Home Left

ଶ୍ରୀଲଙ୍କା ମୁହଁ ଖୋଲିବାରୁ ସରକାରଙ୍କ ସହ ପୁଣି କଥା ହେବ PCB, ଭାରତ ସହ ଖେଳିବାକୁ ନେଇ ନେବ ପରାମର୍ଶ

ନୂଆଦିଲ୍ଲୀ,୭।୨: ୨୦୨୬ ଟି୨୦ ବିଶ୍ୱକପ ଆରମ୍ଭ ହୋଇଛି। ତଥାପି, କ୍ରିକେଟର ସବୁଠାରୁ ଛୋଟ ଫର୍ମାଟର ସବୁଠାରୁ ବଡ଼ ଟୁର୍ଣ୍ଣାମେଣ୍ଟ ପୂର୍ବରୁ, ଚର୍ଚ୍ଚା ଖେଳାଳି କିମ୍ବା ଖେଳ ଉପରେ ନୁହେଁ, ବରଂ ପଡ଼ିଆ ବାହାରେ କାର୍ଯ୍ୟକଳାପ ଉପରେ କେନ୍ଦ୍ରିତ ହୋଇଛି। ହୁଏତ ପୂର୍ବରୁ…

ମଣ୍ଡିରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ପାଳି କରି ଜଗୁଛନ୍ତି ଚାଷୀ

କେସିଙ୍ଗା,୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ପ୍ରାଥମିକ କୃଷି ସମବାୟ ସମିତି ଅଧିନସ୍ଥ ଶିରୋଲ,ବାଲସି ଓ କାଣ୍ଡେଲ ଧାନ ମଣ୍ଡିରେ ୧୭୬ ଜଣ ଚାଷୀଙ୍କ ୯ ହଜାର ୫୨୦ କ୍ୱିଣ୍ଟାଲ ଧାନ ମଣ୍ଡିରେ ଦୀର୍ଘ ଦୁଇ ମାସ…

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି ଆତଙ୍କ ଖେଳାଇଛନ୍ତି । ତେବେ ଉକ୍ତ ବ୍ୟକ୍ତିଙ୍କ ଉନ୍ମତ୍ତ କାଣ୍ଡର ଭିଡ଼ିଓ ସୋସିଆଲ…

ହୀରାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ, କେଉଁ ଜିନିଷ ଉପରେ ଲାଗିବ ଜିରୋ ଟାରିଫ(Zero Tariff)? ପୀୟୁଷ ଗୋୟଲ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଏହାକୁ ଉଭୟ ଦେଶର ସ୍ବାର୍ଥ ପାଇଁ ଏକ ପ୍ରମୁଖ ଚୁକ୍ତି ବୋଲି ବର୍ଣ୍ଣନା…

ଏହି ଗାଁରେ ଦୁଇ ମହଲା ଘର ତିଆରି କରିବାକୁ ଡରନ୍ତି ଗ୍ରାମବାସୀ, କାରଣ ଜାଣିଲେ…

ଭାରତରେ ଅନେକ ଗାଁ ରହିଛି। ଗାଁରେ ଅନେକ ଆଶ୍ଚର୍ଯ୍ୟଜନକ କାହାଣୀ ବି ଶୁଣିବାକୁ ମିଳେ। ପ୍ରତ୍ୟେକ ଗାଁର ନିଜସ୍ବ ପରମ୍ପରା ଏବଂ ସଂସ୍କୃତି ଅଛି। ଏପରି ଏକ ଗାଁ ରାଜସ୍ଥାନରେ ଅବସ୍ଥିତ। ଏହା ଏକ ବିଶେଷ କାହାଣୀ ପାଇଁ ସମଗ୍ର ଭାରତରେ…

ଏହି କଥା ଶୁଣି କାନ୍ଦିଲେ ଭୂମିକା

ବଲିଉଡ ଅଭିନେତ୍ରୀ ଭୂମିକା ଚାୱଲା ଜଣେ ଜଣାଶୁଣା ଅଭିନେତ୍ରୀ। ଯଦିଓ ଆଜିକାଲି ସେ ଫିଲ୍ମରେ କମ୍‌ ସକ୍ରିୟ ଅଛନ୍ତି, କିନ୍ତୁ ସେ ପ୍ରାୟତଃ ଚର୍ଚ୍ଚାରେ ଅଛନ୍ତି। ସେ ସୁପରଷ୍ଟାର ସଲମାନ ଖାନଙ୍କ ‘ତେରେ ନାମ’ରେ ନିର୍ଜାରା ଭୂମିକା ପାଇଁ ଏବେ ବି…

କଂଗ୍ରେସ ଛାଡିବାରୁ ଚମକିଲା ଭାଗ୍ୟ! ୪୦ ବର୍ଷ ପରେ ଭାଜପାକୁ ମିଳିବ ମେୟର ପଦ, ଋତୁ ହେବେ BMC ମେୟର

ମୁମ୍ବାଇ,୭।୨: BMC ନିର୍ବାଚନରେ ବିଜୟ ପରେ, ମେୟର ନିର୍ବାଚନକୁ ନେଇ ସସପେନ୍ସ ଶେଷ ହୋଇଛି। ଭାଜପାର ଋତୁ ତାୱଡେ ମୁମ୍ବାଇର ମେୟର ହେବେ, ସେହିପରି ଶିବସେନାର ସଞ୍ଜୟ ଘାଡି ଡେପୁଟି ମେୟର ହେବେ। ମୁମ୍ବାଇ ମେୟର ନିର୍ବାଚନ ପାଇଁ ଭାଜପା କାଉନସିଲର…

କମାଲ କଲେ ବୈଜ୍ଞାନିକ, ମାଟିରେ ନୁହେଁ ପବନରେ ଫଳିଲା ଆଳୁ

ନୂଆଦିଲ୍ଲୀ,୭।୨: ଗ୍ୱାଲିୟରର ରାଜମାତା ବିଜୟା ରାଜେ ସିନ୍ଧିଆ କୃଷି ବିଶ୍ୱବିଦ୍ୟାଳୟରେ, କୃଷି ବୈଜ୍ଞାନିକମାନେ ଏରୋପୋନିକ୍ସ ପଦ୍ଧତି ବ୍ୟବହାର କରି ଆଳୁ ବିହନ ଚାଷ କରୁଛନ୍ତି । ଏହି ଗଛଗୁଡ଼ିକୁ ବାୟୁରେ ଲଗାଯାଉଛି। ଏହାର ମୂଳରୁ ୧,୦୦୦ ଛୋଟ ଆଳୁ ଗଜା ହୋଇସାରିଛି।…

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି ଟାୱାର ଲୋକାର୍ପଣ କରିବା ପରେ ଅଞ୍ଚଳବାସୀଙ୍କ ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟିଛି। ଏଣିକି…

ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…

ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ ଇନ୍ଦୁ ସମେତ ୧୫ଜଣ ମାଓବାଦୀ ରାୟଗଡ଼ା ପୋଲିସ ଆଗରେ ଆତ୍ମସମର୍ପଣ କରିଛନ୍ତି। ଏନେଇ…

ରାଜ୍ୟ ପ୍ରାକ୍‌ ବଜେଟ: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଆଜି

ଭୁବନେଶ୍ୱର, ୭।୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକବର୍ଷ ଲାଗି କରାଯାଇଥିବା ବଜେଟରୁ କେତେ ଅର୍ଥ ଖର୍ଚ୍ଚ ହୋଇଛି ଏବଂ ଆସନ୍ତା ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଅର୍ଥ ବିଭାଗ ପକ୍ଷରୁ ପ୍ରସ୍ତୁତ ହୋଇଥିବା ବଜେଟର ସମୀକ୍ଷା ନେବେ ମୁଖ୍ୟମନ୍ତ୍ରୀ ମୋହନ…

ଅଢ଼େଇ ବର୍ଷର ଝିଆରୀଙ୍କୁ ବଳାତ୍କାର କଲେ ଦାଦା, ଆଉ ତା’ପରେ…

ପିଲିଭିଟ୍‌(ୟୁପି),୭ା୨: ଉତ୍ତରପ୍ରଦେଶର ପିଲିଭିଟ୍‌ ଜିଲାରେ ୨୫ ବର୍ଷର ଦାଦା ନିଜର ଅଢ଼େଇ ବର୍ଷର ଝିଆରୀକୁ ବଳାତ୍କାର କରିବା ପରେ ଆତ୍ମହତ୍ୟା କରିଛନ୍ତି। ଗୁରୁବାର ରାତି ପ୍ରାୟ ୮ଟା ବେଳେ ଘରେ କେହି ନ ଥିବାବେଳେ ଯୁବକ ରାଜେନ୍ଦ୍ର ଓରଫ ନାନୁ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?