Home Left

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ ଘାଟିରେ ଶୁକ୍ରବାର ପୁଣି ଏକ ଗ୍ୟାସ୍‌ ଟ୍ୟାଙ୍କର (ସିଜି୦୭ସିବି-୦୮୮୫) ଭାରସାମ୍ୟ ହରାଇ ଓଲଟି…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ ହାଇଦ୍ରାବାଦ ସହରକୁ ଯାଇଥିଲେ। ତେବେ ସେ ଘରକୁ ଫେରିବା ସମୟରେ ନିଖୋଜ ହୋଇଥିବା…

ଗଞ୍ଜେଇ ମାମଲାରେ ଯୁବକଙ୍କୁ ମୋହନାରୁ ଗିରଫ କଲା ତାମିଲନାଡୁ ପୋଲିସ

ମୋହନା, ୨୮।୮ (ମନ୍ମଥ ମିଶ୍ର): ତାମିଲନାଡୁରେ ଗଞ୍ଜେଇ ଜବତ ଘଟଣାର ତଦନ୍ତ କରି ଓଡ଼ିଶାର ଗଜପତି ଜିଲାରେ ପହଞ୍ଚିଛି ତାମିଲନାଡୁ ପୋଲିସ। ଗଞ୍ଜେଇ ଚାଲାଣ ମାମଲାରେ ମୋହନା ଅଞ୍ଚଳରୁ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ତାମିଲନାଡୁ ପୋଲିସର ତଦନ୍ତରୁ ଗଜପତି ଜିଲାର…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ ସ୍ଥିତି ସୃଷ୍ଟି ହୋଇଛି । ନିର୍ବାଚନରେ ସବୁଠାରୁ ଅଧିକ ଆସନ ଜିତି ସରକାର…

ଅଙ୍ଗନୱାଡ଼ି କର୍ମୀଙ୍କ ଅନଶନ ପ୍ରତ୍ୟାହୃତ

ଗୁଣପୁର, ୨୮/୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ର ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ୍ ୱାର୍କର୍ସ ଆସୋସିଏଶନ୍ ପକ୍ଷରୁ ଦୀର୍ଘଦିନର ବିଭିନ୍ନ ଦାବି ନେଇ ପ୍ରଶାସନକୁ ଲିଖିତ ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ସମାଧାନ ନ ହେବାରୁ ଗତ ୨୫…

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ ଉତ୍ସାହ ଓ ଆନନ୍ଦର ସହ ପାଳିତ ହୋଇଯାଇଛି। ପୂର୍ବତନ ଜିଲା ପରିଷଦ ସଦସ୍ୟା…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଏବଂ ଗୁଜରାଟ…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ ସୃଷ୍ଟି ହୋଇଛି । କ୍ରିକେଟ୍ ଅଷ୍ଟ୍ରେଲିଆ (CA) ଅନାୟାଙ୍କୁ ନିଜ ଦେଶରେ କମ୍ୟୁନିଟି…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ ରହିପାରିବା ଏବଂ ନିଶାମୁକ୍ତ ଓଡ଼ିଶା ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଅଧ୍ୟାପକ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ପ୍ରକଳ୍ପ ପ୍ରସ୍ତୁତି ନିମନ୍ତେ ଏକ ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଛି। ରାଜ୍ୟ ଓ…

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ପବିତ୍ର ରକ୍ଷା ବନ୍ଧନ ଗୁରୁବାରଠାରୁ ଆୟୋଜିତ ଏହି ପ୍ରତିଯୋଗିତାର ଶୁକ୍ରବାର ଥିଲା ଉଦ୍‌ଯାପନୀ…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?