Home Left

ଓଡ଼ିଶା ପ୍ରଗତିର ସଫଳ ପ୍ରୟୋଗଶାଳା: ରାଜ୍ୟପାଳ

ଭୁବନେଶ୍ୱର, ୮ା୨(ବ୍ୟୁରୋ): ଓଡ଼ିଶା ହେଉଛି ଏକ ଦିବ୍ୟଭୂମି। ଏଠାରେ ପ୍ରତ୍ୟେକ ଲୋକ ଦିବ୍ୟତାର ପ୍ରତୀକ। ସାଧାରଣ ଲୋକମାନଙ୍କ ଜୀବନଶୈଳୀରେ ଅଧ୍ୟାତ୍ମ ଭାବ ପ୍ରତିଫଳିତ ହୋଇଥାଏ। ସାମାଜିକ ଓ ସାଂସ୍କୃତିକ ସଂହତିର ଆଦର୍ଶ ଭୂମି ଭାବେ ଓଡ଼ିଶା ଅନ୍ୟମାନଙ୍କ ପାଇଁ ପ୍ରେରଣାଦାୟୀ ବୋଲି…

ଟ୍ରଷ୍ଟରୁ ବାଦ୍‌ ପଡ଼ିବାରୁ ନୃତ୍ୟଗୋପାଳ କ୍ଷୁବ୍ଧ

ଅଯୋଧ୍ୟା,୮ା୨(ପି.ଟି.): ରାମ ଜନ୍ମଭୂମି ନ୍ୟାସ ଅଧ୍ୟକ୍ଷ ମହନ୍ତ ନୃତ୍ୟଗୋପାଳ ଦାସ ନବଗଠିତ ରାମମନ୍ଦିର ଟ୍ରଷ୍ଟରୁ ବାଦ୍‌ ପଡ଼ିବା ପରେ କ୍ଷୁବ୍ଧ ହୋଇଛନ୍ତି। ତାଙ୍କୁ ମନାଇବା ପାଇଁ ଭାଜପା ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏଥିପାଇଁ ଭାଜପା ନେତା ତଥା ଅଯୋଧ୍ୟା ବିଧାୟକ…

‘ଓଡ଼ିଶା ସ୍କିଲ୍‌ସ-୨୦୨୦’ ଉଦ୍‌ଘାଟିତ

ଭୁବନେଶ୍ୱର, ୮ା୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ ଦକ୍ଷତା ପ୍ରତିଯୋଗିତା ଓଡ଼ିଶା ସ୍କିଲ୍‌ସ-୨୦୨୦ର ଦ୍ୱିତୀୟ ସଂସ୍କରଣ ଶୁକ୍ରବାର କୃଷି ଭବନଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ସଞ୍ଜୟ…

ଜାତୀୟ ପୁରସ୍କାର ପାଇବାରେ ରେକର୍ଡ କରିଛନ୍ତି ଓଡ଼ିଶା ଶିଳ୍ପୀ

ଭୁବନେଶ୍ୱର, ୮ା୨(ବ୍ୟୁରୋ): ହସ୍ତଶିଳ୍ପ, ବୟନ ଓ ହସ୍ତତନ୍ତ ବିଭାଗ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଶୁକ୍ରବାର ଜନତା ମଇଦାନଠାରେ ଉଦ୍‌ଘାଟିତ ହୋଇଯାଇଛି। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରଦର୍ଶନୀକୁ ଉଦ୍‌ଘାଟନ କରି କହିଥିଲେ,…

ଭଙ୍ଗାଗଲା ମଣିପୁର ଭବନ

ପୁରୀ ଅଫିସ, ୮ା୨: ଶ୍ରୀମନ୍ଦିର ଚୌହଦିରୁ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ଏପ୍ରିଲ ସୁଦ୍ଧା ଶ୍ରୀମନ୍ଦିର ଐତିହ୍ୟ କରିଡ଼ର ନକ୍ସା ଚୂଡ଼ାନ୍ତ ହେବାକୁ ରହିଛି। ତେଣୁ ଏହାକୁ ନଜରରେ ରଖି ଉଚ୍ଛେଦ କାର୍ଯ୍ୟକୁ ତ୍ୱରାନ୍ବିତ କରିଛି ଜିଲା ପ୍ରଶାସନ। ବର୍ଷା ସତ୍ତ୍ବେ…

କଳା, କଳାକାରଙ୍କ ଭୂମି ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨(ବ୍ୟୁରୋ): ଯୁଗ ଯୁଗ ଧରି ଓଡ଼ିଶା ନିଜର ଉତ୍କୃଷ୍ଟ କଳାକୁ ବିଶ୍ୱ ଦରବାରରେ ପ୍ରଦର୍ଶିତ କରିଆସିଛି। ବୌଦ୍ଧ ଯୁଗର କଳା ଐତିହ୍ୟ ଏବେ ବି ରାଜ୍ୟର ବିଭିନ୍ନ ପ୍ରାନ୍ତରେ ଶୋଭାପାଉଛି। ଐତିହାସିକ, ରାଜନୈତିକ, ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ଆନ୍ଦୋଳନ ମାଧ୍ୟମରେ ରାଜ୍ୟର…

ପ୍ରସ୍ତାବିତ ୫୫ ନଂ. ଜାତୀୟ ରାଜପଥ ସମ୍ପର୍କିତ ସମୀକ୍ଷା ବୈଠକ: ଏପ୍ରିଲରୁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ

ଜଗତ୍‌ସିଂହପୁର ଅଫିସ୍‌, ୮।୨: ୨୦୧୭ରେ ୫୫ ନଂ. ଜାତୀୟ ରାଜପଥ (ଏନ୍‌ଏଚ୍‌) ସମ୍ପ୍ରସାରଣ ପାଇଁ ଘୋଷଣା ହୋଇଥିଲା। ଏଥିରେ ଜଗତ୍‌ସିଂହପୁର ଜିଲାର ୭୮.୩୫ କିଲୋମିଟର ଅନ୍ତର୍ଭୁକ୍ତ କରାଯାଇଛି। ତେବେ ମାର୍ଚ୍ଚ ସୁଦ୍ଧା ଲାଇନ୍‌ ବିଭାଗଗୁଡିକ ପ୍ରସ୍ତାବିତ ରାଜପଥ ଜମିରୁ ଗଛ, ବିଦ୍ୟୁତ୍‌…

ଏ.କେ. ବୋଷ ହେଲେ ପାରାଦୀପ ବନ୍ଦର ଉପାଧ୍ୟକ୍ଷ

ପାରାଦୀପ, ୮।୨ (ସ୍ବ.ପ୍ର.): ଗତ ୪ବର୍ଷ ହେଲା ପାରାଦୀପ ବନ୍ଦର ଉପାଧ୍ୟକ୍ଷ ପଦବୀ ଖାଲି ପଡ଼ିଥିବା ବେଳେ ଶୁକ୍ରବାର ଆଶିଷ କୁମାର ବୋଷ ଉପାଧ୍ୟକ୍ଷ ଭାବେ ଯୋଗଦେଇଛନ୍ତି। ଏହା ପୂର୍ବରୁ ସେ ମୁମ୍ବାଇ ପୋର୍ଟର ଟ୍ରାଫିକ ମ୍ୟାନେଜର ଥିଲେ। ୧୯୮୬ରୁ ସେ…

ପାରାଦୀପରେ ମାରାତ୍ମକ: ପ୍ରଦୂଷଣ ପ୍ରସଙ୍ଗ ସବୁ ଶିଳ୍ପସଂସ୍ଥାକୁ ଜରିମାନା ନୋଟିସ

ପାରାଦୀପ, ୮।୨ (ସ୍ବ.ପ୍ର.): ରାଜ୍ୟର ଅର୍ଥନୈତିକ ମୁଖଶାଳା ପାରାଦୀପରେ ଦେଶର ଦ୍ୱିତୀୟ ବୃହତ୍‌ ବନ୍ଦର ସମେତ ଏସିଆର ବୃହତ୍‌ ସାର କାରଖାନା ଓ ବୃହତ୍‌ ବିଶୋଧନାଗାର ରହିଛି। କିନ୍ତୁ ଏବେ ପାରାଦୀପ ପ୍ରଦୂଷଣ କ୍ଷେତ୍ରରେ ରାଜ୍ୟର ୧ ନଂ. ସ୍ଥାନ ଓ…

ତହସିଲ ଅଫିସ ଆଗରେ ୧୯ ବାସନ୍ଦ ପରିବାରଙ୍କ ଧାରଣା

କୃଷ୍ଣପ୍ରସାଦ,୮ା୨(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁରୁପାଳ ଗାଁରେ ନିର୍ବାଚନକୁ ନେଇ ବିବାଦ ଲାଗିରହିଛି। ଏଥିଯୋଗୁ ୧୦ ମାସ ଧରି ଗ୍ରାମର ୧୯ ପରିବାରକୁ ବାସନ୍ଦ କରାଯାଇଛି। ଏହାର ସମାଧାନ ପାଇଁ ଏହି ପରିବାରର ସଦସ୍ୟମାନେ କୃଷ୍ଣପ୍ରସାଦ ତହସିଲ ଆଗରେ ଧାରଣାରେ…

ବିଏମ୍‌ସିର ମଣ୍ଡପ ସିଲ୍‌ ପ୍ରକ୍ରିୟା ବନ୍ଦ ହୋଇଯିବ

ଭୁବନେଶ୍ୱର, ୮ା୨(ବ୍ୟୁରୋ): ବିନା ବିଲଡିଂ ପ୍ଲାନ୍‌ ଅନୁମୋଦନରେ କୋଠା ନିର୍ମାଣ, ବିନା ଟ୍ରେଡ୍‌ ଲାଇସେନ୍ସରେ ବ୍ୟବସାୟ କରୁଥିବା, ହୋଲ୍ଡିଂ ଟିକସ ଫାଙ୍କୁଥିବା, ପାର୍କିଂ ସୁବିଧା ନ ଥିବା କଲ୍ୟାଣ ମଣ୍ଡପକୁ ବିଏମ୍‌ସିି ପକ୍ଷରୁ ଜାରି ରହିଥିବା ସିଲ୍‌ ପ୍ର୍ରକ୍ରିୟା ଶୁକ୍ରବାର ହୋଇ…

ହୋଲ୍ଡିଂ ଟିକସ ଆଦାୟର ଶୁଭାରମ୍ଭ କଲେ କିନ୍ନର

ଭୁବନେଶ୍ୱର, ୮ା୨(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବକେୟା ହୋଲ୍ଡିଂ ଟିକସ ଆଦାୟ କରିବାର ନୂଆ ରଣନୀତି ଭାବେ ଟି.ଜି. ସ୍ବୀକୃତି ଏସ୍‌ଏଚ୍‌ଜି ଗ୍ରୁପ୍‌କୁ ଏକ ବୁଝାମଣାପତ୍ର ମାଧ୍ୟମରେ ଦାୟିତ୍ୱ ଦିଆଯାଇଥିଲା। ଶୁକ୍ରବାର କିନ୍ନର କର୍ମଚାରୀମାନେ କର୍ମକ୍ଷେତ୍ରକୁ ଓହ୍ଲାଇବା ସହ କାର୍ଯ୍ୟକ୍ରମର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri