ଲାଞ୍ଚ ନେଇ ଧରାପଡିଲେ ଏଆରଆଇ
କେନ୍ଦ୍ରାପଡା,୨୫।୧୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲା ନିକିରାଇ ରାଜସ୍ବ ସର୍କଲର ଏଆରଆଇ ଅଭିମନ୍ୟୁ ବେହେରା ଲାଞ୍ଚ ନେଇ ମଙ୍ଗଳବାର ଧରା ପଡିଛନ୍ତି। ଭିଜିଲାନ୍ସ ବିଭାଗ ଅଧିକାରୀମାନେ ଲାଞ୍ଚ ନେଇଥିବା ୧୨ ହଜାର ଟଙ୍କା ତାଙ୍କ ନିକଟରୁ ଉଦ୍ଧାର କରିଛି। ଏଥିସହିତ...
ରାଜ୍ୟରେ ବଢ଼ିଲା ବାଘ ସଂଖ୍ୟା, ଶିମିଳିପାଳରେ ଏତିକିରେ ପହଞ୍ଚିଲା…
ବାରିପଦା,୨୫ା୧୧: ଚଳିତବର୍ଷ ରାଜ୍ୟରେ ବାଘ ସଂଖ୍ୟା ବୃଦ୍ଧି ପାଇଛି। ଏନେଇ ପିସିସିଏଫ୍ ପ୍ରେମ କୁମାର ଝା ସୂଚନା ଦେଇଛନ୍ତି। ଚଳିତ ବର୍ଷ ଶିମିଳିପାଳରେ ବାଘ ସଂଖ୍ୟା ବୃଦ୍ଧି ପାଇ ୩୨ରେ ପହଞ୍ଚିଛି। ଗତ ବର୍ଷ ତୁଳନାରେ ୫ ବାଘ ଅଧିକ...
ସ୍ମୃତି ମନ୍ଧାନାଙ୍କୁ ଧୋକା ଦେଲେ ପଲାଶ! ବିବାହ ସ୍ଥଗିତ ପଛରେ ସାମ୍ନାକୁ ଆସିଲା ବଡ଼ ସତ, ଭାଇରାଲ ହେଲା…
ନୂଆଦିଲ୍ଲୀ,୨୫।୧୧: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ-ଚଳଚ୍ଚିତ୍ର ନିର୍ମାତା ପଲାଶ ମୁଚ୍ଛଲଙ୍କ ବିବାହ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଥିଲା। ନଭେମ୍ବର ୨୩ ତାରିଖରେ ସାଙ୍ଗଲିରେ ଏକ ବ୍ୟକ୍ତିଗତ ଉତ୍ସବରେ ବିବାହ ହେବାର ଥିଲା।...
ଏତେ ବଡ଼ ଧନୀ ହୋଇ ବି ଘରେ ବାସନ ମାଜନ୍ତି ବିଲ୍ ଗେଟ୍ସ,, ଏହା ପଛରେ ରହିଛି ବଡ଼ କାରଣ, ଜାଣିଲେ…
ସାଧାରଣତଃ ଧନୀ ଲୋକମାନେ ନିଜ କାମ ନ କରି ଘରେ ଚାକର ବାକର ରଖି କାମ କରାଇଥାନ୍ତି। ଏପରିକି ଘର ଝାଡୁ କରିବାଠାରୁ ଆରମ୍ଭ କରି ବାସନ ମାଜିବା ପର୍ଯ୍ୟନ୍ତ ଲୋକ ଖଞ୍ଜା ହୋଇଥାନ୍ତି। ମାତ୍ର ଆପଣଙ୍କ ମଧ୍ୟରୁ ଅଧିକାଂଶ...
ନୀତୀଶଙ୍କ ବଡ଼ ଘୋଷଣା, ୧କୋଟି ଯୁବକଙ୍କୁ ମିଳିବ ଚାକିରି ସହ ରୋଜଗାର
ପାଟନା,୨୫।୧୧: ଦଶମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କ ସରକାରଙ୍କ ଏଜେଣ୍ଡା ଏବଂ ପ୍ରାଥମିକତାକୁ ନେଇ ଆକ୍ସନ ମୋଡରେରେ ଅଛନ୍ତି। ସେ ସ୍ପଷ୍ଟ କରିଛନ୍ତି ଯେ ନୂତନ ସରକାରଙ୍କ ପ୍ରାଥମିକ...
୮ ଦଫା ଦାବି ନେଇ ଆୟୁଷ ଛାତ୍ରୀଛାତ୍ରଙ୍କ ତାଲା ବନ୍ଦ ଆନ୍ଦୋଳନ, ଦେଲେ ଏମିତି ଚେତାବନୀ
ବଲାଙ୍ଗୀର, ୨୫।୧୧ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ମଙ୍ଗଳବାର ଦ୍ବିତୀୟ ଦିବସରେ ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଙ୍ଗଠନର ତାଲା ବନ୍ଦ ଆନ୍ଦୋଳନ ଜାରି ରହିଛି। ଏହି ଆନ୍ଦୋଳନକୁ ବଲାଙ୍ଗୀର...
ଭାରତ ଆସିବାକୁ ପୁଣି ମନା କଲେ ନେତାନ୍ୟାହୁ, ଜାଣନ୍ତୁ ଏହାର ବଡ଼ କାରଣ
ନୂଆଦିଲ୍ଲୀ/ଜେରୁଜେଲମ,୨୫।୧୧: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଭାରତ ଗସ୍ତ ଚଳିତ ବର୍ଷ ଶେଷ ଆଡ଼କୁ ହେବାର ଥିଲା, କିନ୍ତୁ ଦିଲ୍ଲୀରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ଯୋଜନାକୁ ପୁଣି ଥରେ ଏହାକୁ ପଛକୁ ଠେଲି ଦେଇଛି। ପ୍ରାୟ ୧୦ ବର୍ଷ...
ବିଧାନସଭା ପରିସରରେ କମିଶନର: କଡ଼ାକଡ଼ି ସିକ୍ୟୁରଟି ଯାଞ୍ଚ
ଭୁବନେଶ୍ୱର,୨୫।୧୧: ବିଧାନସଭା ଶୀତକାଳୀନ ଅଧିବେଶନ ପାଇଁ ସିକ୍ୟୁରଟି ଯାଞ୍ଚ କଡ଼ାକଡ଼ି କରାଯାଇଛି। ପୋଲିସ କମିଶନର ଏସ. ଦେବଦତ୍ତ ସିଂ ବିଧାନସଭା ପରିସରରେ ସୁରକ୍ଷା ଯାଞ୍ଚ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି।...
ଡାକ୍ତରଖାନାରେ ଥିବାବେଳେ ଅବସରପ୍ରାପ୍ତ ବ୍ୟାଙ୍କ ଅଧିକାରୀଙ୍କ ଘରୁ କଳାକନା ବୁଲାଇଲେ ଦୁର୍ବୃତ୍ତ, ନେଇଗଲେ…
ଧର୍ମଶାଳା ,୨୫।୧୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଶାନ୍ତିବଜାର ନିକଟରେ ଥିବା ଅବସରପ୍ରାପ୍ତ ବ୍ୟାଙ୍କ ଅଧିକାରୀଙ୍କ ଘରୁ ଚୋରି ହେଇଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ବ୍ୟାଙ୍କ ଅବସର ପ୍ରାପ୍ତ ଅଧିକାରୀ ନିତ୍ୟାନନ୍ଦ ସାହୁ ଓ ତାଙ୍କ...
ବାର୍ହା ଶିକାର ପଡ଼ିଲା ମହଙ୍ଗା: ୫ଙ୍କୁ…
ଖଡ଼ିଆଳ,୨୫।୧୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବନଖଣ୍ଡ ଖଡ଼ିଆଳ ରାଣୀମୁଣ୍ଡ ବିଟରେ ବାର୍ହା ଶିକାର ଅଭିଯୋଗରେ ସୋମବାର ୫ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଏହି ଘଟଣାରେ ଅନ୍ୟ ୯ଜଣ ଫେରାର ହୋଇଯାଇଛନ୍ତି। ଗିରଫ ବ୍ୟକ୍ତିମାନେ ହେଲେ...
ପର୍ଯ୍ୟଟକଙ୍କ ନୂଆ ଠିକଣା ସାଞ୍ଜାପାଟା ଭିୟୁ, ହାତପାହାନ୍ତାରେ ସ୍ବର୍ଗ, ମନୋରମ ଦୃଶ୍ୟ ଦେଖି…
ଦାରିଙ୍ଗବାଡ଼ି,୨୫ା୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ହିଲଭିୟୁ ପାର୍କରୁ ଆରମ୍ଭ କରି ମିଡିୟୁବାନ୍ଦା ଜଳପ୍ରପାତ ସମେତ କିସୁବାଡ଼ି ଜଳପ୍ରପାତ, ଲଭର୍ସ ପଏଣ୍ଟ ଆଦି ଅଞ୍ଚଳର ଲୋକଙ୍କ ଦ୍ୱାରା ଏକାଧିକ ଜଳପ୍ରପାତ ସମେତ ନୂଆ ନୂଆ ପର୍ଯ୍ୟଟନ କ୍ଷେତ୍ରଗୁଡିକର ଆବିଷ୍କାର...
ଅଯୋଧ୍ୟାରେ ତ୍ରେତୟା ଯୁଗର ଅନୁଭବ, ଝଡ଼ ବର୍ଷାରେ ବି ଧର୍ମ ଧ୍ୱଜା ଉପରେ ପଡିବ ନାହିଁ କୌଣସି ପ୍ରଭାବ
ଅଯୋଧ୍ୟା,୨୫।୧୧: ମଙ୍ଗଳବାର ରାମ ନଗରୀ ଅଯୋଧ୍ୟା ଏକ ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ମନ୍ଦିର ଉପରେ ଧର୍ମ ଧ୍ୱଜା ଉତ୍ତୋଳନ କରଛନ୍ତି। ଏହି ମହାନ ପତାକା ଉତ୍ତୋଳନ ଉତ୍ସବ ପରମ୍ପରା, ବିଶ୍ୱାସ ଏବଂ ଜାତୀୟତାର...
Archives


