Home Left

କରୋନା ସଂକ୍ରମିତଙ୍କ ଯାଞ୍ଚ୍‌ କାର୍ଯ୍ୟରେ ରୋବୋ ନିଯୁକ୍ତ

ବେଜିଂ,୬।୨: ଚାଇନାରେ କରୋନା ଭୁତାଣୁ ସଂକ୍ରମଣଙ୍କ ସଂଖ୍ୟା ବଢ଼ିଚାଲିଛି। ଇତିମଧ୍ୟରେ ୫୬୨ ଲୋକଙ୍କ ମୃତ୍ୟୁ କରୋନା ଭୁତାଣୁ ଯୋଗୁ ହୋଇସାରିଛି। ସେହିପରି ୨୭ ହଜାରରୁ ଅଧିକ ଲୋକଙ୍କଠାରେ ଏହି ଭୁତାଣୁ ଚିହ୍ନଟ ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସଂକ୍ରମିତଙ୍କ ଯାଞ୍ଚ୍‌ରେ ରୋବୋକୁ…

ଦିଲ୍ଲୀ ବିଧାନସଭା ନିର୍ବାଚନ: ବିଏସ୍‌ପି କାର୍ଯ୍ୟକର୍ତ୍ତାଙ୍କ ଉପରେ ଆକ୍ରମଣ

ନୂଆଦିଲ୍ଲୀ,୬।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପ୍ରଚାରର ଶେଷ ଦିନରେ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ନେତାଙ୍କ ଉପରକୁ ଆକ୍ରମଣ ହୋଇଛି। ବଦରପୁର ବିଧାନସଭା ଆସନରୁ ନିର୍ବାଚନ ଲଢୁଥିବା ବିଏସପି ପ୍ରାର୍ଥୀ ନାରାୟଣ ଦତ୍ତ ଶର୍ମାଙ୍କ ଉପରକୁ କିଛି ଅଜ୍ଞାତ ବ୍ୟକ୍ତି ଆକ୍ରମଣ କରିଥିବା…

ଦୋଛକିରେ କିଆରା

କିଆରା ଆଡଓ୍ବାନୀ ଦୋଛକିରେ ପଡ଼ିଯାଇଛନ୍ତି। କଥାଟି ଏମିତି ହୋଇଛି ଯେ ଏଣୁ ମାରିଲେ ଗୋହତ୍ୟା ତେଣୁ ମାରିଲେ ବ୍ରହ୍ମହତ୍ୟା। କଥା କ’ଣ କି ନିକଟରେ ଏକ ଅନଟାଇଟଲଡ ହିନ୍ଦୀ ସିନେମାରେ ଅଭିନୟ କରିବାକୁ ତାଙ୍କୁ ଅଫର ମିଳିଥିଲା। କିନ୍ତୁ ଏଥିରେ କେତୋଟି…

ଭୋଟ ପାଇଁ ଏଏପି କାର୍ଯ୍ୟାଳୟରେ ପହଞ୍ଚିଲେ ଭାଜପା ବିଧାୟକ

ନୂଆଦିଲ୍ଲୀ, ୬।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ପ୍ରଚାର ଶେଷ ହେଉଛି। ଭୋଟରଙ୍କ ମନ ଜିଣିବା ପାଇଁ ଘର ଘର ବୁଲି ଭୋଟ ମାଗୁଛନ୍ତି ପ୍ରାର୍ଥୀ। ଏସବୁ ଭିତରେ ଦିଲ୍ଲୀର ତିଳକନଗରରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ଏଠାରେ…

୩ ରାଶିର ବ୍ୟକ୍ତିଙ୍କ ଉପରେ ହେବ ପ୍ରେମର ବର୍ଷା…

ପ୍ରେମୀ ଦିବସକୁ ନେଇ ପ୍ରତିଟି ପ୍ରେମିକାପ୍ରେମିକଙ୍କ ମଧ୍ୟରେ ଉତ୍ସୁକତା ଭରି ରହିଥାଏ। ପ୍ରେମ ଉପରେ ସବୁବେଳେ କଟକଣା ଲାଗିଛି। ତେବେ ଯେତେବେଳେ କଟକଣା ଶକ୍ତ ହୋଇଛି ପ୍ରେମ ଅଧିକ ଗଭୀର ହୋଇଛି। ଏହା ପୃଥିବୀ ଇତିହାସରୁ ଜଣାପଡ଼େ। ତୃତୀୟ ଶତାବ୍ଦୀରେ ଇଟାଲୀରେ…

ବିଦ୍ୟୁତ୍‌ ବିଚ୍ଛିନ୍ନ କରିବାକୁ ନେଇ ଭାଜପାର ଟାର୍ଗେଟ: ଝିଣ୍ଟିକା ମାରି ବଣି ପୋଷୁଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର,୬।୨(ବ୍ୟୁରୋ): ବିଜୁଳିକୁ ନେଇ ରାଜ୍ୟ ସରକାରଙ୍କୁ ଭାଜପା ମୁଖପାତ୍ର ଗୋଲକ ମହାପାତ୍ର ଗୁରୁବାର ସମାଲୋଚନା କରିଛନ୍ତି। ବଡ଼ ଶିଳ୍ପ ସଂସ୍ଥା ଓ ବିତରକ କମ୍ପାନୀ ଉପରେ ୧୨ ହଜାର କୋଟି ଟଙ୍କା ବାକି ରହିଛି। ହେଲେ ଗରିବଙ୍କ ବିଜୁଳି କାଟିବା ଦିଗରେ…

ସାଥୀଙ୍କ ହୃଦୟ ଜିଣିବା ପାଇଁ ଦେବେ କେଉଁ ରଙ୍ଗର ଗୋଲାପ…

ଭାଲେଣ୍ଟାଇନ୍‌ ଓ୍ବିକ୍‌ର ପ୍ରଥମ ଦିନକୁ ରୋଜ୍‌ ଡେ କୁହାଯାଇଥାଏ। ଏହା ଫେବୃୟାରୀ ୭ରେ ପାଳିତ ହେବ। ପ୍ରେମିକାପ୍ରେମିକ ନିଜ ସାଥୀଙ୍କ ହୃଦୟ ଜିଣିବା ପାଇଁ ଭିନ୍ନ ଭିନ୍ନ ରଙ୍ଗର ଗୋଲାପ ଉପହାର ଦେଇଥାନ୍ତି। ତେବେ କେଉଁ ରଙ୍ଗ ଗୋଲାପ କାହିଁକି ଉପହାରରେ…

ସମ୍ବଲପୁର ଗସ୍ତରେ ପୋଲିସ ଡିଜି: ଅପରାଧ ନିୟନ୍ତ୍ରଣ, ୫-ଟି କାର୍ଯ୍ୟକାରିତା ନେଇ ସମୀକ୍ଷା

ସମ୍ବଲପୁର,୬।୨(ବ୍ୟୁରୋ)-ପୋଲିସ ଡିଜି ଅଭୟ ଗୁରୁବାର ଦିନିକିଆ ସମ୍ବଲପୁର ଗସ୍ତରେ ଆସିଛନ୍ତି। ଏହି ଅବସରରେ ଉତ୍ତରାଞ୍ଚଳ ଡିଭିଜନ ଜିଲାର ଏସ୍‌ପିମାନଙ୍କୁ ନେଇ ସେ ସମୀକ୍ଷା ବୈଠକ କରିଥିଲେ। ସାଇବର ଅପରାଧ, ନିଶା ଦ୍ରବ୍ୟ ଚୋରା ଚାଲାଣ ରୋକିବା, ରାଜ୍ୟ ବାହାରକୁ ଆସୁଥିବା ଅପରାଧୀଙ୍କୁ…

ଆମ ସିନେମାର ଥକା କଥା….

ଓଡ଼ିଶାରେ ମନୋରମ ପ୍ରାକୃତିକ ସମ୍ପଦର ଫାଇଦା ଉଠାଇବା ଦିଗରେ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ ତା’ର ଓ୍ବେବ୍‌ସାଇଟ୍‌ରେ କିଛିଟା ଜିଲାର ପ୍ରାକୃତିକ ଦୃଶ୍ୟରେ ଫଟୋଚିତ୍ର ସାଧାରଣରେ ପ୍ରଯୋଜକ-ନିର୍ଦ୍ଦେଶକଙ୍କ ଦୃଷ୍ଟି ଆକର୍ଷଣ ପାଇଁ ପ୍ରେରଣ କରାଯାଇଛି। ଏପରି ସ୍ଥାନରେ ବଲିଉଡ଼ର ଚଳଚ୍ଚିତ୍ର ଶୁଟିଂ…

ରେଳ ଅନୁଦାନ ଓଡ଼ିଶା ପାଇଁ ନୈରାଶ୍ୟଜନକ: ମନ୍ତ୍ରୀ

ଭୁବନେଶ୍ୱର,୬।୨(ବ୍ୟୁରୋ): ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪,୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଓଡ଼ିଶା ପାଇଁ ନୈରାଶ୍ୟଜନକ ବୋଲି ଗୁରୁବାର ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି। ସେ କହିଛନ୍ତି, ଯେତିକି ଦାବି କରିଥିଲୁ…

ପାକିସ୍ତାନ ମ୍ୟାଚ୍‌ ପୂର୍ବରୁ ମା’ଙ୍କୁ ଫୋନରେ ଏମିତି କହିଥିଲେ ଯଶସ୍ବୀ

ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୧୦ ଉଇକେଟରେ ହରାଇ ଅଣ୍ଡର୍‌-୧୯ ବିଶ୍ୱକପର ଫାଇନାଲ ପ୍ରବେଶ କରିଛି ଭାରତ। ଜବରଦସ୍ତ ଫର୍ମରେ ଥିବା ୧୮ ବର୍ଷୀୟ ଯଶସ୍ବୀ ନିଜର ପ୍ରଥମ ବିଶ୍ୱକପ୍‌ ଶତକ ମାରିଛନ୍ତି। ସେମିଫାଇନାଲରେ ସେ ୧୧୩ ବଲରେ ୮ ଚୌକା ଓ ୪…

୪୫ ଦିନ ହେଲାଣି ମଣ୍ଡିରୁ ଉଠୁନି ଧାନ: ମାଲକାନଗିରି-ବାଲିମେଳା ରାସ୍ତା ଅବରୋଧ କଲେ ଚାଷୀ

କୋରୁକୋଣ୍ଡା,୬।୨(ଡି.ଏନ୍‌.ଏ): ମାଲକାନଗିରି ଜିଲାରେ ବାରମ୍ବାର ଚାଷୀ ମହଲରେ ଉତ୍ତେଜନା ଦେଖିବାକୁ ମିଳୁଛି। ବୁଧବାର ଜିଲାର ଗୋବିନ୍ଦପାଲିଠାରେ ମଣ୍ଡିରୁ ଧାନ ଉଠୁ ନ ଥିବା ହେତୁ ମାଲକାନଗିରି-ଜୟପୁର ରାସ୍ତା ଅବରୋଧ କରି ଚାଷୀ ଧାରଣାରେ ବସିଥିଲେ। ସେହିଭଳି ଗୁରୁବାର ସକାଳେ ଜିଲାର କୋରୁକୋଣ୍ଡାଠାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri