ମହିଳା ତ୍ରିରାଷ୍ଟ୍ରୀୟ ସିରିଜ୍: ହାରିଲା ଭାରତ
ମେଲବୋର୍ନ, ୭।୨- ଚଳିତ ତ୍ରିରାଷ୍ଟ୍ରୀୟ ମହିଳା ଟି୨୦ ସିରିଜ୍ରେ ଭାରତୀୟ ଦଳ ଶୁକ୍ରବାର ଦ୍ୱିତୀୟ ପରାଜୟବରଣ କରିଛି। ଇଂଲଣ୍ଡ ଦଳ ୪ ଉଇକେଟରେ ଭାରତକୁ ହରାଇ ଦେଇ ପଏଣ୍ଟ ଟେବୁଲର ଶୀର୍ଷ ସ୍ଥାନ ଅଧିକାର କରିଛି। ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ…
ବୋମା ମାଡ଼ରେ ପୂର୍ବତନ କାଉନସିଲର ଗୁରୁତର ଘଟଣା: ୩ ଅଟକ, ଅଫୁଟା ବୋମା ନିଷ୍କ୍ରିୟ
ରାଉରକେଲା,୭।୨(ଡି.ଏନ୍.ଏ.): ରାଉରକେଲା ଉଦିତନଗର ଥାନା ଅଧୀନ ବାସନ୍ତୀ କଲୋନୀର ବାସିନ୍ଦା ତଥା ପୂର୍ବତନ କାଉନ୍ସିଲର ଆଶିଷ ମହାନ୍ତି (ବୁଲୁ)ଙ୍କୁ ବୋମାମାଡ଼ ଘଟଣାରେ ପୋଲିସ ୩ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି। ଘଟଣାସ୍ଥଳରେ ବୋମା ନିଷ୍କ୍ରିୟକାରୀ ଦଳ ପହଞ୍ଚି ଯାଞ୍ଚ…
ଏଥର ବଜେଟ ପରିମାଣ ଟପିବ ଦେଢ଼ ଲକ୍ଷ କୋଟି
ଭୁବନେଶ୍ୱର,୭।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨୦୨୦-୨୧ ବର୍ଷ ପାଇଁ ରାଜ୍ୟ ବଜେଟକୁ ଅନୁମୋଦନ ମିଳିଛି। ଆସନ୍ତା ୧୮ ତାରିଖରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏଥର ବଜେଟ ପରିମାଣ…
ପିକ୍ଅପ ଧକ୍କାରେ ସାଇକେଲ ଆରୋହୀ ମୃତ: ସ୍ଥାନୀୟ ଲୋକଙ୍କ ଆନ୍ଦୋଳନ
ବାଲେଶ୍ୱର ଅଫିସ,୭।୨: ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅଧୀନ ବାମପଦା ଛକରେ ଶୁକ୍ରବାର ଦୁର୍ଘଟଣା ଘଟିଛି। କୁଣ୍ଡା ବୋଝେଇ ପିକ୍ଅପ ଭ୍ୟାନ ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସନିଆ ସିଂ (୫୭)। ପ୍ରତିଦିନ ପରି ସନିଆ ସକାଳେ…
କେରଳ ସରକାର ବଜେଟର କଭର ପେଜ୍ରେ ଛାପିଲେ ଗାନ୍ଧୀଙ୍କ ମୃତ୍ୟୁ ବେଳର ଫଟୋ: ତେଜିଲା ବିବାଦ
ଥିରୁଭାନନ୍ଥପୁରମ,୭।୨: କେରଳ ସରକାରଙ୍କ ଦ୍ୱାରା ଆର୍ଥିକ ବର୍ଷ ୨୦୨୦-୨୧ ପାଇଁ ପ୍ରକାଶ କରାଯାଇଥିବା ବଜେଟର କଭର ପେଜ୍କୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ସରକାର ଏବେ ଏହାକୁ ନେଇ ଚର୍ଚ୍ଚାର ପରିସରକୁ ଚାଲିଆସିଛନ୍ତି। ବଜେଟର…
ଭାସିଯାଉଥିବା ବେଳେ ଦେବଦୂତ ସାଜି ବ୍ୟକ୍ତିଙ୍କ ଜୀବନ ବଞ୍ଚାଇଲେ ୨ ବାଳକ : ପୋଲିସ ପକ୍ଷରୁ ପୁରସ୍କାର
ଜୟପୁର,୭।୨(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁର ସହର ଗାନ୍ଧୀଛକ ନିକଟସ୍ଥ କୋଲାବ ଇରିଗେଶନ ବିଭାଗ କେନାଲ ପ୍ରଖର ସ୍ରୋତରେ ଭାସିଯାଉଥିବା ବାଲାଜୀ ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଶୁକ୍ରବାର ୨ ଜଣ ବାଳକ ଉଦ୍ଧାର କରିଥିଲେ। ଦେବଦୂତ ସାଜି ପ୍ରଖର କେନାଲକୁ ଡେଇଁ…
ନେହା-ଆଦିତ୍ୟଙ୍କ ବିବାହ ଖବରରେ ପୂର୍ଣ୍ଣଚ୍ଛେଦ ପକାଇଲେ ଟୋନି କକ୍କର
ବଲିଉଡ୍ର ପ୍ରସିଦ୍ଧ ଗାୟିକା ନେହା କକ୍କରଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଇଣ୍ଡିଆନ ଆଇଡଲ ୧୧’ ଶୋ’ରେ ପ୍ରସିଦ୍ଧ ଗାୟକ ଉଦିତ୍ ନାରାୟଣ ଓ ତାଙ୍କ ସ୍ତ୍ରୀ ନେହାଙ୍କୁ ବୋହୂ କରିବାକୁ ଚାହୁଁଥିବା କଥା କହିବା ପରେ ଚର୍ଚ୍ଚା…
ବିରୋଧ ପ୍ରଦର୍ଶନ ବେଳେ ହେଲା ପ୍ରେମ, ଏବେ କରିବେ ବିବାହ
ନୂଆଦିଲ୍ଲୀ,୭।୨: ଦିଲ୍ଲୀର ଶାହିନ ବାଗ ଅଞ୍ଚଳରେ ଚାଲିଥିବା ବିରୋଧ ପ୍ରଦର୍ଶନ ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। ଶାନ୍ତି ପୂର୍ଣ୍ଣଭାବେ ଏଠାରେ ବିରୋଧ କରାଯାଉଛି। ଏହି ପ୍ରଦର୍ଶନରେ ବହୁ ସଂଖ୍ୟାରେ ମହିଳା, ଯୁବକ ଓ ଶିକ୍ଷାର୍ଥୀଙ୍କୁ ଦେଖିବାକୁ ମିଳିଛି। ତେବେ ବିରୋଧ…
ରୋଜ ଡେ’: ଟୁଇଟରରେ ବ୍ୟାଚେଲର କହିଲେ ‘ଅଚ୍ଛେଦିନ ଆୟେଗା’
ନୂଆଦିଲ୍ଲୀ: ଫେବୃୟାରୀ ୧୪ରେ ପାଳନ କରାଯାଉଛି ଭାଲେଣ୍ଟାଇନ୍ ଡେ’। ଆଉ ଏବେଠାରୁ ଆରମ୍ଭ ହେଲାଣି ଏହାର ପୂର୍ବ ପ୍ରସ୍ତୁତି। ଫେବୃୟାରୀ ୭ରେ ପାଳନ କରାଯାଉଛି ରୋଜ୍ ଡେ’। ଏହାକୁ ନେଇ ପ୍ରେମୀ ଯୁଗଳଙ୍କ ମଧ୍ୟରେ ଅନେକ ଉତ୍ସାହ ଦେଖିବାକୁ ମିଳିଛି। ହେଲେ…
ରାହୁଲଙ୍କ ବୟାନକୁ ନେଇ ଲୋକ ସଭାରେ ହଙ୍ଗାମା
ନୂଆଦିଲ୍ଲୀ,୭।୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ବୟାନକୁ ନେଇ ଲୋକ ସଭାରେ ଶୁକ୍ରବାର ଝଡ଼ ସୃଷ୍ଟି ହୋଇଛି। ଏହି ଉତ୍ତେଜନା ଏତେ ବଢ଼ିଯାଇଥିଲା ଯେ, ଘଟଣା ଠେଲାପେଲା ପର୍ଯ୍ୟନ୍ତ ପହଞ୍ଚି ଯାଇଥିଲା। ସୂଚନାଯୋଗ୍ୟ, ଲୋକ ସଭାରେ ପ୍ରଶ୍ନକାଳ ଚାଲିଥିବା ବେଳେ…
ଜାଣନ୍ତି ଶତକ ହାସଲ ପରେ କାହିଁକି ଜିଭ କାଢନ୍ତି ରସ୍ ଟେଲର
ହାମିଲଟନ, ୭।୨: ସେଡନ ପାର୍କ ଗ୍ରାଉଣ୍ଡରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚରେ ନ୍ୟୁଜିଲାଣ୍ଡ ଅଭିଜ୍ଞ ରସ ଟେଲରଙ୍କ ଅପରାଜିତ ଶତକ ସହାୟତାରେ ଭ୍ରମଣକାରୀ ଭାରତକୁ ୧୧ଟି ବଲ ବାକି ରଖି ୪ ଉଇକେଟରେ ପରାସ୍ତ କରିଛି। ଟେଲର ୮୪ଟି ବଲ ଖେଳି…
ନିର୍ଭୟା ମାମଲା: ଫେବୃୟାରୀ ୧୧କୁ ଘୁଞ୍ଚିଲା ପରବର୍ତ୍ତୀ ଶୁଣାଣି
ନୂଆଦିଲୀ,୭।୨: ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀଙ୍କୁ ଫାଶୀ ଦେବାର ତାରିଖ ଏପର୍ଯ୍ୟନ୍ତ ସ୍ଥିର କରାଯାଇ ପାରୁନାହିଁ। ଶୁକ୍ରବାର ସୁପ୍ରିମକୋର୍ଟରେ ଏହି ମାମଲାର ଶୁଣାଣି କରାଯାଇଥିବା ବେଳେ ଏହାର ପରବର୍ତ୍ତୀ ଶୁଣାଣିକୁ ଫେବୃୟାରୀ ୧୧ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ଏହାକୁ ନେଇ କେନ୍ଦ୍ର…
Archives


