Home Left

ବାବରପୁର ମତଦାନ କେନ୍ଦ୍ରରେ ଡ୍ୟୁଟିରେ ଥିବା ନିର୍ବାଚନ ଅଧିକାରୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୮।୨: ଶନିବାର ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ମତଦାନ ସକାଳ ୮ଟାଠାରୁ ଜାରି ରହିଛି। ଉତ୍ତର ପୂର୍ବ ଦିଲ୍ଲୀର ବାବରପୁର ପ୍ରାଇମେରୀ ସ୍କୁଲ ମତଦାନ କେନ୍ଦ୍ରରେ ଡ୍ୟୁଟିରେ ଥିବା ନିର୍ବାଚନ ଅଧିକାରୀ ଉଦାମ ସିଂଙ୍କ ମୃତ୍ୟୁ ଘଟିଛି। ସେ ଚେତା ହରାଇ…

ଏଏପି ଟୋପି ପିନ୍ଧି ସ୍ତ୍ରୀଙ୍କ ସହିତ ମତଦାନ କେନ୍ଦ୍ରରେ ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ ମନିଶ ସିସୋଦିଆ

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଅବସରରେ ଉପମୁଖ୍ୟମନ୍ତ୍ରୀ ମନିଶ ସିସୋଦିଆ ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ସେ ପାଣ୍ଡବ ନଗରର ଏମ୍‌ସିଡି ସ୍କୁଲସ୍ଥିତ ମତଦାନ କେନ୍ଦ୍ରରେ ସ୍ତ୍ରୀ ସୀମା ସିସୋଦିଆଙ୍କ ସହିତ ମୁଣ୍ଡରେ ଏଏପି ଟୋପି ପିନ୍ଧି ପହଞ୍ଚି ଭୋଟ…

ବିବାହ ପୂର୍ବରୁ ଭୋଟ ଗ୍ରହଣ କେନ୍ଦ୍ରରେ ପହଞ୍ଚିଲେ ବରଯାତ୍ରୀ ସହ ବର

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ପାଇଁ ଶନିବାର ସକାଳୁ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି। ଏଥିରେ ବହୁ ସଂଖ୍ୟାରେ ଭୋଟର ନିଜର ମତଦାନ ସାବ୍ୟସ୍ତ କରିଥିବା ଦେଖିବାକୁ ମିଳିଛି। ତେବେ ଶଙ୍କରପୁରରେ ଥିବା ଏମ୍‌ସିଡି ପ୍ରାଇମେରୀ ସ୍କୁଲରେ ହୋଇଥିବା ମତଦାନ କେନ୍ଦ୍ରରେ ଏକ…

ମାତା-ପିତାଙ୍କ ଆଶୀର୍ବାଦ ନେଇ ଭୋଟ ଦେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୮।୨: ଦିଲ୍ଲୀର ୭୦ ବିଧାନସଭା ଆସନ ପାଇଁ ଭୋଟିଂ ଜାରି ରହିଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମାତା ଗୀତା ଦେବୀ ଏବଂ ପିତା ଗୋବିନ୍ଦରାମ କେଜରିଓ୍ବାଲଙ୍କ ପାଦଛୁଇଁ ଆଶୀର୍ବାଦ ନେଇ ଭୋଟ ଦେଇଛନ୍ତି। ସେ ସପରିବାର ସିଭିଲ୍‌ ଲାଇନ୍ସ୍‌ର ଏକ ମତଦାନ…

ନଭି ମୁମ୍ବାଇର ସୁଉଚ୍ଚ ଅଟ୍ଟାଳିକାରେ ଲାଗିଲା ନିଆଁ

ମୁମ୍ବାଇ,୮।୨: ନଭି ମୁମ୍ବାଇର ସେକ୍ଟର ୪୪ରେ ନେରୁଲ ସିଉଡ୍ସରେ ଥିବା ଏକ ଆପାର୍ଟମେଣ୍ଟରେ ଶନିବାର ସକାଳୁ ନିଆଁ ଲାଗିଯାଇଛି। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଆପାର୍ଟମେଣ୍ଟର ଉପର ମହଲାରେ ନିଆଁ ଲାଗିଥିବା ବେଳେ ଘଟଣାସ୍ଥଳରେ…

ଗଛରେ ପିଟି ହେଲା ଆମ୍ବୁଲାନ୍ସ: ଡ୍ରାଇଭର ଗୁରୁତର

ସଜନାଗଡ଼, ୮।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଅନ୍ତର୍ଗତ ସେରଗଡ ଉଦଳା ରାସ୍ତା ୧୯ନଂ ରାଜ୍ୟ ରାଜପଥ ଆମ୍ବୁଡିହା ପେଟ୍ରୋଲ ପମ୍ପ ନିକଟରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସ ଡ୍ରାଇଭର ସମେତ ଅନ୍ୟ ୨ଜଣ ମଧ୍ୟ ଗୁରୁତର ଆହତ…

୫୭ ବର୍ଷରେ ଆଝାରୁଦ୍ଦିନ୍‌: ନୌରିନ୍‌ଙ୍କ ପରେ ସଙ୍ଗୀତାଙ୍କ ସହିତ ବି ଘଟିଥିଲା ବିବାହ ବିଛେଦ

ମୁମ୍ବାଇ,୮।୨: ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନ୍‌ ଶନିବାର ୫୭ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୩ ଫେବୃୟାରୀ ୮ରେ ହାଇଦ୍ରାବାଦ୍‌ରେ ଜନ୍ମଗ୍ରହଣ କରିଥିଲେ। ସେ ୯୯ ଟେଷ୍ଟ ମ୍ୟାଚ୍‌ ଖେଳି ୧୪୭ ଇନିଂସ୍‌ରେ ୬୨୧୫ ରନ୍‌ ସଂଗ୍ରହ କରିଥିଲେ।…

ମହାନଦୀ, ପୋଲାଭରମ୍‌ ପ୍ରସଙ୍ଗ ଉଠାଇଲା ବିିଜେଡି

ଭୁବନେଶ୍ୱର,୮ା୨(ବ୍ୟୁରୋ): ଓଡ଼ିଶା ଜଳ ପାଇଁ ସଂଘର୍ଷ କରୁଛି। ମହାନଦୀର ଉପରମୁଣ୍ଡରେ ଛତିଶଗଡ଼ ବ୍ୟାରେଜ ନିର୍ମାଣ କରିବା ଦ୍ୱାରା ରାଜ୍ୟରେ ଜଳପ୍ରବାହ ପ୍ରଭାବିତ ହେଉଛି। ଏହା ସିଧାସଳଖ ୨ କୋଟି ଓଡ଼ିଆଙ୍କ ଜନଜୀବନଙ୍କୁ ପ୍ରଭାବିତ କରୁଥିବା ବିଜେଡି ଏମ୍‌ପି ସସ୍ମିତ ପାତ୍ର ଶୁକ୍ରବାର…

ଜୀବନ ସାଥୀ ହେଲେ ଅମ୍ଲାନ୍‌-ଭୂମିକା

ଭୁବନେଶ୍ୱର,୮ା୨(ବ୍ୟୁରୋ): ବିବାହ ବନ୍ଧନରେ ଆବଦ୍ଧ ହେଲେ ଓଲିଉଡ୍‌ର ଭେଟେରାନ୍‌ ଆକ୍ଟର ମିହିର ଦାସଙ୍କ ପୁଅ ତଥା ଅଭିନେତା ଅମ୍ଲାନ୍‌। ପରିବାରବର୍ଗ ତଥା ଘନିଷ୍ଠ ସମ୍ପର୍କୀୟଙ୍କ ଗହଣରେ ଆର୍ଯ୍ୟ ସମାଜ ଅନୁଯାୟୀ ସାତ ଜନ୍ମ ପାଇଁ ଭୂମିକାଙ୍କ ହାତ ଧରିଛନ୍ତି ଓଲିଉଡ୍‌ ହ୍ୟାଣ୍ଡସମ୍‌…

ଘରେ ଥାଇ ପାଇପାରିବେ ସଜ ପନିପରିବା

ଭୁବନେଶ୍ୱର, ୮ା୨(ବ୍ୟୁରୋ): ଆଗ୍ରହୀ ଗ୍ରାହକଙ୍କୁ ମନପସନ୍ଦର ସଜ ପନିପରିବା ଉଚିତ୍‌ ଦାମରେ ଯୋଗାଇ ଦେବା ଲାଗି ପନିପରିବା ଡଟ୍‌ କମ୍‌ ପକ୍ଷରୁ ଏକ ଅନନ୍ୟ ପ୍ରୟାସ ଆରମ୍ଭ ହୋଇଛି। ଏଥିପାଇଁ PaniPariba.com ପୋର୍ଟାଲ ଆରମ୍ଭ କରାଯାଇଛି। ଲୋକମାନେ ଏହି ପୋର୍ଟାଲକୁ ଯାଇ…

ବୁଧବାରିଆ କମିଟି ବାଟବଣା

ପୁରୀ ଅଫିସ, ୮ା୨: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିକାନ୍ତିକୁ ଶୃଙ୍ଖଳିତ କରିବା ଲାଗି ଅନେକ ନିଷ୍ପତ୍ତି ନିଆଯାଉଛି। ପରବର୍ତ୍ତୀ ସମୟରେ ଏହା କେତେଦୂର କାର୍ଯ୍ୟକାରୀ କରୁଛି ତାହା ଉପରେ କେହି ଗୁରୁତ୍ୱ ଦେଉନାହାନ୍ତି। ଫଳରେ ଏକାଧିକ ନିଷ୍ପତ୍ତି ବାଟବଣା ହୋଇଯାଉଛି। ଏମିତି ଏକ…

ଆଦିବାସୀ ମେଳାରେ ବିଦେଶୀ ପର୍ଯ୍ୟଟକଙ୍କ ଭିଡ଼

ଭୁବନେଶ୍ୱର, ୮ା୨(ବ୍ୟୁରୋ): ଆଦିବାସୀ ମେଳା ଏବେ ସାଜିଛି ବିଦେଶୀ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ। ମେଳା ଦେଖିବା ସହିତ ବିଭିନ୍ନ ପ୍ରକାର ସାମଗ୍ରୀ କିଣିବାକୁ ଭିଡ଼ ଜମାଉଛନ୍ତି ବିଦେଶୀ ପର୍ଯ୍ୟଟକମାନେ। ମେଳାର ଦ୍ୱାଦଶ ସନ୍ଧ୍ୟାରେ ପୋଲାଣ୍ଡ, ଆର୍ଜେଣ୍ଟିନା, ରୁଷିଆ, ଜାପାନ, ଇଣ୍ଡୋନେସିଆ ଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri