ଏଥର ଶିଲାଙ୍କ ବିନା ଭୋଟ ଦେଲେ ସୋନିଆ
ନୂଆଦିଲ୍ଲୀ,୮।୨: ଦିଲ୍ଲୀରେ ୭୦ ବିଧାସଭା ଆସନ ପାଇଁ ଶନିବାର ସକାଳ ୮ଟାରୁ ମତଦାନ ଜାରି ରହିଛି। ସକାଳ ୧୧ଟା ପର୍ଯ୍ୟନ୍ତ ୭ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି। ଇତିମଧ୍ୟରେ କଂଗ୍ରେସ ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ…
ମହିଳା ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍: ଅନ୍ତିମ ମ୍ୟାଚ୍ ଜିତିଲା ଭାରତ
ମେଲବୋର୍ନ,୮।୨- ଚଳିତ ମହିଳା ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍ର ଅନ୍ତିମ ମ୍ୟାଚ୍ରେ ଭାରତ ବିଜୟୀ ହୋଇଛି। ଘରୋଇ ଅଷ୍ଟ୍ରେଲିଆ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍ର ଟାଗେର୍ଟକୁ ଟିମ୍ ଇଣ୍ଡିଆ ୨ ବଲ ପୂର୍ବରୁ ୭ ଉଇକେଟ ହାତରେ ରଖି ହାସଲ କରିନେଇଥିଲା। ଶତକରୁ…
ଚାର୍ଜଶିଟ ଦାଖଲରେ ବିଳମ୍ବ କରି ଏସ୍ଆଇ ନିଲମ୍ବିତ
ସମ୍ବଲପୁର,୮।୨(ବ୍ୟୁରୋ): ସମ୍ବଲପୁର ଅଇଁଠାପାଲି ଥାନାରେ କାର୍ଯ୍ୟରତ ଏସ୍ଆଇ ଯୁଗଳ କିଶୋର ସାଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଓ ଚାର୍ଜଶିଟ ଦାଖଲରେ ବିଳମ୍ବ କରିବାରୁ ସମ୍ବଲପୁର ଏସ୍ପି କନୱର ବିଶାଳ ସିଂ ତାଙ୍କୁ ନିଲମ୍ବନ କରିଛନ୍ତି । ସୂଚନାଯୋଗ୍ୟ, ବୁଢ଼ାରଜା ଅଞ୍ଚଳରେ…
କରୋନାଭାଇରସ: ଜାପାନ ଜାହାଜରେ ଫସି ରହିଛନ୍ତି ଅନେକ ଭାରତୀୟ
ନୂଆଦିଲ୍ଲୀ,୮।୨: ଚାଇନାରେ କରୋନାଭାଇରସରେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ଏବେ ସେଠାରେ ମୃତ୍ୟୁସଂଖ୍ୟା ୭୧୯ରେ ପହଞ୍ଚିଲାଣି। ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଚାଇନାରେ କରୋନାଭାଇରସର ଭୟାବହତାକୁ ଦେଖି ବିଶ୍ୱର ପ୍ରାୟ ସମସ୍ତ ଦେଶ ସେମାନଙ୍କ ନାଗରିକଙ୍କୁ ଫେରାଇ ନେଉଛନ୍ତି। ଭାରତ…
ପୋଲିଂ ବୁଥ୍ରେ ଏଏପି କର୍ମୀଙ୍କୁ ଚାପୁଡ଼ା ମାରିବା ଉଦ୍ୟମ କଲେ ଅଳକା ଲାମ୍ବା: ଭିଡ଼ିଓ ଭାଇରାଲ
ନୂଆଦିଲ୍ଲୀ,୮।୨: ଶନିବାର ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। କଂଗ୍ରେସ ପ୍ରାର୍ଥୀ ଅଳକା ଲାମ୍ବା ଆମ୍ ଆଦ୍ମୀ ପାର୍ଟି (ଏଏପି) କର୍ମୀଙ୍କୁ ପୋଲିଂ ବୁଥ୍ରେ ଚାପୁଡ଼ା ମାରିବା ଉଦ୍ୟମ କରିଥିବା କୁହାଯାଉଛି। ତେବେ ଉପସ୍ଥିତ ଲୋକଙ୍କ ଅନୁସାରେ ଚାପୁଡ଼ା…
୨ ଦିନ କୋହଲା ପାଗ ସହ ବର୍ଷା: ୧୦ରୁ ସ୍ବାଭାବିକ ବଢ଼ିବ ଶୀତ
ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ଦୁଇ ଦିନ ଧରି ପାଗ କୋହଲା ରହିବା ସହ ଝିପିଝିପି ବର୍ଷା ହେଉଛି। ତେବେ ଏହିଭଳି ପାଗ ଶନିବାର ଓ ରବିବାର ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ବିହାର ଓ…
ଗୁଗୁଲ ମ୍ୟାପ୍କୁ ପୂରିଲା ୧୫ ବର୍ଷ
ଓ୍ବାଶିଂଟନ,୮।୨: ଗୁଗୁଲ ମ୍ୟାପ୍କୁ ଶନିବାର ୧୫ ବର୍ଷ ପୂରିଛି। ଗୁଗୁଲ ଦ୍ୱାରା ବିକଶିତ ହୋଇଥିବା ଓ୍ବେବ୍ ମ୍ୟାପିଂ ସର୍ଭିସ୍ ୨୦୦୫ ଫେବୃୟାରୀ ୮ରେ ଶୁଭାରମ୍ଭ ହୋଇଥିଲା। ଏହାକୁ ଜିନ୍ସ ଇଲଷ୍ଟ୍ରୁପ୍ ରାସମୁସେନ୍ ଏବଂ ଲାରର୍ସ ରାସମୁସେନ୍ ଡିଜାଇନିଂ କରିଥିଲେ। ଏହା ଇଂଲିଶ୍,…
ଡିସେମ୍ବରରେ ଆଲିୟା-ରଣବୀରଙ୍କ ବାହାଘର
ମୁମ୍ବାଇ: ବଲିଉଡ୍ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର। ଯଦି ଆପଣ ରଣବୀର କପୁର ଆଉ ଆଲିୟା ଭଟ୍ଟଙ୍କ ଫ୍ୟାନ୍ ତେବେ ଆପଣଙ୍କୁ ଏହି ଲାଟେଷ୍ଟ ଖବରଟି ନିଶ୍ଚୟ ଉତ୍ସାହିତ କରିଦେବ। ହେଲେ ରଣବୀରଙ୍କ ମହିଳା ଫ୍ୟାନ୍ ଆଉ ଆଲିୟାଙ୍କ ପୁରୁଷ…
ଏବେ ବି ଆକାଂକ୍ଷୀ
ସ୍ବାଧୀନତାର ୭୩ ବର୍ଷ ପରେ ବି ବଲାଙ୍ଗୀର ଜିଲା ଅନଗ୍ରସର ଜିଲା ମାନଚିତ୍ରରୁ ମୁକୁଳି ନାହିଁ। ବିଭିନ୍ନ ସମୟରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିକାଶ ମାନକରେ ବଲାଙ୍ଗୀର ଜିଲାର ଅନଗ୍ରସରତା ସ୍ପଷ୍ଟ ପ୍ରତିଫଳିତ ହୋଇଛି। ଅର୍ଥନୈତିକ ଅନଗ୍ରସରତା ଓ ଆଞ୍ଚଳିକ…
ଭାରତ ଆଗରେ ୨୭୪ ରନ୍ର ବିଜୟ ଲକ୍ଷ୍ୟ
ଅକ୍ଲାଣ୍ଡ,୮।୨- ପ୍ରଥମ ଦିନିକିଆରେ ପରାସ୍ତ ହୋଇଥିବା ଭାରତୀୟ ଦଳକୁ ସିରିଜ୍ରେ ପ୍ରତ୍ୟାବର୍ତ୍ତନ କରିବା ପାଇଁ ୨୭୪ ରନ୍ ଦରକାର। ଘରୋଇ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନିକିଆରେ ପ୍ରଥମେ ବ୍ୟାଟିଂ କରି ଧାର୍ଯ୍ୟ ୫୦ ଓଭରରେ ୮ ଉଇକେଟ ହରାଇ ୨୭୩ ରନ୍ କରିଛି।…
କରୋନା: ଆଉ ଜଣଙ୍କ ରିପୋର୍ଟ ନେଗେଟିଭ୍
କଟକ ଅଫିସ,୮ା୨: କରୋନା ଭୂତାଣୁ ସନ୍ଦେହରେ କଟକ ଏସ୍ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଜଗତ୍ସିଂହପୁର ଅଞ୍ଚଳର ଛାତ୍ରୀଙ୍କ ରିପୋର୍ଟ ଶୁକ୍ରବାର ଆସିଛି। ତାଙ୍କ ରିପୋର୍ଟ ନେଗେଟିଭ୍ ରହିଛି। ଫଳରେ ଓଡ଼ିଶା କରୋନା ଭୟ ଦୂର ହେବାରେ ଲାଗିଛି। ଉକ୍ତ ଛାତ୍ରୀଙ୍କୁ ଖୁବ୍ଶୀଘ୍ର…
ମତଦାନ ସାବ୍ୟସ୍ତ କଲେ ଦିଲ୍ଲୀର ୧୧୦ ବର୍ଷୀୟା ଭୋଟର
ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶନିବାର ସକାଳୁ ମତଦାନ ଆରମ୍ଭ ହୋଇଯାଇଛି। ଏଥିରେ ନୂଆ ଭୋଟରଙ୍କ ଉତ୍ସାହ ଦେଖିବାକୁ ମିଳିଛି। ତେବେ ଗ୍ରେଟର କୈଳାଶର ଚିତ୍ତରଞ୍ଜନ ପାର୍କ ନିକଟରେ ଥିବା ଏସ୍ଡିଏମ୍ସି ପ୍ରାଇମେରୀ ସ୍କୁଲରେ ୧୧୦ ବର୍ଷୀୟା କାଲିତରା ମଣ୍ଡଳ…
Archives


