭାବରେ ପ୍ରଭାବିତ ହେଉଥିବା ଲୋକମାନଙ୍କ ଜୀବନ ଧାରଣ ମାନର ପରିବର୍ତ୍ତନ ସହ ସେମାନଙ୍କ ଜୀବନଜିବିକାକୁ ସୁଦୃଢ ଓ ସୁନିଶ୍ଚିତ କରିବାର ପ୍ରାବଧାନ ରହିଛି। ତେବେ…

ଆଜି ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ

ପୁରୀ ଅଫିସ, ୯ା୨: ପବିତ୍ର ମାଘ ପୂର୍ଣ୍ଣିମା ତିଥିରେ ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ପୁଷ୍ପାଳକ ସେବକମାନେ ଦାରୁବିଗ୍ରହଙ୍କୁ ଏହି ବେଶ କରିବେ। ଏହି ବେଶ ଥାଇ ମହାପ୍ରଭୁଙ୍କ ସନ୍ଧ୍ୟା…

ବିନାନୁମତିରେ କାଟିଦେଲେ ଶତାଧିକ ଗଛ

କାଳିଆପାଣି,୯ା୨(ଡିଏନଏ): ଦିନକୁ ଦିନ ଜଙ୍ଗଲ କ୍ଷୟ ହୋଇ ପୃଥିବୀ ଧ୍ୱଂସ ହେବାକୁ ବସିଥିବାବେଳେ ସୁକିନ୍ଦା ବ୍ଲକ କାଙ୍କଡ଼ପାଳ ପଞ୍ଚାୟତ ସଂରକ୍ଷିତ ଜଙ୍ଗଲରୁ ବେଆଇନଭାବେ ଶହଶହ ଗଛ କଟାଯାଉଥିବା ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ସୁକିନ୍ଦା ବନଖଣ୍ଡ ଅଧୀନରେ ରହିଥିବା କାଙ୍କଡ଼ପାଳ ପଞ୍ଚୟତର…

ପଟ୍ଟନାୟକ ମିନେରାଲ୍ସକୁ ମିଳିଲା ମହୁଲଶୁଖା ଖଣି

ଭୁବନେଶ୍ୱର,୯ା୨(ବ୍ୟୁରୋ): ସୁନ୍ଦରଗଡ ଜିଲା ଲହୁଣୀପଡା ତହସିଲ ଅନ୍ତର୍ଗତ ରଣ୍ଡା,ରନ୍ଥା ଏବଂ ଭୁତୁଡାରେ ଥିବା ଲୁହାପଥର ଏବଂ ମାଙ୍ଗାନିଜ୍‌ ଖଣିକୁ ପଟ୍ଟନାୟକ ମିନେରାଲ୍ସ ହାତେଇଛି। ଶନିବାର ହୋଇଥିବା ନିଲାମୀ ପ୍ରକ୍ରିୟାରେ ଏହି କମ୍ପାନୀ ଖଣିଜ ବିକ୍ରି ମୂଲ୍ୟର ୯୨.୭ପ୍ରତିଶତର ପ୍ରିମିୟମ୍‌ ବଦଳରେ ଖଣିଟିକୁ…

ଆଉ ୨୪ ଘଣ୍ଟା ବର୍ଷା: ୧୦ରୁ ବଢ଼ିବ ଶୀତ

ଭୁବନେଶ୍ୱର, ୯ା୨ (ବ୍ୟୁରୋ): କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଦେହ ମୁଣ୍ଡ ଥରେଇ ଦେଉଛି। ଦିନରେ ମଧ୍ୟ ଶୀତରୁ ତ୍ରାହି ମିଳୁ ନାହିଁ। ବର୍ଷା ସହିତ ଥଣ୍ଡା ପବନ ବାଜିବା ମାତ୍ରେ ଦେହ ମୁଣ୍ଡ କାଲୁଆ ହୋଇଯାଉଛି। ଉପକୂଳ ଠାରୁ…

ଚିଲିକା ମଝିରେ ଅଟକିଲା ଭସାପୋଲ : ୨ଘଣ୍ଟା ଧରି ୧୦୦ ଯାତ୍ରୀ ଜଳବନ୍ଦୀ

କୃଷ୍ଣପ୍ରସାଦ,୯ା୨ (ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଜହ୍ନିକୁଦା-ସାତପଡା ଚିଲିକା ମଝିରେ ଶନିବାର ଏକ ଯାତ୍ରୀବାହୀ ଭେସେଲ (ଭସାପୋଲ) ୨ ଘଣ୍ଟା ଧରି ଅଟକି ରହିଥିଲା। ଫଳରେ ଭେସେଲରେ ଥିବା ୧୦୦ ଯାତ୍ରୀ ଜଳବନ୍ଦୀ ହୋଇ ଆତଙ୍କିତ ଅବସ୍ଥାରେ ସମୟ କଟାଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri