ମାଛଧରା ପ୍ରତିଯୋଗିତାରେ ଆବୁଧାବି ଚାମ୍ପିୟନ: ୩୯ ଲକ୍ଷରେ ବିକ୍ରି ହେଲା ୩୦.୮୫ କିଗ୍ରା ଓଜନର ବଡ଼ମାଛ
ଆବୁଧାବି,୬।୨:ଅନ୍ତର୍ଜାତୀୟ ମାଛଧରା ପ୍ରତିଯୋଗିତାରେ ଆବୁଧାବି ଚାମ୍ପିୟନ୍ ହୋଇଛି। ଅନ୍ତର୍ଜାତୀୟ ମେରାଇନ୍ ସ୍ପୋର୍ଟ କ୍ଲବ୍ ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତାରେ ଆବୁଧାବିର ହମଦାନ୍ ଅବଦୁଲା ଅଲ୍ଙ୍କୁ ବିଜେତା ଭାବେ ଘୋଷଣା କରାଯାଇଛି। ସେ ୩୦.୮୫ କିଗ୍ରା ଓଜନର ବଡ଼ ମାଛ ଧରି ଥିଲେ।…
ଘର ତାଲା ଭାଙ୍ଗି ୧୦ ଲକ୍ଷ ଟଙ୍କାର ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ
ଢେଙ୍କିକୋଟ,୬।୨(ଡି.ଏନ୍.ଏ.) : କେନ୍ଦୁଝର ଜିଲା ଢେଙ୍କିକୋଟ ପଞ୍ଚାୟତ ଲଙ୍ଗଳକଣ୍ଟିସ୍ଥିତ ଖୁର୍ସିଦ୍ ମହମ୍ମଦଙ୍କ ଘରୁ ବୁଧବାର ରାତିରେ ୧୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ସୁନାଗହଣା ଚୋରି ହୋଇଥିବା ଢେଙ୍କିକୋଟ ଫାଣ୍ଡିରେ ଅଭିଯୋଗ ହୋଇଛି। ସୂଚନାନୁଯାୟୀ, ଖୁର୍ସିଦ୍ ଦୀର୍ଘ ୨୦ ବର୍ଷ ଧରି ଲଙ୍ଗଳକଣ୍ଟିରେ…
କରୋନାଭାଇରସ ଭୟ: ବୁଦ୍ଧ ମନ୍ଦିରରେ ଲାଗିଲା ତାଲା
ଶ୍ରାବସ୍ତି,୬।୨: କରୋନାଭାଇରସ ଏବେ ସାରା ବିଶ୍ୱକୁ ଏକ ପ୍ରକାର ଭୟଭିତ କରାଇ ଦେଇଛି। ଏହାର ସଂକ୍ରମଣରେ ଏପର୍ଯ୍ୟନ୍ତ ଚାଇନାରେ ୫ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୨୮ ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହାର ଭୟାବହତାକୁ ଦେଖି ଉତ୍ତର…
ଆଙ୍କରିଂ ଯାହାର ନିଶା
ସତେ ଯେମିତି ଆଙ୍କରିଂ ତାଙ୍କ ନିଶା ପାଲଟି ଯାଇଛି। ଜଣେ ଓଡ଼ିଆ ଝିଅ ଭାବରେ ସେ କେବଳ ଜାତୀୟ ନୁହେଁ ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସା ସାଉଁଟିବାରେ ଲାଗିଛନ୍ତି। ସେ ହେଲେ ମାନସୀ ମିଶ୍ର। ବମ୍ବେରେ ଜନ୍ମିତା ଏହି ଆଙ୍କରଙ୍କ ମଧ୍ୟ ଅଭିନୟ…
ଭାଜପାରେ କେହି ନାହାନ୍ତି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ : କେଜରିଓ୍ବାଲ
ନୂଆଦିଲ୍ଲୀ,୬।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆରମ୍ଭ ହୋଇଗଲାଣି କାଉଣ୍ଟ ଡାଉନ୍। ହେଲେ ଏପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଆମ ଆଦମୀ ପାର୍ଟି(ଏଏପି) ମଧ୍ୟରେ କଥା କଟାକଟି ଶେଷ ହୋଇନାହିଁ। ଗୁରୁବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଏଏପିର ମୁଖ୍ୟ ଅରବିନ୍ଦ…
ସାଇକେଲ ଚୋରକୁ ୩ ବର୍ଷ ଜେଲ୍
ବ୍ରସେଲ୍ସ୍,୬।୨: ସାଇକେଲ ଚୋରି କରିଥିବା ଜଣେ ବ୍ୟକ୍ତିଙ୍କୁ ବେଲଜିୟମ୍ର ଅଦାଲତ ୩ ବର୍ଷ ଜେଲ୍ ଦଣ୍ଡାଦେଶ କରିଛନ୍ତି। ଜଜ୍ କହିଛନ୍ତି ଯାହାର ସାଇକେଲ ଚୋରି ହୋଇଥିଲା ସେ ବ୍ୟକ୍ତି ଜଣକ ବାଧ୍ୟ ହୋଇ କାର୍ ଚଳାଇଲେ। ଏହାଦ୍ୱାରା ପରିବେଶ ପ୍ରଦୂଷଣ ସୃଷ୍ଟି…
କୁକୁର ଗୋଡ଼ାଇବା କଥା ଭୁଲି ପାରୁନି
ଦୀପକଙ୍କ ଓଲିଉଡ୍ କ୍ୟାରିୟର ଆରମ୍ଭ ହୋଇଥିଲା ଓଡ଼ିଆ ସିନେମା ‘ମନ ମୋର ପ୍ରଜାପତି’ରୁ। ଏହାର ଶୁଟିଂ ସମୟରେ ଏପରି ଏକ ଘଟଣା ଘଟିଥିଲା ଯାହାକୁ ଭୁଲି ପାରୁନାହାନ୍ତି ଏହି ଅଭିନେତା.. ହଁ, କୁକୁର କଥା ମନେପଡ଼ିଲା ବେଳକୁ ଯେତିକି ଡର ଲାଗୁଛି…
କରୋନା ସଂକ୍ରମିତଙ୍କ ଯାଞ୍ଚ୍ କାର୍ଯ୍ୟରେ ରୋବୋ ନିଯୁକ୍ତ
ବେଜିଂ,୬।୨: ଚାଇନାରେ କରୋନା ଭୁତାଣୁ ସଂକ୍ରମଣଙ୍କ ସଂଖ୍ୟା ବଢ଼ିଚାଲିଛି। ଇତିମଧ୍ୟରେ ୫୬୨ ଲୋକଙ୍କ ମୃତ୍ୟୁ କରୋନା ଭୁତାଣୁ ଯୋଗୁ ହୋଇସାରିଛି। ସେହିପରି ୨୭ ହଜାରରୁ ଅଧିକ ଲୋକଙ୍କଠାରେ ଏହି ଭୁତାଣୁ ଚିହ୍ନଟ ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସଂକ୍ରମିତଙ୍କ ଯାଞ୍ଚ୍ରେ ରୋବୋକୁ…
ଦିଲ୍ଲୀ ବିଧାନସଭା ନିର୍ବାଚନ: ବିଏସ୍ପି କାର୍ଯ୍ୟକର୍ତ୍ତାଙ୍କ ଉପରେ ଆକ୍ରମଣ
ନୂଆଦିଲ୍ଲୀ,୬।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପ୍ରଚାରର ଶେଷ ଦିନରେ ବହୁଜନ ସମାଜ ପାର୍ଟି(ବିଏସ୍ପି) ନେତାଙ୍କ ଉପରକୁ ଆକ୍ରମଣ ହୋଇଛି। ବଦରପୁର ବିଧାନସଭା ଆସନରୁ ନିର୍ବାଚନ ଲଢୁଥିବା ବିଏସପି ପ୍ରାର୍ଥୀ ନାରାୟଣ ଦତ୍ତ ଶର୍ମାଙ୍କ ଉପରକୁ କିଛି ଅଜ୍ଞାତ ବ୍ୟକ୍ତି ଆକ୍ରମଣ କରିଥିବା…
ଦୋଛକିରେ କିଆରା
କିଆରା ଆଡଓ୍ବାନୀ ଦୋଛକିରେ ପଡ଼ିଯାଇଛନ୍ତି। କଥାଟି ଏମିତି ହୋଇଛି ଯେ ଏଣୁ ମାରିଲେ ଗୋହତ୍ୟା ତେଣୁ ମାରିଲେ ବ୍ରହ୍ମହତ୍ୟା। କଥା କ’ଣ କି ନିକଟରେ ଏକ ଅନଟାଇଟଲଡ ହିନ୍ଦୀ ସିନେମାରେ ଅଭିନୟ କରିବାକୁ ତାଙ୍କୁ ଅଫର ମିଳିଥିଲା। କିନ୍ତୁ ଏଥିରେ କେତୋଟି…
ଭୋଟ ପାଇଁ ଏଏପି କାର୍ଯ୍ୟାଳୟରେ ପହଞ୍ଚିଲେ ଭାଜପା ବିଧାୟକ
ନୂଆଦିଲ୍ଲୀ, ୬।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ପ୍ରଚାର ଶେଷ ହେଉଛି। ଭୋଟରଙ୍କ ମନ ଜିଣିବା ପାଇଁ ଘର ଘର ବୁଲି ଭୋଟ ମାଗୁଛନ୍ତି ପ୍ରାର୍ଥୀ। ଏସବୁ ଭିତରେ ଦିଲ୍ଲୀର ତିଳକନଗରରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ଏଠାରେ…
୩ ରାଶିର ବ୍ୟକ୍ତିଙ୍କ ଉପରେ ହେବ ପ୍ରେମର ବର୍ଷା…
ପ୍ରେମୀ ଦିବସକୁ ନେଇ ପ୍ରତିଟି ପ୍ରେମିକାପ୍ରେମିକଙ୍କ ମଧ୍ୟରେ ଉତ୍ସୁକତା ଭରି ରହିଥାଏ। ପ୍ରେମ ଉପରେ ସବୁବେଳେ କଟକଣା ଲାଗିଛି। ତେବେ ଯେତେବେଳେ କଟକଣା ଶକ୍ତ ହୋଇଛି ପ୍ରେମ ଅଧିକ ଗଭୀର ହୋଇଛି। ଏହା ପୃଥିବୀ ଇତିହାସରୁ ଜଣାପଡ଼େ। ତୃତୀୟ ଶତାବ୍ଦୀରେ ଇଟାଲୀରେ…
Archives


