ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ବ୍ଲକ ଯୋଗାଣ ନିରୀକ୍ଷକ
ଜଟଣୀ,୭।୨(ଡି.ଏନ.ଏ.): ଖୋର୍ଦ୍ଧା ବ୍ଲକର ମହିଳା ଯୋଗାଣ ନିରୀକ୍ଷକ ମାର୍ଶାଲିନ ପଢିଆରୀ ୨୦ ହଜାର ଟଙ୍କା ଲାଞ୍ଚ ଡିଲରମାନଙ୍କଠାରୁ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଗୁରୁବାର ଧରା ପଡ଼ିଛନ୍ତି। ପ୍ରତିମାସରେ କିରୋସିନ ଉଠାଣ ଅନୁମତି ଦେବା ପାଇଁ ଡିଲରମାନଙ୍କଠାରୁ ଲିଟର ପିଛା ୮୦…
ଓମାର,ମେହବୁବାଙ୍କ ବିରୋଧରେ ପିଏସଏ: ଚିଦାମ୍ବରମ କହିଲେ, ଲୋକତନ୍ତ୍ରରେ ଏହା ସବୁଠୁ କ୍ରୂର ପଦକ୍ଷେପ
ନୂଆଦିଲ୍ଲୀ,୭।୨: ଜମ୍ମୁ-କଶ୍ମୀରର ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଓ ମେହବୁବା ମୁଫ୍ତିଙ୍କ ବିରୋଧରେ ପ୍ରଶାସନ ଗୁରୁବାର ପିଏସ୍ଏ (ସାଧାରଣ ନିରାପତ୍ତା ଆଇନ)ରେ ମାମଲା ରୁଜୁ କରିଛି। ମୁଫ୍ତି ଅଟକ ରହିଥିବା ବଙ୍ଗଳାକୁ ମାଜିଷ୍ଟ୍ରେଟ ଏହି ନିର୍ଦ୍ଦେଶନାମା ପଠାଇଛନ୍ତି। ଏହାକୁ ନେଇ…
ଠିକାଦାର ଦିଲୀପ, ଇସ୍କନ ବିରୋଧରେ ପୃଥକ୍ ମାମଲା
ପୁରୀ ଅଫିସ,୭।୨: ଭୁବନେଶ୍ୱର ବିମାନବନ୍ଦରରେ ନିର୍ମାଣାଧୀନ କୋଠାର ଛାତ ଭୁଶୁଡ଼ିବା ଘଟଣାରେ ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଠିକାଦାର ଦିଲୀପ ଖଟେଇଙ୍କ ବିରୋଧରେ ଆଇନଜୀବୀ ପ୍ରିୟଦର୍ଶନ ପଟ୍ଟନାୟକ ଗୁରୁବାର ଏସ୍ଡିିଜିଏମଙ୍କ କୋର୍ଟରେ ଅଭିଯୋଗ କରିଛନ୍ତି। ଏନେଇ ୱାନସିସି କେସ୍ ନଂ.…
ଜମ୍ମୁ-କଶ୍ମୀର ବୁଲିବାକୁ ଯାଉଥିବା ଓଡ଼ିଆଙ୍କ ପାଇଁ ବିଶେଷ ରିହାତି
ଭୁବନେଶ୍ୱର,୭।୨(ବ୍ୟୁରୋ): ଜମ୍ମୁ ଓ କଶ୍ମୀର ବୁଲିବାକୁ ଯାଉଥିବା ଓଡ଼ିଆ ପର୍ଯ୍ୟଟକଙ୍କ ପାଇଁ ସ୍ବତନ୍ତ୍ର ରିହାତି ବ୍ୟବସ୍ଥା କରାଯାଇଛି। କଶ୍ମୀର ଘରୋଇ ଟୁର୍ ଅପରେଟର ସଂଘ ପକ୍ଷରୁ ଭୁବନେଶ୍ୱରରେ ରୋଡ୍ ଶୋ କରାଯାଇଛି। ଏହି ଶୋରେ ଓଡ଼ିଆ ପର୍ଯ୍ୟଟକଙ୍କ ପାଇଁ ଟୁର୍ ଅପରେଟର…
ଦିଲ୍ଲୀ ନିର୍ବାଚନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଓଏସ୍ଡି ଲାଞ୍ଚ ନେଉଥିବାବେଳେ ଗିରଫ
ନୂଆଦିଲ୍ଲୀ,୭।୨: ଦିଲ୍ଲୀ ନିର୍ବାଚନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଓଏସ୍ଡି(ସ୍ବତନ୍ତ୍ର କର୍ତ୍ତବ୍ୟ ଅଧିକାରୀ) ଗୋପାଳକୃଷ୍ଣ ମାଧବ ଗିରଫ ହୋଇଛନ୍ତି। ଜିଏସ୍ଟି ସମ୍ପର୍କିତ ମାମଲାରେ ଗୋପାଳ ଜଣେ ବ୍ୟକ୍ତିଙ୍କଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ସମୟରେ ସିବିଆଇ ଅଧିକାରୀମାନେ ତାଙ୍କୁ ଗୁରୁବାର…
ମୁନିଗୁଡ଼ାରେ ମାଓବାଦୀ ବିରୋଧୀ ପୋଷ୍ଟର
ମୁନିଗଡ଼ା,୭।୨(ଡି.ଏନ୍.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ବୁର୍ଷିଖମ୍ବା ଗ୍ରାମ ଛକସ୍ଥିତ ଯାତ୍ରୀ ବିଶ୍ରାମାଗାରରେ ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଉକ୍ତ ପୋଷ୍ଟରରେ ଡଙ୍ଗରିଆ କନ୍ଧ ବିକାଶ ମଞ୍ଚ ନାମରେ ହାତଲେଖା ହୋଇଥିବା ବେଳେ ଏହି ପୋଷ୍ଟରରେ ନିୟମଗିରି ସୁରକ୍ଷା…
ପେଟରୁ ବାହାରିଲା ଏଲ୍ଇଡି ବଲ୍ବ
ଫରିଦାବାଦ୍,୭।୨: ହରିୟାଣାର ଫରିଦାବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୦ ବର୍ଷୀୟ ବାଳକଙ୍କ ପେଟରୁ ଏଲ୍ଇଡି ବଲ୍ ବାହାର କରାଯାଇଛି। ଫରିଦାବାଦର ସେକ୍ଟର ୬୨ରେ ରହୁଥିବା ପ୍ରମୋଦ କୁମାରଙ୍କ ଭଣଜା ଅଭିଷେକ(୧୦) ୧୦ ଦିନ ପୂର୍ବେ ଖେଳୁଥିବାବେଳେ ପ୍ରବଳ କାଶ…
ଚନ୍ଦ୍ରମଣି ଲେଙ୍କା ପାଇବେ ‘ଭୁବନେଶ୍ୱର ମିଶ୍ର ସ୍ମୃତି ସମ୍ମାନ’
ଭୁବନେଶ୍ୱର,୭।୨(ବ୍ୟୁରୋ): ସାଂସ୍କୃତିକ ଅନୁଷ୍ଠାନ ଶ୍ରୁତି ପକ୍ଷରୁ ଆସନ୍ତା ୧୦ ଓ ୧୧ ତାରିଖରେ ଓଡ଼ିଶୀ ସଙ୍ଗୀତ ଏବଂ ଲଘୁସଙ୍ଗୀତ ସମାରୋହ ଅନୁଷ୍ଠିତ ହେବ। ଏହି ଅବସରରେ କଳାକ୍ଷେତ୍ରରେ ଜୀବନବ୍ୟାପୀ ସାଧନା ନିମନ୍ତେ ବିଶିଷ୍ଟ ଓଡ଼ିଶୀ କଣ୍ଠସଙ୍ଗୀତ ଶିଳ୍ପୀ ଗୁରୁ ଚନ୍ଦ୍ରମଣି ଲେଙ୍କାଙ୍କୁ…
ମାଟ୍ରିକ ପରୀକ୍ଷା: ମିଳିଲା ଆଡ୍ମିଟ୍ କାର୍ଡ
କଟକ ଅଫିସ,୭।୨: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା, ମଧ୍ୟମା ପରୀକ୍ଷା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଆସନ୍ତା ୧୯ରୁ ଆରମ୍ଭ ହେବ। ଏଥିନିମନ୍ତେ ଆଡ୍ମିଟ କାର୍ଡ ଗୁରୁବାରଠାରୁ ମିଳିଛି। ବୋର୍ଡ କର୍ତ୍ତୃପକ୍ଷ ନିଜସ୍ବ…
ଜିଇଏମ୍ ପୋର୍ଟାଲରେ କିଣାଯାଇଛି ୩୫୦ କୋଟିର ସାମଗ୍ରୀ
ଭୁବନେଶ୍ୱର,୭।୨(ବ୍ୟୁରୋ): ସରକାରୀ କାର୍ଯ୍ୟାଳୟଗୁଡ଼ିକର ବିଭିନ୍ନ ଆବଶ୍ୟକତାକୁ ପୂରଣ କରିବା ପାଇଁ ୨୦୧୬ ଅଗଷ୍ଟ ୯ରୁ ସରକାରଙ୍କ ଇ-ମାର୍କେଟ ପ୍ଲସ୍ ଜିଇଏମ୍ ପୋର୍ଟାଲର ଶୁଭାରମ୍ଭ ହୋଇଛି। ଏହି ପୋର୍ଟାଲକୁ ବ୍ୟବହାର କରି ସ୍ବଚ୍ଛତାର ସହିତ କମ୍ ସମୟ ମଧ୍ୟରେ ବିଭିନ୍ନ ସାମଗ୍ରୀ କ୍ରୟ…
ଲାଞ୍ଚ ମାଗି ଗିରଫ ହେଲେ ଥାନା ଅଧିକାରୀ
ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ‘ମୋ ସରକାର’ କାର୍ଯ୍ୟକ୍ରମ ଜାରି ରହିଛି। ଓଡ଼ିଶାରେ ପୋଲିସ ବ୍ୟବସ୍ଥାକୁ ପୂର୍ବାପେକ୍ଷା ଅଧିକ ଲୋକାଭିମୁଖୀ କରିବାକୁ ଏହି ପ୍ରୟାସ କରାଯାଇଛି। ସେହି କ୍ରମରେ ଏହାର ସୁଫଳ ମଧ୍ୟ ମିଳିଛି। ନିୟମିତ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ଆଜି ଭାରତୀୟ କ୍ରିକେଟ ପାଇଁ ଏକ ସ୍ବତନ୍ତ୍ର ଦିନ, ଜାଣନ୍ତୁ କାହିଁକି
ଫେବୃୟାରୀ ୭, ଭାରତୀୟ କ୍ରିକେଟ ପାଇଁ ଏକ ସ୍ବତନ୍ତ୍ର ଦିନ। ଆଜିକୁ ଠିକ୍ ୨୧ ବର୍ଷ ପୂର୍ବେ ପ୍ରସିଦ୍ଧ ସ୍ପିନ୍ ବୋଲର୍ ଅନିଲ କୁମ୍ବଲେ ଭାରତ ପାଇଁ ଇତିହାସ ରଚିଥିଲେ। ୧୯୯୯, ଫେବୃୟାରୀ ୭ରେ ଦିଲ୍ଲୀର ତତ୍କାଳୀନ ଫିରୋଜ ଶାହା କୋଟଲା…
Archives


