Home Left

ବିରୋଧ ପ୍ରଦର୍ଶନ ବେଳେ ହେଲା ପ୍ରେମ, ଏବେ କରିବେ ବିବାହ

ନୂଆଦିଲ୍ଲୀ,୭।୨: ଦିଲ୍ଲୀର ଶାହିନ ବାଗ ଅଞ୍ଚଳରେ ଚାଲିଥିବା ବିରୋଧ ପ୍ରଦର୍ଶନ ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। ଶାନ୍ତି ପୂର୍ଣ୍ଣଭାବେ ଏଠାରେ ବିରୋଧ କରାଯାଉଛି। ଏହି ପ୍ରଦର୍ଶନରେ ବହୁ ସଂଖ୍ୟାରେ ମହିଳା, ଯୁବକ ଓ ଶିକ୍ଷାର୍ଥୀଙ୍କୁ ଦେଖିବାକୁ ମିଳିଛି। ତେବେ ବିରୋଧ…

ରୋଜ ଡେ’: ଟୁଇଟରରେ ବ୍ୟାଚେଲର କହିଲେ ‘ଅଚ୍ଛେଦିନ ଆୟେଗା’

ନୂଆଦିଲ୍ଲୀ: ଫେବୃୟାରୀ ୧୪ରେ ପାଳନ କରାଯାଉଛି ଭାଲେଣ୍ଟାଇନ୍‌ ଡେ’। ଆଉ ଏବେଠାରୁ ଆରମ୍ଭ ହେଲାଣି ଏହାର ପୂର୍ବ ପ୍ରସ୍ତୁତି। ଫେବୃୟାରୀ ୭ରେ ପାଳନ କରାଯାଉଛି ରୋଜ୍‌ ଡେ’। ଏହାକୁ ନେଇ ପ୍ରେମୀ ଯୁଗଳଙ୍କ ମଧ୍ୟରେ ଅନେକ ଉତ୍ସାହ ଦେଖିବାକୁ ମିଳିଛି। ହେଲେ…

ରାହୁଲଙ୍କ ବୟାନକୁ ନେଇ ଲୋକ ସଭାରେ ହଙ୍ଗାମା

ନୂଆଦିଲ୍ଲୀ,୭।୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ବୟାନକୁ ନେଇ ଲୋକ ସଭାରେ ଶୁକ୍ରବାର ଝଡ଼ ସୃଷ୍ଟି ହୋଇଛି। ଏହି ଉତ୍ତେଜନା ଏତେ ବଢ଼ିଯାଇଥିଲା ଯେ, ଘଟଣା ଠେଲାପେଲା ପର୍ଯ୍ୟନ୍ତ ପହଞ୍ଚି ଯାଇଥିଲା। ସୂଚନାଯୋଗ୍ୟ, ଲୋକ ସଭାରେ ପ୍ରଶ୍ନକାଳ ଚାଲିଥିବା ବେଳେ…

ଜାଣନ୍ତି ଶତକ ହାସଲ ପରେ କାହିଁକି ଜିଭ କାଢନ୍ତି ରସ୍‌ ଟେଲର

ହାମିଲଟନ, ୭।୨: ସେଡନ ପାର୍କ ଗ୍ରାଉଣ୍ଡରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚରେ ନ୍ୟୁଜିଲାଣ୍ଡ ଅଭିଜ୍ଞ ରସ ଟେଲରଙ୍କ ଅପରାଜିତ ଶତକ ସହାୟତାରେ ଭ୍ରମଣକାରୀ ଭାରତକୁ ୧୧ଟି ବଲ ବାକି ରଖି ୪ ଉଇକେଟରେ ପରାସ୍ତ କରିଛି। ଟେଲର ୮୪ଟି ବଲ ଖେଳି…

ନିର୍ଭୟା ମାମଲା: ଫେବୃୟାରୀ ୧୧କୁ ଘୁଞ୍ଚିଲା ପରବର୍ତ୍ତୀ ଶୁଣାଣି

ନୂଆଦିଲୀ,୭।୨: ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀଙ୍କୁ ଫାଶୀ ଦେବାର ତାରିଖ ଏପର୍ଯ୍ୟନ୍ତ ସ୍ଥିର କରାଯାଇ ପାରୁନାହିଁ। ଶୁକ୍ରବାର ସୁପ୍ରିମକୋର୍ଟରେ ଏହି ମାମଲାର ଶୁଣାଣି କରାଯାଇଥିବା ବେଳେ ଏହାର ପରବର୍ତ୍ତୀ ଶୁଣାଣିକୁ ଫେବୃୟାରୀ ୧୧ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ଏହାକୁ ନେଇ କେନ୍ଦ୍ର…

ରୋନାଲ୍ଡୋ, ମେସିଙ୍କଠାରୁ ଅଧିକ ଦୌଡ଼ନ୍ତି କୋହଲି

ନୂଆଦିଲ୍ଲୀ,୭।୨- ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ବିଶ୍ୱର ସବୁଠୁ ଫିଟ୍‌ କ୍ରିକେଟର। ବ୍ୟାଟିଂ ହେଉ କି, ଫିଲ୍ଡିଂ କୋହଲି ନିଜର ୨୦୦ ପ୍ରତିଶତ ଦିଅନ୍ତି। ଏକ ଭଲ ଇନିଂସବେଳେ ସେ ପିଚ୍‌ରେ କିମ୍ବଦନ୍ତୀ ଫୁଟବଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଓ ଲିଓନେଲ…

କରୋନା ଭୟ: ଆପାର୍ଟମେଣ୍ଟରେ ୫୦ କିମି ଦୌଡ଼ିଲେ ଧାବକ, ବାଲ୍‌କୋନିରେ ମାରିଲେ ୬୨୫୦ ଚକ୍କର

ବେଜିଂ: ଚାଇନାରେ କରୋନା ଭାଇରସ୍‌ ଆତଙ୍କ ବଢ଼ିବାରେ ଲାଗିଛି। ଏହି କାରଣରୁ ଏଠାକାର ଲୋକଙ୍କୁ ଘରୁ ବାହାରକୁ ଯିବା ପାଇଁ ବାରଣ କରାଯାଇଛି। ଏହାର ପ୍ରଭାବ ଲୋକଙ୍କ ଦୈନନ୍ଦିନ ଜୀବନ ଉପରେ ପଡ଼ିଛି। ଫଳରେ ଝୋଜିୟାଙ୍ଗ୍‌ ହାଙ୍ଗ୍‌ଝୋଉର ଏକ ଆପାର୍ଟମେଣ୍ଟରେ ରହୁଥିବା…

୪୫ରୁ ଅଧିକ ଆସନରେ ଜିତି ଦିଲ୍ଲୀରେ ସରକାର ଗଢିବ ଭାଜପା: ଶାହା

ନୂଆଦିଲ୍ଲୀ,୭।୨: ଏବେ ଦିଲ୍ଲୀ ବିଧାନସଭାକୁ ନେଇ ଅଙ୍କକଷା ଆରମ୍ଭ ହୋଇଯାଇଛି। ପ୍ରଚାର ସରିବା ପରେ ଏବେ ଡୋର୍‌ ଟୁ ଡୋର୍‌ କ୍ୟାମ୍ପେନ କରି ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ଚେଷ୍ଟା ଚଳାଇଛନ୍ତି ସମସ୍ତ ରାଜନୈତିକ ଦଳ। ଇତିମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରୀ…

ସିଏଏ ବିରୋଧ ପ୍ରଦର୍ଶନ ପରେ ପ୍ରଥମଥର ଗୁଆହାଟି ପହଞ୍ଚିଲେ ମୋଦି

ଗୁଆହାଟି, ୭।୨: ଐତିହାସିକ ବୋଡୋ ଏଗ୍ରିମେଣ୍ଟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପ୍ରଥମଥର ପାଇଁ ଆସାମ ଗସ୍ତ କରିଛନ୍ତି। କୋକରାଝରରେ ପହଞ୍ଚିବା ପରେ ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବୋଲ ସ୍ବାଗତ କରିଥିଲେ। ସେହି ସମୟରେ ରାଜ୍ୟପାଳ ଜଗଦୀଶ ମୁଖି ମଧ୍ୟ…

ସ୍ତ୍ରୀଙ୍କୁ ଭରଣପୋଷଣ ଦେବାକୁ ପଡିବ ବୋଲି ୫ କୋଟି ଟଙ୍କାରେ ନିଆଁ ଲଗାଇଲେ ବ୍ୟବସାୟୀ

ବୈବାହିକ ଜୀବନରେ ଝଡ ଆସିଲେ ସ୍ତ୍ରୀସ୍ବାମୀ ପରସ୍ପର ଅଲଗା ହେବାକୁ ନିଷ୍ପତ୍ତି ନେଇଥାନ୍ତି। ପରେ କୋର୍ଟରେ ଛାଡପତ୍ର ମାମଲା ଚାଲେ। ଶେଷରେ ସ୍ତ୍ରୀଙ୍କୁ ଭରପୋଷଣ ପାଇଁ ଅର୍ଥ ଦେବାପରେ ମାମଲାଟି ଶାନ୍ତ ପଡେ। କାନାଡାରେ ଛାଡପତ୍ରର ଏକ ଅଜବ ମାମଲା ସାମ୍ନାକୁ…

ନମସ୍କାରର ସଠିକ୍‌ ଅର୍ଥ ବୁଝାଇଲେ ବିଗ୍‌ ବି

ମୁମ୍ବାଇ: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ୍‌ ରହିଥାନ୍ତି। ପ୍ରାୟ ସମୟରେ ସେ ମନରୋଞ୍ଜନ ହେଉ କି କିଛି ଶିକ୍ଷଣୀୟ ଟୁଇଟ ଶେୟାର କରିଥାନ୍ତି। ଇତିମଧ୍ୟରେ ଅମିତାଭ ଟୁଇଟରରେ ‘ନମସ୍କାର’ର ସଠିକ୍‌ ଅର୍ଥକୁ ନେଇ ଏକ ଟୁଇଟ…

ଦେଶର ପ୍ରଥମ ଜୁ ଇଣ୍ଟରପ୍ରିଟେଶନ ସେଣ୍ଟର: ଏଠାରେ ଶୁଣିବାକୁ ମିଳିବ ପଶୁପକ୍ଷୀଙ୍କ ସ୍ବର

ରାଜକୋଟ: ଗୁଜରାଟର ରାଜକୋଟରେ ପ୍ରଦ୍ୟୁମ୍ନ ପାର୍କ ପ୍ରାଣୀ ସଂଗ୍ରାହାଳୟରେ ଦେଶର ପ୍ରଥମ ଜୁ ଇଣ୍ଟରପ୍ରିଟେଶନ ସେଣ୍ଟର ନିର୍ମାଣ ସରିଛି। ଏଠାରେ ମନୁଷ୍ୟ, ପଶୁପକ୍ଷୀଙ୍କ ପ୍ରତିମା ନିର୍ମାଣ କରାଯାଇଛି। ଆହୁରି ମଧ୍ୟ ଏଠାରେ ଫଟୋ ସ୍କ୍ଲପ୍‌ଚର ପେଣ୍ଟିଂ ଜରିଆରେ ପ୍ରାଣୀ ଜଗତର ବିବିଧତାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri