Home Left

ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଅଲଗା ହୋଇଯାଇଥିବା ୨ ଭଉଣୀ ୭୮ ବର୍ଷ ପରେ ହେଲେ ଏକାଠି

ମସ୍କୋ, ୮।୨: ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ପରସ୍ପରଠାରୁ ଅଲଗା ହୋଇଯାଇଥିବା ୨ ଭଉଣୀ ଦୀର୍ଘ ୭୮ ବର୍ଷ ପରେ ପୁଣି ଏକାଠି ହୋଇଛନ୍ତି। ଏନେଇ ସେମାନେ ଟିଭି ଏବଂ ପୋଲିସକୁ କୃତଜ୍ଞତା ଜଣାଇଛନ୍ତି। ଏବେ ବଡ଼ଭଉଣୀ ରୋଜଲିନା ସ୍ବାରିତୋନୋଭାଙ୍କୁ ୯୪ ବର୍ଷ…

ବଲିଉଡ୍‌ ମୁଭି ‘ଶିକାରା’ଦେଖି କାନ୍ଦି ପକାଇଲେ ଆଡଭାନୀ

ନୂଆଦିଲ୍ଲୀ,୮।୨: ବଲିଉଡ୍‌ର ନାମୀ ନିର୍ଦ୍ଦେଶକ ବିଧୁ ବିନୋଦ ଚୋପ୍ରାଙ୍କ ଫିଲ୍ମ ‘ଶିକାରା’ ରିଲିଜ୍‌ ହୋଇ ସାରିଛି। କଶ୍ମୀର ପଣ୍ଡିତଙ୍କ କାହାଣୀକୁ ନେଇ ତିଆରି ହୋଇଥିବା ଏହି ଫିଲ୍ମ ପ୍ରଥମ ଦିନରେ ୭୫ ଲକ୍ଷ ଟଙ୍କା ଆୟ କରିଛି। ଏହି ଫିଲ୍ମକୁ ଦେଖିବାକୁ…

ନ୍ୟୁଜିଲାଣ୍ଡ କବ୍‌ଜାରେ ଦିନିକିଆ ସିରିଜ୍‌

ଅକ୍‌ଲାଣ୍ଡ,୮।୨- ସ୍ଥାନୀୟ ଇଡେନ ପାର୍କଠାରେ ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୨୨ ରନ୍‌ରେ ବିଜୟ ହାସଲ କରିଛି। ଏଥି ସହିତ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ଘରୋଇ ଦଳ ୨-୦ ବ୍ୟବଧାନରେ ଆଗୁଆ କବ୍‌ଜା କରିନେଇଛି। ମ୍ୟାଚ୍‌ରେ ଅଲରାଉଣ୍ଡର ପ୍ରଦର୍ଶନ କରିଥିବା…

୧୪ ବର୍ଷ ବୟସ୍କା ନାବାଳିକାଙ୍କ ବିବାହକୁ ବୈଧ କହିଲେ ପାକିସ୍ତାନ କୋର୍ଟ

ଇସଲାମାବାଦ୍‌,୮।୨: ପାକିସ୍ତାନର ଏକ କୋର୍ଟ ଜଣେ ୧୪ ବର୍ଷ ବୟସ୍କା ଖ୍ରୀଷ୍ଟିଆନ୍‌ ନାବାଳିକାଙ୍କ ବିବାହକୁ ବୈଧ ବୋଲି କହିଛନ୍ତି। ନାବାଳିକା ଜଣକ ଋତୁମତୀ ହୋଇଥିବାରୁ ଏହି ବିବାହ ଶରିୟତ୍‌ ଆଇନ ଅନୁସାରେ ବୈଧ ବୋଲି କୋର୍ଟ ରାୟ ଦେଇଛନ୍ତି। ଗତବର୍ଷ ଅକ୍ଟୋବରରେ…

କୋହଲିଙ୍କ ବିପକ୍ଷରେ ସୌଦି ସବୁଠୁ ସଫଳତମ ବୋଲର

ଅକ୍‌ଲାଣ୍ଡ,୮।୨- ଭାରତୀୟ ଅଧିନାୟକ ବିରାଟ କୋହଲି ବିଶ୍ୱର ସବୁଠୁ ସଫଳତମ ବ୍ୟାଟ୍ସମ୍ୟାନ। ତାଙ୍କ ବିପକ୍ଷରେ ନ୍ୟୁଜିଲାଣ୍ଡ ପେସର ଟିମ ସୌଦି ସବୁଠୁ ସଫଳତମ ବୋଲର ହୋଇପାରିଛନ୍ତି। ଦ୍ୱିତୀୟ ଦିନିକିଆରେ କୋହଲିଙ୍କୁ ବ୍ୟକ୍ତିଗତ ସ୍କୋର ୧୫ ରନ୍‌ରେ କ୍ଲିନ ବୋଲ୍ଡ କରିଥିଲେ ସୌଦି।…

ବ୍ରହ୍ମପୁରରେ ପୋଲିସ ଡିଜି: ଅପରାଧ ସ୍ଥିତି, ୫ଟି ଉପରେ କଲେ ସମୀକ୍ଷା

ବ୍ରହ୍ମପୁର ଅଫିସ,୮।୨: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ଶନିବାର ବ୍ରହ୍ମପୁର ଗସ୍ତରେ ଆସି ଦକ୍ଷିଣାଞ୍ଚଳ ରେଞ୍ଜ ଡିଆଇଜିଙ୍କ ସମ୍ମିଳନୀ କକ୍ଷରେ ୫ଟି ପୋଲିସ ଜିଲାର ଏସ୍‌ପିଙ୍କୁ ନେଇ ସମୀକ୍ଷା କରିଛନ୍ତି। ଦକ୍ଷିଣାଞ୍ଚଳ ପୋଲିସ ରେଞ୍ଜର ଆଇନଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିବା…

ଦିଲ୍ଲୀ ବିଧାନସଭା ନିର୍ବାଚନ: ମତଦାନ ଦିନ ବି ‘ହନୁମାନ’ଙ୍କୁ ନେଇ ରାଜନୀତି

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଥିଲେ ମଧ୍ୟ ନେତାଙ୍କ ମଧ୍ୟରେ ଟଣା ଭିଡା ଶେଷ ହୋଇନାହିଁ। ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି)ମୁଖ୍ୟ ଅରବିନ୍ଦ କେଜରିଓ୍ବାଲଙ୍କ ‘ହନୁମାନ ଚାଳିଶାପାଠ’କୁ ନେଇ ବିବାଦ ଥମୁନାହିଁ। ଦିଲ୍ଲୀର ଭାରତୀୟ ଜନତା…

ଭୋଟ ଦେଲେ ପୂର୍ବତନ ରାଷ୍ଟ୍ରପତି

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ମତଦାନ ଶନିବାର ସକାଳ ୮ଟାରୁ ଆରମ୍ଭ ହୋଇଥିବା ବେଳେ ଏବେ ମଧ୍ୟ ଜାରି ରହିଛି। ଭୋଟ ଦେଇ ବିଭିନ୍ନ ଦଳର ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିଛନ୍ତି ଜନତା। ସକାଳୁ ଲମ୍ବା ଲାଇନ୍‌ରେ ଠିଆ ହୋଇ…

ଚାଇନାରେ କରୋନାଭାଇରସ ପୀଡିତଙ୍କୁ ଦିଆଯାଉଛି କଇଁଛ ମାଂସ!

ବେଜିଂ,୮।୨: କରୋନାଭାଇରସ ଏବେ ଚାଇନାରେ ମହାମାରୀର ରୂପ ନେଇଛି। ଏବେସୁଦ୍ଧା ଏଥିରେ ପ୍ରାୟ ୭୨୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୪ ହଜାରରୁ ଊର୍ଦ୍ଧ୍ୱ ଏଥିରେ ସଂକ୍ରମିତ ଅଛନ୍ତି। ଏହାକୁ ନେଇ ଏବେ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ଉପସ୍ଥିତ ବୁଦ୍ଧି ଯୋଗୁ ବୃଦ୍ଧଙ୍କ ଜୀବନ ବଞ୍ଚାଇଲେ ଜିଆର୍‌ପି ପୋଲିସ

ମୁମ୍ବାଇ,୮।୨: ମୁମ୍ବାଇ ଘାଟକୋପର ରେଳ ଷ୍ଟେଶନରେ ଜଣେ ଯବାନଙ୍କ ସାହସିକତା ଯୋଗୁ ଜଣେ ବୃଦ୍ଧଙ୍କ ଜୀବନ ବଞ୍ଚିଯାଇଛି। ବୃଦ୍ଧ ଜଣଙ୍କର ହଠାତ୍‌ ଛାତିରେ ଯନ୍ତ୍ରଣା ଅନୁଭବ ହେବା ଦେଖି ଜିଆରପି ପୋଲିସ ତାଙ୍କୁ ସଙ୍ଗେ ସଙ୍ଗେ ନିଜ କାନ୍ଧରେ ବୋହି ହସ୍ପିଟାଲକୁ…

ଖାପ୍‌ ପଞ୍ଚାୟତରେ ତାଲିବାନୀ ଶାସନ: ପ୍ରେମୀଯୁଗଳଙ୍କୁ ମୂତ୍ର, ଗୋବର ଖାଇବାକୁ ନିର୍ଦ୍ଦେଶ

ଝାନ୍ସି,୮ା୨: ଉତ୍ତରତପ୍ରଦେଶରେ ଖାପ୍‌ ପଞ୍ଚାୟତର ତାଲିବାନୀ ଶାସନ ଥମିବାର ନାଁ ଧରୁନି। ଦୈନିକ ଅଜବ ଅଜବ ଘଟଣା ସାମ୍ନାକୁ ଆସୁଛି। ଖାପ୍‌ ପଞ୍ଚାୟତ ନେଉଥିବା ନିଷ୍ପତ୍ତିକୁ ଦେଖିଲେ ଲାଗୁଛି ଯେଭଳି ଆମ ଦେଶର ଆଇନ ବ୍ୟବସ୍ଥା ଦୁର୍ବଳ ହୋଇପଡ଼ିଛି। କିଛି ଏଭଳି…

କ୍ଷୀର ତୁଳନାରେ ଗୋମୂତ୍ରରେ ରହିଛି ଅଧିକ ପୋଷକ ତତ୍ତ୍ୱ

ଇନ୍ଦୋର,୮।୨: ମଧ୍ୟପ୍ରଦେଶ ଜୁନାଗଡ଼ସ୍ଥିତ କୃଷି ବିଶ୍ୱ ବିଦ୍ୟାଳୟ ପକ୍ଷରୁ କରାଯାଇଥିବା ଏକ ଗବେଷଣା ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି। ଗାଈ କ୍ଷୀର ତୁଳନାରେ ଗୋମୂତ୍ରରେ ଅଧିକ ପୋଷକ ତତ୍ତ୍ୱ ରହିଛି। କ୍ଷୀରରେ ୫୧୦୦ ପୋଷକ ତତ୍ତ୍ୱ ଥିବାବେଳେ ଗୋମୂତ୍ରରେ ୫୬୦୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri