Home Left

ଚାଇନା ଟୁର୍‌ରେ ଯିବନି ମହିଳା ହକି ଦଳ

ନୂଆଦିଲ୍ଲୀ, ୭ା୨ (ପି.ଟି.)- ଘାତକ କରୋନା ଭାଇରସ୍‌ର ପ୍ରକୋପ ଯୋଗୁ ଭାରତୀୟ ମହିଳା ହକି ଦଳ ଚାଇନା ଟୁର୍‌ରେ ଯିବ ନାହିଁ। ଅଲିମ୍ପିକ୍ସ କ୍ରମେ ନିକଟତର ହୋଇ ଆସୁଥିବାବେଳେ ପ୍ରସ୍ତୁତି ପାଇଁ ଅନ୍ୟ କୌଣସି ଦଳ ଯୋଗାଡ଼ କରିବା କଷ୍ଟକର ବୋଲି…

ବାଂଲାଦେଶ ୨୩୩ରେ ସୀମିତ

ରାଓ୍ବଲପିଣ୍ଡି, ୭ା୨ (ଏଏଫ୍‌ପି)-ସ୍ଥାନୀୟ ରାଓ୍ବଲପିଣ୍ଡି ଷ୍ଟାଡିୟମରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ପ୍ରଥମ କ୍ରିକେଟ ଟେଷ୍ଟ ମ୍ୟାଚରେ ପାକିସ୍ତାନ ୨୩୩ ରନରେ ବାଂଲାଦେଶକୁ ଅଲଆଉଟ୍‌ କରିଦେଇଛି। ପେସ୍‌ ବୋଲର ଶାହିନ ଶାହ ଆଫ୍ରିଦୀ ଚମତ୍କାର ବୋଲିଂ କରି ବାଂଲାଦେଶ ଦଳର ବ୍ୟାଟିଂ ବିପର୍ଯ୍ୟୟ…

ଉହାନ ସହରରେ ଏବେବି ରହିଛିନ୍ତି ଆହୁରି ୮୦ ଭାରତୀୟ ଛାତ୍ର: ଜୟଶଙ୍କର

ନୂଆଦିଲ୍ଲୀ,୭।୨: କରୋନାଭାଇରସରେ ଚାଇନାର ଉହାନ ସହରରେ ସର୍ବାଧିକ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ସର୍ବାଧିକ। ତେବେ ଚାଇନାରେ କରୋନାଭାଇରସର ଭୟାବହତାକୁ ଦେଖି ସେଠାରେ ଥିବା ଭାରତୀୟମାନଙ୍କୁ ସ୍ବତନ୍ତ୍ର ବିମାନ ସାହାଯ୍ୟରେ ଭାରତ ଫେରାଇ ଅଣାଯାଇଛି। ହେଲେ…

ଟ୍ରେନ୍‌ ଆଗକୁ ଡେଇଁ ଛାତ୍ରୀ ଆତ୍ମହତ୍ୟା ଘଟଣା: ନିରପେକ୍ଷ ତଦନ୍ତ ଦାବି

ଭଦ୍ରକ ଅଫିସ, ୭।୨-ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ଜଣେ କଲେଜ ଛାତ୍ରୀ ୧୯ ଦିନ ତଳେ ଭଦ୍ରକ ଷ୍ଟେଶନରେ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ। ସେତେବେଳେ ରେଲଓ୍ବେ ପୋଲିସ ହାଲ୍‌କା ଭାବେ ନେଇ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ…

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ସରିଲା ପ୍ରସ୍ତୁତି

ନୂଆଦିଲ୍ଲୀ,୭।୨: ରାତି ପାହିଲେ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ସୂଚନା ମିଳିଛି। ଶନିବାର ସକାଳ ୮ଟାରୁ ଭୋଟ ଗ୍ରହଣ ଆରମ୍ଭ କରାଯିବ। ଏଥିପାଇଁ ଶୁକ୍ରବାର ଇଭିଏମ୍‌, ଭିଭିପାଟ ଓ ସମସ୍ତ ଆବଶ୍ୟକ ସାମଗ୍ରୀ…

ପ୍ରେମ ବିବାହ କରି ଟ୍ରୋଲ୍‌ ହେଲେ ଦମ୍ପତି

ଇସଲାମାବାଦ: ପାକିସ୍ତାନରେ ଏବେ ଏମିତି ଏକ ଦମ୍ପତିଙ୍କ ଭିଡିଓ ଭାଇରାଲ ହେଉଛି ଯାହା ସବୁଠି ଚର୍ଚ୍ଚାର ପରିସରକୁ ଚାଲିଆସିଛି। ଏମାନଙ୍କ ପ୍ରେମ ଏମିତି ଥିଲା ଯେ ଏମାନେ ବୟସ କଥା ସମ୍ପୂର୍ଣ୍ଣ ଭାବେ ଭୁଲି ଯାଇଛନ୍ତି। ଏକ ବିବାହ ଉତ୍ସବରେ ୧୮…

୫ ଦିନିଆ ଭାରତ ଗସ୍ତରେ ନୂଆଦିଲ୍ଲୀ ପହଞ୍ଚିଲେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୭।୨: ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକସା ୫ ଦିନିଆ ଭାରତ ଗସ୍ତରେ ଶୁକ୍ରବାର ନୂଆଦିଲ୍ଲୀଠାରେ ପହଞ୍ଚିଛନ୍ତି। ଦିଲ୍ଲୀ ବିମାନ ବନ୍ଦରରେ ତାଙ୍କୁ କେନ୍ଦ୍ରମନ୍ତ୍ରୀ ସଞ୍ଜୟ ଧୋତ୍ରେ ସ୍ବାଗତ ଜଣାଇଛନ୍ତି। ଶନିବାର ଦିଲ୍ଲୀରେ ରହଣି ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ…

ଭୋଟ ପୂର୍ବରୁ କୃପାଭିକ୍ଷା

ନୂଆଦିଲ୍ଲୀ,୭।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆରମ୍ଭ ହେଲାଣି କାଉଣ୍ଟ ଡାଉନ୍‌। ଆଉ ମାତ୍ର କେଇ ଘଣ୍ଟା ପରେ ସବୁ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌ ହେବ ଇଭିଏମ୍‌ରେ। ଏହା ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ…

୨ ବର୍ଷର କମ୍‌ ଶିଶୁଙ୍କୁ ଫଳ ରସ ଦେଉଛନ୍ତି କି…

ଫଳ ରସ ପିଇବା ଛୋଟ ଛୁଆଙ୍କଠାରୁ ଆରମ୍ଭ କରି ବୃ୍‌ଦ୍ଧ ଯାଏଁ ସମସ୍ତଙ୍କୁ ଭଲ ଲାଗିଥାଏ। ଏହାଦ୍ୱାରା ଜରୁରୀ ପୋଷକ ତତ୍ତ୍ୱ ମିଳିବା ସହ ଶରୀରରେ ପାଣିର ଅଭାବକୁ ମଧ୍ୟ ଦୂର କରିଥାଏ। କିନ୍ତୁ ଆପଣ ଜାଣିଛନ୍ତି କି, ଛୋଟ ପିଲାଙ୍କୁ…

୪ କୋଟିରେ ପହଞ୍ଚିଲା ଟୁଇଟର ଫଲୋଅର ସଂଖ୍ୟା: ବିଗ୍‌ ବିଙ୍କୁ ଶୁଭେଚ୍ଛା ଜଣାଉଛନ୍ତି ପ୍ରଶଂସକ

ବମ୍ବେ: ଆଜିର ଅତ୍ୟାଧୁନିକ ଯୁଗରେ କଳାକାରମାନେ ପ୍ରଶଂସକମାନଙ୍କ ସହ ବ୍ୟକ୍ତିଗତ ଭାବେ ଯୋଡ଼ି ହେଉଛନ୍ତି। ସେ ବି ସୋସିଆଲ ମିଡିଆ ଜରିଆରେ। ସେ ଟୁଇଟର ହେଉ ଅବା ଇନ୍‌ଷ୍ଟାଗ୍ରାମ ସବୁଠି ନିଜ ପସନ୍ଦର ଅଭିନେତା ଅଥବା ଅଭିନେତ୍ରୀଙ୍କୁ ଫଲୋ କରୁଛନ୍ତି ପ୍ରଶଂସକ।…

କ୍ୟାଟ୍ରିନାଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଭିକ୍କି

ମୁମ୍ବାଇ: ବଲିଉଡ୍‌ର ଗଳି କନ୍ଦିରେ ନାୟିକା କ୍ୟାଟ୍ରିନା କୈଫ ଓ ନାୟକ ଭିକ୍କି କୌଶଲଙ୍କ ଆଫେୟାର୍ସକୁ ନେଇ ଚର୍ଚ୍ଚା ଚାଲିଛି। ହେଲେ ଏମାନେ ଏପର୍ଯ୍ୟନ୍ତ ଏସମ୍ପର୍କରେ କିଛି ମନ୍ତବ୍ୟ ଦେଇ ନାହାନ୍ତି। ଏମାନଙ୍କୁ ଦୀପାବଳିରୁ ଆରମ୍ଭ କରି ବିଭିନ୍ନ ବାର୍ଥ ଡେ’…

ଭାଲେଣ୍ଟାଇନ ଡେ’ରେ ଛୁଟି କାଟିବାକୁ ବାହାରିଲେ ଦୀପବୀର

ମୁମ୍ବାଇ: ଆରମ୍ଭ ହୋଇଯାଇଛି ଭାଲେଣ୍ଟାଇନ୍‌ ଓ୍ବିକ୍‌। ଏବେ ଏହାକୁ ନେଇ କିଏ କେତେ ପ୍ଲାନ କରି ସାରିଛନ୍ତି। ବିଶେଷ କରି ବଲିଉଡ୍‌ ସେଲିବ୍ରିଟିମାନେ ଏହାକୁ ନେଇ ସେଲିବ୍ରେଶନ ମୁଡରେ ଅଛନ୍ତି। ଏବେ ବଲିଉଡ୍‌ର ଚର୍ଚ୍ଚିତ କପୁଲ ଦୀପିକା ପାଦୁକୋନ ଓ ରଣବୀର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri