ଅପହରଣ କରି ନାବାଳିକାଙ୍କୁ ବିବାହ ସନ୍ଦେହ ଘର ଆଗରେ ନାଁ ଦେଖି ଯୁବକଙ୍କୁ ଉଠାଇନେଲା ପୋଲିସ
ନୟାଗଡ ଅଫିସ,୭ା୨: ଅପହରଣ କରି ନାବାଳିକାଙ୍କୁ ବିବାହ କରିଥିବା ସନ୍ଦେହରେ ଜଣଙ୍କ ଘର ଆଗରେ ନାଁ ଦେଖି ପୋଲିସ ଜଣେ ଯୁବକଙ୍କୁ ଉଠାଇ ନେବା ପରେ ନୟାଗଡ ଜିଲା ଇଟାମାଟି ଥାନା ଗମ୍ଭାଡିରେ ଗୁରୁବାର ରାତିରେ ଉତ୍ତେଜନା ଦେଖାଦେଇଥିଲା। ପୋଲିସ ତ୍ରୁଟି ସ୍ବୀକାର…
ଘରୋଇ ଚିକିତ୍ସାଳୟ, ନିଦାନ କେନ୍ଦ୍ରରେ ଲାଗିବ ଲଗାମ: କାର୍ଯ୍ୟକାରୀ ହେବ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା
ନୟାଗଡ ଅଫିସ,୭ା୨: ନୟାଗଡ଼ ଜିଲାର ସମସ୍ତ ଘରୋଇ ଚିକିତ୍ସାଳୟ ଓ ନିଦାନ କେନ୍ଦ୍ର ଉପରେ ଲଗାମ ଲାଗିବ। ଜିଲାରେ ଥିବା ଏସବୁ କେନ୍ଦ୍ରଗୁଡ଼ିକରେ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ ହେବ। ଜିଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ଜିଲାପାଳ ଡା. ପୋମା…
ପିଟରଙ୍କୁ ଜାମିନ, ହେଲେ ଏବେ ମୁକୁଳିବେନି
ମୁମ୍ବାଇ,୭-୨(ପି.ଟି.):ବହୁଚର୍ଚ୍ଚିତ ଶିନା ବୋରା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ପୂର୍ବତନ ମିଡିଆ ବାରୋନ୍ ପିଟର ମୁଖାର୍ଜୀଆଙ୍କୁ ଆଶ୍ୱସ୍ତି ମିଳିଛି। ଏହି ହତ୍ୟାକାଣ୍ଡରେ ପିଟରଙ୍କ ବିରୋଧରେ ବିଶେଷ ପ୍ରମାଣ ନ ଥିବାରୁ ଗୁରୁବାର ବମ୍ବେ ହାଇକୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି।…
ମଲାଲା ଆକ୍ରମଣକାରୀ ଜେଲ୍ରୁ ଚମ୍ପଟ
ଇସ୍ଲାମାବାଦ,୭-୨(ଆଇଏଏନ୍ଏସ୍):ନାରୀ ଶିକ୍ଷାର ପ୍ରସାର ପାଇଁ ପାକିସ୍ତାନରେ ସଚେତନତା ସୃଷ୍ଟି କରୁଥିବା ମଲାଲା ୟୁସୁଫଜାଇ ଏବଂ ପେଶାଓ୍ବର ସେନା ସ୍କୁଲରେ ଆକ୍ରମଣ କରିଥିବା ତେହରିକ୍-ଇ-ତାଲିବାନ ପାକିସ୍ତାନ (ଟିଟିପି)ର ମୁଖପାତ୍ର ଏହସାନୁଲ୍ଲା ଏହସାନ ଜେଲ୍ରୁ ଖସିପଳାଇଛନ୍ତି। ଆତଙ୍କବାଦୀ ଏହସାନ ତାଙ୍କ ସ୍ତ୍ରୀ ଓ ଦୁଇଝିଅଙ୍କ…
ଓମାର, ମେହବୁବାଙ୍କ ବିରୋଧରେ ପିଏସ୍ଏ
ଶ୍ରୀନଗର,୭-୨:ଅଗଷ୍ଟ ୫ରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରଠୁ ଅଟକ ଥିବା ଜମ୍ମୁ-କଶ୍ମୀରର ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବ୍ଦୁଲ୍ଲା ଓ ମେହବୁବା ମୁଫ୍ତିଙ୍କ ବିରୋଧରେ ପ୍ରଶାସନ ଗୁରୁବାର ପିଏସ୍ଏ (ସାଧାରଣ ନିରାପତ୍ତା ଆଇନ)ରେ ମାମଲା ରୁଜୁ କରିଛି। ମୁଫ୍ତି ଅଟକ ରହିଥିବା…
ଅରାଜକତା ସୃଷ୍ଟି କରିବ ବିକ୍ଷୋଭ
ନୂଆଦିଲ୍ଲୀ,୭-୨(ପି.ଟି.):ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନକୁ ବିପକ୍ଷ ଦଳଗୁଡ଼ିକ ଉସୁକାଉଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ତୀବ୍ର ସମାଲୋଚନା କରିଛନ୍ତି। ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିଷ୍ପତ୍ତି ବିରୋଧରେ ବିକ୍ଷୋଭ ପୋଡ଼ାଜଳା ଦେଶକୁ ଅରାଜକତା ଆଡକୁ ନେଇଯିବ ବୋଲି ସେ…
ଏପିଓ ଦାୟିତ୍ୱ ସମ୍ଭାଳୁଛନ୍ତି ଜିଆର୍ଏସ୍
ନାଉଗାଁ , ୬।୨ (ସ୍ବ.ପ୍ର.): ଏମ୍ଜିଏନ୍ଆର୍ଇଜିଏସ୍ ମାଧ୍ୟମରେ କରାଯାଉଥିବା ବିଭିନ୍ନ କାର୍ଯ୍ୟର ସୂଚନା ଓ ତଦାରଖ ବ୍ଲକ ଏପିଓ (ଆଡିସନାଲ୍ ପ୍ରୋଗ୍ରାମ୍ ଅଫିସର୍) କରିଥାନ୍ତି। ଏମ୍ଜିଏନ୍ଆର୍ଇଜିଏସ୍ରେ ଏପିଓ ଏକ ଗୁରୁତ୍ୱପୂର୍ଣ୍ଣ ପଦବୀ ହୋଇଥିବା ବେଳେ ନାଉଗାଁ ବ୍ଲକରେ ଜଣେ ଜିଆର୍ଏସ୍ ଏପିଓ…
କେରଳରେ ଲାଗୁ ହେବନି ଏନ୍ପିଆର୍
ଥିରୁଭାନନ୍ଥପୁରମ୍,୭-୨ (ପି.ଟି.):ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍ପିଆର୍) କେରଳରେ ଲାଗୁ ହେବନାହିଁ, କିନ୍ତୁ ଜନଗଣନା ପ୍ରକ୍ରିୟା ଚାଲିବ ବୋଲି ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ରାଜ୍ୟ ବିଧାନସଭାରେ କହିଛନ୍ତି। ଏନ୍ପିଆର୍କୁ ନେଇ କଂଗ୍ରେସ ନେତୃତ୍ୱାଧୀନ ୟୁଡିଏଫ୍ ଏବଂ ସରକାରୀ ଦଳ ମଧ୍ୟରେ ହଟ୍ଟଗୋଳ ହେବା…
ହସ୍ପିଟାଲରେ ରିଷି କପୁର
ମୁମ୍ବାଇ,୭-୨(ପି.ଟି.): ବର୍ଷୀୟାନ ଅଭିନେତା ରିଷି କପୁର ପୁଣିଥରେ ମୁମ୍ବାଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ସଂକ୍ରମିତ ଜ୍ୱର (ଭାଇରାଲ ଫିଭର) ହୋଇଥିବା ପରିବାର ସୂତ୍ରରୁ ଜଣାପଡିଛି। ଗତ ସପ୍ତାହରେ ସେ ଦିଲ୍ଲୀ ହସ୍ପିଟାଲରୁ ବାହାରିଥିଲେ। ସୋମବାର ସେ ମୁମ୍ବାଇରେ ପହଞ୍ଚତ୍ବା ପରେ…
ନିର୍ଭୟା ଦୋଷୀଙ୍କୁ ନୂଆ ଡେଥ୍ ଓ୍ବାରେଣ୍ଟ ଉପରେ ଜବାବ ମାଗିଲେ ତଳ କୋର୍ଟ: କେନ୍ଦ୍ର ପିଟିଶନର ଶୁଣାଣି ଆଜି
ନୂଆଦିଲ୍ଲୀ,୭-୨(ପି.ଟି.):ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଦୋଷୀଙ୍କ ଭାଗ୍ୟ ସୁପ୍ରିମକୋର୍ଟରେ ଶୁକ୍ରବାର ନିର୍ଦ୍ଧାରଣ ହୋଇପାରେ। କାରଣ ସେମାନଙ୍କୁ ପୃଥକ୍ ପୃଥକ୍ ଭାବେ ଫାଶୀ ଦିଆଯାଇ ପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ଶୁଣାଇଥିବା ରାୟକୁ ଚ୍ୟାଲେଞ୍ଜ କରି କେନ୍ଦ୍ର…
ବିଦ୍ୟୁତ୍ ସଂଯୋଗ ନ ଥାଇ ମିଳିଛି ୪ ମାସର ବିଲ୍
ପାରାଦୀପ,୭।୨(ସ୍ବ.ପ୍ର.):କେନ୍ଦ୍ର ସରକାରଙ୍କ ସୌଭାଗ୍ୟ ଯୋଜନାରେ ସମସ୍ତଙ୍କୁ ମାଗଣା ବିଦ୍ୟୁତ୍ ସଂଯୋଗ ପାଇଁ ନିୟମ କରାଯାଇଛି। ତା’ପରେ ମାସିକ ବିଦ୍ୟୁତ୍ ଦେୟ ଉପଭୋକ୍ତାମାନେ ସେସୁ (ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଇ ୟୁଟିଲିଟି) ପାଖରେ ଜମା କରିବା କଥା। କିନ୍ତୁ ଏଭଳି ଯୋଜନାର ଭିନ୍ନ ଚିତ୍ର…
ଢଳିଗଲା ୪ ମହଲା ବିଲ୍ଡିଂ: ଲୋକେ ଆତଙ୍କିତ
ବେଙ୍ଗାଲୁରୁ, ୭-୨:କର୍ନାଟକର ବେଙ୍ଗାଲୁରୁସ୍ଥିତ ବିନାୟକନଗରଠାରେ ଥିବା ଏକ ୪ ମହଲା ବିଲ୍ଡିଂ ବୁଧବାର ହଠାତ୍ ଢ଼ଳିଯିବାରୁ ଲୋକମାନେ ଆତଙ୍କିତ ହୋଇପଡ଼ିଥିଲେ। ସଙ୍ଗେ ସଙ୍ଗେ ଘରୁ ସମସ୍ତେ ବାହାରି ସୁରକ୍ଷିତ ସ୍ଥାନକୁ ଦୌଡ଼ିବାକୁ ଆରମ୍ଭ କରିଥିଲେ। ଏଥିରେ କେହି ମୃତାହତ ହୋଇ ନ…
Archives


