Home Left

୨୦୧୯ ନିର୍ବାଚନ ପରେ ଆଜମଗଡ଼ରୁ ଅଖିଳେଶ ନିଖୋଜ: ଭାଇରାଲ ହେଉଛି ପୋଷ୍ଟର

ଆଜମଗଡ଼,୮।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ନେଇ ଯେଉଁ ବିରୋଧ ପ୍ରଦର୍ଶନ କରାଯାଉଛି ଏବେ ତାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ବିଲରିୟାଗଞ୍ଜରେ ହେଉଥିବା ବିରୋଧ ପ୍ରଦର୍ଶନକୁ ନେଇ ପ୍ରଥମ ଦିନରେ ସମାଜବାଦୀ ପାର୍ଟି କଂଗ୍ରେସକୁ ଟାର୍ଗେଟ…

୩ ମାଲବାହୀ ଗାଡ଼ିକୁ ଯୋଡ଼ାଗଲା: ୧୭୭ ଓ୍ବାଗନ ନେଇ ଯାତ୍ରା କଲା ଆନାକୋଣ୍ଡା ଗୁଡସ୍‌ ଟ୍ରେନ୍‌

ବିଳାସପୁର,୮।୨: ଭାରତୀୟ ରେଳ ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ ୩ ମାଲବାହୀ ଗାଡ଼ିକୁ ଯୋଡ଼ାଯାଇଛି। ମୋଟ ୧୭୭ଟି ଓ୍ବାଗନକୁ ନେଇ ଆନାକୋଣ୍ଡା ଗୁଡସ୍‌ ଟ୍ରେନ୍‌ ୨୨୦ କିମିକୁ ୭ ଘଣ୍ଟାରେ ପୂରଣ କରିଛି। ଦକ୍ଷିଣ-ପୂର୍ବ- ମଧ୍ୟ ରେଲଓ୍ବେର ରାୟପୁର ଡିଭିଜନ…

ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀଙ୍କୁ ରାଷ୍ଟ୍ରପତି ଭବନରେ ସ୍ବାଗତ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୮।୨: ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକସାଙ୍କୁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ରାଷ୍ଟ୍ରପତି ଭବନରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ସୂଚନାଯୋଗ୍ୟ, ରାଜପାକସା ୫ ଦିନିଆ ଭାରତ ଗସ୍ତରେ ଶୁକ୍ରବାର ନୂଆଦିଲ୍ଲୀରେ ପହଞ୍ଚିଥିଲେ। ଏହି ଗସ୍ତ ସମୟରେ ସେ ବୈଦେଶିକ ବ୍ୟାପାର…

ପରିବାର ସହ ମତଦାନ କଲେ ବଲିଉଡ୍‌ ଅଭିନେତ୍ରୀ

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶନିବାର ମତଦାନ ଆରମ୍ଭ ହୋଇଛି। ସକାଳୁ ବୁଥ୍‌ଗୁଡ଼ିକରେ ଲୋକମାନେ ଲମ୍ବା ଲାଇନ୍‌ରେ ଠିଆ ହୋଇ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ନେତାଙ୍କଠାରୁ ଆରମ୍ଭ କରି ବଲିଉଡ୍‌ ସେଲିବ୍ରିଟି ମଧ୍ୟ ଭୋଟ ଦେଇଛନ୍ତି। ଇତିମଧ୍ୟରେ ବଲିଉଡ୍‌…

ଦିଲ୍ଲୀରେ ସରକାର ଗଢିବ ଭାଜପା: ମନୋଜ ତିଓ୍ବାରୀ

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଚାଲିଥିବା ବେଳେ ଏବେ ଏହାର ଫଳାଫଳକୁ ନେଇ ଅଙ୍କକଷା ଆରମ୍ଭ ହୋଇଗଲାଣି। ଦିଲ୍ଲୀର ଭାରତୀୟ ଜନତା ପାର୍ଟି(ଭାଜପା) ମୁଖ୍ୟ ମନୋଜ ତିଓ୍ବାରୀ କହିଛନ୍ତି, ଦିଲ୍ଲୀରେ ଏଥର ଭାଜପା ଶାସନ କରିବ। ଏହା ତାଙ୍କ ଷଷ୍ଠ ଇନ୍ଦ୍ରୀୟ…

ସଙ୍କଟରେ ଭାରତ

ଅକ୍‌ଲାଣ୍ଡ ,୮।୨- ସ୍ଥାନୀୟ ଇଡେନ ପାର୍କଠାରେ ଚାଲିଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳ ସଙ୍କଟଜନକ ସ୍ଥିତିରେ ପହଞ୍ଚତ୍ଛି। ୨୭୪ ରନ୍‌ର ବିଜୟ ଲକ୍ଷ୍ୟର ପିଛା କରୁଥିବା ଟିମ ଇଣ୍ଡିଆ ୬୩ ରନ୍‌ରେ ୩ ଉଇକେଟ ହରାଇ ଦେଇଛି। ପୃଥ୍ବୀ ଶ…

ଦାରିଙ୍ଗବାଡ଼ିରେ ପଥରଖୋଲରୁ ବାହାରୁଛି ଡିଜେଲ: ବୋତଲ, ଜାର୍‌ ଧରି ଲୋକଙ୍କ ଭିଡ଼

ଦାରିଙ୍ଗବାଡ଼ି,୮।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଲଦପାଙ୍ଗା ଅଞ୍ଚଳରେ ଏକ ପଥରଖୋଲ ଭିତରୁ ଶନିବାର ଡିଜେଲ ବାହାରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ୍ୟ। ଏକ ଚାଷ ଜମିରେ ଥିବା ପଥରଖୋଲ ମଧ୍ୟରୁ ସ୍ବତଃପ୍ରବୃତ୍ତ ପାଣି…

ଏଥର ଶିଲାଙ୍କ ବିନା ଭୋଟ ଦେଲେ ସୋନିଆ

ନୂଆଦିଲ୍ଲୀ,୮।୨: ଦିଲ୍ଲୀରେ ୭୦ ବିଧାସଭା ଆସନ ପାଇଁ ଶନିବାର ସକାଳ ୮ଟାରୁ ମତଦାନ ଜାରି ରହିଛି। ସକାଳ ୧୧ଟା ପର୍ଯ୍ୟନ୍ତ ୭ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି। ଇତିମଧ୍ୟରେ କଂଗ୍ରେସ ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ…

ମହିଳା ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍‌: ଅନ୍ତିମ ମ୍ୟାଚ୍‌ ଜିତିଲା ଭାରତ

ମେଲବୋର୍ନ,୮।୨- ଚଳିତ ମହିଳା ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍‌ର ଅନ୍ତିମ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଛି। ଘରୋଇ ଅଷ୍ଟ୍ରେଲିଆ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାଗେର୍ଟକୁ ଟିମ୍‌ ଇଣ୍ଡିଆ ୨ ବଲ ପୂର୍ବରୁ ୭ ଉଇକେଟ ହାତରେ ରଖି ହାସଲ କରିନେଇଥିଲା। ଶତକରୁ…

ଚାର୍ଜଶିଟ ଦାଖଲରେ ବିଳମ୍ବ କରି ଏସ୍‌ଆଇ ନିଲମ୍ବିତ

ସମ୍ବଲପୁର,୮।୨(ବ୍ୟୁରୋ): ସମ୍ବଲପୁର ଅଇଁଠାପାଲି ଥାନାରେ କାର୍ଯ୍ୟରତ ଏସ୍‌ଆଇ ଯୁଗଳ କିଶୋର ସାଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଓ ଚାର୍ଜଶିଟ ଦାଖଲରେ ବିଳମ୍ବ କରିବାରୁ ସମ୍ବଲପୁର ଏସ୍‌ପି କନୱର ବିଶାଳ ସିଂ ତାଙ୍କୁ ନିଲମ୍ବନ କରିଛନ୍ତି । ସୂଚନାଯୋଗ୍ୟ, ବୁଢ଼ାରଜା ଅଞ୍ଚଳରେ…

କରୋନାଭାଇରସ: ଜାପାନ ଜାହାଜରେ ଫସି ରହିଛନ୍ତି ଅନେକ ଭାରତୀୟ

ନୂଆଦିଲ୍ଲୀ,୮।୨: ଚାଇନାରେ କରୋନାଭାଇରସରେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ଏବେ ସେଠାରେ ମୃତ୍ୟୁସଂଖ୍ୟା ୭୧୯ରେ ପହଞ୍ଚିଲାଣି। ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଚାଇନାରେ କରୋନାଭାଇରସର ଭୟାବହତାକୁ ଦେଖି ବିଶ୍ୱର ପ୍ରାୟ ସମସ୍ତ ଦେଶ ସେମାନଙ୍କ ନାଗରିକଙ୍କୁ ଫେରାଇ ନେଉଛନ୍ତି। ଭାରତ…

ପୋଲିଂ ବୁଥ୍‌ରେ ଏଏପି କର୍ମୀଙ୍କୁ ଚାପୁଡ଼ା ମାରିବା ଉଦ୍ୟମ କଲେ ଅଳକା ଲାମ୍ବା: ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୮।୨: ଶନିବାର ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। କଂଗ୍ରେସ ପ୍ରାର୍ଥୀ ଅଳକା ଲାମ୍ବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) କର୍ମୀଙ୍କୁ ପୋଲିଂ ବୁଥ୍‌ରେ ଚାପୁଡ଼ା ମାରିବା ଉଦ୍ୟମ କରିଥିବା କୁହାଯାଉଛି। ତେବେ ଉପସ୍ଥିତ ଲୋକଙ୍କ ଅନୁସାରେ ଚାପୁଡ଼ା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri