Home Left

ଥମିଲା ଦିଲ୍ଲୀ ପ୍ରଚାର : ୭୦ ଆସନରେ ବଳ କଷାକଷି

ନୂଆଦିଲ୍ଲୀ,୭-୨: ଦିଲ୍ଲୀ ବିଧାନସଭାର ୭୦ ଆସନରେ ଶନିବାର ନିର୍ବାଚନ ହେବ। ଏଥିପାଇଁ ସମସ୍ତ ନିର୍ବାଚନମଣ୍ଡଳୀରେ ସବୁ ଦଳ ପକ୍ଷରୁ ଗୁରୁବାର ସନ୍ଧ୍ୟା ୬ଟାରେ ହାଇଭୋଲ୍ଟେଜ୍‌ ନିର୍ବାଚନ ପ୍ରଚାର ଶେଷ ହୋଇଛି। ଶାସକ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି), ଭାରତୀୟ ଜନତା ପାର୍ଟି…

ଆଜି ମନ୍ତ୍ରୀ ପରିଷଦ, କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୭-୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏବଂ ମନ୍ତ୍ରୀପରିଷଦ ବୈଠକ ବସିବ। ପୂର୍ବାହ୍ନ ୧୧ଟା ୪୫ ମିନିଟ୍‌ରେ ମନ୍ତ୍ରୀପରିଷଦ ବୈଠକ ବସିବାର କାର୍ଯ୍ୟସୂଚୀ ସ୍ଥିରୀକୃତ ହୋଇଛି। ଏଥିରେ ୨୦୨୦-୨୧ ଆର୍ଥିକବର୍ଷ ପାଇଁ ଚଳିତ ମାସ ୧୮ରେ ଆଗତ ହେବାକୁ…

ସବୁଜ ସଙ୍କେତ ଦେଉନାହିଁ କେନ୍ଦ୍ର

ଭୁବନେଶ୍ୱର,୭-୨(ବ୍ୟୁରୋ): ଓଡ଼ିଶାରେ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି) ଏବଂ ସାମାଜିକ, ଆର୍ଥିକ ପଛୁଆ ବର୍ଗ(ଏସ୍‌ଇବିସି) ସଂଖ୍ୟା ବହୁତ। ହେଲେ ସେମାନଙ୍କ ପ୍ରକୃତ ସଂଖ୍ୟା କେତେ ତାହାର କୌଣସି ସରକାରୀ ହିସାବ ନାହିଁ। ତେଣୁ ୨୦୨୧ ଜନଗଣନାରେ ଏମାନଙ୍କ ପାଇଁ ସ୍ବତନ୍ତ୍ର ସ୍ଥାନ ରଖାଯାଉ…

କରୋନା ନେଲା ହ୍ବିସିଲବ୍ଲୋୟର ଡାକ୍ତରଙ୍କ ଜୀବନ

ବେଜିଂ, ୭-୨:ଯେଉଁ କରୋନା ଭାଇରସ୍‌କୁ ନେଇ ସେ ଲୋକଙ୍କୁ ବୁଝାଇଶୁଝାଇ ସଚେତନ କରୁଥିଲେ, ଶେଷରେ ସେହି ଘାତକ ଭୂତାଣୁ ତାଙ୍କର ଜୀବନ ନେଲା। ଡାକ୍ତର ଲି ଓ୍ବେନ୍‌ଲିଆଙ୍ଗ(୩୪)ଙ୍କ ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ଚାଇନାରେ କରୋନା ଭାଇରସ୍‌ ସଂକ୍ରମଣରେ ମୃତ୍ୟୁସଂଖ୍ୟା…

କୁନାଲ କାମ୍‌ରା ନାମଧାରୀଙ୍କ ଟିକେଟ ବାତିଲ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୭-୨(ପି.ଟି.):ହାସ୍ୟାଭିନେତା କୁନାଲ କାମ୍‌ରାଙ୍କ ନାମରେ ଅନ୍ୟଜଣେ ବ୍ୟକ୍ତିଙ୍କ ଟିକେଟକୁ ଏୟାର ଇଣ୍ଡିଆ ବୁଧବାର ବାତିଲ କରିଥିଲା। ତାଙ୍କ ଟିକେଟକୁ ଭୁଲ୍‌ବଶତଃ ବାତିଲ କରାଯାଇଥିବା ସମ୍ପୃକ୍ତ ବ୍ୟକ୍ତି ଗୁରୁବାର ସୂଚନା ଦେଇଛନ୍ତି। କାଗଜପତ୍ର ଯାଞ୍ଚ ପରେ ତାଙ୍କୁ ବିମାନ ଯାତ୍ରା ଲାଗି ଅନୁମତି…

ଭିଭିଆଇପିଙ୍କ ଯାତ୍ରା ପାଇଁ ଏୟାର ଇଣ୍ଡିଆର ୮୨୨ କୋଟି ବାକି

ନୂଆଦିଲ୍ଲୀ,୭-୨(ପି.ଟି.):ଦେଶର ଭିଭିଆଇପିମାନଙ୍କ ଉପରେ ଚାର୍ଟର ଫ୍ଲାଇଟ୍ସ ଭଡ଼ା ବାବଦକୁ ଏୟାର ଇଣ୍ଡିଆର ୮୨୨ କୋଟି ଟଙ୍କା ବାକି ଅଛି। ଆର୍ଥିକ ଅନଟନ ଦେଇ ଗତି କରୁଥିବା ଉକ୍ତ ରାଷ୍ଟ୍ରାୟତ୍ତ ବିମାନ ଚଳାଚଳ ସଂସ୍ଥାରୁ ସରକାର ପୁଞ୍ଜିପ୍ରତ୍ୟାହାର କରୁଥିବାବେଳେ ସୂଚନା ଅଧିକାର (ଆର୍‌ଟିଆଇ)…

ରେପୋ ରେଟ୍‌ ଅପରିବର୍ତ୍ତିତ

ମୁମ୍ବାଇ,୭-୨: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ଗୁରୁବାର ଏହାର ଦ୍ୱିମାସିକ ମୁଦ୍ରା ନୀତି ବୈଠକରେ ରେପୋ ରେଟ୍‌ ବା ସୁଧହାର ସମ୍ପର୍କରେ ଘୋଷଣା କରିଛି। କେନ୍ଦ୍ରୀୟ ବ୍ୟାଙ୍କ ରେପୋ ହାରକୁ ଚଳିତ ଥର ଅପରିବର୍ତ୍ତିିତ ରଖିଛି। ମୁଦ୍ରାସ୍ଫୀତିର ଅନିଶ୍ଚିତତାକୁ ବିଚାର କରି…

ଉଚ୍ଚ ରକ୍ତଚାପ ଥିଲେ…

ଆଜିକାଲି ଉଚ୍ଚ ରକ୍ତଚାପ ଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଅତ୍ୟଧିକ ଚାପ, କ୍ରୋଧ, ଚିନ୍ତା ଏହି ରୋଗର କାରଣ। ତେବେ ଏସବୁ ସମସ୍ୟାରୁ ରକ୍ଷା ପାଇବାକୁ ହେଲେ ପ୍ରଥମେ ଆପଣଙ୍କୁ ଏକ ଉତ୍ତମ ଜୀବନଶୈଳୀର ଅଭ୍ୟାସ କରିବାକୁ ପଡେ।…

୧୯ ବର୍ଷରୁ କମ୍ ବିଶ୍ୱକପ୍: ଭାରତ- ବାଂଲାଦେଶ ଫାଇନାଲ

ପେଚେଫ୍ସଟ୍ରୁମ୍, ୬୨(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍ର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ବିଶ୍ୱକପ ର ଏହି ୧୩ତମ ସଂସ୍କରଣରେ ଭାରତ ଓ ପଡୋଶୀ ବାଂଲାଦେଶ ଟାଇଟଲ ପାଇଁ ସ୍ଥାନୀୟ ଜେ.ବି.…

ଭିଜିଲାନ୍ସ ଜାଲରେ କପ୍ତିପଦା ଫରେଷ୍ଟର

କପ୍ତିପଦା,୬ା୨(ଡି.ଏନ୍‌.ଏ)- ଏକ ପୁରୁଣା ମାମଲାରେ ଦୋଷୀଙ୍କୁ ଗିରଫ ନ କରିବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମୟୂରଭଞ୍ଜ ଜିଲା କପ୍ତିପଦା ଫରେଷ୍ଟର ଶୋଭାକର ସିଂ ଗୁରୁବାର ଅପରାହ୍ନରେ ବାଲେଶ୍ୱର ଡିଭିଜନ ଭିଜିଲାନ୍ସ ଟିମ ହାତରେ ଧରା ପଡ଼ିଛନ୍ତି।…

ବେତନଟୀ ଥାନା ଏସ୍‌ଆଇ ନିଲମ୍ବିତ

ବେତନଟୀ,୬ା୨ (ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ଥାନା ସବ୍‌ ଇନ୍ସପେକ୍ଟର(ଏସଆଇ) ସଚ୍ଚିଦାନନ୍ଦ କିଷାନଙ୍କୁ ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ମଙ୍ଗଳବାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ନିଲମ୍ବିତ ସମ୍ପର୍କିତ ଏସପିଙ୍କ ଅର୍ଡର (ନଂ.୨୪୪/୫ା୨ା୨୦୨୦) କପି ବେତନଟୀ ଥାନା ଆଇଆଇସି ଅଶୋକ ନାୟକ…

ରଣ୍‌ଜୀ ମୁକାବିଲା: ଅଙ୍କିତଙ୍କ ଦ୍ୱିଶତକ: ମହାରାଷ୍ଟ୍ର ଅଗ୍ରଣୀ

କଟକ ଅଫିସ,୬ା୨- ମହାରାଷ୍ଟ୍ରର ନାଗୋଥାନେସ୍ଥିତ ରିଲାଏନ୍ସ କ୍ରିକେଟ ଷ୍ଟାଡିୟମରେ ଚାଲିଥିବା ଓଡ଼ିଶା-ମହାରାଷ୍ଟ୍ର ରଣଜୀ ଟ୍ରଫି କ୍ରିକେଟ ମ୍ୟାଚର ତୃତୀୟ ଦିବସ ଖେଳ ଗୁରୁବାର ଶେଷ ହୋଇଛି। ମହାରାଷ୍ଟ୍ର ପ୍ରଥମ ଇନିଂସ ୫୪୩/୫ରେ ଘୋଷଣା କରିବା ସହ ଅଗ୍ରଣୀ ହାସଲ କରିଛି। ଅଧିନାୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri